-+91-9937148622 |

prerana_bgr@rediffmail.com |

  Wednesday 28th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବାତ୍ୟା ‘ଅର୍ଣ୍ଣବ’ ମୁକାବିଲା କ୍ଷେତ୍ରରେ ଶୂନ୍ୟ ଜୀବନହାନି ଓ ଫସଲ କ୍ଷୟକ୍ଷତି ରୋକିବା ଉପରେ ରାଜ୍ୟପାଳଙ୍କ ଗୁରୁତ୍ୱାରୋପ   (28-Oct-2026)       ||      ସାହୁ ପରିବାର"ର ପ୍ରଥମ ସାଧାରଣ ଅଧିବେଶନ : ରମେଶ ଚନ୍ଦ୍ର ସାହୁ ସଭାପତି ଏବଂ ବିଶ୍ୱନାଥ ସାହୁ ସମ୍ପାଦକ   (28-Oct-2026)       ||      ସୁରକ୍ଷିତ ବଚପନ ଅଭିଯାନ ସଫଳ ନେଇ ସଚେତନତା   (28-Oct-2026)       ||      ଶୂନ୍ୟ ମୃତ୍ୟୁହାର ଲକ୍ଷ୍ୟରେ କନ୍ଧମାଳ ପ୍ରଶାସନର ବ୍ୟାପକ ପ୍ରସ୍ତୁତି :  ବାତ୍ୟା ମୁକାବିଲା ପାଇଁ ମନ୍ତ୍ରୀଙ୍କ ସମୀକ୍ଷା, ୧୯୮ ଗର୍ଭବତୀ ମହିଳା ମା’ ଗୃହକୁ ସ୍ଥାନାନ୍ତର   (28-Oct-2026)       ||      *ନବରଙ୍ଗପୁର କୋର୍ଟ ପରିସରରେ ସ୍ଥିତ ଅଭିଯୋଜନ କାର୍ଯ୍ୟାଳୟରେ ଦୁର୍ନୀତିମୁକ୍ତ ସମାଜ ନିମନ୍ତେ ଶପଥ କାର୍ଯ୍ୟକ୍ରମ ଅନୁଷ୍ଠିତ*   (28-Oct-2026)       ||      ସୁରକ୍ଷିତ ଶୈଶବ ଅଭିଯାନ ସଚେତନତା କାର୍ଯ୍ୟକ୍ରମ   (28-Oct-2026)       ||      ଡୁଙ୍ଗୁରିପାଲିରେ ବିଜେଡିର ଜନ ସଂପର୍କ ପଦଯାତ୍ରା: ଦମ ଦେଖାଇଲା ବିଜେଡି, ହଜାର ହଜାର ସଂଖ୍ୟାରେ କର୍ମୀଙ୍କ ସମାବେଶ    (28-Oct-2026)       ||      ସମଲେଇ ମନ୍ଦିରରେ ହୁଳହୁଲି ଓ ଶଙ୍ଖଫୁଙ୍କା ପ୍ରତିଯୋଗିତା♦️ ପିପି ଏକାଡେମୀରେ କବିତା ଆସର    (27-Oct-2026)       ||      ଅଲ୍ ଇଣ୍ଡିଆ ପୋଷ୍ଟାଲ ଏମ୍ପ୍ଲଇଜ୍ ୟୁନିଅନ୍ ଗ୍ରୁପ୍-ସି, ବଲାଙ୍ଗୀର ଡାକ ମଣ୍ଡଲ ର ୧୩ତମ ଦ୍ୱିବାର୍ଷିକ ମଣ୍ଡଳ ଅଧିବେଶନ    (27-Oct-2026)       ||      ଦଶହରା ଫୁଟବଲ ଧମାକା ଝାରମୁଣ୍ଡା -2026   (27-Oct-2026)       ||      ଅଇଁଲାମୁଣ୍ଡା ଠାରେ ଡ଼ୁମାଳ ସମାଜର ମାହେଶ୍ୱରୀ ଖୁଣ୍ଟ ପୂଜା ଅନୁଷ୍ଠିତ   (27-Oct-2026)       ||      ଲକ୍ଷେ ଘର ଗଣ୍ଡା ସମାଜ ପକ୍ଷରୁ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (27-Oct-2026)       ||      ଜୋନକନ୍-୨୦୨୬ରେ ଜେସିଆଇ ଟିଟିଲାଗଡ଼ ସିଟିର ଐତିହାସିକ ସଫଳତା: ଶୈଳେଶ ପ୍ରସାଦ ଗୋଏଲ ଶ୍ରେଷ୍ଠ ସଭାପତି   (27-Oct-2026)       ||      ଚିନାଯୁରୀରେ ପଂଚାୟତସ୍ତରୀୟ ଜନ ଅଭିଯୋଗ ଶୁଣାଣୀ   (27-Oct-2026)       ||      ବରିଷ୍ଠ ନୋଟାରୀ ଅଶ୍ୱିନୀ ମିଶ୍ର ଙ୍କ ବିୟୋଗରେ ଜିଲ୍ଲା ଓକିଲ ସଂଘ ପକ୍ଷରୁ ଶୋକସଭା    (27-Oct-2026)       ||      ସଂକଳ୍ପ ଖୋଲୁଛି ସୁଯୋଗର ଦ୍ୱାର, ସାହସ ଦେଉଛି ପରିବର୍ତ୍ତନକୁ ଗତି: ଓଡ଼ିଶାର ମହିଳାଙ୍କ ହାତରେ ନୂଆ ଭବିଷ୍ୟତର ଷ୍ଟିଅରିଂ   (27-Oct-2026)       ||      ଲୋଇସିଂହା ଠାରେ ବିଜେପି ପକ୍ଷରୁ ଯଶସ୍ବୀ ପ୍ରଧାନମନ୍ତ୍ରୀ ଙ୍କ ବାପା ଓ ମା ପ୍ରତି ଅଶାଳୀନ ମନ୍ତବ୍ୟ କୁ ନେଇ କଂଗ୍ରେସ ଅଧ୍ୟକ୍ଷ ଙ୍କ ବିରୁଦ୍ଧରେ ପ୍ରତିବାଦ କାର୍ଯ୍ୟକ୍ରମ   (26-Oct-2026)       ||      ବଲାଙ୍ଗୀରିଏନ ବୀରାଙ୍ଗନା”ଅନୁଷ୍ଠାନ ପକ୍ଷରୁ ନ୍ୟୁତ୍ୟ ପ୍ରତିଯୋଗୀତା   (26-Oct-2026)       ||      ଜାତୀୟ ଲନ୍‌ବଲ୍‌ ଉଦ୍‌ଯାପିତ: ଓଡ଼ିଶାକୁ ୩ ସ୍ବର୍ଣ୍ଣ ସହ ୫ ପଦକ ରାଜେଶ୍ବରୀ ବ୍ୟକ୍ତିଗତ ବର୍ଗ, ଓଡ଼ିଶା ୧୮ବର୍ଷରୁ କମ୍‌ ବର୍ଗରେ ଓଭରଅଲ୍‌ ବିଜେତା   (26-Oct-2026)       ||      *ଡାବୁଗାଁରେ ମାଁ ଗଜଲକ୍ଷ୍ମୀ ପୂଜା ଆରମ୍ଭ*   (26-Oct-2026)       ||     

HOME   ଜିଲ୍ଲା

ଡୁଡୁକା   ଆଦର୍ଶ ବିଦ୍ୟାଳୟ ପିଟିଏ ବୈଠକ, ଭରଚୁଏଲ ମାଧ୍ୟମରେ ନୂତନ ଛାତ୍ରଙ୍କୁ ସ୍ୱାଗତ କଲେ ମୁଖ୍ୟମନ୍ତ୍ରୀ

24-Jun-2023



ସାଲେଭଟା// ବଲାଙ୍ଗିର ଜିଲ୍ଲା ଆଗଲପୁର ବ୍ଳକ ଡୁଡୁକା ଆଦର୍ଶ ବିଦ୍ୟାଳୟର ବୈଠକ ଅନୁଷ୍ଠିତ ହୋଇଛି । ବିଦ୍ୟାଳୟ ପକ୍ଷରୁ ସ୍ୱତନ୍ତ୍ର ଭାବରେ ବ୍ୟବସ୍ଥା କରାଯାଇଥିଲା । ଭରଚୁଆଲ ମା୍ମମରେ ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଦର୍ଶ ବିଦ୍ୟାଳୟରେ ନୂତନ ଭାବରେ ନାମଲେଖାଇଥିବା ଛାତ୍ରଛାତ୍ରୀଙ୍କୁ ସ୍ୱାଗତ କରିଥିଲେ । ଡୁଡୁକା ଆଦର୍ଶ ବିଦ୍ୟାଳୟ ପକ୍ଷରୁ କୃଷ୍ଣ ପ୍ରସାଦ ବାଳିକା ଉଚ୍ଚବିଦ୍ୟାଳୟ ର ସ୍ମାର୍ଟରୁମ ରେ ଅନୁଷ୍ଠିତ ଉକ୍ତ ବୈଠକରେ ସାଲେଭଟା ସମ୍ବାଦିକ ବିରାଜ ନନ୍ଦ ପାଢ଼ୀ ସଭାପତିତ୍ୱ କରିଥିଲେ । ଭରଚୁଆଲ ମା୍ମମରେ ମାନ୍ୟବର  ମୁଖ୍ୟମନ୍ତ୍ରୀ  ୨୭ ଜଶ ନୁତନ ଆଦର୍ଶ ବିଦ୍ୟାଳୟ ଓ ୭୬ ଛାତ୍ରାଛାତ୍ରୀ ବାସ ଶିଳାନ୍ୟାସ କରିଥିଲେ । କୃଷ୍ଣ ପ୍ରସାଦ ବାଳିକା ଉଚ୍ଚବିଦ୍ୟାଳୟ ର ସ୍ମାର୍ଟରୁମ ରେ ସ୍ମାର୍ଟବୋର୍ଡ ମା୍ମମରେ ଏହାକୁ ସିଧାପ୍ରସାରଣ କରାଯାଇଥିଲା ।  ବିଦ୍ୟାଳୟ ଅଭିଭାବକ ପକ୍ଷରୁ ଆଦର୍ଶ ବିଦ୍ୟାଳୟର ଉନ୍ନତି ପାଇଁ କାମ ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଅର୍ପଣ କରାଯାଇଥିଲା ।
ଏଥିରେ ସାଲେଭଟା ଉତ୍କଳମଣି ହାଇସ୍କୁର ପ୍ରଧାନଶିକ୍ଷକ ସନାତନ ପୁରୋହିତ, କୃଷ୍ଣ ପ୍ରସାଦ ବାଳିକା ଉଚ୍ଚବିଦ୍ୟାଳୟର ପ୍ରଧାନଶିକ୍ଷକ ବାଳକୃଷ୍ଣ ମହାନନ୍ଦ ମଂଚାସୀନ ଥିଲେ । ଶିକ୍ଷାବିତ୍ ସୁଜିତ କୁମାର ବାଗ ନିଜର ବକ୍ତବ୍ୟ ପ୍ରଦାନ କରିଥିଲେ ।ଏହାକୁ ବିଦ୍ୟାଳୟର ଅ୍ମକ୍ଷ ପବୀଣ ସାହୁ ପରିଚାଳନା କରିଥିଲେ ।
୨୦୨୨-୨୩ ଶିକ୍ଷାବର୍ଷ ରେ  ବର୍ଷ ଆଗଲପୁର ବ୍ଳକ ଡୁଡୁକା ଆଦର୍ଶ ବିଦ୍ୟାଳୟ ଖୋଲାଯାଇ ସାଲେଭଟା ଉତ୍କଳମଣି ସରକାରୀ ଉଚ୍ଚବିଦ୍ୟାଳୟ ଠାରେ ୮୪ ଜଣ ଛାତ୍ରଛାତ୍ରୀଙ୍କୁ ଶିକ୍ଷାଦାନ ଦିଆଯାଉଛି । ଏହି ଛାତ୍ରଛାତ୍ର୍ରୀ ୭ମ ଶ୍ରେଣୀ କୁ ଉତିନ୍ନ ହୋଇଛନ୍ତି । ଚଳିତ ୨୦୨୩-୨୪ ଶିକ୍ଷାବର୍ଷ ରେ  ଛାତ୍ରଛାତ୍ରୀ ୮୦ଜଣ  ଙ୍କୁ ବିଦ୍ୟାଳୟ ପକ୍ଷରୁ ସ୍ୱାଗତ କରାଯାଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବାତ୍ୟା ‘ଅର୍ଣ୍ଣବ’ ମୁକାବିଲା କ୍ଷେତ୍ରରେ ଶୂନ୍ୟ ଜୀବନହାନି ଓ ଫସଲ କ୍ଷୟକ୍ଷତି ରୋକିବା ଉପରେ ରାଜ୍ୟପାଳଙ୍କ ଗୁରୁତ୍ୱାରୋପ   28-Oct-2026
  ଜିଲ୍ଲା  
ସାହୁ ପରିବାର"ର ପ୍ରଥମ ସାଧାରଣ ଅଧିବେଶନ : ରମେଶ ଚନ୍ଦ୍ର ସାହୁ ସଭାପତି ଏବଂ ବିଶ୍ୱନାଥ ସାହୁ ସମ୍ପାଦକ   28-Oct-2026
  ଜିଲ୍ଲା  
ସୁରକ୍ଷିତ ବଚପନ ଅଭିଯାନ ସଫଳ ନେଇ ସଚେତନତା   28-Oct-2026
  ଜିଲ୍ଲା  
ଶୂନ୍ୟ ମୃତ୍ୟୁହାର ଲକ୍ଷ୍ୟରେ କନ୍ଧମାଳ ପ୍ରଶାସନର ବ୍ୟାପକ ପ୍ରସ୍ତୁତି :  ବାତ୍ୟା ମୁକାବିଲା ପାଇଁ ମନ୍ତ୍ରୀଙ୍କ ସମୀକ୍ଷା, ୧୯୮ ଗର୍ଭବତୀ ମହିଳା ମା’ ଗୃହକୁ ସ୍ଥାନାନ୍ତର   28-Oct-2026
  ଜିଲ୍ଲା  
*ନବରଙ୍ଗପୁର କୋର୍ଟ ପରିସରରେ ସ୍ଥିତ ଅଭିଯୋଜନ କାର୍ଯ୍ୟାଳୟରେ ଦୁର୍ନୀତିମୁକ୍ତ ସମାଜ ନିମନ୍ତେ ଶପଥ କାର୍ଯ୍ୟକ୍ରମ ଅନୁଷ୍ଠିତ*   28-Oct-2026
  ଜିଲ୍ଲା  
ସୁରକ୍ଷିତ ଶୈଶବ ଅଭିଯାନ ସଚେତନତା କାର୍ଯ୍ୟକ୍ରମ   28-Oct-2026
  ରାଜ୍ୟ  
ଡୁଙ୍ଗୁରିପାଲିରେ ବିଜେଡିର ଜନ ସଂପର୍କ ପଦଯାତ୍ରା: ଦମ ଦେଖାଇଲା ବିଜେଡି, ହଜାର ହଜାର ସଂଖ୍ୟାରେ କର୍ମୀଙ୍କ ସମାବେଶ   28-Oct-2026
  ଜିଲ୍ଲା  
ସମଲେଇ ମନ୍ଦିରରେ ହୁଳହୁଲି ଓ ଶଙ୍ଖଫୁଙ୍କା ପ୍ରତିଯୋଗିତା♦️ ପିପି ଏକାଡେମୀରେ କବିତା ଆସର   27-Oct-2026
  ଜିଲ୍ଲା  
ଅଲ୍ ଇଣ୍ଡିଆ ପୋଷ୍ଟାଲ ଏମ୍ପ୍ଲଇଜ୍ ୟୁନିଅନ୍ ଗ୍ରୁପ୍-ସି, ବଲାଙ୍ଗୀର ଡାକ ମଣ୍ଡଲ ର ୧୩ତମ ଦ୍ୱିବାର୍ଷିକ ମଣ୍ଡଳ ଅଧିବେଶନ   27-Oct-2026
  ଜିଲ୍ଲା  
ଦଶହରା ଫୁଟବଲ ଧମାକା ଝାରମୁଣ୍ଡା -2026   27-Oct-2026
  ଜିଲ୍ଲା  
ଅଇଁଲାମୁଣ୍ଡା ଠାରେ ଡ଼ୁମାଳ ସମାଜର ମାହେଶ୍ୱରୀ ଖୁଣ୍ଟ ପୂଜା ଅନୁଷ୍ଠିତ   27-Oct-2026
  ଜିଲ୍ଲା  
ଲକ୍ଷେ ଘର ଗଣ୍ଡା ସମାଜ ପକ୍ଷରୁ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   27-Oct-2026

You Might Also Like