-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   (18-Oct-2026)       ||      *ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   (18-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   (18-Oct-2026)       ||      ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   (18-Oct-2026)       ||      ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   (18-Oct-2026)       ||      ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   (18-Oct-2026)       ||      ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ♦️ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ। ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ    (18-Oct-2026)       ||      ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   (18-Oct-2026)       ||      ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   (18-Oct-2026)       ||      *ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   (18-Oct-2026)       ||      ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||      ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||     

HOME   ଜିଲ୍ଲା

ଜଣେ କର୍ମଠ ଶିକ୍ଷକଙ୍କ ଅବସର ନାହିଁ, ଶିକ୍ଷକଙ୍କୁ ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା, ଝୁରିହେଲେ ଛାତ୍ରଛାତ୍ରୀ, ଗ୍ରାମବାସୀ

02-Jul-2023



ଡୁଙ୍ଗୁରିପାଲି(ଅରବିନ୍ଦ ମିଶ୍ର) ଏହି ବ୍ଲକର ଚିନାଯୁରୀ କ୍ଲଷ୍ଟର ଅନ୍ତର୍ଗତ ଅନ୍ତପାଲି ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଜିତେନ୍ଦ୍ର ବିଶ୍ୱାଳଙ୍କ ଆଜି ଚାକିରୀ କାର୍ଯ୍ୟକାଳ ସରିଯାଇଛି ।ଏହି ଅବସରରେ ତାଙ୍କୁ କ୍ଲଷ୍ଟର ସ୍ତରୀୟ ତଥା ଗ୍ରାମବାସୀଙ୍କ ପକ୍ଷରୁ ବିଦାୟ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି । ଆଜିର ଏହି ଦୃଶ୍ୟ ଦେଖିଲେ ଜଣେ କର୍ତ୍ତବ୍ୟନିଷ୍ଟ ଶିକ୍ଷକକୁ ଆଜିର ସମାଜରେ ଲୋକେ କିଭଳି ସମ୍ମାନ ଦେଉଛନ୍ତି ତାହା ଦେଖିଲେ ଜଣାପଡିବ । ବିଦାୟୀ ଶିକ୍ଷକ ଶ୍ରୀଯୁକ୍ତ ବିଶ୍ୱାଳ ଗତ ୨୦୦୫ ମସିହାରୁ ଉକ୍ତ ବିଦ୍ୟାଳୟରେ ଦୀର୍ଘ ୧୮ ବର୍ଷ ନିରବଛିନ୍ନ ଭାବରେ ଶିକ୍ଷକତା କରିଆସୁଥିଲେ । ସେଠାରେ କେବେ ବଦଳୀ ମଧ୍ୟ ହୋଇ ନାହିଁ । ସ୍କୁଲ ଶିକ୍ଷକ ନୁହେଁ ସେ ଗାଁର ଜଣେ ବାସିନ୍ଦା ଭଲି ବ୍ୟବହାର କରି ଆସୁଥିଲେ । ବିଭିନ୍ନ ସମୟରେ ସେ ଗରୀବ , ମେଧାବୀ ଛାତ୍ରମାନଙ୍କୁ ସାହାଯ୍ୟ କରିବା ସହ ଗାଁ ସ୍କୁଲକୁ ଜମି କିଣି ପ୍ରଦାନ କରିବାରେ ତାଙ୍କର ପ୍ରମୁଖ ଯୋଗଦାନ ଥିବା ଗ୍ରାମବାସୀ ପ୍ରକାଶ କରିଛନ୍ତି । ଉକ୍ତ ଗ୍ରାମର ଲୋକେ ଡୁଙ୍ଗୁରିପାଲି ଡାକ୍ତରଖାନା କିମ୍ବା କୌଣସି କାମରେ ଆସିଲେ ସେମାନଙ୍କୁ ବିଭିନ୍ନ ସମୟରେ ସହଯୋଗ କରି ରୋଗୀଙ୍କୁ ଡାକ୍ତରଖାନା ନେବା, ଡାକ୍ତରଙ୍କୁ ଦେଖା କରିବା ଭଳି ଅନେକ ସେବା ମଧ୍ୟ ଦେଇ ଆସୁଥିଲେ । ସେ ଗ୍ରାମବାସୀଙ୍କ ହୃଦୟରେ ଜଣେ ଆଦର୍ଶ ଶିକ୍ଷକ, ସମାଜସେବା, କର୍ତ୍ତବ୍ୟନିଷ୍ଠ ଶିକ୍ଷକ ଭାବରେ ରହିଯାଇଛନ୍ତି । ଆଜି ଗ୍ରାମବାସୀ ସଂର୍କୀତ୍ତନ୍ୟ ସହିତ ଗ୍ରାମପରିକ୍ରମା କରି ପ୍ରତ୍ୟେକ ଘରେ ତାଙ୍କର ପାଦ ଧୌତ କରି ଅଶୃଳ ବିଦ୍ୟାୟ ଦେଇଥିଲେ । ଗ୍ରାମବାସୀ ତିତେରକୁନ୍ଦରୁ ଡୁଙ୍ଗୁରିପାଲିକୁ ଏକ ସୁସଜ୍ଜିତ ଗାଡିରେ ବାଜା, କିର୍ତ୍ତନ୍ୟ ସହିତ ତାଙ୍କ ବାସଭବନରେ ଛାଡିଥିଲେ । ଗାଁ ସ୍କୁଲରେ ଗାଁ ଗୌନ୍ତିଆଙ୍କ ତତ୍ତ୍ୱାବଧାନରେ ଆଜି ଏକ ବିଦାୟ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଥିଲା । ଏଥିରେ ପରିଚାଳନା କମିଟିର ସଭାପତି ଉମାକାନ୍ତ ବରିହା, ଶିକ୍ଷକ ଟେକଧର ସାହୁ, ସିଆରସିସି ରମେଶ ଭୋଇ, ସୁନୀଳ ଚିନ୍ଦ୍ରା, ବିଜୟ ସାହୁ, ବ୍ୟାସଦେବ ଭୋଇ, ଶାନ୍ତନୁ ସାହୁ, ଥବିର ବୁଡେକ , ଗ୍ରାମ୍ୟ କମିଟୀର ସୁରେନ୍ଦ୍ର ରାଉତ, ଶଙ୍କର ପୁଟା, ଗୋବିନ୍ଦ ନାଏକ ପ୍ରମୁଖ ଉପସ୍ଥିତ ଥିଲେ । ସମ୍ବର୍ଦ୍ଧନାର ପ୍ରତ୍ୟୁତ୍ତତରେ ଶିକ୍ଷକ ଶ୍ରୀଯୁକ୍ତ ବିଶ୍ୱାଳ କହିଥିଲେ ଯେ ଜଣ ଶିକ୍ଷକର କେବେ ଅବସର ନାହିଁ । ସେ ସବୁ ବେଳେ ଅନ୍ୟକୁ ଶିକ୍ଷା ଦେଇ ଆସୁଥିବ ବୋଲି କହିଥିଲେ । ଡୁଙ୍ଗୁରିପାଲି ସହର ପରିକ୍ରମା କରି ତାଙ୍କ ବାସଭବନରେ ଛାଡି ଦେଇଥିଲେ । ଶତାଧିକ ଗ୍ରାମବାସୀ, ଛାତ୍ରଛାତ୍ରୀ ପ୍ରମୁଖ ସାମିଲ ଥିଲେ । ଗାଁରେ ପହଞ୍ଚିବା ପରେ ଡୁଙ୍ଗୁରିପାଲି ସରପଞ୍ଚ ଚିତ୍ତରଞ୍ଜନ ମିଶ୍ର, ସଚେତନ ନାଗରୀକ ଗୋପାଳ ବାରିକ, ଗଣମାଧ୍ୟମର ପ୍ରତିନିଧି ମଧ୍ୟରେ ରତ୍ନାକର ସେଠ, ସାଗର ଜେନା, ପ୍ରକାଶ ହାତୀ, ସୁଦାମ ସାହୁ ପ୍ରମୁଖ ସ୍ୱାଗତ କରି ତାଙ୍କର ଅବସର ଜୀବନ ସୁସ୍ଥ ,ନିରାମୟ ଏବଂ ଦୀର୍ଘଜିବନ କାମନା କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   18-Oct-2026
  ଜିଲ୍ଲା  
*ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   18-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   18-Oct-2026
  ଜିଲ୍ଲା  
ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   18-Oct-2026
  ରାଜ୍ୟ  
ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   18-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   18-Oct-2026
  ଜିଲ୍ଲା  
ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   18-Oct-2026
  ଜିଲ୍ଲା  
କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ♦️ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   18-Oct-2026
  ଜିଲ୍ଲା  
କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ। ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   18-Oct-2026
  ଜିଲ୍ଲା  
ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   18-Oct-2026
  ଜିଲ୍ଲା  
ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   18-Oct-2026
  ଜିଲ୍ଲା  
*ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   18-Oct-2026

You Might Also Like