-+91-9937148622 |

prerana_bgr@rediffmail.com |

  Wednesday 21st October 2026 |

| | | |

R.N.I. Regd No. ODIODI/2010/46693

Breaking News

ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   (21-Oct-2026)       ||      ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   (21-Oct-2026)       ||      ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   (20-Oct-2026)       ||      ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   (20-Oct-2026)       ||      ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି   (20-Oct-2026)       ||      ବରପାଲି କାଳୀ ପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ    (20-Oct-2026)       ||      ଭାଲୁ ଆକ୍ରମଣ ରେ ମୃତ୍ୟୁବରଣ କରିଥିବା ମୃତକଙ୍କ ପରିବାରକୁ ତୁରନ୍ତ ଆର୍ଥିକ ସହାୟତା ଓ ବନ୍ୟପ୍ରାଣୀ ଆକ୍ରମଣ ରୋକିବାକୁ ସ୍ୱତନ୍ତ୍ର ପଦକ୍ଷେପ ଗ୍ରହଣ ପାଇଁ ଦାବି   (20-Oct-2026)       ||      ଶ୍ରୀରାମ ବାବାମଠ ପରିଦର୍ଶନ ରେ ସାଂସଦ ପ୍ରଦୀପ ପୁରୋହିତ   (20-Oct-2026)       ||      ଦଶହରାରେ ମା’ ସୁରେଶ୍ୱରୀ ଓ ମା’ ଭଗବତୀଙ୍କ ରାଜରାଜେଶ୍ୱରୀ ବେଶ   (20-Oct-2026)       ||      ବନ ବିଭାଗର ମିଳିତ ଚଢ଼ାଉ, ଟ୍ରକ୍‌ ସହ ମୂଲ୍ୟବାନ କାଠ ଜବତ; ଜଣେ ଅଟକ   (20-Oct-2026)       ||      ବାଦପାଲି ଫୁଟବଲ ଟୁର୍ଣ୍ଣାମେଣ୍ଟରେ ତୁରୁମ ଦଳ ଚାମ୍ପିୟନ ଫାଇନାଲରେ ପତିକାରପାଲି ଦଳକୁ ହରାଇ ହାସଲ କଲା ବିଜୟ   (19-Oct-2026)       ||      ସୁବର୍ଣ୍ଣପୁରରେ ମା’ ସୁରେଶ୍ୱରୀଙ୍କ ମହିଷାମର୍ଦ୍ଦିନୀ ବେଶ, ମା’ ଭଗବତୀ ଓ ଦୁର୍ଗାଦେବୀଙ୍କ ସିଦ୍ଧିଦାତ୍ରୀ ବେଶ   (19-Oct-2026)       ||      *ପ୍ରଧାନ ଶିକ୍ଷୟତ୍ରୀ ସୁଭାଷିନୀ ନନ୍ଦ ଙ୍କ ବିୟୋଗ*- *ସୋନପୁର ଓ କଟକ ରେ ଶୋକ*- *ଅନ୍ତିମ ସଂସ୍କାର ରେ ଯୋଗ ଦେଲେ ଜଷ୍ଟିସ ଚିତ୍ତ ରଞ୍ଜନ ଦାଶ*-   (19-Oct-2026)       ||      ବାଗ୍ମୀ ବିଶ୍ୱନାଥ କରଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧା ସୁମନ ଅର୍ପଣ    (19-Oct-2026)       ||      From Dussehra to Kumar Purnima: The Divine Continuum of Shakti, Prosperity and Knowledge in Odisha   (19-Oct-2026)       ||      ବଲାଙ୍ଗିର ନାଗରିକ କମିଟୀ ର କାର୍ଯ୍ୟକାରୀ କମିଟୀ ବୈଠକ♦️ ଲୋୟର ସୁକତେଲରୁ କେନାଲ ଯୋଗେ ଜଳସେଚନ ପାଇଁ ଦାବୀ   (19-Oct-2026)       ||      ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   (18-Oct-2026)       ||      ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   (18-Oct-2026)       ||      ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (18-Oct-2026)       ||      ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା    (18-Oct-2026)       ||     

HOME   ଜିଲ୍ଲା

୨୨ ଜଣିଆ ଭାରତୀୟ ଟିମରେ ସୁବର୍ଣ୍ଣପୁର ଜିଲ୍ଲାର ୮ ଖେଳାଳୀ ସାମିଲ

30-Jun-2023



,ବୀରମହାରାଜପୁର, (ବିନୋଦ ପାଣ୍ଡେ): ସୁବର୍ଣ୍ଣପୁର ଜିଲ୍ଲାର ୮ ଜଣ ଖେଳାଳୀ ୨୨ ଜଣିଆ ଭାରତୀୟ ଟିମରେ ସାମିଲ ହୋଇଥିବା ଜଣାଯାଇଛି। ଥାଇଲାଣ୍ଡରେ ହେବାକୁଥିବା ୬ଷ୍ଠ ଆନ୍ତର୍ଜାତୀୟ ତାଇକଣ୍ଡୋ ପ୍ରତିଯୋଗିତାରେ ଭାଗନେବାକୁ ଭାରତୀୟ ଟିମ ସହ ଓଡିଆ ଖେଳାଳୀ ଥାଇଲାଣ୍ଡ ଗସ୍ତ କରିଛନ୍ତିି । ବିଦେଶ ଗସ୍ତ କରିଥିବା ୨୨ ଜଣିଆ ଭାରତୀୟ  ଟିମରେ ଏହେସାସ ତାଇକଣ୍ଡୋ ଏକାଡେମୀ ସୁବର୍ଣ୍ଣପୁରର  ଆଠଜଣ ଖେଳାଳୀ ସାମିଲ ହୋଇଛନ୍ତି । ଭାରତୀୟ ଟିମର କୋଚ ଭାବେ ଆନ୍ତର୍ଜାତୀୟ ଖେଳାଳୀ ଏହେସାସ ହୋତା ରହିଥିବାବେଳେ ଟିମରେ ଆନ୍ତର୍ଜାତୀୟ କ୍ରୀଡାବିତ ଅନ୍ୱେଷ ହୋତା,ଜାତୀୟ ଖେଳାଳୀ ମନିଷ ମାହାନ୍ତୀ,ବିଶ୍ୱରଂଜନ ସାହୁ,ପ୍ରୀୟଦର୍ଶନୀ କର,ହରିପ୍ରୀୟା ମିଶ୍ର,କୁମାର କସ୍ୟପ ଶଡଙ୍ଗୀ,କ୍ରୀସ କୁଦେଇ ଏବଂ ରାଜଲକ୍ଷ୍ମୀ ସାହୁ ଖେଳାଳୀ ରହିଛନ୍ତି । ଭାରତୀୟ ଟିମ୍ ସହ ଏହି ଖେଳାଳୀମାନେ ଗତକାଲିଠାରୁ ଥାଇଲାଣ୍ଡରେ ପହଂଚି ଅଭ୍ୟାସ ଜାରି ରଖିଥିବାବେଳେ ଆସନ୍ତା ୨ ଏବଂ ୩ ତାରିଖରେ ସାମ୍ପୁଟପ୍ରକ୍ରନ ପ୍ରଭିନେନ୍ସ ଷ୍ଟାଡିଅମରେ ପ୍ରତିଯୋଗିତାରେ ଭାଗନେବେ । ଏହି ପ୍ରତିଯୋଗିତାରେ ୨୦ଗୋଟି ଦେଶର ୨୫୦୦ ଖେଳାଳୀ ଅଂଶଗ୍ରହଣ କରିବାନେଇ ଜଣାପଡିଛି । ବିଦେଶ ଗସ୍ତରେ ଥିବା ଏହି ଖେଳାଳୀଙ୍କ ସଫଳତା ପାଇଁ ଓଡିଶା ତଇକଣ୍ଡୋ ସଂଘର ସଂପାଦକ ମନମୋହନ ଭଂଜ,ସୁବର୍ଣ୍ଣପୁର ଜିଲ୍ଲା ତାଇକଣ୍ଡୋ ସଂଘର ସଭାପତି ରବୀନ୍ଦ୍ର ହୋତା,ବ୍ଲକ ଉପାଧ୍ୟକ୍ଷ ନାରାୟଣ ଲୁହା,ପୁର୍ବତନ ସମିତି ସଭ୍ୟ ପିତାମ୍ବର ସାହୁ,ବରିଷ୍ଟ ସାମ୍ବାଦିକ ଶେଷଦେବ ବାରିକ ଏବଂ ରାଧାକାନ୍ତ ବାଘ ପ୍ରମୁଖ ଶୁଭେଚ୍ଛା ଜଣାଇଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   21-Oct-2026
  ଜିଲ୍ଲା  
ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   21-Oct-2026
  ଜିଲ୍ଲା  
ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   20-Oct-2026
  ଜିଲ୍ଲା  
ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   20-Oct-2026
  ଜିଲ୍ଲା  
ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି   20-Oct-2026
  ଜିଲ୍ଲା  
ବରପାଲି କାଳୀ ପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   20-Oct-2026
  ଜିଲ୍ଲା  
ଭାଲୁ ଆକ୍ରମଣ ରେ ମୃତ୍ୟୁବରଣ କରିଥିବା ମୃତକଙ୍କ ପରିବାରକୁ ତୁରନ୍ତ ଆର୍ଥିକ ସହାୟତା ଓ ବନ୍ୟପ୍ରାଣୀ ଆକ୍ରମଣ ରୋକିବାକୁ ସ୍ୱତନ୍ତ୍ର ପଦକ୍ଷେପ ଗ୍ରହଣ ପାଇଁ ଦାବି   20-Oct-2026
  ରାଜ୍ୟ  
ଶ୍ରୀରାମ ବାବାମଠ ପରିଦର୍ଶନ ରେ ସାଂସଦ ପ୍ରଦୀପ ପୁରୋହିତ   20-Oct-2026
  ଜିଲ୍ଲା  
ଦଶହରାରେ ମା’ ସୁରେଶ୍ୱରୀ ଓ ମା’ ଭଗବତୀଙ୍କ ରାଜରାଜେଶ୍ୱରୀ ବେଶ   20-Oct-2026
  ଜିଲ୍ଲା  
ବନ ବିଭାଗର ମିଳିତ ଚଢ଼ାଉ, ଟ୍ରକ୍‌ ସହ ମୂଲ୍ୟବାନ କାଠ ଜବତ; ଜଣେ ଅଟକ   20-Oct-2026
  ଜିଲ୍ଲା  
ବାଦପାଲି ଫୁଟବଲ ଟୁର୍ଣ୍ଣାମେଣ୍ଟରେ ତୁରୁମ ଦଳ ଚାମ୍ପିୟନ ଫାଇନାଲରେ ପତିକାରପାଲି ଦଳକୁ ହରାଇ ହାସଲ କଲା ବିଜୟ   19-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁରରେ ମା’ ସୁରେଶ୍ୱରୀଙ୍କ ମହିଷାମର୍ଦ୍ଦିନୀ ବେଶ, ମା’ ଭଗବତୀ ଓ ଦୁର୍ଗାଦେବୀଙ୍କ ସିଦ୍ଧିଦାତ୍ରୀ ବେଶ   19-Oct-2026

You Might Also Like