-+91-9937148622 |

prerana_bgr@rediffmail.com |

  Wednesday 21st October 2026 |

| | | |

R.N.I. Regd No. ODIODI/2010/46693

Breaking News

*ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   (21-Oct-2026)       ||      *ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   (21-Oct-2026)       ||      *ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   (21-Oct-2026)       ||      ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   (21-Oct-2026)       ||      ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   (21-Oct-2026)       ||      ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   (20-Oct-2026)       ||      ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   (20-Oct-2026)       ||      ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି   (20-Oct-2026)       ||      ବରପାଲି କାଳୀ ପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ    (20-Oct-2026)       ||      ଭାଲୁ ଆକ୍ରମଣ ରେ ମୃତ୍ୟୁବରଣ କରିଥିବା ମୃତକଙ୍କ ପରିବାରକୁ ତୁରନ୍ତ ଆର୍ଥିକ ସହାୟତା ଓ ବନ୍ୟପ୍ରାଣୀ ଆକ୍ରମଣ ରୋକିବାକୁ ସ୍ୱତନ୍ତ୍ର ପଦକ୍ଷେପ ଗ୍ରହଣ ପାଇଁ ଦାବି   (20-Oct-2026)       ||      ଶ୍ରୀରାମ ବାବାମଠ ପରିଦର୍ଶନ ରେ ସାଂସଦ ପ୍ରଦୀପ ପୁରୋହିତ   (20-Oct-2026)       ||      ଦଶହରାରେ ମା’ ସୁରେଶ୍ୱରୀ ଓ ମା’ ଭଗବତୀଙ୍କ ରାଜରାଜେଶ୍ୱରୀ ବେଶ   (20-Oct-2026)       ||      ବନ ବିଭାଗର ମିଳିତ ଚଢ଼ାଉ, ଟ୍ରକ୍‌ ସହ ମୂଲ୍ୟବାନ କାଠ ଜବତ; ଜଣେ ଅଟକ   (20-Oct-2026)       ||      ବାଦପାଲି ଫୁଟବଲ ଟୁର୍ଣ୍ଣାମେଣ୍ଟରେ ତୁରୁମ ଦଳ ଚାମ୍ପିୟନ ଫାଇନାଲରେ ପତିକାରପାଲି ଦଳକୁ ହରାଇ ହାସଲ କଲା ବିଜୟ   (19-Oct-2026)       ||      ସୁବର୍ଣ୍ଣପୁରରେ ମା’ ସୁରେଶ୍ୱରୀଙ୍କ ମହିଷାମର୍ଦ୍ଦିନୀ ବେଶ, ମା’ ଭଗବତୀ ଓ ଦୁର୍ଗାଦେବୀଙ୍କ ସିଦ୍ଧିଦାତ୍ରୀ ବେଶ   (19-Oct-2026)       ||      *ପ୍ରଧାନ ଶିକ୍ଷୟତ୍ରୀ ସୁଭାଷିନୀ ନନ୍ଦ ଙ୍କ ବିୟୋଗ*- *ସୋନପୁର ଓ କଟକ ରେ ଶୋକ*- *ଅନ୍ତିମ ସଂସ୍କାର ରେ ଯୋଗ ଦେଲେ ଜଷ୍ଟିସ ଚିତ୍ତ ରଞ୍ଜନ ଦାଶ*-   (19-Oct-2026)       ||      ବାଗ୍ମୀ ବିଶ୍ୱନାଥ କରଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧା ସୁମନ ଅର୍ପଣ    (19-Oct-2026)       ||      From Dussehra to Kumar Purnima: The Divine Continuum of Shakti, Prosperity and Knowledge in Odisha   (19-Oct-2026)       ||      ବଲାଙ୍ଗିର ନାଗରିକ କମିଟୀ ର କାର୍ଯ୍ୟକାରୀ କମିଟୀ ବୈଠକ♦️ ଲୋୟର ସୁକତେଲରୁ କେନାଲ ଯୋଗେ ଜଳସେଚନ ପାଇଁ ଦାବୀ   (19-Oct-2026)       ||      ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   (18-Oct-2026)       ||     

HOME   ଜିଲ୍ଲା

ବନମହୋତ୍ସବ ପାଳନ

06-Jul-2023



ବରଗଡ଼:- ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ରଜବୋଡାସମ୍ବର୍ ବ୍ଲକରେ ନୂତନ ଭାବେ ନିଯୁକ୍ତ ହୋଇଥିବା ଗୋଷ୍ଠୀ ଶିକ୍ଷା ଅଧିକାରୀ ଶ୍ରୀଯୁକ୍ତ ଲୋକନାଥ ଭୋଇଙ୍କୁ ସ୍ଵାଗତ କରାଯିବା ସହ ବନ ମହୋତ୍ସବ ପାଳନ କରାଯାଇଥିଲା ।   ଏହି ସଭାରେ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ଶ୍ରୀଯୁକ୍ତ ଚୂଡ଼ାମଣି ବାରିକ ସଭାପତିତ୍ବ କରିଥିବା ବେଳେ ଶ୍ରୀଯୁକ୍ତ ଲୋକନାଥ ଭୋଇ ମୁଖ୍ୟ ଅତିଥି ଭାବେ ଯୋଗଦାନ ଦେଇଥିଲେ । ସମ୍ମାନିତ ଅତିଥି ରୂପେ ବଲାଙ୍ଗୀର ଓଟିଏସ୍ ଶ୍ରୀଯୁକ୍ତ ରୁପେଶ୍ୱର ବିଶି, ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ଶ୍ରୀଯୁକ୍ତ ରାମ ସିଂ ଭୋଇ  ଓ ସମାଜସେବୀ ଶ୍ରୀଯୁକ୍ତ ନୀରଜ ଦୋରା  ଯୋଗଦେଇ କାର୍ଯ୍ୟକ୍ରମକୁ ସଫଳମଣ୍ଡିତ କରିଥିଲେ।

ସୁରେନ୍ଦ୍ର କୁମାର ଭୋଇ ସଭା ପରିଚାଳନା କରିଥିବା ବେଳେ ପଦ୍ମପୁର ବନବିଭାଗ କର୍ମଚାରୀଙ୍କ ସହ ଜ୍ୟୋତ୍ସ୍ନା ରାଣୀ ସାହୁ, ଜିବନାନନ୍ଦ ସାହୁ,ମିନତି ଦାସ, ମାନସ ରଞ୍ଜନ ଶତପଥୀ, ରବିନା ପଧାନ,ସଂଯୁକ୍ତା ଭୋଇ, ନିଳୀମା ରାଣୀ ମହାନ୍ତି,ଜ୍ୟୋତି ରେଖା ମହାନନ୍ଦ,ଚକ୍ରଧର ନାୟକ,ପ୍ରଭାତୀ ପଟ୍ଟନାୟକ,ମମତା ମିଶ୍ର, ସୁଷମା ଦାସ,ଦୁଷ୍ମନ୍ତ ଛତର,ନନ୍ଦିନୀ ବାଗ, କମଳା କୁମ୍ଭାର ଏହି ସଭାରେ ସହାୟତା କରିଥିଲେ। ବନ ମହୋତ୍ସବ ପାଳନ ଉଦ୍ଦେଶ୍ୟରେ ପିଲାଙ୍କ ସହ ମିଶି ସମସ୍ତେ ଚାରାରୋପଣ କରିଥିଲେ ଓ ତାର  ଯତ୍ନ ନେବା ପାଇଁ ସଂକଳ୍ପ କରିଥିଲେ ।ଶେଷରେ  କାର୍ଯକାରୀ ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ଗୋପାଳଜୀ ପ୍ରସାଦ ପାଣିଗ୍ରାହୀ ଧନ୍ୟବାଦ ଅର୍ପଣ କରି ସଭା ସମାପ୍ତ କରିଥିଲେ ।
ନିରଞ୍ଜନ ତ୍ରିପାଠୀଙ୍କ ରିପୋର୍ଟ


News Comment




Photo in News

Advertisment
Lastest News
  ଜିଲ୍ଲା  
*ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   21-Oct-2026
  ଜିଲ୍ଲା  
*ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   21-Oct-2026
  ଜିଲ୍ଲା  
*ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   21-Oct-2026
  ଜିଲ୍ଲା  
ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   21-Oct-2026
  ଜିଲ୍ଲା  
ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   21-Oct-2026
  ଜିଲ୍ଲା  
ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   20-Oct-2026
  ଜିଲ୍ଲା  
ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   20-Oct-2026
  ଜିଲ୍ଲା  
ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି   20-Oct-2026
  ଜିଲ୍ଲା  
ବରପାଲି କାଳୀ ପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   20-Oct-2026
  ଜିଲ୍ଲା  
ଭାଲୁ ଆକ୍ରମଣ ରେ ମୃତ୍ୟୁବରଣ କରିଥିବା ମୃତକଙ୍କ ପରିବାରକୁ ତୁରନ୍ତ ଆର୍ଥିକ ସହାୟତା ଓ ବନ୍ୟପ୍ରାଣୀ ଆକ୍ରମଣ ରୋକିବାକୁ ସ୍ୱତନ୍ତ୍ର ପଦକ୍ଷେପ ଗ୍ରହଣ ପାଇଁ ଦାବି   20-Oct-2026
  ରାଜ୍ୟ  
ଶ୍ରୀରାମ ବାବାମଠ ପରିଦର୍ଶନ ରେ ସାଂସଦ ପ୍ରଦୀପ ପୁରୋହିତ   20-Oct-2026
  ଜିଲ୍ଲା  
ଦଶହରାରେ ମା’ ସୁରେଶ୍ୱରୀ ଓ ମା’ ଭଗବତୀଙ୍କ ରାଜରାଜେଶ୍ୱରୀ ବେଶ   20-Oct-2026

You Might Also Like