-+91-9937148622 |

prerana_bgr@rediffmail.com |

  Sunday 1st November 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଷ୍ଟ୍ରୀୟ ଏକତା ଦିବସରେ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ୭୦ କିଲୋମିଟର ସାଇକେଲ ଯାତ୍ରା   (31-Oct-2026)       ||      ଜିଲ୍ଲାସ୍ତରୀୟ ଯୁବ ମହୋତ୍ସବ ୨୦୨୭ ପାଇଁ ପ୍ରସ୍ତୁତି, ନଭେମ୍ବର ୫ରୁ ପ୍ରତିଯୋଗିତା ଆରମ୍ଭ   (31-Oct-2026)       ||      ବରୀ ରେ ରାଷ୍ଟ୍ରୀୟ ଏକତା ଅଭିଯାନ ନିଶା ମୁକ୍ତ ଓଡିଶା   (31-Oct-2026)       ||      ବଲାଙ୍ଗୀର ଟାଉନ୍ ଥାନା ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ    (31-Oct-2026)       ||      ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ   (31-Oct-2026)       ||      ପୂର୍ବତନ ପ୍ରଧାନ ମନ୍ତ୍ରୀ ସ୍ୱର୍ଗୀୟା ଇନ୍ଦିରା ଗାନ୍ଧୀଙ୍କ ୪୨ ତମ ଶ୍ରାଦ୍ଧ ବାର୍ଷିକୀପାଳିତ   (31-Oct-2026)       ||      ମର୍ମନ୍ତୁଦ ସଡ଼କ ଦୁର୍ଘଟଣା।   (31-Oct-2026)       ||      ବଲାଙ୍ଗୀର ଦିନ ପାଳନ ଉପଲକ୍ଷେ ଆଲୋଚନାଚକ୍ର "ସ୍ବପ୍ନ ଦେଖିବା ଜରୁରୀ,ମାତ୍ର ସ୍ୱପ୍ନକୁ ସାକାର କରିବାକୁ ଦୃଷ୍ଟିକୋଣ ରେ ପରିବର୍ତ୍ତନ ଆଣିବା ନିହାତି ଆବଶ୍ୟକ"   (31-Oct-2026)       ||      ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ    (31-Oct-2026)       ||      *ନବରଙ୍ଗପୁର ଶିକ୍ଷା ବ୍ୟବସ୍ଥାରେ ଚିନ୍ତା!* *ଛୁଟି ପରେ ସ୍କୁଲ ଖୋଲିଲା, ଶିକ୍ଷକ ଉପସ୍ଥାନକୁ ନେଇ ପ୍ରଶ୍ନ — ତଦାରଖ ବ୍ୟବସ୍ଥା ଉପରେ ଉଠିଲା ଆଙ୍ଗୁଠି*   (31-Oct-2026)       ||      ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଏକ ମାରାଥନ ଦୌଡ଼ କାର୍ଯ୍ୟକ୍ରମ   (31-Oct-2026)       ||      ବ୍ଲକ ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା -୨୦୨୬ ଅନୁଷ୍ଠିତ   (31-Oct-2026)       ||      ପଦୋନ୍ନତି ପାଇଲେ ସୁବର୍ଣ୍ଣପୁର ଅତିରିକ୍ତ ଜିଲ୍ଲାପାଳ ଅଞ୍ଜଳୀନା ପ୍ରଧାନ; - ଶ୍ରମ ବିଭାଗ ର ଯୁଗ୍ମ ସଚିବ ଭାବେ ଯୋଗ ଦେବେ -   (31-Oct-2026)       ||      ବଡପୋଡ଼ାଗୁଡା ଗ୍ରାମପଞ୍ଚାୟତ ର ସମସ୍ତ ମଦକୋଠି ବନ୍ଦ ଦାବିନେଇଁ ତେଜିଲେ ମହିଳା   (31-Oct-2026)       ||      ବେହେରାଗୁଡ଼ା ଛତିଶଗଡ କୁ ସଂଯୋଗ ରାସ୍ତା ପାଲଟିଛି ମରଣଯନ୍ତା, ପ୍ରଶାସନର ଦୃଷ୍ଟି କେବେ ?   (31-Oct-2026)       ||      ମାନ୍ୟବର କେନ୍ଦ୍ରମନ୍ତ୍ରୀ ଡା. ବୀରେନ୍ଦ୍ର କୁମାରଙ୍କ ସିଆରସି ପରିଦର୍ଶନ   (30-Oct-2026)       ||      ଦିବ୍ୟାଙ୍ଗ ବ୍ୟକ୍ତିମାନଙ୍କ ସଶକ୍ତିକରଣ, ପୁନର୍ବାସ ଓ ସେମାନଙ୍କୁ ସ୍ୱାବଲମ୍ବୀ କରିବା ଉଦ୍ଦେଶ୍ୟରେ ବିଭିନ୍ନ କାର୍ଯ୍ୟକ୍ରମ    (30-Oct-2026)       ||      ସୁନ୍ଦରଗଡରେ ପିଏମ୍‌ କିଷାନ ଉତ୍ସବ ପାଳନ ପାଳିତ ଏବଂ ୨୪ତମ କିସ୍ତି ପ୍ରଦାନ   (30-Oct-2026)       ||      ଖାଲି ରାସ୍ତାରେ ଗାଡି ଦେଖି କଣ୍ଟାବାଞ୍ଜି ଏସଡିପିଓଙ୍କ ଫୋର୍ସ ପ୍ରଦର୍ଶନ !   (30-Oct-2026)       ||      ୧୦କୋଟି ଟଙ୍କାର ନିର୍ମାଣହେବ ୨କିମିର ରାସ୍ତା   (30-Oct-2026)       ||     

HOME   ଜିଲ୍ଲା

ରେଳ ଷ୍ଟେସନରେ କୋଭିଡ କଟକଣା କାର୍ଯ୍ୟକାରୀ ହେଉନି , ସାଧାରଣ ହଟହଟା,ମିଳୁନି ଟିକଟ ଆବେଦନ ଫର୍ମ

11-Dec-2020



ବଲାଙ୍ଗୀର/ଟିଟିଲାଗଡ : ଭାରତର ପ୍ରତି ଟି ରାଜ୍ୟକୁ ସଂଯୋଗ କରୁଥିବା ଟିଟିଲାଗଡ ରେଳ ଜଙ୍କସନରେ କର୍ମଚାରୀ ଓ ଅଧିକାରୀଙ୍କ ଅସାଧୁ କାର୍ଯ୍ୟକଳାପ ବୃଦ୍ଧି ପାଇବା ନେଇ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି । ପ୍ରକାଶ ଯେ ଏହି କୋଭିଡ ପାଇଁ ସ୍ୱତନ୍ତ୍ର ଟ୍ରେନରେ ଯାତାୟାତ ଓ ଯାତ୍ରୀଙ୍କ ସୁବିଧା ଯୋଗାଇ ଦେବାକୁ କଡ଼ା ନିୟମ ସରକାରଙ୍କ ତରଫରୁ କରାଯାଇଥିବା ସତ୍ୱେ ସେ ସବୁକୁ କାର୍ଯ୍ୟକାରୀ ନକରିବା ଅଭିଯୋଗ ହୋଇ ଆସୁଛି । ଏହି ରେଳ ଜନକ୍ସନ ରୁ ଦୂରଦୁରାନ୍ତ କୁ ଯିବା ଆସିବା ନିମନ୍ତେ ଲୋକେ ଘଣ୍ଟା ଘଣ୍ଟା ଧରି ଟିକଟ ବୁକିଂ ପାଇଁ ଅପେକ୍ଷା କରିବାକୁ ବାଧ୍ୟ ହେଉଥିବା ବେଳେ କର୍ମଚାରୀ ନରହିବା, ମନଇଚ୍ଛା ଆସିବା ଏବଂ ଚାଲିଯିବା ଏପରି କି ମୋବାଇଲରେ କାମ ଛାଡି ଗପୁଥିବା ନେଇ ଅଭିଯୋଗ ହେଉଛି । ସରକାରୀ କର୍ମଚାରୀ କାହାକୁ ଖାତିର ନ କରିବା ଓ ଅନ୍ୟ କାଉଣ୍ଟର ଗୁଡିକରେ ନରହି ଉକ୍ତ କୋଠରୀ ରେ ମଉଜ ମଜଲିସ କରୁଥିବା ଦେଖାଯାଉଛି । ପୋଲିସ ଆର ପି ଏଫ କର୍ମଚାରୀ ମାନେ ନିଜ କାମ ଛାଡି ଏଣେତେଣେ ଚାଲିଯିବା ତଥା ପ୍ରବଳ ଭିଡ ଓ ଅପେକ୍ଷାରତ ଲୋକେ ନିଜ ମଧ୍ୟରେ ପାଟିତୁଣ୍ଡ କରୁଥିବା ଅଭିଯୋଗ ହୋଇ ଆସୁଛି । ଅତ୍ୟନ୍ତ ଦୁଃଖ ର ବିଷୟ ଏହା ଯେ ରେଳ ଟିକଟ ସଂରକ୍ଷଣ ଫର୍ମ ମଧ୍ୟ ଏଠି ନଥିବା ଓ ଏକ କାଗଜ ରେ ଲେଖି ଦେବାକୁ କହିବା ଓ ସେଥିରେ ନାନା ଆଳରେ ତୃଟି ଥିବା ଦର୍ଶାଇ ବାରମ୍ବାର ଲେଖି ଦେବାକୁ ବାଧ୍ୟ କରି ହଇରାଣ କରୁଥିବା ଅଭିଯୋଗ ହେଉଛି। ସାମାଜିକ ଦୂରତ୍ୱ ଆଦି ଏଠି ପ୍ରହସନ ପାଲଟି ଥିବା ଦେଖାଯାଉଛି। ଏ ନେଇ ଜିଲ୍ଲା ଜନସେବା ସଙ୍ଘ ସଭାପତି ସମ୍ବଲପୁର ଡି ଆର ଏମ ତଥା ଅନ୍ୟ ବରିଷ୍ଟ ଅଧିକାରୀ ମାନଙ୍କୁ ଲିଖିତ ଅଭିଯୋଗ କରିଛନ୍ତି।ଏ ନେଇ ତୁରନ୍ତ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ଗ୍ରହଣ ପାଇଁ ଦାବି ହେଉଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଷ୍ଟ୍ରୀୟ ଏକତା ଦିବସରେ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ୭୦ କିଲୋମିଟର ସାଇକେଲ ଯାତ୍ରା   31-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଯୁବ ମହୋତ୍ସବ ୨୦୨୭ ପାଇଁ ପ୍ରସ୍ତୁତି, ନଭେମ୍ବର ୫ରୁ ପ୍ରତିଯୋଗିତା ଆରମ୍ଭ   31-Oct-2026
  ଜିଲ୍ଲା  
ବରୀ ରେ ରାଷ୍ଟ୍ରୀୟ ଏକତା ଅଭିଯାନ ନିଶା ମୁକ୍ତ ଓଡିଶା   31-Oct-2026
  ଜିଲ୍ଲା  
ବଲାଙ୍ଗୀର ଟାଉନ୍ ଥାନା ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ    31-Oct-2026
  ଜିଲ୍ଲା  
ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ   31-Oct-2026
  ଜିଲ୍ଲା  
ପୂର୍ବତନ ପ୍ରଧାନ ମନ୍ତ୍ରୀ ସ୍ୱର୍ଗୀୟା ଇନ୍ଦିରା ଗାନ୍ଧୀଙ୍କ ୪୨ ତମ ଶ୍ରାଦ୍ଧ ବାର୍ଷିକୀପାଳିତ   31-Oct-2026
  ଜିଲ୍ଲା  
ମର୍ମନ୍ତୁଦ ସଡ଼କ ଦୁର୍ଘଟଣା।   31-Oct-2026
  ଜିଲ୍ଲା  
ବଲାଙ୍ଗୀର ଦିନ ପାଳନ ଉପଲକ୍ଷେ ଆଲୋଚନାଚକ୍ର "ସ୍ବପ୍ନ ଦେଖିବା ଜରୁରୀ,ମାତ୍ର ସ୍ୱପ୍ନକୁ ସାକାର କରିବାକୁ ଦୃଷ୍ଟିକୋଣ ରେ ପରିବର୍ତ୍ତନ ଆଣିବା ନିହାତି ଆବଶ୍ୟକ"   31-Oct-2026
  ଜିଲ୍ଲା  
ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ   31-Oct-2026
  ଜିଲ୍ଲା  
*ନବରଙ୍ଗପୁର ଶିକ୍ଷା ବ୍ୟବସ୍ଥାରେ ଚିନ୍ତା!* *ଛୁଟି ପରେ ସ୍କୁଲ ଖୋଲିଲା, ଶିକ୍ଷକ ଉପସ୍ଥାନକୁ ନେଇ ପ୍ରଶ୍ନ — ତଦାରଖ ବ୍ୟବସ୍ଥା ଉପରେ ଉଠିଲା ଆଙ୍ଗୁଠି*   31-Oct-2026
  ଜିଲ୍ଲା  
ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଏକ ମାରାଥନ ଦୌଡ଼ କାର୍ଯ୍ୟକ୍ରମ   31-Oct-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା -୨୦୨୬ ଅନୁଷ୍ଠିତ   31-Oct-2026

You Might Also Like