-+91-9937148622 |

prerana_bgr@rediffmail.com |

  Thursday 22nd October 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   (22-Oct-2026)       ||      ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    (22-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   (22-Oct-2026)       ||      ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   (21-Oct-2026)       ||      ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   (21-Oct-2026)       ||      ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   (21-Oct-2026)       ||      କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (21-Oct-2026)       ||      *ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   (21-Oct-2026)       ||      *ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   (21-Oct-2026)       ||      *ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   (21-Oct-2026)       ||      ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   (21-Oct-2026)       ||      ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   (21-Oct-2026)       ||      ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   (20-Oct-2026)       ||      ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   (20-Oct-2026)       ||      ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି   (20-Oct-2026)       ||      ବରପାଲି କାଳୀ ପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ    (20-Oct-2026)       ||      ଭାଲୁ ଆକ୍ରମଣ ରେ ମୃତ୍ୟୁବରଣ କରିଥିବା ମୃତକଙ୍କ ପରିବାରକୁ ତୁରନ୍ତ ଆର୍ଥିକ ସହାୟତା ଓ ବନ୍ୟପ୍ରାଣୀ ଆକ୍ରମଣ ରୋକିବାକୁ ସ୍ୱତନ୍ତ୍ର ପଦକ୍ଷେପ ଗ୍ରହଣ ପାଇଁ ଦାବି   (20-Oct-2026)       ||      ଶ୍ରୀରାମ ବାବାମଠ ପରିଦର୍ଶନ ରେ ସାଂସଦ ପ୍ରଦୀପ ପୁରୋହିତ   (20-Oct-2026)       ||      ଦଶହରାରେ ମା’ ସୁରେଶ୍ୱରୀ ଓ ମା’ ଭଗବତୀଙ୍କ ରାଜରାଜେଶ୍ୱରୀ ବେଶ   (20-Oct-2026)       ||      ବନ ବିଭାଗର ମିଳିତ ଚଢ଼ାଉ, ଟ୍ରକ୍‌ ସହ ମୂଲ୍ୟବାନ କାଠ ଜବତ; ଜଣେ ଅଟକ   (20-Oct-2026)       ||     

HOME   ଜିଲ୍ଲା

ବାରହା ଆକ୍ରମଣରେ ମାଁ ମୃତ,ପୁଅ ଗୁରୁତର

29-Jun-2023



ବିନିକା(ହିମାଂଶୁ ଶେଖର ପୁଟେଲ): ସମ୍ପ୍ରତି ବିନିକା ଅଞ୍ଚଳରେ ଜଙ୍ଗଲୀ ଵାରହାଙ୍କ ଉତ୍ପାତ ଦିନକୁ ଦିନ ବଢିବାରେ ଲାଗିଛି।ବାରହାଙ୍କ ଆକ୍ରମଣରେ କାହାର ଜୀବନ ଚାଲିଯାଉଛି ତ ଆଉ କିଏ ଗୁରୁତର ଅବସ୍ଥାରେ ଚିକିତ୍ସିତ ହୋଇ ଜୀବନ ସହ ସଂଗ୍ରାମ କରୁଛନ୍ତି ।ଆଜି ସକାଳ ସମୟରେ ଚାଷଜମିକୁ ଯାଇଥିବା ମାଁ ଓ ପୁଅ ବାରହା ଆକ୍ରମଣରେ ଶିକାର ହୋଇ ମାଁଙ୍କ ମୃତ୍ୟୁ ଘଟିଥିବା ବେଳେ ପୁଅ ଗୁରୁତର ଅବସ୍ଥାରେ ବୁର୍ଲା ସ୍ଥାନାନ୍ତରିତ ହୋଇଥିବା ଜଣାପଡିଛି।ଘଟଣାଟି ଅଞ୍ଚଳରେ

ଚାଞ୍ଚଲ୍ୟ ସୃଷ୍ଟି କରିଛି ।ଖବର ନେବାରୁ ଜଣାପଡିଛି ଯେ ବିନିକା ବ୍ଲକ ଅନ୍ତର୍ଗତ ପାପି ଗ୍ରାମର ରେଖ ବାଘ(୫୭) ଓ ତାଙ୍କ ପୁଅ ବଳଦେବ ବାଘ (୩୭) ନିଜ ଚାଷଜମିକୁ ପଲ୍ଲା ପକେଇବା ପାଇଁ ଯାଇଥିବା ବେଳେ ଜଙ୍ଗଲୀ ଵାରହାଙ୍କ ଆକ୍ରମଣର ଶିକାର ହୋଇଥିଲେ ।କିଛି ଭାବିବା ପୂର୍ବରୁ ଉଭୟ ମାଁ ଓ ପୁଅକୁ ବାରହା ଆକ୍ରମଣ କରି ବିଭିନ୍ନ ସ୍ଥାନରେ କାମୁଡି କ୍ଷତ ବିକ୍ଷତ କରି ଦେଇଥିଲା ।ଫଳରେ ପୁଅ କଳେବଳେ କୌଶଳେ ବଞ୍ଚି ଯାଇଥିଲା ।ଘଟଣା ପ୍ରଘଟ ହେବାପରେ ଘର ଲୋକ ଓ ଗ୍ରାମବାସୀ ତୁରନ୍ତ ଚିକିତ୍ସା ପାଇଁ ବିନିକା ଡ଼ାକ୍ତରଖାନାକୁ ଆଣି ଭର୍ତି କରିଥିଲେ।ହେଲେ ଡାକ୍ତର ଦେଖିବା ପରେ ମାଁ ରେଖକୁ ମୃତ ଘୋଷଣା କରିଥିଲେ।ପ୍ରାଥମିକ ଚିକିତ୍ସା ପରେ ପୁଅ ବଳଦେବର ଅବସ୍ଥା ଗୁରୁତର ଥିବାରୁ ବୁର୍ଲା ଡ଼ାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଛି ।ସୂଚନା ଯୋଗ୍ୟ ୧୪ଦିନ ତଳେ ଅଡାକସା ଗ୍ରାମର ଜଣେ ବ୍ୟକ୍ତିଙ୍କୁ ବାରହା କାମୁଡି ଦେବାରୁ ସେ ଅଳ୍ପକେ ବର୍ତ୍ତି ଯାଇଥିଲେ ।ଠିକ ସେହିପରି ଅନେକ ଲୋକ ବାରହା ଆକ୍ରମଣର ଶିକାର ହୋଇଥିବା ନଜିର ରହିଥିବା ବେଳେ ସେମାନେ କୁଆଡେ ଚିକିତ୍ସିତ ପରେ ନୂଆ ଜୀବନ ପାଇଥିବା ଜଣାପଡ଼ିଛି ।ଲୋକଙ୍କ ସୁରକ୍ଷା ପାଇଁ ସ୍ଥାନୀୟ ବନ ବିଭାଗ କର୍ତ୍ତୃପକ୍ଷ ଏ ଦିଗରେ ପଦକ୍ଷେପ ନେବାକୁ ଦାବି ହେଉଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   22-Oct-2026
  ଜିଲ୍ଲା  
ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    22-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   22-Oct-2026
  ଜିଲ୍ଲା  
ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   21-Oct-2026
  ଜିଲ୍ଲା  
ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   21-Oct-2026
  ଜିଲ୍ଲା  
ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   21-Oct-2026
  ଜିଲ୍ଲା  
କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   21-Oct-2026
  ଜିଲ୍ଲା  
*ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   21-Oct-2026
  ଜିଲ୍ଲା  
*ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   21-Oct-2026
  ଜିଲ୍ଲା  
*ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   21-Oct-2026
  ଜିଲ୍ଲା  
ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   21-Oct-2026
  ଜିଲ୍ଲା  
ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   21-Oct-2026

You Might Also Like