-+91-9937148622 |

prerana_bgr@rediffmail.com |

  Sunday 1st November 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୋଗାଣ ବିଭାଗ ଦ୍ୱାରା ଚଢ଼ାଉ♦️ ୨୨୯ ଘରୋଇ ଗ୍ୟାସ ସିଲିଣ୍ଡର ଜବତ   (01-Nov-2026)       ||      ରେଟାମୁଣ୍ଡା ରେ ଭୋଗମଣ୍ଡପ ନିର୍ମାଣ ପାଇଁ ଭୂମି ପୂଜନ ଓ ଫଳକ ସ୍ଥାପନ   (01-Nov-2026)       ||      ଚାକିରୀରୁ ଅବସର ନେଲେ ଅଧ୍ୟକ୍ଷା ରେଖା ମ୍ୟାଡ଼ାମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   (01-Nov-2026)       ||      ରାଷ୍ଟ୍ରୀୟ ଏକତା ଦିବସରେ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ୭୦ କିଲୋମିଟର ସାଇକେଲ ଯାତ୍ରା   (31-Oct-2026)       ||      ଜିଲ୍ଲାସ୍ତରୀୟ ଯୁବ ମହୋତ୍ସବ ୨୦୨୭ ପାଇଁ ପ୍ରସ୍ତୁତି, ନଭେମ୍ବର ୫ରୁ ପ୍ରତିଯୋଗିତା ଆରମ୍ଭ   (31-Oct-2026)       ||      ବରୀ ରେ ରାଷ୍ଟ୍ରୀୟ ଏକତା ଅଭିଯାନ ନିଶା ମୁକ୍ତ ଓଡିଶା   (31-Oct-2026)       ||      ବଲାଙ୍ଗୀର ଟାଉନ୍ ଥାନା ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ    (31-Oct-2026)       ||      ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ   (31-Oct-2026)       ||      ପୂର୍ବତନ ପ୍ରଧାନ ମନ୍ତ୍ରୀ ସ୍ୱର୍ଗୀୟା ଇନ୍ଦିରା ଗାନ୍ଧୀଙ୍କ ୪୨ ତମ ଶ୍ରାଦ୍ଧ ବାର୍ଷିକୀପାଳିତ   (31-Oct-2026)       ||      ମର୍ମନ୍ତୁଦ ସଡ଼କ ଦୁର୍ଘଟଣା।   (31-Oct-2026)       ||      ବଲାଙ୍ଗୀର ଦିନ ପାଳନ ଉପଲକ୍ଷେ ଆଲୋଚନାଚକ୍ର "ସ୍ବପ୍ନ ଦେଖିବା ଜରୁରୀ,ମାତ୍ର ସ୍ୱପ୍ନକୁ ସାକାର କରିବାକୁ ଦୃଷ୍ଟିକୋଣ ରେ ପରିବର୍ତ୍ତନ ଆଣିବା ନିହାତି ଆବଶ୍ୟକ"   (31-Oct-2026)       ||      ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ    (31-Oct-2026)       ||      *ନବରଙ୍ଗପୁର ଶିକ୍ଷା ବ୍ୟବସ୍ଥାରେ ଚିନ୍ତା!* *ଛୁଟି ପରେ ସ୍କୁଲ ଖୋଲିଲା, ଶିକ୍ଷକ ଉପସ୍ଥାନକୁ ନେଇ ପ୍ରଶ୍ନ — ତଦାରଖ ବ୍ୟବସ୍ଥା ଉପରେ ଉଠିଲା ଆଙ୍ଗୁଠି*   (31-Oct-2026)       ||      ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଏକ ମାରାଥନ ଦୌଡ଼ କାର୍ଯ୍ୟକ୍ରମ   (31-Oct-2026)       ||      ବ୍ଲକ ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା -୨୦୨୬ ଅନୁଷ୍ଠିତ   (31-Oct-2026)       ||      ପଦୋନ୍ନତି ପାଇଲେ ସୁବର୍ଣ୍ଣପୁର ଅତିରିକ୍ତ ଜିଲ୍ଲାପାଳ ଅଞ୍ଜଳୀନା ପ୍ରଧାନ; - ଶ୍ରମ ବିଭାଗ ର ଯୁଗ୍ମ ସଚିବ ଭାବେ ଯୋଗ ଦେବେ -   (31-Oct-2026)       ||      ବଡପୋଡ଼ାଗୁଡା ଗ୍ରାମପଞ୍ଚାୟତ ର ସମସ୍ତ ମଦକୋଠି ବନ୍ଦ ଦାବିନେଇଁ ତେଜିଲେ ମହିଳା   (31-Oct-2026)       ||      ବେହେରାଗୁଡ଼ା ଛତିଶଗଡ କୁ ସଂଯୋଗ ରାସ୍ତା ପାଲଟିଛି ମରଣଯନ୍ତା, ପ୍ରଶାସନର ଦୃଷ୍ଟି କେବେ ?   (31-Oct-2026)       ||      ମାନ୍ୟବର କେନ୍ଦ୍ରମନ୍ତ୍ରୀ ଡା. ବୀରେନ୍ଦ୍ର କୁମାରଙ୍କ ସିଆରସି ପରିଦର୍ଶନ   (30-Oct-2026)       ||      ଦିବ୍ୟାଙ୍ଗ ବ୍ୟକ୍ତିମାନଙ୍କ ସଶକ୍ତିକରଣ, ପୁନର୍ବାସ ଓ ସେମାନଙ୍କୁ ସ୍ୱାବଲମ୍ବୀ କରିବା ଉଦ୍ଦେଶ୍ୟରେ ବିଭିନ୍ନ କାର୍ଯ୍ୟକ୍ରମ    (30-Oct-2026)       ||     

HOME   ଜିଲ୍ଲା

ସମ୍ବଲପୁର - କଟନି ଛଟନିକୁ ଚାଷୀଙ୍କ ବିରୋଧ

10-Dec-2020



ସମ୍ବଲପୁର:(ଦେବାଶିଷ ବେହେରା)- ବତ୍ତମାନ ସମଗ୍ର ସମ୍ବଲପୁର ଜିଲ୍ଲାରେ  ଏମଏସପି, ଟୋକନ ର ଅବ୍ୟବସ୍ଥା ସହ  କଟନି ଛଟନି ସମସ୍ୟା ରେ ଚାଷୀ ଛନ୍ଦି ହୋଇ ହଇରାଣ ହରକତ ହେଉଥିବା ଅଭିଯୋଗ ହୋଇଛି । ବିଶେଷ କରି ଜିଲ୍ଲା ର ବିଭିନ୍ନ ମଣ୍ଡିରେ ଧାନସଂଗ୍ରହରେ ସମସ୍ୟା ଦେଖାଦେବା ସହ ମିଲର୍ସ ବି ନାନା ବାହାନା ଦେଖାଇ କଟନି ଛଟନି କରିବା ଯୋଗୁ ଚାଷୀ ବେଶ କ୍ଷତିର ସମ୍ମୁଖୀନ ହେଉଛନ୍ତି । ଚାଷୀଙ୍କ ଧାନକୁ   ମିଲର ମାନେ କଟନି ଛଟନି କରି  ପ୍ରତି କୁଇଣ୍ଟାଲରେ ୬କେଜି ରୁ ୭କେଜି  କାଟୁଥିବା ଅଭିଯୋଗ କରିଛନ୍ତି ଚାଷୀ । ଏହାର ପ୍ରତିବାଦରେ ଆଜି ଜିଲ୍ଲାର ଧନକଉଡା ବ୍ଳକର ବିଶାଳଖିଣ୍ଡା ଅଞ୍ଚଳର  ଚାଷୀ ମାନେ ସମ୍ବଲପୁର ସମବାୟ ସମିତିର ଉପ ନିବନ୍ଧକଙ୍କ କାର୍ଯ୍ୟାଳୟ ଘେରାଓ କରିଥିଲେ। ଦୀର୍ଘ ସମୟ ଧରି ଚାଷୀ ମାନେ ଆଲୋଚନା କରିଥିଲେ ମଧ୍ୟ କେବଳ ଚାଷୀ ଆଶ୍ୱାସନା ପାଇଥିଲେ । ଏଥିସହ  ବିଶାଳଖିଣ୍ଡା ର ଚାଷୀ ଅଭିଯୋଗ କରିଛନ୍ତି ଯେ ମିଲରସ ଓ ଜିଲ୍ଲା ପ୍ରଶାସନ କଟନୀ ଛଟନୀ କୁ ନେଇ ମଧୁଚନ୍ଦ୍ରିକା କରୁଛନ୍ତି । ଗୋଟିଏ କୁଇଣ୍ଟାଲ ରେ 7 ରୁ 8 kg କଟନୀ ଛଟନୀ କରୁଛନ୍ତି ମିଲରସ ।ସେଥିପାଇଁ ଜିଲ୍ଲା ପ୍ରଶାସନ ନିରବଦ୍ରଷ୍ଟା ସାଜିଥିବା  ଅଭିଯୋଗ କରିଛନ୍ତି  ବିଶାଳଖିଣ୍ଡାର ଚାଷୀ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୋଗାଣ ବିଭାଗ ଦ୍ୱାରା ଚଢ଼ାଉ♦️ ୨୨୯ ଘରୋଇ ଗ୍ୟାସ ସିଲିଣ୍ଡର ଜବତ   01-Nov-2026
  ଜିଲ୍ଲା  
ରେଟାମୁଣ୍ଡା ରେ ଭୋଗମଣ୍ଡପ ନିର୍ମାଣ ପାଇଁ ଭୂମି ପୂଜନ ଓ ଫଳକ ସ୍ଥାପନ   01-Nov-2026
  ଜିଲ୍ଲା  
ଚାକିରୀରୁ ଅବସର ନେଲେ ଅଧ୍ୟକ୍ଷା ରେଖା ମ୍ୟାଡ଼ାମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   01-Nov-2026
  ଜିଲ୍ଲା  
ରାଷ୍ଟ୍ରୀୟ ଏକତା ଦିବସରେ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ୭୦ କିଲୋମିଟର ସାଇକେଲ ଯାତ୍ରା   31-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଯୁବ ମହୋତ୍ସବ ୨୦୨୭ ପାଇଁ ପ୍ରସ୍ତୁତି, ନଭେମ୍ବର ୫ରୁ ପ୍ରତିଯୋଗିତା ଆରମ୍ଭ   31-Oct-2026
  ଜିଲ୍ଲା  
ବରୀ ରେ ରାଷ୍ଟ୍ରୀୟ ଏକତା ଅଭିଯାନ ନିଶା ମୁକ୍ତ ଓଡିଶା   31-Oct-2026
  ଜିଲ୍ଲା  
ବଲାଙ୍ଗୀର ଟାଉନ୍ ଥାନା ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ    31-Oct-2026
  ଜିଲ୍ଲା  
ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ   31-Oct-2026
  ଜିଲ୍ଲା  
ପୂର୍ବତନ ପ୍ରଧାନ ମନ୍ତ୍ରୀ ସ୍ୱର୍ଗୀୟା ଇନ୍ଦିରା ଗାନ୍ଧୀଙ୍କ ୪୨ ତମ ଶ୍ରାଦ୍ଧ ବାର୍ଷିକୀପାଳିତ   31-Oct-2026
  ଜିଲ୍ଲା  
ମର୍ମନ୍ତୁଦ ସଡ଼କ ଦୁର୍ଘଟଣା।   31-Oct-2026
  ଜିଲ୍ଲା  
ବଲାଙ୍ଗୀର ଦିନ ପାଳନ ଉପଲକ୍ଷେ ଆଲୋଚନାଚକ୍ର "ସ୍ବପ୍ନ ଦେଖିବା ଜରୁରୀ,ମାତ୍ର ସ୍ୱପ୍ନକୁ ସାକାର କରିବାକୁ ଦୃଷ୍ଟିକୋଣ ରେ ପରିବର୍ତ୍ତନ ଆଣିବା ନିହାତି ଆବଶ୍ୟକ"   31-Oct-2026
  ଜିଲ୍ଲା  
ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ   31-Oct-2026

You Might Also Like