-+91-9937148622 |

prerana_bgr@rediffmail.com |

  Wednesday 21st October 2026 |

| | | |

R.N.I. Regd No. ODIODI/2010/46693

Breaking News

*ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   (21-Oct-2026)       ||      ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   (21-Oct-2026)       ||      ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   (21-Oct-2026)       ||      ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   (20-Oct-2026)       ||      ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   (20-Oct-2026)       ||      ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି   (20-Oct-2026)       ||      ବରପାଲି କାଳୀ ପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ    (20-Oct-2026)       ||      ଭାଲୁ ଆକ୍ରମଣ ରେ ମୃତ୍ୟୁବରଣ କରିଥିବା ମୃତକଙ୍କ ପରିବାରକୁ ତୁରନ୍ତ ଆର୍ଥିକ ସହାୟତା ଓ ବନ୍ୟପ୍ରାଣୀ ଆକ୍ରମଣ ରୋକିବାକୁ ସ୍ୱତନ୍ତ୍ର ପଦକ୍ଷେପ ଗ୍ରହଣ ପାଇଁ ଦାବି   (20-Oct-2026)       ||      ଶ୍ରୀରାମ ବାବାମଠ ପରିଦର୍ଶନ ରେ ସାଂସଦ ପ୍ରଦୀପ ପୁରୋହିତ   (20-Oct-2026)       ||      ଦଶହରାରେ ମା’ ସୁରେଶ୍ୱରୀ ଓ ମା’ ଭଗବତୀଙ୍କ ରାଜରାଜେଶ୍ୱରୀ ବେଶ   (20-Oct-2026)       ||      ବନ ବିଭାଗର ମିଳିତ ଚଢ଼ାଉ, ଟ୍ରକ୍‌ ସହ ମୂଲ୍ୟବାନ କାଠ ଜବତ; ଜଣେ ଅଟକ   (20-Oct-2026)       ||      ବାଦପାଲି ଫୁଟବଲ ଟୁର୍ଣ୍ଣାମେଣ୍ଟରେ ତୁରୁମ ଦଳ ଚାମ୍ପିୟନ ଫାଇନାଲରେ ପତିକାରପାଲି ଦଳକୁ ହରାଇ ହାସଲ କଲା ବିଜୟ   (19-Oct-2026)       ||      ସୁବର୍ଣ୍ଣପୁରରେ ମା’ ସୁରେଶ୍ୱରୀଙ୍କ ମହିଷାମର୍ଦ୍ଦିନୀ ବେଶ, ମା’ ଭଗବତୀ ଓ ଦୁର୍ଗାଦେବୀଙ୍କ ସିଦ୍ଧିଦାତ୍ରୀ ବେଶ   (19-Oct-2026)       ||      *ପ୍ରଧାନ ଶିକ୍ଷୟତ୍ରୀ ସୁଭାଷିନୀ ନନ୍ଦ ଙ୍କ ବିୟୋଗ*- *ସୋନପୁର ଓ କଟକ ରେ ଶୋକ*- *ଅନ୍ତିମ ସଂସ୍କାର ରେ ଯୋଗ ଦେଲେ ଜଷ୍ଟିସ ଚିତ୍ତ ରଞ୍ଜନ ଦାଶ*-   (19-Oct-2026)       ||      ବାଗ୍ମୀ ବିଶ୍ୱନାଥ କରଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧା ସୁମନ ଅର୍ପଣ    (19-Oct-2026)       ||      From Dussehra to Kumar Purnima: The Divine Continuum of Shakti, Prosperity and Knowledge in Odisha   (19-Oct-2026)       ||      ବଲାଙ୍ଗିର ନାଗରିକ କମିଟୀ ର କାର୍ଯ୍ୟକାରୀ କମିଟୀ ବୈଠକ♦️ ଲୋୟର ସୁକତେଲରୁ କେନାଲ ଯୋଗେ ଜଳସେଚନ ପାଇଁ ଦାବୀ   (19-Oct-2026)       ||      ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   (18-Oct-2026)       ||      ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   (18-Oct-2026)       ||      ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (18-Oct-2026)       ||     

HOME   ଜିଲ୍ଲା

          “ଭୀମପାହାଡ” ପୁସ୍ତକ ପାଇଁ ଲେଖା ଆବଶ୍ୟକ

06-Jul-2023



ବଲାଙ୍ଗୀର(ପ୍ରେରଣା ଖବର)-ବଲାଙ୍ଗୀର ସମେତ ଓଡିଶାର ଜନଜୀବନର ଏକ ପ୍ରାଗଐତିହାସିକ କ୍ଷେତ୍ର ହେବାସହ ଇତିହାସର ସ୍ୱର୍ଣ୍ଣିମ ଅଧ୍ୟାୟର ସ୍ମୃତିକ୍ଷେତ୍ର ଭାବରେ ପରିଚିତ “ଭୀମପାହାଡ” ଓଡିଶା ସରକାରଙ୍କ ପର୍ଯ୍ୟଟନସ୍ଥଳୀର ମାନ୍ୟତା ପାଇ ବିକାଶଦିଗରେ ଆଗେଇଚାଲିଛି । ଭାରତୀୟ ସ୍ୱାଧିନତାସଂଗ୍ରାମରେ ସହିଦ ହୋଇଥିବା ଆଟଗାଁ ଜମିଦାର ସହିଦ ଧରମସିଂ ମାଝୀ ମାନଧାତା,କଳାହାଣ୍ଡିର ରେଣ୍ଡୋ ମାଝୀ ଓ ଘୁମୁସରର ଚକୋରା ବିଶୋଇଙ୍କ ବିରତ୍ୱର ଇତିହାସ ଏହି ପୀଠ ସହିତ ଯୋଡିହୋଇ ରହିଛି । ପ୍ରାକୃତିକ ପରିବେଶ ମଧ୍ୟରେ ୬୪ରୁ ଅଧିକ ଗୁମ୍ଫା ରହିଥିବା ଏହି ପାହାଡର ଏକ ବିଶାଳ ଇତିହାସ ରହିଛି । ଏହି ପର୍ଯ୍ୟଟନକ୍ଷେତ୍ରର ଇତିହାସ ଓ ଲୋକଧାରାକୁ ନେଇ ଏକ ପୁସ୍ତକ “ଭୀମପାହାଡ” ନାମରେ ପ୍ରକାଶିତ କରିବାକୁ ଭୀମପାହାଡ ମହୋତ୍ସବ କମିଟି ପରିକଲ୍ପନା କରିଛି । ଆସନ୍ତା ଅଗଷ୍ଟମାସ ୧୫ ତାରିଖରେ ପବିତ୍ର ସ୍ୱାଧୀନତା ଦିବସରେ ଏକାକୁ ଉନ୍ମୋଚନ କରିବାକୁ ପ୍ରସ୍ତାବ କରାଯାଇଛି । ସଂପାଦନାମଣ୍ଡଳିରେ ବିଶିଷ୍ଟ ସ୍ତମ୍ବକାର ତଥା ଲେଖକ ଉମାଶଙ୍କର ସିଂ,ବରିଷ୍ଠ ସାମ୍ବାଦିକ ସଂଦୀପ କୁଅଁର,ପୂର୍ଣ୍ଣଚନ୍ଦ୍ର ପଣ୍ଡା ଓ ସମାଜସେବୀ ଡ.ସୁଧାଂଶୁଭୂଷଣ ମେହେର ରହିଛନ୍ତି । ଏହି ପୁସ୍ତକ ପାଇଁ ବିଭିନ୍ନ ଗବେଷକ,ଲେଖକ ଓ ଐତିହାସିକମାନଙ୍କଠାରୁ ଲେଖା ଆହ୍ୱାନ କରାଯାଉଛି । ଲେଖାଗୁଡିକ ଓଡିଆ,କୋସଲୀ ଓ ଇଂରାଜୀରେ ହାତଲେଖା କିମ୍ବା କମ୍ପ୍ୟୁଟରରେ ଟାଇପ କରି ନିମ୍ନୋକ୍ତ ଇମେଲରେ ପଠାଇବାକୁ କମିଟି ଅନୁରୋଧ କରୁଛି । ଲେଖାଗୁଡିକ ସହିଦ ଧରମସିଂ ମାଝୀମାନଧାତା,ରେଣ୍ଡୋମାଝୀ,ଚକୋରା ବିଶୋଇ ତଥା ଏହି ପୀଠ ସହିତ ଯୋଡିହୋଇଥିବା ଇତିହାସ ଓ ସଂସ୍କୃତି ସଂମ୍ବନ୍ଧିୟ ହୋଇଥିବା ଆବଶ୍ୟକ । ଲେଖାଗୁଡିକ Email ID  sandip_kuanr@rediffmail.com ଓ pcpanda 74@gmail.com ରେ ଆସନ୍ତା ଜୁଲାଇମାସ ୨୫ ତାରିଖ ସୁଦ୍ଧା ପଠାଇବାକୁ ଅନୁରୋଧ କରାଯାଉଛି । 


News Comment




Photo in News

Advertisment
Lastest News
  ଜିଲ୍ଲା  
*ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   21-Oct-2026
  ଜିଲ୍ଲା  
ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   21-Oct-2026
  ଜିଲ୍ଲା  
ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   21-Oct-2026
  ଜିଲ୍ଲା  
ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   20-Oct-2026
  ଜିଲ୍ଲା  
ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   20-Oct-2026
  ଜିଲ୍ଲା  
ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି   20-Oct-2026
  ଜିଲ୍ଲା  
ବରପାଲି କାଳୀ ପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   20-Oct-2026
  ଜିଲ୍ଲା  
ଭାଲୁ ଆକ୍ରମଣ ରେ ମୃତ୍ୟୁବରଣ କରିଥିବା ମୃତକଙ୍କ ପରିବାରକୁ ତୁରନ୍ତ ଆର୍ଥିକ ସହାୟତା ଓ ବନ୍ୟପ୍ରାଣୀ ଆକ୍ରମଣ ରୋକିବାକୁ ସ୍ୱତନ୍ତ୍ର ପଦକ୍ଷେପ ଗ୍ରହଣ ପାଇଁ ଦାବି   20-Oct-2026
  ରାଜ୍ୟ  
ଶ୍ରୀରାମ ବାବାମଠ ପରିଦର୍ଶନ ରେ ସାଂସଦ ପ୍ରଦୀପ ପୁରୋହିତ   20-Oct-2026
  ଜିଲ୍ଲା  
ଦଶହରାରେ ମା’ ସୁରେଶ୍ୱରୀ ଓ ମା’ ଭଗବତୀଙ୍କ ରାଜରାଜେଶ୍ୱରୀ ବେଶ   20-Oct-2026
  ଜିଲ୍ଲା  
ବନ ବିଭାଗର ମିଳିତ ଚଢ଼ାଉ, ଟ୍ରକ୍‌ ସହ ମୂଲ୍ୟବାନ କାଠ ଜବତ; ଜଣେ ଅଟକ   20-Oct-2026
  ଜିଲ୍ଲା  
ବାଦପାଲି ଫୁଟବଲ ଟୁର୍ଣ୍ଣାମେଣ୍ଟରେ ତୁରୁମ ଦଳ ଚାମ୍ପିୟନ ଫାଇନାଲରେ ପତିକାରପାଲି ଦଳକୁ ହରାଇ ହାସଲ କଲା ବିଜୟ   19-Oct-2026

You Might Also Like