-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   (18-Oct-2026)       ||      ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   (18-Oct-2026)       ||      ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (18-Oct-2026)       ||      ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା    (18-Oct-2026)       ||      ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   (18-Oct-2026)       ||      କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା    (18-Oct-2026)       ||      ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   (18-Oct-2026)       ||      ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   (18-Oct-2026)       ||      *ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   (18-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   (18-Oct-2026)       ||      ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   (18-Oct-2026)       ||      ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   (18-Oct-2026)       ||      ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   (18-Oct-2026)       ||      ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ♦️ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ। ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ    (18-Oct-2026)       ||      ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   (18-Oct-2026)       ||      ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   (18-Oct-2026)       ||      *ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   (18-Oct-2026)       ||      ଗଣିତ ଗବେଷଣା    (17-Oct-2026)       ||     

HOME   ଜିଲ୍ଲା

ପେଟ ଯନ୍ତ୍ରଣାରେ ପାଚିକା ଦଳ, ଜିଲ୍ଲା ସ୍ତରୀୟ ପାଚିକା ମହାସଂଘର ବୈଠକ

03-Jul-2023



ନୂଆପଡ଼ା(ଡୋଲେଶ୍ଵର ବାଗ ): "ଅନ୍ୟର ପିଲା ପିଲିଙ୍କ ପେଟକୁ ସୁସ୍ୱାଦୁ ଖାଦ୍ୟ ଯୋଗାଉ ଥିବା ନିରୀହ ପାଚିକାମାନେ ଆଜି ତାଙ୍କ ପେଟ ପାଇଁ କଳବଲ। ନିଜ ପରିବାରକୁ ଛାଡ଼ି ବିଦ୍ୟାଳୟରେ ସକାଳ ୧୦ଟାରୁ ୫ ଟା ପର୍ଯ୍ୟନ୍ତ ମୁଣ୍ଡ ବିକ୍ରିକରି ନିଜ ପରିବାର ପ୍ରତି ପୋଷଣ ପାଇଁ ଘରୁ ପାଦ କଢ଼ିଛନ୍ତି ମହିଳା ମାନେ ପାଚିକା ବେଶ ଧରି ।ହେଲେ ତାଙ୍କ ଦୁଃଖ ଶୁଣୁଛି କିଏ ! ସେମାନେ ତାଙ୍କ ଅଧିକାର ପାଇବାକୁ 
ଗାଁରୁ ସହର ପର୍ଯ୍ୟନ୍ତ ଦଳ ଗଠନ ପାଇଁ ଏକତ୍ରିତ ହେଲେଣି ।ଆଜି ବୋଡ଼େନ ଠାରେ ନୂଆପଡ଼ା ଜିଲ୍ଲା ସ୍ତରୀୟ ପାଚିକା ମହାସଂଘର ଏକ ବୈଠକ ଅନୁଷ୍ଠିତ ହୋଇଥିଲା ।ଏଥିରେ ଜିଲ୍ଲା ସଭାନେତ୍ରୀ ଧନମତି ଖରସେଲ ସଭାପତିତ୍ବ କରିଥିବା ବେଳେ ଜିଲ୍ଲା ସଂପାଦିକା ଅନୁପମା ବାଗ,କୋମନା ସଭାନେତ୍ରୀ ଜସୋ ବନ୍ତି ଧରୁଆ,କୋମନା ସମ୍ପାଦିକା ସରୋଜିନୀ କଣ୍ଟା,ଖରୀଆର ସଭାନେତ୍ରୀ ଅନୁଛୟା କୈବର୍ତ୍ତ,ନୂଆପଡ଼ା ସଭାନେତ୍ରୀ ନୁରା ଶବର ,ବୋଡ଼େନ ସଭାନେତ୍ରୀ ସୁଶୀଳା ସଲମା,ସଂପାଦିକା ଦେବକୀ ବନ୍ଧିଛୋର,ଉପ ସଭାନେତ୍ରୀ ପ୍ରେମସିଲା ମାଝୀ ମନଚାଶିନ ଥିଲେ ।ଅଙ୍ଗନୱାଡ଼ି ର 
ପାଚିକା କମ ପିଲା ପ୍ରତି ଅଧିକ ଦରମା ଓ ବିଦ୍ୟାଳୟର ଅଧିକ ପିଲା ଥାଇ ପାଚିକା ମାନେ କମ ଦରମା ପାଉଥିବାରୁ ସରକାରଙ୍କ ନୀତି ପ୍ରତି ନିନ୍ଦା କରୁଛନ୍ତି ।ସମସ୍ତ ଆୟୋଜନ ତଥା ଦଳକୁ ଦୃଢ଼ କରିବାରେ ମଙ୍ଗଳୁ
ହର୍ଣ୍ଣl, ଜୟଡ ବାଗ, ରଇବାରୁ ମାଝୀ
ଓ ପରମେଶ୍ବର ନାଏକ ଙ୍କ ଭୂମିକା ରହି ଆସୁଅଛି ।ମଙ୍ଗଳୁ ହେର୍ଣା ସବୁବେଳେ ନିୟମିତ ଭାବରେ ରାତିକୁ ଦିନ କରି ସଂଗଠନ କାର୍ଯ୍ୟକୁଚାଲୁ ରଖିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   18-Oct-2026
  ଜିଲ୍ଲା  
ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   18-Oct-2026
  ମହାନଗର  
ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   18-Oct-2026
  ଜିଲ୍ଲା  
ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା   18-Oct-2026
  ଜିଲ୍ଲା  
ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   18-Oct-2026
  ଜିଲ୍ଲା  
କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା   18-Oct-2026
  ଜିଲ୍ଲା  
ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   18-Oct-2026
  ଜିଲ୍ଲା  
ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   18-Oct-2026
  ଜିଲ୍ଲା  
*ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   18-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   18-Oct-2026
  ଜିଲ୍ଲା  
ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   18-Oct-2026
  ରାଜ୍ୟ  
ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   18-Oct-2026

You Might Also Like