-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   (18-Oct-2026)       ||      ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   (18-Oct-2026)       ||      ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   (18-Oct-2026)       ||      ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ♦️ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ। ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ    (18-Oct-2026)       ||      ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   (18-Oct-2026)       ||      ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   (18-Oct-2026)       ||      *ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   (18-Oct-2026)       ||      ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||      ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||     

HOME   ଜିଲ୍ଲା

ବାହାର ରାଜ୍ୟ ବିଶ୍ଵବିଦ୍ୟାଳୟରୁ ପ୍ରାପ୍ତ ସନ୍ଦେହାନ ସାର୍ଟିଫିକେଟ ଧାରୀ ପଦୋନ୍ନତି ପାଇବାକୁ ପ୍ରସ୍ତୁତ

02-Jul-2023



ବଲାଙ୍ଗୀର(ପ୍ରେରଣା ଖବର ବ୍ୟୁରୋ): ବର୍ତ୍ତମାନ ବଲାଙ୍ଗୀର ଜିଲ୍ଲାରେ କାର୍ଯ୍ୟରତ ପ୍ରାଥମିକ ବିଦ୍ୟାଳୟର ଲେବେଲ୍-୪ ର ଶିକ୍ଷକ ମାନଙ୍କୁ ଲେବେଲ-୩ କୁ ପଦୋନ୍ନତି କରାଯାଉଛି । ଏହି ପରିପ୍ରେକ୍ଷୀରେ ଜିଲ୍ଲାରେ ପଦୋନ୍ନତି ତାଲିକା ପ୍ରସ୍ତୁତି ହୋଇସାରିଛି ଏବଂ ଆଗାମୀ ଜୁଲାଇ ୪ ତାରିଖରେ ୪୫୩ ଜଣ ଶିକ୍ଷକଙ୍କ ନିଯୁକ୍ତି କାଉନସେଲିଂ ସ୍ଥାନୀୟ ପୃଥ୍ୱୀରାଜ ହାଇସ୍କୁଲ ରେ ହେବାକୁ ନିର୍ଧାରଣ କରାଯାଇଛି ।
   ମାତ୍ର ପ୍ରକାଶିତ ପଦୋନ୍ନତି ତାଲିକାରେ ଏପରିକି କେତେଜଣ ଶିକ୍ଷକ ଅନ୍ତର୍ଭୁକ୍ତ ଅଛନ୍ତି ଯେଉଁମାନେ ବାହାର ରାଜ୍ୟ ବିଶ୍ଵବିଦ୍ୟାଳୟରୁ ସ୍ନାତକ ଏବଂ ବିଇଡି ଡିଗ୍ରୀ ହାସଲ କରିଥିବା ସନ୍ଦେହାନ ସାର୍ଟିଫିକେଟ ପ୍ରଦାନ କରିଛନ୍ତି । ଏହା ଭିତରୁ କେତେକ ପ୍ରାର୍ଥୀଙ୍କ ସାର୍ଟିଫିକେଟ ନକଲି ହୋଇଥିବାର ସନ୍ଦେହ କରି ପଦକ୍ଷେପ ଗ୍ରହଣ କରାଯାଉଥିବାର ବିଭାଗୀୟ ସୂତ୍ରରୁ ଚର୍ଚ୍ଚା ହେଉଥିବାର ଜଣାପଡିଥିଲା ।
   ପ୍ରକାଶ ଥାଉ କି ସଇଁତଳା ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟରୁ ଆସିଥିବା ତାଲିକାରେ କିଛି ବାହାର ରାଜ୍ୟ ବିଶ୍ଵବିଦ୍ୟାଳୟରୁ ପ୍ରାପ୍ତ ହୋଇଥିବା ସାର୍ଟିଫିକେଟ ଧାରୀ ଏଠାରେ  ଅନ୍ତର୍ଭୁକ୍ତ ଅଛନ୍ତି ଯାହାକି ସଇଁତଳା ବ୍ଲକ ଶିକ୍ଷା ଅଧିକାରୀ ଭଲ ଭାବରେ ଜାଣିଛନ୍ତି । ଉକ୍ତ ସାର୍ଟିଫିକେଟ ଧାରୀ ଙ୍କ ସାର୍ଟିଫିକେଟର ସତ୍ୟାସତ୍ୟ ପ୍ରମାଣ ପାଇଁ ସଇଁତଳା ବ୍ଲକ ଶିକ୍ଷା ଅଧିକାରୀ ସେହି ବିଶ୍ଵବିଦ୍ୟାଳୟ ମାନଙ୍କୁ ଚିଠି କରିଥିବା ବେଳେ ବର୍ତ୍ତମାନ ପର୍ଯ୍ୟନ୍ତ  ସେଠାରୁ ସାର୍ଟିଫିକେଟର ବିଶ୍ୱlସନୀୟ ଉପରେ କୌଣସି ତଥ୍ୟ ଆସି ନ ଥିବା ପ୍ରକାଶ କରିଛନ୍ତି । ନିର୍ଦ୍ଦେଶକ ପ୍ରାଥମିକ ବିଦ୍ୟାଳୟ ଓ ଗଣ ଶିକ୍ଷାବିଭାଗ ଓଡ଼ିଶାଙ୍କ ଚିଠି ଅନୁଯାୟୀ ସନ୍ଦେହାନ୍ ସାର୍ଟିଫିକେଟ ମାନଙ୍କ ଉପରେ ଯଥା ପଦକ୍ଷେପ ଗ୍ରହଣ କରି ସତ୍ୟତା ପ୍ରମାଣ କରିବା ପରେ ସେମାନଙ୍କ ଉପରେ ଦୃଷ୍ଟାନ୍ତ ମୂଳକ ପଦକ୍ଷେପ ଗ୍ରହଣ କରିବାକୁ ନିର୍ଦ୍ଦେଶ ଦେଇଥିବା ବେଳେ ସଇଁତଳା ବିଇଓ ପାଖକୁ ଆସିଥିବା କେତେକ ସାର୍ଟିଫିକେଟର ବର୍ତ୍ତମାନ ପର୍ଯ୍ୟନ୍ତ ସତ୍ୟତା ପ୍ରମାଣିତ ହୋଇନାହିଁ ।ଏହା ସତ୍ତ୍ୱେ ସେହି ସାର୍ଟିଫିକେଟଧାରୀ ମାନଙ୍କୁ ପଦୋନ୍ନତି ତାଲିକାରେ ଅନ୍ତର୍ଭୁକ୍ତ କରିଥିବା ତାଲିକାରୁ ଜଣା ପଡ଼ିଛି।
   ଏ ସମ୍ପର୍କରେ ଅଧିକ ତଥ୍ୟ ପାଇଁ ଡିଇଓ,ବଲାଙ୍ଗୀରଙ୍କ ସହିତ ଯୋଗାଯୋଗ କରାଯାଇଥିଲା ।ମାତ୍ର ସେ ଫୋନ୍ ଉଠାଇ ନ ଥିଲେ । ଏଭଳି ତାଲିକା ପ୍ରସ୍ତୁତି ସମ୍ପର୍କରେ ଜନସାଧାରଣରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି। ଚର୍ଚ୍ଚା ହେଉଛି ଏବଂ ସନ୍ଦେହ କରାଯାଉଛି କର୍ତୃପକ୍ଷ ଜାଣିଶୁଣି ଉପରୋକ୍ତ ବିଷୟକୁ ଚପେଇ ଦେବାକୁ ଚେଷ୍ଟା କରୁଥିବା ପରିଲକ୍ଷିତ ହୁଏ ।ଏଣୁ ଉପରୋକ୍ତ ସାର୍ଟିଫିକେଟ ମାନଙ୍କର ବିଧିବଦ୍ଧ ତଦନ୍ତ କଲେ ସତ୍ୟତା ସାମ୍ନା କୁ ଆସିବା ସହ ନକଲି ସାର୍ଟିଫିକେଟଧାରୀଙ୍କ ଅସଲି ମୁଖା ଖୋଲିଯିବ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   18-Oct-2026
  ରାଜ୍ୟ  
ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   18-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   18-Oct-2026
  ଜିଲ୍ଲା  
ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   18-Oct-2026
  ଜିଲ୍ଲା  
କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ♦️ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   18-Oct-2026
  ଜିଲ୍ଲା  
କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ। ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   18-Oct-2026
  ଜିଲ୍ଲା  
ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   18-Oct-2026
  ଜିଲ୍ଲା  
ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   18-Oct-2026
  ଜିଲ୍ଲା  
*ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   18-Oct-2026
  ଜିଲ୍ଲା  
ଗଣିତ ଗବେଷଣା   17-Oct-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   17-Oct-2026

You Might Also Like

                               
  ଜିଲ୍ଲା  

ଗଣିତ ଗବେଷଣା