-+91-9937148622 |

prerana_bgr@rediffmail.com |

  Monday 19th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   (18-Oct-2026)       ||      ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   (18-Oct-2026)       ||      ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (18-Oct-2026)       ||      ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା    (18-Oct-2026)       ||      ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   (18-Oct-2026)       ||      କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା    (18-Oct-2026)       ||      ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   (18-Oct-2026)       ||      ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   (18-Oct-2026)       ||      *ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   (18-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   (18-Oct-2026)       ||      ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   (18-Oct-2026)       ||      ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   (18-Oct-2026)       ||      ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   (18-Oct-2026)       ||      ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ♦️ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ। ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ    (18-Oct-2026)       ||      ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   (18-Oct-2026)       ||      ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   (18-Oct-2026)       ||      *ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   (18-Oct-2026)       ||      ଗଣିତ ଗବେଷଣା    (17-Oct-2026)       ||     

HOME   ଜିଲ୍ଲା

ସମାଜ ର ବିଭିନ୍ନ ବଦାନ୍ୟ ବ୍ୟକ୍ତି ଙ୍କୁ  ଶ୍ରୀ ଗୋପାଳଜୀ ଯୋଗାଳୟ ପକ୍ଷ ରୁ  ସମ୍ବର୍ଦ୍ଧନା ଜ୍ଞାପନ

03-Jul-2023



ସୁବର୍ଣ୍ଣପୁର(ମନୋରଞ୍ଜନ ତ୍ରିପାଠୀ ) ଗତ କାଲି ସନ୍ଧ୍ୟା ରେ ସୁବର୍ଣ୍ଣପୁର ଶ୍ରୀ ଗୋପାଳଜୀ ଯୋଗାଳୟ ପକ୍ଷ ରୁ  ଅନୁଷ୍ଠାନ ପ୍ରତି ଉଲ୍ଲେଖନୀୟ ଅବଦାନ ଥିବା ବଦାନ୍ୟ ବ୍ୟକ୍ତି ତଥା ସୁବର୍ଣ୍ଣପୁର ଜ଼ିଲ୍ଲା ଜଳ ପରିମଳ ବିଭାଗ ର ଅବସର ପ୍ରାପ୍ତ ଇଂ  ବିଭୁ ପ୍ରସାଦ ପଣ୍ଡା ଓ ତାଙ୍କ ଧର୍ମ ପତ୍ନୀ କଳ୍ପନା ପଣ୍ଡା ଙ୍କ ସମେତ ଉଲୁଣ୍ଡା ବ୍ଲକ ପ୍ରାକ୍ତନ ଅଧ୍ୟକ୍ଷ୍ୟ ଆଶାରାମ ପୁଝାରୀ ଓ  ବିଶିଷ୍ଠ ବ୍ୟବସାୟୀ ଚୈତନ୍ୟ ପତି ଙ୍କୁ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି l ଇଂ ପଣ୍ଡା ଙ୍କ  କାର୍ଯ୍ୟକାଳ ରେ ଶୃଙ୍ଖଳା, ସମୟାନୁବର୍ତ୍ତିତl, ଓ ଉତ୍ସର୍ଗୀକୃତ  ସେବା ଓ ପାନୀୟ ଜଳ ଯୋଗାଣ କ୍ଷେତ୍ର ରେ ରେକର୍ଡ ସଫଳତା ଉପରେ ସ୍ୱାଗତ ଅଭିଭାଷଣ ରେ ପ୍ରଦୀପ ପୁରୋହିତ ବକ୍ତବ୍ୟ ରଖିଥିଲେ l ଶ୍ରୀ ପଣ୍ଡା ଅନୁଷ୍ଠାନ ର ଶ୍ରଦ୍ଧା ଓ ପରିବେଶ ପ୍ରତି ବିମୁଗ୍ଧ ହୋଇ ଏ ଅନୁଷ୍ଠାନ ପ୍ରତି  ମୋର ସଦା ସର୍ବଦା ସହଯୋଗ ଜାରି ରଖିବି ବୋଲି ମତ ରଖି ଜ଼ିଲ୍ଲା ରେ  80 %  ପାନୀୟ ଜଳ ର ସମସ୍ୟା ସମlଧାନ କରିଥିବା ଓ  ସିଧା ସଳଖ ଲୋକ ଙ୍କ ସମସ୍ୟା କୁ ବୁଝି ସମାଧାନ ପ୍ରୟାସ କରିଛି ବୋଲି କହିଥିଲେ l ପ୍ରାଣାୟାମ ର ଉପଯୋଗୀ ଉପରେ ବହୁ ମୂଲ୍ୟ ମତ ରଖି ମୋର କର୍ମ କ୍ଷେତ୍ର ଚାର  ଭଟା ଯୁକ୍ତ ଦୁଇ କଲେଜ କୁ ମୋଡେଲ କଲେଜ ଭାବରେ ଗଢିଛି ବୋଲି  ଅଧ୍ୟାପିକା ଶ୍ରୀମତୀ ପଣ୍ଡା ମତ ରଖିଥିଲେ l ସଭାରେ ଅନୁଷ୍ଠାନ ସମ୍ପାଦକ ଆର୍ତ୍ତ ତ୍ରାଣ ବାବୁ,  ଅନୁଷ୍ଠାନ ର ଅଧ୍ୟକ୍ଷ୍ୟ ସନ୍ତୋଷ ପାଢ଼ୀ, ସଂଯୋଜକ ନିରଞ୍ଜନ ତ୍ରିପାଠୀ ମଞ୍ଚlସିନ ଥିବା ବେଳେ  ଶିକ୍ଷାବିଦ ପ୍ରଦୀପ ପୁରୋହିତ ସଭା ପରିଚାଳନା କରିଥିଲେ l ଐତିହାସିକ ସୁଦାମ ନାଏକ ଧନ୍ୟବାଦ ଅର୍ପଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   18-Oct-2026
  ଜିଲ୍ଲା  
ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   18-Oct-2026
  ମହାନଗର  
ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   18-Oct-2026
  ଜିଲ୍ଲା  
ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା   18-Oct-2026
  ଜିଲ୍ଲା  
ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   18-Oct-2026
  ଜିଲ୍ଲା  
କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା   18-Oct-2026
  ଜିଲ୍ଲା  
ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   18-Oct-2026
  ଜିଲ୍ଲା  
ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   18-Oct-2026
  ଜିଲ୍ଲା  
*ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   18-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   18-Oct-2026
  ଜିଲ୍ଲା  
ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   18-Oct-2026
  ରାଜ୍ୟ  
ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   18-Oct-2026

You Might Also Like