-+91-9937148622 |

prerana_bgr@rediffmail.com |

  Wednesday 21st October 2026 |

| | | |

R.N.I. Regd No. ODIODI/2010/46693

Breaking News

ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   (21-Oct-2026)       ||      ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   (21-Oct-2026)       ||      କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (21-Oct-2026)       ||      *ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   (21-Oct-2026)       ||      *ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   (21-Oct-2026)       ||      *ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   (21-Oct-2026)       ||      ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   (21-Oct-2026)       ||      ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   (21-Oct-2026)       ||      ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   (20-Oct-2026)       ||      ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   (20-Oct-2026)       ||      ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି   (20-Oct-2026)       ||      ବରପାଲି କାଳୀ ପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ    (20-Oct-2026)       ||      ଭାଲୁ ଆକ୍ରମଣ ରେ ମୃତ୍ୟୁବରଣ କରିଥିବା ମୃତକଙ୍କ ପରିବାରକୁ ତୁରନ୍ତ ଆର୍ଥିକ ସହାୟତା ଓ ବନ୍ୟପ୍ରାଣୀ ଆକ୍ରମଣ ରୋକିବାକୁ ସ୍ୱତନ୍ତ୍ର ପଦକ୍ଷେପ ଗ୍ରହଣ ପାଇଁ ଦାବି   (20-Oct-2026)       ||      ଶ୍ରୀରାମ ବାବାମଠ ପରିଦର୍ଶନ ରେ ସାଂସଦ ପ୍ରଦୀପ ପୁରୋହିତ   (20-Oct-2026)       ||      ଦଶହରାରେ ମା’ ସୁରେଶ୍ୱରୀ ଓ ମା’ ଭଗବତୀଙ୍କ ରାଜରାଜେଶ୍ୱରୀ ବେଶ   (20-Oct-2026)       ||      ବନ ବିଭାଗର ମିଳିତ ଚଢ଼ାଉ, ଟ୍ରକ୍‌ ସହ ମୂଲ୍ୟବାନ କାଠ ଜବତ; ଜଣେ ଅଟକ   (20-Oct-2026)       ||      ବାଦପାଲି ଫୁଟବଲ ଟୁର୍ଣ୍ଣାମେଣ୍ଟରେ ତୁରୁମ ଦଳ ଚାମ୍ପିୟନ ଫାଇନାଲରେ ପତିକାରପାଲି ଦଳକୁ ହରାଇ ହାସଲ କଲା ବିଜୟ   (19-Oct-2026)       ||      ସୁବର୍ଣ୍ଣପୁରରେ ମା’ ସୁରେଶ୍ୱରୀଙ୍କ ମହିଷାମର୍ଦ୍ଦିନୀ ବେଶ, ମା’ ଭଗବତୀ ଓ ଦୁର୍ଗାଦେବୀଙ୍କ ସିଦ୍ଧିଦାତ୍ରୀ ବେଶ   (19-Oct-2026)       ||      *ପ୍ରଧାନ ଶିକ୍ଷୟତ୍ରୀ ସୁଭାଷିନୀ ନନ୍ଦ ଙ୍କ ବିୟୋଗ*- *ସୋନପୁର ଓ କଟକ ରେ ଶୋକ*- *ଅନ୍ତିମ ସଂସ୍କାର ରେ ଯୋଗ ଦେଲେ ଜଷ୍ଟିସ ଚିତ୍ତ ରଞ୍ଜନ ଦାଶ*-   (19-Oct-2026)       ||      ବାଗ୍ମୀ ବିଶ୍ୱନାଥ କରଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧା ସୁମନ ଅର୍ପଣ    (19-Oct-2026)       ||     

HOME   ଜିଲ୍ଲା

ସମ୍ବଲପୁରୀ ଦିନ-୨୦୨୩ ପାଇଁ ମହାମହିମ ରାଜ୍ଯପାଲଂକୁ ନିୟୁତା ଦେଲା ପଶ୍ଚିମାଞ୍ଚଳ ଏକତା ମଂଚ

07-Jul-2023



ସମ୍ବଲପୁର, (ସଂଜୀବ ପାଣିଗ୍ରାହୀ )
ସମ୍ବଲପୁରୀ ସଂସ୍କୃତି ର ପୁରୋଧା ଗୁରୁ ସତ୍ଯ ନାରାୟଣ ବହିଦାରଂକର ଜନ୍ମଦିନ କୁ ୨୦୧୩ ରୁ ସମ୍ବଲପୁରୀ ଦିନ ଭାବରେ ପଶ୍ଚିମାଞ୍ଚଳ ଏକତା ମଂଚ ପାଲନ ଆରମ୍ଭ କରିଥିଲା। ଗୁରୁଶ୍ରୀ ସତ୍ଯ ନାରାୟଣ ବହିଦାର ସମ୍ବଲପୁରୀ ସାଧକ କବି କଲାକାର ମାନଂକୁ ଏକଜୁଟ କରିବା ସହ ଭାଷା ସଂସ୍କୃତି ର ପ୍ରଚାର ପ୍ରସାର ପାଇଁ ସାରା ଜୀବନ ବଲିଦାନ ଦେଇଥିଲେ। ପଶ୍ଚିମାଞ୍ଚଳ ଏକତା ମଂଚ ପକ୍ଷରୁ ସମ୍ବଲପୁର ସମେତ ରାଜ୍ଯ ର ବିଭିନ୍ନ ସ୍ଥାନରେ ତାଙ୍କର ଜନ୍ମଦିନ କୁ  ଦଶ ବର୍ଷ ହେବ ସମ୍ବଲପୁରୀ ଦିନ ଭାବରେ ଆୟୋଜନ କରିଆସୁଛି।  ଏହାସହ ସମ୍ବଲପୁର କଚେରୀ ରୋଡରେ ପଶ୍ଚିମାଞ୍ଚଳ ଏକତା ମଂଚ ପ୍ରତି ବର୍ଷ ରାଜ୍ଯ ସ୍ତରୀୟ ସମ୍ବଲପୁରୀ ଦିନ ର ପାଲନ କରି ଆସୁଛି। ଚଲିତ ବର୍ଷ ଏଗାର ତମ ସମ୍ବଲପୁରୀ ଦିନ ରେ ଅତିଥି ଭାବରେ ଓଡିଶା ର ମହାମହିମ ରାଜ୍ଯପାଲଂକୁ  ରାଜଭବନ ଯାଇ ନିୟୁତା ଦେଇଛି ପଶ୍ଚିମାଞ୍ଚଳ ଏକତା ମଂଚ।ଏହି ସମୟରେ ମହାମହିମ ରାଜ୍ୟପାଳ ଗୁରୁ ସତ୍ଯ ନାରାୟଣ ବହିଦାର ଏବଂ ସମ୍ବଲପୁରୀ ଦିନ ବାବଦରେ ପଚାରି ବୁଝିଥିଲେ।  ସମ୍ବଲପୁରୀ ଦିନ ର ଗୋଟିଏ ଦଶନ୍ଧିର ଅଭୁତପୂର୍ବ   ସଫଲତା ପାଇଁ ରାଜ୍ଯପାଲ ପଶ୍ଚିମାଞ୍ଚଳ ଏକତା ମଂଚ କୁ ଅଭିନନ୍ଦନ ଜଣାଇ ଥିଲେ। 
ନିୟୁତା ଦେବା ଅବସରରେ ରେଂଗାଲୀ ବିଧାୟକ ତଥା ପଶ୍ଚିମାଞ୍ଚଳ ଏକତା ମଂଚ ର ଅନ୍ୟତମ ଉପଦେଷ୍ଟା ନାଉରୀ ନାୟକ ଆବାହକ ଭବାନୀଶ ଭୋଇ, ମୁଖ୍ଯ ସଂଯୋଜକ ମାନସ ରଂଜନ ବକ୍ସୀ, ସଂଗଠନ ସଂଯୋଜକ ସୁବୋଧ କୁମାର ଦୋରା ଉପସ୍ଥିତ ରହିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   21-Oct-2026
  ଜିଲ୍ଲା  
ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   21-Oct-2026
  ଜିଲ୍ଲା  
କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   21-Oct-2026
  ଜିଲ୍ଲା  
*ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   21-Oct-2026
  ଜିଲ୍ଲା  
*ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   21-Oct-2026
  ଜିଲ୍ଲା  
*ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   21-Oct-2026
  ଜିଲ୍ଲା  
ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   21-Oct-2026
  ଜିଲ୍ଲା  
ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   21-Oct-2026
  ଜିଲ୍ଲା  
ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   20-Oct-2026
  ଜିଲ୍ଲା  
ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   20-Oct-2026
  ଜିଲ୍ଲା  
ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି   20-Oct-2026
  ଜିଲ୍ଲା  
ବରପାଲି କାଳୀ ପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   20-Oct-2026

You Might Also Like