-+91-9937148622 |

prerana_bgr@rediffmail.com |

  Sunday 12th July 2026 |

| | | |

R.N.I. Regd No. ODIODI/2010/46693

Breaking News

କୋମନାରେ ଜିଲ୍ଲା ଯାଦବ ସମାଜର କାର୍ଯ୍ୟକାରିଣୀ ବୈଠକ   (12-Jul-2026)       ||      ସୁବର୍ଣ୍ଣପୁର ରେ ଓଡ଼ିଶା ସାମ୍ୱାଦିକ ସଂଘ ର ରାଜ୍ୟ କାର୍ଯ୍ୟକାରିଣୀ ଓ ଜିଲ୍ଲା ଶାଖାର ବାର୍ଷିକ ଉତ୍ସବ ଅନୁଷ୍ଠିତ   (12-Jul-2026)       ||      ଯୋଗ ର ଉପକାରିତା ଉପରେ ଏକ ଆଲୋଚନା ଚକ୍ର ଓ ବୃକ୍ଷ ରୋପଣ କାର୍ଯ୍ୟକ୍ରମ    (12-Jul-2026)       ||      ପ୍ରାସଙ୍ଗିକ ଓ ମାଟିମନସ୍କ ହୁଅନ୍ତୁ ଯୁବ ଲେଖକ    (12-Jul-2026)       ||      ରେଟାମୁଣ୍ଡାରେ ଅଖିଳ ଭାରତୀୟ ଗୋଣ୍ଡୱାନା ଗୋଣ୍ଡ ମହାସଭାର ନୂତନ କାର୍ଯ୍ୟକାରି କମିଟି ଗଠିତ ,   (12-Jul-2026)       ||      ଗୋପାଳପୁର ଆଶ୍ରମ ସ୍କୁଲରେ ୭୭ ତମ ବନ ମହୋତ୍ସବ ପାଳିତ   (12-Jul-2026)       ||      ଆକାଶବାଣୀ ବଲାଙ୍ଗୀରର ସାମୟିକ ଉଦଘୋଷକ ଶରତ କୁମାର ନନ୍ଦ ଙ୍କୁ ଅବସର ସମ୍ବର୍ଦ୍ଧନା    (12-Jul-2026)       ||      ଆଗଲପୁର ଠାରେ ବିଜେପିର ବିଏଲଓ ବୈଠକ   (12-Jul-2026)       ||      ରାଜ୍ୟ ସ୍ତରୀୟ ଗଙ୍ଗାଧର ମେହେର ଜୟନ୍ତୀ ସମାରୋହ ପାଇଁ ପ୍ରସ୍ତୁତି ବୈଠକ ।   (12-Jul-2026)       ||      ସୁରେନ୍ଦ୍ର ପଟେଲଙ୍କ କୋଶଲୀ ରାମାୟଣ ଲୋକାର୍ପଣ ଏବଂ ତହଁକ୍ କୁଟୁମ୍ ର ଝକେର୍ କବିତା ଆସର୍    (12-Jul-2026)       ||      ବୁଦ୍ଧିଜୀବୀ ମାନଙ୍କର ଶାସକ ଗୋଷ୍ଠୀର ଜୟଗାନ ମନୋବୃତ୍ତି ସମାଜ କୁ ଆହୁରି ଅଧୋପତନ ଆଡକୁ ନେଇ ଯାଉଛି    (12-Jul-2026)       ||      ବୃକ୍ଷରୋପଣ ଆମରି ପଣ   (12-Jul-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପ୍ରଶ୍ନୋତ୍ତର ପ୍ରତିଯୋଗିତା    (12-Jul-2026)       ||      *ଗାଁ ମୁହାଁ ଜଙ୍ଗଲୀ ଭାଲୁ.... ବୋରିପଦର ଗ୍ରାମରେ ଭାଲୁର ଆତଙ୍କ*   (12-Jul-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ଼. ମୁକେଶ ମହାଳିଙ୍ଗ ଙ୍କ 53 ତମ ଜନ୍ମଦିବସ ବୁର୍ଡ଼l ଡାକ ବଙ୍ଗଳା ଠାରେ ମହା ସମାରୋହରେ ପାଳିତ    (12-Jul-2026)       ||      କୁଟୁମ୍ବଡୋଲା କ୍ଲଷ୍ଟର ପକ୍ଷରୁ ସିଆଲବାହାଲି ଠାରେ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା ସଭା   (12-Jul-2026)       ||      ଅଲେଖ ଧର୍ମ ବଳାମ୍ବି ସ୍ବର୍ଗତ ବିନ୍ଦୁ ବାରିକ ଙ୍କ ଅକାଳ ବିୟୋଗ, ଅଂଚଳ ରେ ଶୋକର ଛାୟା   (12-Jul-2026)       ||      ଯୁବକଙ୍କୁ ହତ୍ୟା, ପୁଲିସର ତଦନ୍ତ ଜାରି   (11-Jul-2026)       ||      *ଅକ୍ଟୋବର ୧୫ ସୁଦ୍ଧା ମାଗଣା ରବିଚାଷ ପାଇଁ ବିହନ ଯୋଗାଇବାକୁ ଦାବି: ପୋଷ୍ଟ କାର୍ଡ ମାଧ୍ୟମରେ ସରକାରଙ୍କୁ ଚାଷୀ ଙ୍କ ଅନୁରୋଧ*   (11-Jul-2026)       ||      ରଶ୍ମି ରଞ୍ଜନ ସିଦ୍ଧାଶ୍ରମରେ ବୃକ୍ଷ ରୋପଣ   (11-Jul-2026)       ||     

HOME   ଶି‍କ୍ଷା ଓ ନିଯୁକ୍ତି

ନିଟ୍‌ରେ କମାଲ ଦେଖାଇଲେ ଆଦର୍ଶବିଦ୍ୟାଳୟ ଛାତ୍ରଛାତ୍ରୀ, ବିବନା ଛାତ୍ର ରାଜ୍ୟଟପ୍ପର,ପଥରଚେପାରୁ ୨

18-Jun-2023



ବଲାଙ୍ଗିର(ପ୍ରେରଣା ଖବର) ରରାଜ୍ୟରେ ଇଂରାଜୀ ମିଡିୟମ ଜରିଆରେ ଗ୍ରାମାଞ୍ଚଳର ଛାତ୍ର/ଛାତ୍ରୀଙ୍କୁ ଉନ୍ନତ ପାଠପଢାଇବା ଉଦ୍ଦେଶ୍ୟ ରଖି ରାଜ୍ୟସରକାର ପ୍ରତ୍ୟେକ ବ୍ଲକରେ ଆଦର୍ଶସ୍କୁଲ ଆରମ୍ଭ କରିଥିଲେ । ଗତ ୨୦୧୬ ଅପ୍ରେଲରେ ସରକାର ଏହାର ଆରମ୍ଭ କରିଥିଲେ । ଏବେ ୭ବର୍ଷର ଉଦ୍ୟମରେ ଛାତ୍ରଛାତ୍ରୀ ଖୁବ ଉନ୍ନତ ପ୍ରଦର୍ଶନ କରୁଥିବା ଲକ୍ଷ୍ୟ କରାଯାଇଛି । ଚଳିତଥର ସର୍ବଭାରତୀୟ ନିଟ୍ ପରୀକ୍ଷାରେ ଓଡିଶା ଆଦର୍ଶବିଦ୍ୟାଳୟରୁ ୨୧ଜଣ ଛାତ୍ରଛାତ୍ରୀ କୃତକାର୍ଯ୍ୟ ହୋଇଛନ୍ତି । ଆଉ ସବୁଠୁ ଖୁସିଖବର ହେଲା ରାଜ୍ୟର ଏହି ୨୧ଜଣଙ୍କ ମଧ୍ୟରୁ ବଲାଙ୍ଗୀର ଜିଲ୍ଲାର ୩ଟି ଆଦର୍ଶବିଦ୍ୟାଳୟରୁ ୪ଜଣ ନିଟ୍ ପରୀକ୍ଷାରେ ସଫଳତା ପାଇଛନ୍ତି । ସଇଁତଳା ବ୍ଲକ

ବିବିନା ଓଏଭିର ଛାତ୍ର ଅଜୟ ମେହେର ମୋଟ ୭୨୦ ମାର୍କରୁ ୬୬୨ ନମ୍ବର ରଖି ଓଏଭିଏସରେ ସର୍ବଶ୍ରେଷ୍ଠସ୍ଥାନରେ ରହିଛନ୍ତି । ସେହିପରି ବଲାଙ୍ଗୀର ପଥରଚେପା ଆଦର୍ଶବିଦ୍ୟାଳୟର ୨ଜଣ  ଅନୁଭବ ମିଶ୍ର ୬୪୮ ଏବଂ ନିଶାରାଣୀ ସା ୫୮୬ ମାର୍କ ରଖି କୃତକାର୍ଯ୍ୟ ହୋଇଛନ୍ତି । ଠିକ ସେହିପରି ଭାଲୁମୁଣ୍ଡା ଆଦର୍ଶବିଦ୍ୟାଳୟର ଜ୍ଞାନବନ୍ତ ସାହୁ ୬୪୫ ନମ୍ବର ରଖି କୃତକାର୍ଯ୍ୟ ହୋଇଛନ୍ତି । ଆଦର୍ଶବିଦ୍ୟାଳୟର ଏହି ସଫଳତାରେ ବଲାଙ୍ଗୀର ଜିଲ୍ଲାରେ ଖୁସିର ମାହୋଲ ସୃଷ୍ଟି ହୋଇଛି । ପ୍ରକାଶ୍ୟ ଯେ,ସର୍ବଭାରତୀୟ ଜେଇଇ ପରୀକ୍ଷାରେ ଚଳିତବର୍ଷ ଓଡିଶା ଆଦର୍ଶବିଦ୍ୟାଳୟ ର ଛାତ୍ରଛାତ୍ରୀମାନେ ମଧ୍ୟ କମାଲ କରିଛନ୍ତି । ଜେଇଇ ମେନ୍ ପରୀକ୍ଷାରେ ରୋହନରାଜ

ଭୋଇ(୯୮.୬୪),ଅନୁଭବ ମିଶ୍ର(୯୫.୮୫),ଶୁଭଙ୍କର ମିଶ୍ର(୮୮.୨୧ ଇଡବ୍ଲୁଏସ),ସମରେନ୍ଦ୍ର ସାହୁ(୭୬.୨୪ ଓବିସ ଏନସିଏଲ)ଓ ମିଲନ ମେହେର(୫୩.୪୭ ଏସଟି) ପାଇ ଜେଇଇ ଆଡଭାନ୍ସ ପାଇଁ ଯୋଗ୍ୟତା ଅର୍ଜନ କରିଥିଲେ । ଏମାନଙ୍କ ବ୍ୟତିତ ଅନିରୁଦ୍ଧ ଯୋଷୀ(୮୯.୫୯),ସ୍ମୃତିଶରଣ ତ୍ରୀପାଠୀ(୮୮.୩୮),ସ୍ୱସ୍ତିକଚିନ୍ତନ ତ୍ରୀପାଠୀ(୮୦.୮୨),ପ୍ରତିକ୍ଷା ତ୍ରୀପାଠୀ(୮୫.୭୦),ଆୟସା ନନ୍ଦ(୭୪.୬୫) ଜେଇଇ ମେନ ପରୀକ୍ଷାରେ ସଫଳତା ପାଇଛନ୍ତି । 


News Comment




Photo in News

Advertisment
Lastest News
  ଜିଲ୍ଲା  
କୋମନାରେ ଜିଲ୍ଲା ଯାଦବ ସମାଜର କାର୍ଯ୍ୟକାରିଣୀ ବୈଠକ   12-Jul-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ଓଡ଼ିଶା ସାମ୍ୱାଦିକ ସଂଘ ର ରାଜ୍ୟ କାର୍ଯ୍ୟକାରିଣୀ ଓ ଜିଲ୍ଲା ଶାଖାର ବାର୍ଷିକ ଉତ୍ସବ ଅନୁଷ୍ଠିତ   12-Jul-2026
  ଜିଲ୍ଲା  
ଯୋଗ ର ଉପକାରିତା ଉପରେ ଏକ ଆଲୋଚନା ଚକ୍ର ଓ ବୃକ୍ଷ ରୋପଣ କାର୍ଯ୍ୟକ୍ରମ   12-Jul-2026
  ଜିଲ୍ଲା  
ପ୍ରାସଙ୍ଗିକ ଓ ମାଟିମନସ୍କ ହୁଅନ୍ତୁ ଯୁବ ଲେଖକ   12-Jul-2026
  ଜିଲ୍ଲା  
ରେଟାମୁଣ୍ଡାରେ ଅଖିଳ ଭାରତୀୟ ଗୋଣ୍ଡୱାନା ଗୋଣ୍ଡ ମହାସଭାର ନୂତନ କାର୍ଯ୍ୟକାରି କମିଟି ଗଠିତ ,   12-Jul-2026
  ଜିଲ୍ଲା  
ଗୋପାଳପୁର ଆଶ୍ରମ ସ୍କୁଲରେ ୭୭ ତମ ବନ ମହୋତ୍ସବ ପାଳିତ   12-Jul-2026
  ଜିଲ୍ଲା  
ଆକାଶବାଣୀ ବଲାଙ୍ଗୀରର ସାମୟିକ ଉଦଘୋଷକ ଶରତ କୁମାର ନନ୍ଦ ଙ୍କୁ ଅବସର ସମ୍ବର୍ଦ୍ଧନା   12-Jul-2026
  ଜିଲ୍ଲା  
ଆଗଲପୁର ଠାରେ ବିଜେପିର ବିଏଲଓ ବୈଠକ   12-Jul-2026
  ଜିଲ୍ଲା  
ରାଜ୍ୟ ସ୍ତରୀୟ ଗଙ୍ଗାଧର ମେହେର ଜୟନ୍ତୀ ସମାରୋହ ପାଇଁ ପ୍ରସ୍ତୁତି ବୈଠକ ।   12-Jul-2026
  ଜିଲ୍ଲା  
ସୁରେନ୍ଦ୍ର ପଟେଲଙ୍କ କୋଶଲୀ ରାମାୟଣ ଲୋକାର୍ପଣ ଏବଂ ତହଁକ୍ କୁଟୁମ୍ ର ଝକେର୍ କବିତା ଆସର୍   12-Jul-2026
  ଜିଲ୍ଲା  
ବୁଦ୍ଧିଜୀବୀ ମାନଙ୍କର ଶାସକ ଗୋଷ୍ଠୀର ଜୟଗାନ ମନୋବୃତ୍ତି ସମାଜ କୁ ଆହୁରି ଅଧୋପତନ ଆଡକୁ ନେଇ ଯାଉଛି   12-Jul-2026
  ଜିଲ୍ଲା  
ବୃକ୍ଷରୋପଣ ଆମରି ପଣ   12-Jul-2026

You Might Also Like

           
  ଶି‍କ୍ଷା ଓ ନିଯୁକ୍ତି  

୯୩% ମାର୍କ ରଖ୍ ସଫଳତା ପାଇଲେ ସନ୍ଦୀପ

           
  ଶି‍କ୍ଷା ଓ ନିଯୁକ୍ତି  

ଆଜିଠାରୁ ହେବ ସକାଳୁଆ ସ୍କୁଲ