-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||      ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||      ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||     

HOME   ଜିଲ୍ଲା

ଲାନ୍ଥ ନଦୀ ଖଣ୍ଡିରୁ ଅଜଣା ଯୁବକର ଗଳିତ ମୃତଦେହ ଉଦ୍ଧାର, ମୃତ୍ୟୁର କାରଣ ଅସ୍ପଷ୍ଟ

01-Jul-2023



ପାଟଣାଗଟ/ବେଳପଡା(ଦିଲୀପ ପଣ୍ଡା ): ବଲାଙ୍ଗୀର ଜିଲ୍ଲା ବେଲପଡା ଥାନା ଖଲିଆପାଲି ଗାଁ ନିକଟରେ ଥିବା ଲାନ୍ଥ ନଦୀ କୂଳରୁ ଜଣେ ଯୁବକର ଗଳିତ ମୃତ ଦେହ ଗଛରୁ ଝୁଲନ୍ତା ଅବସ୍ଥାରେ ପୁଲିସ  ଉଦ୍ଧାର କରିଛି l ଯୁବକ ଜଣକଙ୍କ ବୟସ ପାଖାପାଖି ୨୫ ବର୍ଷ ହଇଥିବା ଅନୁମାନ କରାଯାଉଥିବା ବେଲେ ପୁଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରି ତଦନ୍ତ ଜାରିରଖିଥିବା ଏସଡିପିଓ ଜ୍ୟୋତିର୍ମୟ ଭୁକ୍ତା ଙ୍କ ଠାରୁ ଜଣାପଡିଛି । ପରିବାର ବର୍ଗଙ୍କ ଚିହ୍ନଟ ପାଇଁ ଗଳିତ ମୃତ ଦେହକୁ ବଲାଙ୍ଗୀର ଭୀମଭୋଇ ଡାକ୍ତରଖାନାରେ ଥିବା ଫ୍ରିଜରରେ ରଖା ଯାଇଥିବା ଥାନା ଅଧିକାରୀ ରାଜେନ୍ଦ୍ର ବେହେରାଙ୍କ ଠାରୁ ଜଣାପଡିଛି । ପ୍ରକାଶ ଯେ ଗାଁର ପାଖାପାଖି ୨ କିଲୋମିଟର ଦୁରତାରେ ଥିବା ଲାନ୍ଦନଦୀ ନିକଟସ୍ଥ ଜଙ୍ଗଲକୁ ଗାଁ କିଛି ଗାଈ ଓ ଛେଲି ଚରାଲି ସେମାନଙ୍କୁ ଚରେଇବା ପାଇଁ ନେଇଥିଲେ । ଠିକ ଏହି ସମୟରେ ଜଣେ ଛେଲି ଚରାଲି ଉକ୍ତ ଯୁବକଙ୍କ ମୃତଦେହ ଗଛରେ ଝୁଲୁଥିବା ଦେଖି ତାସାଙ୍ଗରେ ଥିବା ଅନ୍ୟାନ୍ୟ ଗାଈ ଓ ଛେଲି ଚରାଲି ମାନଙ୍କୁ ଚିତ୍କାର କରି ଡାକିଥିଲା । ପରେ ବେଲପଡା ପୁଲିସକୁ ଘଟଣା ସମ୍ପର୍କରେ ଅବଗତ ପରେ ଥାନା ଅଧିକାରୀଙ୍କ ନେତୃତ୍ବରେ ଘଟଣାସ୍ଥଳରେ ପୁଲିସର ଏକ ଟିମ୍ ପହଂଚି ଗଛରୁ ଯୁବକଙ୍କ ଗଳିତ ମୃତ ଦେହ ଉଦ୍ଧାର କରି ପରିବାର ବର୍ଗଙ୍କ ଚିହ୍ନଟ ପାଇଁ ବଲାଙ୍ଗୀର ଡ଼ାକ୍ତରଖାନାକୁ ପଠାଯାଇଥିବା ବେଳେ ମୃତ୍ୟୁର କାରଣ ଅସ୍ପଷ୍ଟ ଥିବା ଜଣାପଡିଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଗଣିତ ଗବେଷଣା   17-Oct-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   17-Oct-2026
  ଜିଲ୍ଲା  
ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   17-Oct-2026
  ଜିଲ୍ଲା  
ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   17-Oct-2026
  ଜିଲ୍ଲା  
ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   17-Oct-2026
  ରାଜ୍ୟ  
ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   17-Oct-2026
  ଜିଲ୍ଲା  
ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ   17-Oct-2026
  ଜିଲ୍ଲା  
ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା   17-Oct-2026
  ଜିଲ୍ଲା  
୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି   17-Oct-2026
  ଜିଲ୍ଲା  
ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ   17-Oct-2026

You Might Also Like

  ଜିଲ୍ଲା  

ଗଣିତ ଗବେଷଣା