-+91-9937148622 |

prerana_bgr@rediffmail.com |

  Monday 26th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ    (25-Oct-2026)       ||      ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   (25-Oct-2026)       ||      ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   (25-Oct-2026)       ||      ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ମେରାହୁନର “ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ” ଓ ସଂପୂର୍ଣ୍ଣା ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ଘରୋଇ ବସରୁ ୩. ୭୭୫ କେଜି ଗଞ୍ଜେଇ ଜବତ,ଦୁଇ ଅଭିଯୁକ୍ତ ଗିରଫ   (25-Oct-2026)       ||      ଗୋପାଳଜୀ ଉଚ୍ଚ ବିଦ୍ୟାଳୟରେ ବନ୍ଧୁ ମିଳନ ଓ ଗୁରୁପୂଜନ ଉତ୍ସବ ପାଳନ   (25-Oct-2026)       ||      ସାମ୍ବାଦିକ ଙ୍କ ପିତୃ ବିୟୋଗ   (25-Oct-2026)       ||      ପଶ୍ଚିମବଙ୍ଗକୁ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ : ପୋଲିସ ଜାଲରେ ଆନ୍ତଃରାଜ୍ୟ ମହିଳା ଚାଲାଣକାରୀ ସହ ଗଞ୍ଜେଇ ଜବତ   (25-Oct-2026)       ||      ଭରତ ଜାତିସଂଘ ପାଣ୍ଠି ଗ୍ଲୋବାଲ୍ ସାଉଥ୍ ସହିତ ଭାରତର ବ୍ୟାପକ ଭାଗିଦାରୀ ର ଏକ ଅଂଶ: ସଂଗୀତା ସିଂଦେଓ    (25-Oct-2026)       ||      ଲୋଇସିଂହା ଓ ଆଗଲପୁର ଗୋଣ୍ଡୱାନା ଗୋଣ୍ଡ ସମାଜ ର ବ୍ଲକ ସ୍ତରୀୟ ନୂଆଁଖାଇ ଭେଟଘାଟ୍   (24-Oct-2026)       ||      ଟାସ୍କଫୋର୍ସ ଅଧ୍ୟକ୍ଷ ଉପମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାରେ ଅନ୍ୟରାଜ୍ୟର ଦାଦନମାଫିଆ ସେଠ୍ ମାନଙ୍କର ଅବାଧ ବିଚରଣ♦️କୋଟିପତି ସର୍ଦ୍ଦାରଙ୍କ ଅନ୍ୟାୟୋପାର୍ଜିତ ସମ୍ପତ୍ତିର ଇଡି ତଦନ୍ତ ହେଉ  !     (24-Oct-2026)       ||      ଚିନାଜୁରୀ ଠାରେ ନୂତନ ପେକ୍ସ ଗଠନ ପାଇଁ ପ୍ରସ୍ତୁତି ବୈଠକ   (24-Oct-2026)       ||      ବିଶ୍ୱ ପୋଲିଓ ଦିବସ ଅବସରରେ ରୋଟାରୀ ଜିଲ୍ଲା ୩୨୬୨ ପକ୍ଷରୁ ବିଶାଳ ମାରାଥନ୍ ଆୟୋଜିତ   (24-Oct-2026)       ||      ସ୍ୱାସ୍ଥ୍ୟସେବା ଓ ଆୟୁଷ୍ମାନ ବାୟୋ ବନ୍ଦନା କାର୍ଡ ରେଜିଷ୍ଟ୍ରେସନ ଶିବିର    (24-Oct-2026)       ||      ବରଗଡ଼ରେ ୨୪ଟି ଦିବ୍ୟ ରୂପରେ ମହାପ୍ରଭୁଙ୍କ ଦର୍ଶନ, ଉଦଯାପିତ ହେଲା ୨୪ ଦିବ୍ୟ ବେଶ ସମ୍ଭାର   (24-Oct-2026)       ||      ଶୁଭ୍ରାଂଶୁ, ରୋଶନୀ, ସୀମାଙ୍କ କ୍ରମାଗତ ବିଜୟ ଜାତୀୟ ଲନ୍‌ବଲ୍‌ ଦ୍ବିତୀୟ ଦିନ   (24-Oct-2026)       ||      ବରିଷ୍ଠ ଆଇନଜୀବୀ ଅଶ୍ୱିନୀ ମିଶ୍ର ଙ୍କ ପରଲୋକ    (24-Oct-2026)       ||     

HOME   ଜିଲ୍ଲା

ଜନଜାତି ସାଧନ କେନ୍ଦ୍ର ଉଦଘାଟିତ

28-Jun-2023



ବରଗଡ଼: ବରଗଡ଼ ଜିଲ୍ଲା ପାଇକମାଲ ବ୍ଳକ ଅନ୍ତର୍ଗତ ପଥରେଲ ସରକାରୀ ଉଚ୍ଚପ୍ରାଥମିକ ବିଦ୍ୟାଳୟ ଠାରେ ବରଗଡ ଜିଲ୍ଲାର ଜନଜାତି ସାଧନ କେନ୍ଦ୍ରକୁ ଜିଲ୍ଲା ଶିକ୍ଷାଧିକାରୀ ମିତ୍ରଭାନୁ କଚ୍ଛପ ଉଦଘାଟନ କରିଛନ୍ତି । ବ୍ଳକ୍ ଶିକ୍ଷାଧିକାରୀ ଚୂଡାମଣି ବାରିକ ଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ମୁଖ୍ୟଅତିଥି ଜିଲ୍ଲା ଶିକ୍ଷା ଅଧିକାରୀ ମିତ୍ର ଭାନୁ କଚ୍ଛପ ସମ୍ମାନିତ ଅତିଥି ଭାବେ ଏ.ଡି.ଓ ଛତ୍ରପତି ସାହୁ, ରାଧାକାନ୍ତ ଛତ୍ରି, ବିଆରସିସି ଶିବ ପ୍ରସାଦ ଯୋଷୀ, ପାଇକମାଲ ଉଚ୍ଚ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ଦ୍ଵାଦଶ କୁମାର ପ୍ରଧାନ ମଞ୍ଚାସୀନ ଥିଲେ । ସିଆରସିସି ଡୋଳାମଣି ମାହାର ସଭା ପରିଚାଳନା କରିଥିଲେ । ପାରଂପାରିକ କର୍ମା ନାଚ ଦ୍ଵାରା ଅତିଥି ଗଣଙ୍କୁ ସ୍ଵାଗତ କରାଯାଇଥିଲା । ଜନଜାତି ମାନଙ୍କର ପୂର୍ବଜ ମାନେ ବ୍ୟବହାର କରୁଥିବା ବିଭିନ୍ନ ପ୍ରକାର ଜିନିଷ ଯଥା ଢେକି,ହାଏଁଡ଼ , ପୁରା,ଝାପି, ଲଙ୍ଗଲ, ଜୁଏଡ,ତୁମା,ବନରିଆ, କତରିଆ,ଥପା, ଥୁପି ଇତ୍ୟାଦି ସଂଗ୍ରହ କରାଯାଇ ସାଧନ କେନ୍ଦ୍ର ଠାରେ ରଖାଯାଇଥିଲା । ଏହାକୁ ଜିଲ୍ଲା ସ୍ତରରୁ ରାଜ୍ୟ ସ୍ତରକୁ ପହଞ୍ଚାଇବା ପାଇଁ ସମସ୍ତ ଙ୍କ ସହଯୋଗର ଆବଶ୍ୟକତା ରହିଛି ବୋଲି ବକ୍ତାମାନେ ମତ ପ୍ରକାଶ କରିଥିଲେ । କାର୍ଯ୍ୟକ୍ରମ ରେ ପ୍ରଧାନ ଶିକ୍ଷକ ଲୋହିତ ସିରଦାର,କେଦାରନାଥ ରାଉତ, ହରେକୃଷ୍ଣ ମହାଲିଙ୍ଗ, ବିଦ୍ୟାଧର ବରିହା, ରଞ୍ଜନ ବାଗ ପ୍ରମୁଖ ସହଯୋଗ କରିଥିଲେ । ଶେଷରେ ସିଆରସି ବିକାଶ ଚନ୍ଦ୍ର ସ୍ଵାଇଁ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ   25-Oct-2026
  ଜିଲ୍ଲା  
ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   25-Oct-2026
  ଜିଲ୍ଲା  
ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   25-Oct-2026
  ଖେଳ  
ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   25-Oct-2026
  ଜିଲ୍ଲା  
ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   25-Oct-2026
  ଜିଲ୍ଲା  
ମେରାହୁନର “ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ” ଓ ସଂପୂର୍ଣ୍ଣା ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା   25-Oct-2026
  ଜିଲ୍ଲା  
ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   25-Oct-2026
  ଜିଲ୍ଲା  
ଘରୋଇ ବସରୁ ୩. ୭୭୫ କେଜି ଗଞ୍ଜେଇ ଜବତ,ଦୁଇ ଅଭିଯୁକ୍ତ ଗିରଫ   25-Oct-2026
  ଜିଲ୍ଲା  
ଗୋପାଳଜୀ ଉଚ୍ଚ ବିଦ୍ୟାଳୟରେ ବନ୍ଧୁ ମିଳନ ଓ ଗୁରୁପୂଜନ ଉତ୍ସବ ପାଳନ   25-Oct-2026
  ଜିଲ୍ଲା  
ସାମ୍ବାଦିକ ଙ୍କ ପିତୃ ବିୟୋଗ   25-Oct-2026
  ଜିଲ୍ଲା  
ପଶ୍ଚିମବଙ୍ଗକୁ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ : ପୋଲିସ ଜାଲରେ ଆନ୍ତଃରାଜ୍ୟ ମହିଳା ଚାଲାଣକାରୀ ସହ ଗଞ୍ଜେଇ ଜବତ   25-Oct-2026
  ଦେଶ ବିଦେଶ  
ଭରତ ଜାତିସଂଘ ପାଣ୍ଠି ଗ୍ଲୋବାଲ୍ ସାଉଥ୍ ସହିତ ଭାରତର ବ୍ୟାପକ ଭାଗିଦାରୀ ର ଏକ ଅଂଶ: ସଂଗୀତା ସିଂଦେଓ   25-Oct-2026

You Might Also Like