-+91-9937148622 |

prerana_bgr@rediffmail.com |

  Monday 19th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   (18-Oct-2026)       ||      ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   (18-Oct-2026)       ||      ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (18-Oct-2026)       ||      ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା    (18-Oct-2026)       ||      ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   (18-Oct-2026)       ||      କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା    (18-Oct-2026)       ||      ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   (18-Oct-2026)       ||      ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   (18-Oct-2026)       ||      *ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   (18-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   (18-Oct-2026)       ||      ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   (18-Oct-2026)       ||      ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   (18-Oct-2026)       ||      ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   (18-Oct-2026)       ||      ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ♦️ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ। ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ    (18-Oct-2026)       ||      ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   (18-Oct-2026)       ||      ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   (18-Oct-2026)       ||      *ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   (18-Oct-2026)       ||      ଗଣିତ ଗବେଷଣା    (17-Oct-2026)       ||     

HOME   ଜିଲ୍ଲା

ନଅଗାଁ (ଖ) ଗ୍ରାମରେ ଉଭୟ ତହସିଲ୍ ଓ ପୋଲିସ ପ୍ରଶାସନର ଉପସ୍ଥିତିରେ ଜବର୍ ଦଖଲ ଉଚ୍ଛେଦ ପ୍ରକ୍ରିୟା ଜାରି

03-Jul-2023



ଆଗଲପୁର, (ବିନୋଦ କୁମାର ଦୀପ) ଆଗଲପୁର ବ୍ଲକ ଅନ୍ତର୍ଗତ ନଗାଆଁ ଖ ଗ୍ରାମରେ ଉଭୟ ତହସିଲ୍ ଓ ପୋଲିସ ପ୍ରଶାସନର ଉପସ୍ଥିତିରେ ଜବର୍ ଦଖଲ ଉଚ୍ଛେଦ ପ୍ରକ୍ରିୟା ଜାରି ରହିଛି l ଆଜି ବଲାଙ୍ଗୀର ଜିଲ୍ଲା ଆଗଲପୁର ବ୍ଲକ ଅନ୍ତର୍ଗତ ନଅଗାଁ ଖ ଗ୍ରାମର ରାସ୍ତା ପାର୍ଶ୍ଵରେ ଥିବା ଗୃହ ଗୁଡ଼ିକ ଭଙ୍ଗା ଯାଉଥିଲା l ଆଗଲପୁର ତହସିଲଦାର ସୁଶ୍ରୀ ସରୋଜା ବେହେରା ଙ୍କ ଉପସ୍ଥିତିରେ ଘର ଭଙ୍ଗା କାମ ଚାଲୁଥିଲା l ଗ୍ରାମରେ ରାସ୍ତା ନିର୍ମାଣ ତଥା ଡ୍ରେନ୍ ର ନିର୍ମାଣ ପାଇଁ ଜମି ଅଧିଗ୍ରହଣ ହୋଇଥିଲା ଫଳରେ ରାସ୍ତାକୁ ଲାଗି ତିଆରି କରାଯାଇଥିବା ଗୃହ ଗୁଡ଼ିକ ଭାଙ୍ଗିବାକୁ ନୋଟିସ କରା ଯାଇଥିଲା l ଲୋକେ ନୋଟିସ୍ ପାଇବାର ସମୟ ସୀମା ଭିତରେ ଘର ଖାଲି ନ କରିବାରୁ ବାଧ୍ୟ ହୋଇ ଘର ଭାଙ୍ଗିବାକୁ ପ୍ରଶାସନ ପକ୍ଷରୁ ପଦକ୍ଷେପ ନିଆଯାଇଛି ବୋଲି ତହସିଲଦାର ପ୍ରକାଶ କରିଛନ୍ତି l ସରକାରଙ୍କ ଆଦେଶ ଥିବାରୁ ପୋଲିସ ପ୍ରଶାସନର ଉପସ୍ଥିତିରେ ଉଚ୍ଛେଦ ପ୍ରକ୍ରିୟା ଜାରି ରହିଛି ବୋଲି ତହସିଲଦାର ପ୍ରକାଶ କରିଛନ୍ତି l 

ତା ସଙ୍ଗେ ସଙ୍ଗେ ନଅଗାଁ ଖ ପଂଚାୟତ ର ସରପଞ୍ଚ ମଧ୍ୟ ଉପସ୍ଥିତ ଥିଲେ l ତାଙ୍କୁ ମଧ୍ୟ ଉଚ୍ଛେଦ ପ୍ରକ୍ରିୟା ବିଷୟରେ ପଚାରିଥିଲୁ ସେ ମଧ୍ୟ ରାସ୍ତା ଓ ଡ୍ରେନ ନିର୍ମାଣ ପାଇଁ ଉଚ୍ଛେଦ କରାଯାଇଛି ବୋଲି କହିଥିଲେ l ଉଛେଦ ସମୟରେ କିଛି ଲୋକଙ୍କ ମଧ୍ୟରେ କିଛି ସମୟ ପାଇଁ ପାଟିତୁଣ୍ଡ ହେବାର ଦେଖିବାକୁ ମିଳିଥିଲା l ଏହି ଉଚ୍ଛେଦ ପ୍ରକ୍ରିୟା ରେ ଆଗଲପୁର ଥାନା ଅଧିକାରୀ ଶ୍ରୀ ସନାତନ ସାହୁଙ୍କ ତତ୍ତ୍ଵାବଧାନରେ ପୋଲିସ ଟିମ ଉପସ୍ଥିତ ରହି ଶାନ୍ତି ଶୃଙ୍ଖଳା ରକ୍ଷା କରିବାରେ ସହଯୋଗ କରିଥିଲେ l ସରପଞ୍ଚ ଓ ତହସିଲଦାର ଙ୍କ ପ୍ରତିକ୍ରିୟା ନେଇଥିଲୁ l ଖବର ପ୍ରସ୍ତୁତ କରାଯାଇ ଥିବା ସମୟରେ ମଧ୍ୟ ଉଚ୍ଛେଦ ପ୍ରକ୍ରିୟା ଜାରି ରହିଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   18-Oct-2026
  ଜିଲ୍ଲା  
ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   18-Oct-2026
  ମହାନଗର  
ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   18-Oct-2026
  ଜିଲ୍ଲା  
ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା   18-Oct-2026
  ଜିଲ୍ଲା  
ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   18-Oct-2026
  ଜିଲ୍ଲା  
କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା   18-Oct-2026
  ଜିଲ୍ଲା  
ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   18-Oct-2026
  ଜିଲ୍ଲା  
ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   18-Oct-2026
  ଜିଲ୍ଲା  
*ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   18-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   18-Oct-2026
  ଜିଲ୍ଲା  
ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   18-Oct-2026
  ରାଜ୍ୟ  
ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   18-Oct-2026

You Might Also Like