-+91-9937148622 |

prerana_bgr@rediffmail.com |

  Monday 19th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   (18-Oct-2026)       ||      ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   (18-Oct-2026)       ||      ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (18-Oct-2026)       ||      ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା    (18-Oct-2026)       ||      ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   (18-Oct-2026)       ||      କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା    (18-Oct-2026)       ||      ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   (18-Oct-2026)       ||      ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   (18-Oct-2026)       ||      *ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   (18-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   (18-Oct-2026)       ||      ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   (18-Oct-2026)       ||      ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   (18-Oct-2026)       ||      ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   (18-Oct-2026)       ||      ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ♦️ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ। ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ    (18-Oct-2026)       ||      ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   (18-Oct-2026)       ||      ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   (18-Oct-2026)       ||      *ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   (18-Oct-2026)       ||      ଗଣିତ ଗବେଷଣା    (17-Oct-2026)       ||     

HOME   ଜିଲ୍ଲା

ଅବସର ନେଲେ ଇଂ ବିଭୁ ପ୍ରସାଦ ପଣ୍ଡା,କେବଳ ଯେ ଭଲ ପ୍ରଶାସକ ନୁହେଁ ଶ୍ରୀ ପଣ୍ଡା ଜଣେ ଭଲ ମଣିଷ ଅଟନ୍ତି

04-Jul-2023



ସୁବର୍ଣ୍ଣପୁର(ମନୋରଞ୍ଜନ ତ୍ରିପାଠୀ ) : ସୁବର୍ଣ୍ଣପୁର ଜ଼ିଲ୍ଲା ଜଳ ପରିମଳ ମିଶନ ର ଅତିରିକ୍ତ ମୁଖ୍ୟ ଯନ୍ତ୍ରୀ ଇଂ ବିଭୁ ପ୍ରସାଦ ପଣ୍ଡା ଗତ 30 ତାରିଖ ରେ ଅବସର ଗ୍ରହଣ କରିଛନ୍ତି l ଶ୍ରୀ ପଣ୍ଡା କେବଳ ଯେ ଜଣେ ଭଲ ପ୍ରଶାସକ ତା ନୁହେଁ ସେ ଜଣେ ସମାଜ ର ଭଲ ମଣିଷ ଅଟନ୍ତି l ଇଂ ଶ୍ରୀ ପଣ୍ଡା ଙ୍କୁ ଜଳ ପରିମଳ ବିଭାଗ ଓ ସ୍ଥାନୀୟ ଶ୍ରୀ ଗୋପାଳଜୀ ତଡିତ ମନ୍ତ୍ର ଶ୍ବାସ ଯୋଗାଳୟ ପକ୍ଷ ରୁ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି l ଶ୍ରୀ ପଣ୍ଡା ଙ୍କ ଶୃଙ୍ଖଳା, ଉତ୍ସର୍ଗିକତା, ସମୟାନୁବର୍ତ୍ତିତା, ବଦାନ୍ୟତା ଓ ସ୍ପଷ୍ଟତା ସର୍ବୋପରି ଆଦରଣୀୟ ଜଣେ ଭଲ ମଣିଷ ଭାବେ ସବୁଠି ସବୁବେଳେ ସମାଜ ରେ ଗ୍ରହଣୀୟ, ପ୍ରଶଂସନୀୟ ହୋଇ ରହିବେ ବୋଲି ସହର ର ବିଭିନ୍ନ ସମ୍ବର୍ଦ୍ଧନା ସଭା ମାନଙ୍କ ରେ କର୍ମଚାରି, ବକ୍ତା ଓ ବୁଦ୍ଧିଜୀବୀ ମାନେ ମତ ରଖିଥିଲେ l ଇଂ ଶ୍ରୀ ପଣ୍ଡା ପାନୀୟ ଜଳ ଯୋଗାଣ କ୍ଷେତ୍ର ରେ ପ୍ରାୟ 80 ଭାଗ ପ୍ରକଳ୍ପ ସବୁ ରେ ସଫଳତା ଆଣିଥିବା ବେଳେ ବିନିକା ଓ ଡୁଙ୍ଗୁରିପାଲି ବ୍ଲକ ରେ ମେଗା ୱାଟର ସପ୍ଲାଇ ପ୍ରୋଜେକ୍ଟ ପାଇଁ ଏବର୍ଷ ଡିସେମ୍ବର 23 ସୁଦ୍ଧା 2 ଲକ୍ଷ ଲୋକ ଉପକୃତ ହେବେ ବୋଲି ସୂଚନା ମିଳିଛି l ସେହିପରି ଜ଼ିଲ୍ଲା ର ଅନ୍ୟ ଚାରି ଗୋଟି ବ୍ଲକ ରେ ଡିସେମ୍ବର ୨୦୨୪ ସୁଦ୍ଧା ଲକ୍ଷ ଲକ୍ଷ ଲୋକ ଏହି ଯୋଜନା ର ଲାଭ ପାଇ ପାରିବେ ଏବଂ ମରୁଡି ପ୍ରପୀଡ଼ିତ ଅଞ୍ଚଳ ରେ ନଦୀ ମାନଙ୍କ ରେ କୁଅଁ କରି ଏ କ୍ଷେତ୍ର ରେ ତୁରନ୍ତ ପଦକ୍ଷେପ ନେଇଛି ବୋଲି ଶ୍ରୀ ପଣ୍ଡା ମଧ୍ୟ ମତ ରଖିଛନ୍ତି l ଅଫିସ ରେ କାର୍ଯ୍ୟ କ୍ଷେତ୍ର ରେ ତଳ ସ୍ତର ର ଲୋକ ଙ୍କ ସହ ଶ୍ରୀ ପଣ୍ଡା ଙ୍କ ଉତ୍ତମ ବ୍ୟବହାର, ଶାଳୀନତା ପାଇଁ ପାନୀୟ ଜଳ ଯୋଗାଣ କ୍ଷେତ୍ର ରେ ଜ଼ିଲ୍ଲା ରେ ଏକ ବିପ୍ଳବ ସୃଷ୍ଟି କରିଥିବା ଜଣାଯାଏ l ଏବଂ ଜ଼ିଲ୍ଲା ରେ ୫୦ ରୁ ଉର୍ଧ୍ଵ ପାନୀୟ ଜଳ ଯୋଗାଣ ଯୋଜନା ସବୁକୁ ସକ୍ଷମ କରି ଶ୍ରୀ ପଣ୍ଡା ରେକର୍ଡ ସଫଳତା ଆଣି ଥିବା ଜଣା ଯାଇଛି l ଅବସର ଗ୍ରହଣ ଓ ଏହା ପୂର୍ବ ରୁ ଶ୍ରୀ ପଣ୍ଡା ଙ୍କ ପଦନ୍ନୋତି ପାଇଁ ବିଭିନ୍ନ ମହଲ ରୁ ଶ୍ରୀ ପଣ୍ଡା ଙ୍କୁ ଶୁଭେଛା ର ସୁଅ ଛୁଟୁଥିବା ଜଣାଯାଇଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   18-Oct-2026
  ଜିଲ୍ଲା  
ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   18-Oct-2026
  ମହାନଗର  
ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   18-Oct-2026
  ଜିଲ୍ଲା  
ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା   18-Oct-2026
  ଜିଲ୍ଲା  
ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   18-Oct-2026
  ଜିଲ୍ଲା  
କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା   18-Oct-2026
  ଜିଲ୍ଲା  
ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   18-Oct-2026
  ଜିଲ୍ଲା  
ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   18-Oct-2026
  ଜିଲ୍ଲା  
*ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   18-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   18-Oct-2026
  ଜିଲ୍ଲା  
ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   18-Oct-2026
  ରାଜ୍ୟ  
ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   18-Oct-2026

You Might Also Like