-+91-9937148622 |

prerana_bgr@rediffmail.com |

  Wednesday 28th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଡୁଙ୍ଗୁରିପାଲିରେ ବିଜେଡିର ଜନ ସଂପର୍କ ପଦଯାତ୍ରା: ଦମ ଦେଖାଇଲା ବିଜେଡି, ହଜାର ହଜାର ସଂଖ୍ୟାରେ କର୍ମୀଙ୍କ ସମାବେଶ    (28-Oct-2026)       ||      ସମଲେଇ ମନ୍ଦିରରେ ହୁଳହୁଲି ଓ ଶଙ୍ଖଫୁଙ୍କା ପ୍ରତିଯୋଗିତା♦️ ପିପି ଏକାଡେମୀରେ କବିତା ଆସର    (27-Oct-2026)       ||      ଅଲ୍ ଇଣ୍ଡିଆ ପୋଷ୍ଟାଲ ଏମ୍ପ୍ଲଇଜ୍ ୟୁନିଅନ୍ ଗ୍ରୁପ୍-ସି, ବଲାଙ୍ଗୀର ଡାକ ମଣ୍ଡଲ ର ୧୩ତମ ଦ୍ୱିବାର୍ଷିକ ମଣ୍ଡଳ ଅଧିବେଶନ    (27-Oct-2026)       ||      ଦଶହରା ଫୁଟବଲ ଧମାକା ଝାରମୁଣ୍ଡା -2026   (27-Oct-2026)       ||      ଅଇଁଲାମୁଣ୍ଡା ଠାରେ ଡ଼ୁମାଳ ସମାଜର ମାହେଶ୍ୱରୀ ଖୁଣ୍ଟ ପୂଜା ଅନୁଷ୍ଠିତ   (27-Oct-2026)       ||      ଲକ୍ଷେ ଘର ଗଣ୍ଡା ସମାଜ ପକ୍ଷରୁ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (27-Oct-2026)       ||      ଜୋନକନ୍-୨୦୨୬ରେ ଜେସିଆଇ ଟିଟିଲାଗଡ଼ ସିଟିର ଐତିହାସିକ ସଫଳତା: ଶୈଳେଶ ପ୍ରସାଦ ଗୋଏଲ ଶ୍ରେଷ୍ଠ ସଭାପତି   (27-Oct-2026)       ||      ଚିନାଯୁରୀରେ ପଂଚାୟତସ୍ତରୀୟ ଜନ ଅଭିଯୋଗ ଶୁଣାଣୀ   (27-Oct-2026)       ||      ବରିଷ୍ଠ ନୋଟାରୀ ଅଶ୍ୱିନୀ ମିଶ୍ର ଙ୍କ ବିୟୋଗରେ ଜିଲ୍ଲା ଓକିଲ ସଂଘ ପକ୍ଷରୁ ଶୋକସଭା    (27-Oct-2026)       ||      ସଂକଳ୍ପ ଖୋଲୁଛି ସୁଯୋଗର ଦ୍ୱାର, ସାହସ ଦେଉଛି ପରିବର୍ତ୍ତନକୁ ଗତି: ଓଡ଼ିଶାର ମହିଳାଙ୍କ ହାତରେ ନୂଆ ଭବିଷ୍ୟତର ଷ୍ଟିଅରିଂ   (27-Oct-2026)       ||      ଲୋଇସିଂହା ଠାରେ ବିଜେପି ପକ୍ଷରୁ ଯଶସ୍ବୀ ପ୍ରଧାନମନ୍ତ୍ରୀ ଙ୍କ ବାପା ଓ ମା ପ୍ରତି ଅଶାଳୀନ ମନ୍ତବ୍ୟ କୁ ନେଇ କଂଗ୍ରେସ ଅଧ୍ୟକ୍ଷ ଙ୍କ ବିରୁଦ୍ଧରେ ପ୍ରତିବାଦ କାର୍ଯ୍ୟକ୍ରମ   (26-Oct-2026)       ||      ବଲାଙ୍ଗୀରିଏନ ବୀରାଙ୍ଗନା”ଅନୁଷ୍ଠାନ ପକ୍ଷରୁ ନ୍ୟୁତ୍ୟ ପ୍ରତିଯୋଗୀତା   (26-Oct-2026)       ||      ଜାତୀୟ ଲନ୍‌ବଲ୍‌ ଉଦ୍‌ଯାପିତ: ଓଡ଼ିଶାକୁ ୩ ସ୍ବର୍ଣ୍ଣ ସହ ୫ ପଦକ ରାଜେଶ୍ବରୀ ବ୍ୟକ୍ତିଗତ ବର୍ଗ, ଓଡ଼ିଶା ୧୮ବର୍ଷରୁ କମ୍‌ ବର୍ଗରେ ଓଭରଅଲ୍‌ ବିଜେତା   (26-Oct-2026)       ||      *ଡାବୁଗାଁରେ ମାଁ ଗଜଲକ୍ଷ୍ମୀ ପୂଜା ଆରମ୍ଭ*   (26-Oct-2026)       ||      ବରଗଡ଼ ଧନୁଯାତ୍ରାରୁ କଂସ ଅଭିନେତା ସୁଶିଲ ମେହେରଙ୍କ ଅବ୍ୟାହତି   (26-Oct-2026)       ||      At the Lotus Feet of Maa Mahalakshmi: A Lifelong Vow of Devotion,Duty and Surrender    (26-Oct-2026)       ||      ରାସ୍ତା କଡ଼ ରେ କଇଁଛ ଉଦ୍ଧାର କରି ବନ ବିଭାଗକୁ ହସ୍ତାନ୍ତର କଲେ ପ୍ରକୃତି ପ୍ରେମୀ ବ୍ୟାସଦେବ   (26-Oct-2026)       ||      ହେମଗିରି ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (26-Oct-2026)       ||      ଜିଲ୍ଲା ପ୍ରଶାସନ ପକ୍ଷରୁ ସାଧୁତା ଓ ଦୁର୍ନୀତି ନିବାରଣ ଶପଥ ପାଠ କାର୍ଯ୍ୟକ୍ରମ   (26-Oct-2026)       ||      ଫୁଲାପାଲିରେ ପ୍ରଥମ ଦଶହରା କପ୍ ଫୁଟବଲ ଉଦଯାପିତ, ଟ୍ରାଇବ୍ରେକରରେ ଜୟଦେବ ଏକାଦଶ ଚାମ୍ପିଅନ    (26-Oct-2026)       ||     

HOME   ଜିଲ୍ଲା

ଯୁବ କଂଗ୍ରେସ ପକ୍ଷରୁ ୟଙ୍ଗ ଇଣ୍ଡିଆ କେ ବୋଲ୍ ପ୍ରତିଯୋଗିତା- ସର୍ବଭାରତୀୟ ସ୍ତରରେ ଫାଇନାଲ ପାଇଁ  ଚୟନ ହେଲେ ଛାତ୍ର ନେତା ଅଙ୍କିତ ସାହୁ

25-Jun-2023



ବଲାଙ୍ଗିର,- ବଲାଙ୍ଗିର ଜିଲ୍ଲା ଛାତ୍ର କଂଗ୍ରେସ ସଭାପତି ଅଙ୍କିତ ସାହୁ ତାଙ୍କର ମନଲୋଭା ବକ୍ତୃତା ପାଇଁ ବେଶ ଜଣା ଶୁଣା । ବକ୍ତୃତା କ୍ଷେତ୍ରରେ ତାଙ୍କର ପାରଙ୍ଗମତା ପାଇଁ ସେ ଯୁବ କଂଗ୍ରେସ ଦ୍ୱାରା ଆୟୋଜିତ ୟଙ୍ଗ ଇଣ୍ଡିଆ କେ ବୋଲ୍ ସିଜନ୍ ୩ ର ସର୍ବଭାରତୀୟ ସ୍ତରର ଫାଇନାଲ୍‌କୁ ଉନ୍ନିତ ହୋଇ ବଲାଙ୍ଗିର ପାଇଁ ଗର୍ବ ଆଣିଛନ୍ତି । 
ପ୍ରକାଶ ଯେ, ରାଜନିତୀରେ ଜଣେ ନେତା ନିଜର ବକ୍ତବ୍ୟ ମାଧ୍ୟମରେ ସାଧାରଣ ଜନତାର ମନକୁ ଅତି ସହଜରେ ଛୁଇିଁପାରେ । ଯୁବ ନେତା ମାନଙ୍କମଧ୍ୟରେ ଏହି ଦକ୍ଷତାକୁ ବୃଦ୍ଧି କରିବା ପାଇଁ ପ୍ରତି ବର୍ଷ ଜାତୀୟ ଯୁବ କଂଗ୍ରେସ ପକ୍ଷରୁ ଜିଲ୍ଲା ସ୍ତରରୁ ଆରମ୍ଭ କରି ସର୍ବ ଭାରତୀୟ ସ୍ତର ପର୍ଯ୍ୟନ୍ତ  ଯୁବ ନେତାମାନଙ୍କ ମଧ୍ୟରେ ପ୍ରତିଭା ସନ୍ଧାନ ପ୍ରତିଯୋଗିତାର ଆୟୋଜନ କରାଯାଏ । ଏହି ପ୍ରତିଯୋଗିତାରେ ଅଙ୍କିତ ପ୍ରଥମେ ବଲାଙ୍ଗିର ଜିଲ୍ଲା ଓ ପରେ ରାଜ୍ୟରେ ପ୍ରଥମ ସ୍ଥାନ ଅଧିକାର କରିଥିଲେ । ସେହି କ୍ରମରେ ଗତ ଜୁନ ୧୨ ତାରିଖରେ ଦିଲ୍ଲୀ ସ୍ଥିତ ଜାତୀୟ ଯୁବ କଂଗ୍ରେସ କାର୍ଯ୍ୟାଳୟରେ ଫାଇନାଲ ସ୍କ୍ରିନିଂରେ ଅଂଶଗ୍ରହଣ କରି ଫାଇନାଲ ପାଇଁ ଚୟନ ହୋଇଥିଲେ । ଆସନ୍ତା ଜୁଲାଇ ୧୨ ତାରିଖ ବ୍ୟାଙ୍ଗଲୋର ସହରରେ ଫାଇନାଲ ଅନୁଷ୍ଠିତ ହେବା ନେଇ ସୁଚନା ରହିଛି । ଏହି ସଫଳତା ପାଇଁ ଅଙ୍କିତଙ୍କୁ ବିଭିନ୍ନ ବର୍ଗରୁ ଶୁଭେଚ୍ଛାର ଶୁଅ ଛୁଟୁଛି ।  


News Comment




Photo in News

Advertisment
Lastest News
  ରାଜ୍ୟ  
ଡୁଙ୍ଗୁରିପାଲିରେ ବିଜେଡିର ଜନ ସଂପର୍କ ପଦଯାତ୍ରା: ଦମ ଦେଖାଇଲା ବିଜେଡି, ହଜାର ହଜାର ସଂଖ୍ୟାରେ କର୍ମୀଙ୍କ ସମାବେଶ   28-Oct-2026
  ଜିଲ୍ଲା  
ସମଲେଇ ମନ୍ଦିରରେ ହୁଳହୁଲି ଓ ଶଙ୍ଖଫୁଙ୍କା ପ୍ରତିଯୋଗିତା♦️ ପିପି ଏକାଡେମୀରେ କବିତା ଆସର   27-Oct-2026
  ଜିଲ୍ଲା  
ଅଲ୍ ଇଣ୍ଡିଆ ପୋଷ୍ଟାଲ ଏମ୍ପ୍ଲଇଜ୍ ୟୁନିଅନ୍ ଗ୍ରୁପ୍-ସି, ବଲାଙ୍ଗୀର ଡାକ ମଣ୍ଡଲ ର ୧୩ତମ ଦ୍ୱିବାର୍ଷିକ ମଣ୍ଡଳ ଅଧିବେଶନ   27-Oct-2026
  ଜିଲ୍ଲା  
ଦଶହରା ଫୁଟବଲ ଧମାକା ଝାରମୁଣ୍ଡା -2026   27-Oct-2026
  ଜିଲ୍ଲା  
ଅଇଁଲାମୁଣ୍ଡା ଠାରେ ଡ଼ୁମାଳ ସମାଜର ମାହେଶ୍ୱରୀ ଖୁଣ୍ଟ ପୂଜା ଅନୁଷ୍ଠିତ   27-Oct-2026
  ଜିଲ୍ଲା  
ଲକ୍ଷେ ଘର ଗଣ୍ଡା ସମାଜ ପକ୍ଷରୁ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   27-Oct-2026
  ଜିଲ୍ଲା  
ଜୋନକନ୍-୨୦୨୬ରେ ଜେସିଆଇ ଟିଟିଲାଗଡ଼ ସିଟିର ଐତିହାସିକ ସଫଳତା: ଶୈଳେଶ ପ୍ରସାଦ ଗୋଏଲ ଶ୍ରେଷ୍ଠ ସଭାପତି   27-Oct-2026
  ଜିଲ୍ଲା  
ଚିନାଯୁରୀରେ ପଂଚାୟତସ୍ତରୀୟ ଜନ ଅଭିଯୋଗ ଶୁଣାଣୀ   27-Oct-2026
  ରାଜ୍ୟ  
ବରିଷ୍ଠ ନୋଟାରୀ ଅଶ୍ୱିନୀ ମିଶ୍ର ଙ୍କ ବିୟୋଗରେ ଜିଲ୍ଲା ଓକିଲ ସଂଘ ପକ୍ଷରୁ ଶୋକସଭା   27-Oct-2026
  ଜିଲ୍ଲା  
ସଂକଳ୍ପ ଖୋଲୁଛି ସୁଯୋଗର ଦ୍ୱାର, ସାହସ ଦେଉଛି ପରିବର୍ତ୍ତନକୁ ଗତି: ଓଡ଼ିଶାର ମହିଳାଙ୍କ ହାତରେ ନୂଆ ଭବିଷ୍ୟତର ଷ୍ଟିଅରିଂ   27-Oct-2026
  ଜିଲ୍ଲା  
ଲୋଇସିଂହା ଠାରେ ବିଜେପି ପକ୍ଷରୁ ଯଶସ୍ବୀ ପ୍ରଧାନମନ୍ତ୍ରୀ ଙ୍କ ବାପା ଓ ମା ପ୍ରତି ଅଶାଳୀନ ମନ୍ତବ୍ୟ କୁ ନେଇ କଂଗ୍ରେସ ଅଧ୍ୟକ୍ଷ ଙ୍କ ବିରୁଦ୍ଧରେ ପ୍ରତିବାଦ କାର୍ଯ୍ୟକ୍ରମ   26-Oct-2026
  ଜିଲ୍ଲା  
ବଲାଙ୍ଗୀରିଏନ ବୀରାଙ୍ଗନା”ଅନୁଷ୍ଠାନ ପକ୍ଷରୁ ନ୍ୟୁତ୍ୟ ପ୍ରତିଯୋଗୀତା   26-Oct-2026

You Might Also Like