-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   (18-Oct-2026)       ||      ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   (18-Oct-2026)       ||      *ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   (18-Oct-2026)       ||      ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||      ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||     

HOME   ଜିଲ୍ଲା

ସମନ୍ୱିତ ଶିଶୁ ବିକାଶ ପ୍ରକଳ୍ପରେ କଥା କଟା କଟି ବେଳେ ଵରିଷ୍ଟ କିରାଣୀଙ୍କୁ ସିଡିପିଓଙ୍କ ମାଡ଼ ମାରିବା  ଭିଡିଓ ଭାଇରଲ

01-Jul-2023



ନବରଙ୍ଗପୁର ଜିଲ୍ଲା ଡାବୁଗାଁ ବ୍ଲକ୍ ସମନ୍ୱିତ ଶିଶୁ ବିକାଶ ପ୍ରକଳ୍ପ କେନ୍ଦ୍ର ରୋ କାର୍ଯ୍ୟରତ ସିଡିପିଓ  ଗୀତାଞ୍ଜଳି ମହାରଣା ଓ ଵରିଷ୍ଟ କିରାଣୀ ସନ୍ତୋସ କୁମାରୀ ମିଶ୍ରଙ୍କ ସହ ଦରମା ପାଇବାକୁ ନେଇ କଥା କଟା କଟି ହେଇଥିଲା। ସୋସିଆଲ ମିଡ଼ିଆ ରେ ଯେଉଁ ଭିଡ଼ିଓଟି ଭାଇରାଲ ହେଇଛି ସେଇଠି ବରିଷ୍ଠ କିରାଣୀଙ୍କୁ ସିଡିପିଓ  ମାଡ ମାରି ଧକ୍କା ଦେବା ପରେ ବରିଷ୍ଠ କିରାଣୀ ଚେୟାରରୁ ତଳେ ପଡ଼ି ଯାଇଛନ୍ତି ଯାହା କି

ସିଡିପିଓ ଠେଲି ଥିବା ଭିଡିଓରେ ସ୍ପଷ୍ଟ ଦେଖା ଯାଇଛି,। ଦରମା ନୋ ପାଇବାରୁ ଦୁଇ ଜଣଙ୍କ ମଧ୍ୟରେ ଏମିତି କଥା କଟା କଟି ହେଇଥିଲୁ ବୋଲି ସିଡିପିଓ ମତ ଦେଇଥିବା ବେଳେ ,ବରିଷ୍ଠ କିରାଣୀ ସନ୍ତୋଷ କୁମାରୀ ମିଶ୍ର  କହିବା ପ୍ରକାରେ ଚାରି ମାସ ର ଦରମା ନୋ ମିଳିବାରୁ ମୁଁ ମେଡମ୍ ଙ୍କୁ ଦରମା କରିଦିଅନ୍ତୁ ବୋଲି କହିବାରୁ ମୋ ଉପରକୁ ଗାଳିଗୁଲଜ କରି ମତେ ଚେୟାର ରୁ ଧକ୍କା ଦେଇଥିଲେ ବୋଲି ମତବ୍ୟକ୍ତ କରିଛନ୍ତି । ସନ୍ତୋଷ କୁମାରୀଙ୍କ କହିବା ଅନୁଯାୟୀ ଡାବୁଗାଁ ର ସମସ୍ତ ଅଙ୍ଗନବାଡ଼ି କର୍ମୀଙ୍କ ଦୁଇ ମାସ ହେବ ତାଙ୍କ ଦରମା ବନ୍ଦ କରିଛନ୍ତି। ହେଲେ ସିଡିପିଓ କ'ଣ ପାଇଁ ସମସ୍ତ ‌ ଦରମା ବନ୍ଦ କରିଛନ୍ତି, ତାହା ଏପର୍ଯ୍ୟନ୍ତ ସ୍ପଷ୍ଟ ହେଇ ନାହିଁ ଡାବୁଗାଁ ରୁ ଅଧିକାଂଶ ଅଙ୍ଗନବାଡ଼ି କେନ୍ଦ୍ର ମାନଙ୍କରେ ମେଡିସିନ କିଟ୍ ମଧ୍ୟ ଦିଆଯାଇ ନାହିଁ।ଏହାର କାରଣ ସବୁ ପଇସା ସିଡିପିଓ  ୱାର୍କର ମାନଙ୍କ ପାଖରୁ ଆଦାୟ କରି କଣସି ଏକ ନିର୍ଦ୍ଧିଷ୍ଟ ଜାଗାରୁ ତାଙ୍କ ଲାଭ ରଖି ଆଣିବା ପାଇଁ ପୂର୍ବରରୁ ସ୍ଥିର କରିଥିବା ଜଣାପଡ଼ିଛି।ସଦର ମହକୁମା ସ୍ଥିତ କିଛି  ଅଙ୍ଗନବାଡ଼ି କେନ୍ଦ୍ର ମାନଙ୍କରେ ନାମକୁ ମାତ୍ର ଅଳ୍ପ ସଂଖ୍ୟକ ମେଡିସିନ କିଟ୍ ଦିଆଯାଇଛି କେବଳ ସରକାରକୁ ଭୁଆଁ ବୁଲାଇବାପାଇଁ। ବ୍ଲକରକିଛି  ଅଙ୍ଗନବାଡ଼ି କେନ୍ଦ୍ର ଠାରେ ସିଡିପିଓ ଭ୍ରମଣ କରି ସମସ୍ତ ଅଙ୍ଗନବାଡ଼ି କର୍ମୀଙ୍କ ଠାରୁ ଗ୍ୟାସ୍ ଓ ଚୂଲା ଦେବା ପାଇଁ

କର୍ମୀଙ୍କ ଏକାଉଣ୍ଟ୍ କୁ ଆସିଥିବା ଟଙ୍କା ମାଗିଥିଲେ। ହେଲେ ଆଜିକୁ ୫ ମାସ ବିତିଗଲେ ସୁଧା କୌଣସି ଅଙ୍ଗନବାଡ଼ି କେନ୍ଦ୍ରରେ ଗ୍ୟାସ୍ ସିଲିଣ୍ଡର୍ ଓ ଚୁଲା ଦେଇନାହାନ୍ତି। ଏଠାରେ ପ୍ରଶ୍ନବାଚୀ ସୃଷ୍ଟି ହେଉଛି ଯେ ସିଡିପିଓ ମେଡମ୍  ଦୁର୍ନୀତିରେ ଲିପ୍ତ ଅଛନ୍ତି କି ? ଏହା ଉପରେ କେବଳ ଜିଲ୍ଲା ସ୍ତରୀୟ ତଦନ୍ତ ନୁହେଁ ଭିଜିଲାନ୍ସ ତଦନ୍ତ ହେବା ଆବଶ୍ୟକ ଅଛି ବୋଲି ଜନ ସାଧାରଣରେ ଦାବି ହେଉଛି କାରଣ ଆଜି କାଲି ସରକାରୀ ବାବୁମାନଙ୍କ ପକ୍ଷରୁ ଭିଜିଲାନ୍ସ ଛଡ଼ାଉ ବେଳେ କଟିକଟି ଟଙ୍କା ଭହରୁଥିବା ଦେଖିବାକୁ ମିଳୁଛି।

(ରିପୋର୍ଟ : ମିହିର ଶଙ୍କର ପାତ୍ର,ନବରଙ୍ଗପୁର)


News Comment




Photo in News

Advertisment
Lastest News
  ଜିଲ୍ଲା  
ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   18-Oct-2026
  ଜିଲ୍ଲା  
ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   18-Oct-2026
  ଜିଲ୍ଲା  
*ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   18-Oct-2026
  ଜିଲ୍ଲା  
ଗଣିତ ଗବେଷଣା   17-Oct-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   17-Oct-2026
  ଜିଲ୍ଲା  
ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   17-Oct-2026
  ଜିଲ୍ଲା  
ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   17-Oct-2026
  ଜିଲ୍ଲା  
ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   17-Oct-2026
  ରାଜ୍ୟ  
ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   17-Oct-2026
  ଜିଲ୍ଲା  
ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ   17-Oct-2026
  ଜିଲ୍ଲା  
ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା   17-Oct-2026

You Might Also Like

           
  ଜିଲ୍ଲା  

ଗଣିତ ଗବେଷଣା