-+91-9937148622 |

prerana_bgr@rediffmail.com |

  Wednesday 21st October 2026 |

| | | |

R.N.I. Regd No. ODIODI/2010/46693

Breaking News

ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   (21-Oct-2026)       ||      ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   (21-Oct-2026)       ||      ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   (20-Oct-2026)       ||      ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   (20-Oct-2026)       ||      ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି   (20-Oct-2026)       ||      ବରପାଲି କାଳୀ ପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ    (20-Oct-2026)       ||      ଭାଲୁ ଆକ୍ରମଣ ରେ ମୃତ୍ୟୁବରଣ କରିଥିବା ମୃତକଙ୍କ ପରିବାରକୁ ତୁରନ୍ତ ଆର୍ଥିକ ସହାୟତା ଓ ବନ୍ୟପ୍ରାଣୀ ଆକ୍ରମଣ ରୋକିବାକୁ ସ୍ୱତନ୍ତ୍ର ପଦକ୍ଷେପ ଗ୍ରହଣ ପାଇଁ ଦାବି   (20-Oct-2026)       ||      ଶ୍ରୀରାମ ବାବାମଠ ପରିଦର୍ଶନ ରେ ସାଂସଦ ପ୍ରଦୀପ ପୁରୋହିତ   (20-Oct-2026)       ||      ଦଶହରାରେ ମା’ ସୁରେଶ୍ୱରୀ ଓ ମା’ ଭଗବତୀଙ୍କ ରାଜରାଜେଶ୍ୱରୀ ବେଶ   (20-Oct-2026)       ||      ବନ ବିଭାଗର ମିଳିତ ଚଢ଼ାଉ, ଟ୍ରକ୍‌ ସହ ମୂଲ୍ୟବାନ କାଠ ଜବତ; ଜଣେ ଅଟକ   (20-Oct-2026)       ||      ବାଦପାଲି ଫୁଟବଲ ଟୁର୍ଣ୍ଣାମେଣ୍ଟରେ ତୁରୁମ ଦଳ ଚାମ୍ପିୟନ ଫାଇନାଲରେ ପତିକାରପାଲି ଦଳକୁ ହରାଇ ହାସଲ କଲା ବିଜୟ   (19-Oct-2026)       ||      ସୁବର୍ଣ୍ଣପୁରରେ ମା’ ସୁରେଶ୍ୱରୀଙ୍କ ମହିଷାମର୍ଦ୍ଦିନୀ ବେଶ, ମା’ ଭଗବତୀ ଓ ଦୁର୍ଗାଦେବୀଙ୍କ ସିଦ୍ଧିଦାତ୍ରୀ ବେଶ   (19-Oct-2026)       ||      *ପ୍ରଧାନ ଶିକ୍ଷୟତ୍ରୀ ସୁଭାଷିନୀ ନନ୍ଦ ଙ୍କ ବିୟୋଗ*- *ସୋନପୁର ଓ କଟକ ରେ ଶୋକ*- *ଅନ୍ତିମ ସଂସ୍କାର ରେ ଯୋଗ ଦେଲେ ଜଷ୍ଟିସ ଚିତ୍ତ ରଞ୍ଜନ ଦାଶ*-   (19-Oct-2026)       ||      ବାଗ୍ମୀ ବିଶ୍ୱନାଥ କରଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧା ସୁମନ ଅର୍ପଣ    (19-Oct-2026)       ||      From Dussehra to Kumar Purnima: The Divine Continuum of Shakti, Prosperity and Knowledge in Odisha   (19-Oct-2026)       ||      ବଲାଙ୍ଗିର ନାଗରିକ କମିଟୀ ର କାର୍ଯ୍ୟକାରୀ କମିଟୀ ବୈଠକ♦️ ଲୋୟର ସୁକତେଲରୁ କେନାଲ ଯୋଗେ ଜଳସେଚନ ପାଇଁ ଦାବୀ   (19-Oct-2026)       ||      ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   (18-Oct-2026)       ||      ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   (18-Oct-2026)       ||      ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (18-Oct-2026)       ||      ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା    (18-Oct-2026)       ||     

HOME   ଜିଲ୍ଲା

ମହିଳା ସ୍ବୟଂ ସହାୟକ ଗୋଷ୍ଠୀ ମାନଙ୍କ ନିମନ୍ତେ ବ୍ୟାଙ୍କ୍ ଋଣ ଓ ସୁଧ ଫେରସ୍ତ ପାଇଁ ସଚେତନତା ଶିବିର

06-Jul-2023



ଆଗଲପୁର, (ବିନୋଦ କୁମାର ଦୀପ) ବଲାଙ୍ଗୀର ଜିଲ୍ଲା ଆଗଲପୁର ବ୍ଲକ ଡୁଡୁକା ଗ୍ରାମର କଲ୍ୟାଣ ମଣ୍ଡପ ଠାରେ ମହିଳା ସ୍ଵୟଂ ସହାୟକ ଗୋଷ୍ଟି ମାନଙ୍କ ନିମନ୍ତେ ବ୍ୟାଙ୍କ୍ ଋଣ  ଓ ସୁଧ ଫେରସ୍ତ ପାଇଁ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି l ଏଥିରେ ମୁଖ୍ୟ ଅତିଥି ଭାବେ ଆଗଲପୁର ବ୍ଲକ ଅଧ୍ୟକ୍ଷା ଶ୍ରୀମତୀ ଗୀତାଞ୍ଜଳି ଦାସ ଯୋଗ ଦେଇଥିବା ବେଳେ ଉପାଧ୍ୟାକ୍ଷା ନିରୁପମା  ପଧାନ , ଜିଲ୍ଲା ପରିଷଦ ସଭ୍ୟା ବୀଣାପାଣି ଦାସ , ଗୋଷ୍ଠୀ ଶିଶୁ ବିକାଶ ପ୍ରକଳ୍ପ ଅଧିକାରୀ ଜୋତିର୍ମୟୀ ନାଏକ ,  ଫିଲ୍ଡ ଅଫିସର ଅରବିନ୍ଦ ବେହେରା, ଓ ମଞ୍ଚ କୁ ଟ୍ରେନିଂ ଶିକ୍ଷକ ସଚିଦାନନ୍ଦ ଷଡ଼ଙ୍ଗୀ ପରିଚାଳନା କରିଥିଲେ l ଉକ୍ତ ଶିବିରରେ 112 ଟି ସ୍ବୟଂ ସହାୟକ ଦଳ ଯୋଗ ଦେଇଥିବା ବେଳେ 224 ଜଣ ସଭ୍ୟ ଅଂଶ ଗ୍ରହଣ କରିଥିଲେ l ବ୍ଲକ ମହାସଂଘ ର ସଦସ୍ୟ ମାନେ ଉପସ୍ଥିତ ରହି ଅଂଶ ଗ୍ରହଣ କରି ଥିଲେ । ଏହି ସଚେତନତା ଶିବିରରେ ମିଶନ ଶକ୍ତି ଋଣ ଏବଂ ସରକାରଙ୍କ ତରଫରୁ ସୁଧ ଫେରସ୍ତ , ବି ଏସ କେ ୱାଇ , ମମତା ଯୋଜନା , ମିଶନ ଶକ୍ତି ବିଭାଗର କୃଷି , ଉଦ୍ୟାନ , ମାଛ , ଭେଟେନାରୀ ସହ ଭାଗିତା ଉପରେ ଅତିଥି ମାନେ ଆଲୋକପାତ କରିଥିଲେ l ଏହି ଶିବିର ଶେଷରେ ଜୀବିକା ସଂଯୋଜକ ଜ୍ଞାନ ରଞ୍ଜନ ସା ଧନ୍ୟବାଦ ଦେଇ ସଭା ସାଙ୍ଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   21-Oct-2026
  ଜିଲ୍ଲା  
ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   21-Oct-2026
  ଜିଲ୍ଲା  
ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   20-Oct-2026
  ଜିଲ୍ଲା  
ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   20-Oct-2026
  ଜିଲ୍ଲା  
ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି   20-Oct-2026
  ଜିଲ୍ଲା  
ବରପାଲି କାଳୀ ପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   20-Oct-2026
  ଜିଲ୍ଲା  
ଭାଲୁ ଆକ୍ରମଣ ରେ ମୃତ୍ୟୁବରଣ କରିଥିବା ମୃତକଙ୍କ ପରିବାରକୁ ତୁରନ୍ତ ଆର୍ଥିକ ସହାୟତା ଓ ବନ୍ୟପ୍ରାଣୀ ଆକ୍ରମଣ ରୋକିବାକୁ ସ୍ୱତନ୍ତ୍ର ପଦକ୍ଷେପ ଗ୍ରହଣ ପାଇଁ ଦାବି   20-Oct-2026
  ରାଜ୍ୟ  
ଶ୍ରୀରାମ ବାବାମଠ ପରିଦର୍ଶନ ରେ ସାଂସଦ ପ୍ରଦୀପ ପୁରୋହିତ   20-Oct-2026
  ଜିଲ୍ଲା  
ଦଶହରାରେ ମା’ ସୁରେଶ୍ୱରୀ ଓ ମା’ ଭଗବତୀଙ୍କ ରାଜରାଜେଶ୍ୱରୀ ବେଶ   20-Oct-2026
  ଜିଲ୍ଲା  
ବନ ବିଭାଗର ମିଳିତ ଚଢ଼ାଉ, ଟ୍ରକ୍‌ ସହ ମୂଲ୍ୟବାନ କାଠ ଜବତ; ଜଣେ ଅଟକ   20-Oct-2026
  ଜିଲ୍ଲା  
ବାଦପାଲି ଫୁଟବଲ ଟୁର୍ଣ୍ଣାମେଣ୍ଟରେ ତୁରୁମ ଦଳ ଚାମ୍ପିୟନ ଫାଇନାଲରେ ପତିକାରପାଲି ଦଳକୁ ହରାଇ ହାସଲ କଲା ବିଜୟ   19-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁରରେ ମା’ ସୁରେଶ୍ୱରୀଙ୍କ ମହିଷାମର୍ଦ୍ଦିନୀ ବେଶ, ମା’ ଭଗବତୀ ଓ ଦୁର୍ଗାଦେବୀଙ୍କ ସିଦ୍ଧିଦାତ୍ରୀ ବେଶ   19-Oct-2026

You Might Also Like