-+91-9937148622 |

prerana_bgr@rediffmail.com |

  Wednesday 21st October 2026 |

| | | |

R.N.I. Regd No. ODIODI/2010/46693

Breaking News

ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   (21-Oct-2026)       ||      ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   (21-Oct-2026)       ||      ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   (21-Oct-2026)       ||      କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (21-Oct-2026)       ||      *ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   (21-Oct-2026)       ||      *ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   (21-Oct-2026)       ||      *ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   (21-Oct-2026)       ||      ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   (21-Oct-2026)       ||      ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   (21-Oct-2026)       ||      ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   (20-Oct-2026)       ||      ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   (20-Oct-2026)       ||      ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି   (20-Oct-2026)       ||      ବରପାଲି କାଳୀ ପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ    (20-Oct-2026)       ||      ଭାଲୁ ଆକ୍ରମଣ ରେ ମୃତ୍ୟୁବରଣ କରିଥିବା ମୃତକଙ୍କ ପରିବାରକୁ ତୁରନ୍ତ ଆର୍ଥିକ ସହାୟତା ଓ ବନ୍ୟପ୍ରାଣୀ ଆକ୍ରମଣ ରୋକିବାକୁ ସ୍ୱତନ୍ତ୍ର ପଦକ୍ଷେପ ଗ୍ରହଣ ପାଇଁ ଦାବି   (20-Oct-2026)       ||      ଶ୍ରୀରାମ ବାବାମଠ ପରିଦର୍ଶନ ରେ ସାଂସଦ ପ୍ରଦୀପ ପୁରୋହିତ   (20-Oct-2026)       ||      ଦଶହରାରେ ମା’ ସୁରେଶ୍ୱରୀ ଓ ମା’ ଭଗବତୀଙ୍କ ରାଜରାଜେଶ୍ୱରୀ ବେଶ   (20-Oct-2026)       ||      ବନ ବିଭାଗର ମିଳିତ ଚଢ଼ାଉ, ଟ୍ରକ୍‌ ସହ ମୂଲ୍ୟବାନ କାଠ ଜବତ; ଜଣେ ଅଟକ   (20-Oct-2026)       ||      ବାଦପାଲି ଫୁଟବଲ ଟୁର୍ଣ୍ଣାମେଣ୍ଟରେ ତୁରୁମ ଦଳ ଚାମ୍ପିୟନ ଫାଇନାଲରେ ପତିକାରପାଲି ଦଳକୁ ହରାଇ ହାସଲ କଲା ବିଜୟ   (19-Oct-2026)       ||      ସୁବର୍ଣ୍ଣପୁରରେ ମା’ ସୁରେଶ୍ୱରୀଙ୍କ ମହିଷାମର୍ଦ୍ଦିନୀ ବେଶ, ମା’ ଭଗବତୀ ଓ ଦୁର୍ଗାଦେବୀଙ୍କ ସିଦ୍ଧିଦାତ୍ରୀ ବେଶ   (19-Oct-2026)       ||      *ପ୍ରଧାନ ଶିକ୍ଷୟତ୍ରୀ ସୁଭାଷିନୀ ନନ୍ଦ ଙ୍କ ବିୟୋଗ*- *ସୋନପୁର ଓ କଟକ ରେ ଶୋକ*- *ଅନ୍ତିମ ସଂସ୍କାର ରେ ଯୋଗ ଦେଲେ ଜଷ୍ଟିସ ଚିତ୍ତ ରଞ୍ଜନ ଦାଶ*-   (19-Oct-2026)       ||     

HOME   ଜିଲ୍ଲା

ମୁରିବାହାଲ ବଜାରପଡା ବାସୀ ଡ୍ରେନ ଓ ପାଣି ପାଇଁ ବିଡିଓ ଙ୍କ ଦ୍ଵାରସ୍ଥ

07-Jul-2023



 ମୁରିବାହଲ(ସୁଦାମ ଚରଣ ବଘlର):  ମୁରିବାହାଲ ବ୍ଲକ ସଦର ପଂଚାୟତ ବଜାରପଡା ବାସୀ ଡ୍ରେନ ଓ ପାନୀୟ ଜଳ ସମସ୍ଯା ନେଇ ଗୁରୁବାର ବିଡିଓ ଙ୍କ ଦ୍ଵାରସ୍ଥ ହୋଇଛନ୍ତି। ସୂଚନା ଅନୁସାରେ ବଜାରପଡା ଅଙ୍ଗନବାଡି କେନ୍ଦ୍ର ନିକଟରେ ଥିବା ନଳ କୂପ ଠାରୁ ବଜାର ପାଖରେ ଥିବା ନଳ କୂପ ପର୍ଯ୍ୟନ୍ତ ଡ୍ରେନ ବ୍ଯବସ୍ଥା ନାହିଁ। ଯଦ୍ବାରା ବର୍ଷା ପାଣି ରାସ୍ତାରେ ଜମା ହେବାର ସହିତ ଘର ଭିତରକୁ ପାଣି ପଶି ଯାଉଛି। ସାତ ନମ୍ବର ୱାଡ ବାସୀ ବହୁତ ଅସୁବିଧା ର ସମ୍ମୁଖିନ ହେବା ସହ ଡ୍ରେନ ନିର୍ମାଣ ଦାବୀ କରିଛନ୍ତି। ସେହିପରି ମୁରିବାହାଲ ସଦର ପଂଚାୟତ ର ସମସ୍ତ ପଡାରେ ପାଣି ପାଇପ ବିଛା ଯାଇଥିବା ବେଳେ ବଜାରପଡା କୁ ପାଣି ପାଇପ ବିଛା ଯାଇ ନାହିଁ।ଏନେଇ ୱାଡମେମ୍ବର ଲକ୍ଷ୍ମିକାନ୍ତ ଧରୁଆ, ବିଜୟ ଲାଲ ଦୀପ, ସାର୍ତିକ ଥାଟି, ଶ୍ଯାମ ସୁନ୍ଦର ଝାଙ୍କର, ଯୋଗେନ୍ଦ୍ର ଥାଟି, ରମେଶ ନାଗ, ଦେବେନ୍ଦ୍ର ସରାଫ, ବାବୁ ଆଚାରୀ, ଯଦୁମଣି ନାଗ, ଆରତୀ ଦୀପ, ଯଶୋବନ୍ତୀ କୁମ୍ଭାର, ସୁବାସ ଛୁରା, ପ୍ରମୁଖ ପଡା ବାସୀ ବିଡିଓ ପୂର୍ଣାନନ୍ଦ ପଟେଲ ଙ୍କୁ ଦାବୀ ପତ୍ର ପ୍ରଦାନ କରି ଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   21-Oct-2026
  ଜିଲ୍ଲା  
ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   21-Oct-2026
  ଜିଲ୍ଲା  
ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   21-Oct-2026
  ଜିଲ୍ଲା  
କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   21-Oct-2026
  ଜିଲ୍ଲା  
*ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   21-Oct-2026
  ଜିଲ୍ଲା  
*ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   21-Oct-2026
  ଜିଲ୍ଲା  
*ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   21-Oct-2026
  ଜିଲ୍ଲା  
ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   21-Oct-2026
  ଜିଲ୍ଲା  
ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   21-Oct-2026
  ଜିଲ୍ଲା  
ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   20-Oct-2026
  ଜିଲ୍ଲା  
ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   20-Oct-2026
  ଜିଲ୍ଲା  
ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି   20-Oct-2026

You Might Also Like