-+91-9937148622 |

prerana_bgr@rediffmail.com |

  Saturday 31st October 2026 |

| | | |

R.N.I. Regd No. ODIODI/2010/46693

Breaking News

ବରୀ ରେ ରାଷ୍ଟ୍ରୀୟ ଏକତା ଅଭିଯାନ ନିଶା ମୁକ୍ତ ଓଡିଶା   (31-Oct-2026)       ||      ବଲାଙ୍ଗୀର ଟାଉନ୍ ଥାନା ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ    (31-Oct-2026)       ||      ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ   (31-Oct-2026)       ||      ପୂର୍ବତନ ପ୍ରଧାନ ମନ୍ତ୍ରୀ ସ୍ୱର୍ଗୀୟା ଇନ୍ଦିରା ଗାନ୍ଧୀଙ୍କ ୪୨ ତମ ଶ୍ରାଦ୍ଧ ବାର୍ଷିକୀପାଳିତ   (31-Oct-2026)       ||      ମର୍ମନ୍ତୁଦ ସଡ଼କ ଦୁର୍ଘଟଣା।   (31-Oct-2026)       ||      ବଲାଙ୍ଗୀର ଦିନ ପାଳନ ଉପଲକ୍ଷେ ଆଲୋଚନାଚକ୍ର "ସ୍ବପ୍ନ ଦେଖିବା ଜରୁରୀ,ମାତ୍ର ସ୍ୱପ୍ନକୁ ସାକାର କରିବାକୁ ଦୃଷ୍ଟିକୋଣ ରେ ପରିବର୍ତ୍ତନ ଆଣିବା ନିହାତି ଆବଶ୍ୟକ"   (31-Oct-2026)       ||      ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ    (31-Oct-2026)       ||      *ନବରଙ୍ଗପୁର ଶିକ୍ଷା ବ୍ୟବସ୍ଥାରେ ଚିନ୍ତା!* *ଛୁଟି ପରେ ସ୍କୁଲ ଖୋଲିଲା, ଶିକ୍ଷକ ଉପସ୍ଥାନକୁ ନେଇ ପ୍ରଶ୍ନ — ତଦାରଖ ବ୍ୟବସ୍ଥା ଉପରେ ଉଠିଲା ଆଙ୍ଗୁଠି*   (31-Oct-2026)       ||      ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଏକ ମାରାଥନ ଦୌଡ଼ କାର୍ଯ୍ୟକ୍ରମ   (31-Oct-2026)       ||      ବ୍ଲକ ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା -୨୦୨୬ ଅନୁଷ୍ଠିତ   (31-Oct-2026)       ||      ପଦୋନ୍ନତି ପାଇଲେ ସୁବର୍ଣ୍ଣପୁର ଅତିରିକ୍ତ ଜିଲ୍ଲାପାଳ ଅଞ୍ଜଳୀନା ପ୍ରଧାନ; - ଶ୍ରମ ବିଭାଗ ର ଯୁଗ୍ମ ସଚିବ ଭାବେ ଯୋଗ ଦେବେ -   (31-Oct-2026)       ||      ବଡପୋଡ଼ାଗୁଡା ଗ୍ରାମପଞ୍ଚାୟତ ର ସମସ୍ତ ମଦକୋଠି ବନ୍ଦ ଦାବିନେଇଁ ତେଜିଲେ ମହିଳା   (31-Oct-2026)       ||      ବେହେରାଗୁଡ଼ା ଛତିଶଗଡ କୁ ସଂଯୋଗ ରାସ୍ତା ପାଲଟିଛି ମରଣଯନ୍ତା, ପ୍ରଶାସନର ଦୃଷ୍ଟି କେବେ ?   (31-Oct-2026)       ||      ମାନ୍ୟବର କେନ୍ଦ୍ରମନ୍ତ୍ରୀ ଡା. ବୀରେନ୍ଦ୍ର କୁମାରଙ୍କ ସିଆରସି ପରିଦର୍ଶନ   (30-Oct-2026)       ||      ଦିବ୍ୟାଙ୍ଗ ବ୍ୟକ୍ତିମାନଙ୍କ ସଶକ୍ତିକରଣ, ପୁନର୍ବାସ ଓ ସେମାନଙ୍କୁ ସ୍ୱାବଲମ୍ବୀ କରିବା ଉଦ୍ଦେଶ୍ୟରେ ବିଭିନ୍ନ କାର୍ଯ୍ୟକ୍ରମ    (30-Oct-2026)       ||      ସୁନ୍ଦରଗଡରେ ପିଏମ୍‌ କିଷାନ ଉତ୍ସବ ପାଳନ ପାଳିତ ଏବଂ ୨୪ତମ କିସ୍ତି ପ୍ରଦାନ   (30-Oct-2026)       ||      ଖାଲି ରାସ୍ତାରେ ଗାଡି ଦେଖି କଣ୍ଟାବାଞ୍ଜି ଏସଡିପିଓଙ୍କ ଫୋର୍ସ ପ୍ରଦର୍ଶନ !   (30-Oct-2026)       ||      ୧୦କୋଟି ଟଙ୍କାର ନିର୍ମାଣହେବ ୨କିମିର ରାସ୍ତା   (30-Oct-2026)       ||      ଭୋଟ ବଞ୍ଚାଅ ଦେଶ ବଞ୍ଚାଅ କୁ ନେଇ ର ସାମ୍ବାଦିକ ସମ୍ବିଳନୀ    (30-Oct-2026)       ||      ଦୁର୍ଘଟଣା ପିଛା ଛାଡୁ ନାହିଁ,ପୁଣି ସେହି ପାଉଁଶ ବୋଝେଇ ଗାଡି ପାଉଁଶ ବୋଝେଇ ଗାଡି ଦୁର୍ଘଟଣା ଗ୍ରସ୍ତ, ଭାଙ୍ଗିଲା ବ୍ୟାଙ୍କର ଗେଟ୍   (30-Oct-2026)       ||     

HOME   ରାଜ୍ୟ

ନିଜ ଫେସ୍‌ବୁକ୍‌ ଆକାଉଣ୍ଟ୍‌ରେ ଜାଗୃତିଙ୍କ ଫଟୋ ସେୟାର୍‌ କରି ପୁଣି ଚର୍ଚ୍ଚାରେ ସାଂସଦ ଅନୁଭବ ମହାନ୍ତି

11-Dec-2020



(ପ୍ରେରଣା ଖବର) ଭୁବନେଶ୍ବର: କିଛି ଦିନର ନିରବତା ପରେ ଏବେ ସୋସିଆଲ ମିଡିଆରେ ପୁଣି ଚର୍ଚ୍ଚାରେ କେନ୍ଦ୍ରାପଡା ସାଂସଦ ଅନୁଭବ ମହାନ୍ତି । ବାନ୍ଧବୀ ଜାଗୃତି ଶୁକ୍ଳା ଓ ବନ୍ଧୁ ଅଶ୍ୱିନୀ ଦୁବେଙ୍କ ସହ ସାକ୍ଷାତ ବେଳର ଫଟୋକୁ ଅନୁଭବ ନିଜ ଫେସବୁକ୍ ପେଜରେ ସେୟାର କରିବା ପରେ ଚର୍ଚ୍ଚାକୁ ଆସିଛନ୍ତି । ଅନୁଭବଙ୍କ ଏହି ପୋଷ୍ଟ ସୋସିଆଲ ମିଡିଆରେ ଏବେ ଭାଇରାଲ ହେବାରେ ଲାଗିଛି । ଏହି ପୋଷ୍ଟରେ ଅନୁଭବ ଅଶ୍ୱିନୀ ଦୁବେଙ୍କୁ ଜନ୍ମଦିନର ଶୁଭେଛା ଜଣାଇବା ସହ ତାଙ୍କର ମଙ୍ଗଳା କାମନା କରି ମହାପ୍ରଭୁ ଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରିଛନ୍ତି । ଏଥିସହ ବାନ୍ଧବୀ ଜାଗୃତିଙ୍କୁ ପ୍ରକୃତ ବନ୍ଧୁ ବୋଲି ଦର୍ଶାଇ ଢ଼େର ପ୍ରଶଂସା କରିଛନ୍ତି । କିଛି ଦିନ ପୂର୍ବେ ପତ୍ନୀ ବର୍ଷା ପ୍ରିୟଦର୍ଶିନୀଙ୍କ ସହ ରହିବାକୁ ଚାହୁଁ ନଥିବା ସୂଚାଇ ଦିଲ୍ଲୀ କୋର୍ଟରେ ଛାଡପତ୍ର ପାଇଁ ଆବେଦନ କରିଥିଲେ ଅନୁଭବ ।

ସେତେବେଳେ ମଧ୍ୟ ଜାଗୃତିଙ୍କ ସହ ଅନୁଭବଙ୍କ ସମ୍ପର୍କକୁ ନେଇ ସୋସିଆଲ୍‌ ମିଡିଆରେ ଚର୍ଚ୍ଚା ହୋଇଥିଲା । ଅନୁଭବଙ୍କ ଏହି ପୋଷ୍ଟ ପୁଣି ଥରେ ସେହି ଚର୍ଚ୍ଚାକୁ ଖୋରାକ ଯୋଗାଇଛି ଏବଂ ଜାଗ୍ରୁତିଙ୍କ ସହ ଅନୁଭବଙ୍କର ଘନିଷ୍ଠ ବନ୍ଧୁତ୍ୱ ଥିବା ସ୍ପଷ୍ଟ ହୋଇଛି । ଜାଗୃତି ଶୁକ୍ଲା ହେଉଛନ୍ତି ପେଶାରେ ସାମ୍ବାଦିକା ଏବଂ ସେ ରାଜ୍ୟସଭା ଟିଭିର ଉପସ୍ଥାପିକା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରୀ ରେ ରାଷ୍ଟ୍ରୀୟ ଏକତା ଅଭିଯାନ ନିଶା ମୁକ୍ତ ଓଡିଶା   31-Oct-2026
  ଜିଲ୍ଲା  
ବଲାଙ୍ଗୀର ଟାଉନ୍ ଥାନା ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ    31-Oct-2026
  ଜିଲ୍ଲା  
ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ   31-Oct-2026
  ଜିଲ୍ଲା  
ପୂର୍ବତନ ପ୍ରଧାନ ମନ୍ତ୍ରୀ ସ୍ୱର୍ଗୀୟା ଇନ୍ଦିରା ଗାନ୍ଧୀଙ୍କ ୪୨ ତମ ଶ୍ରାଦ୍ଧ ବାର୍ଷିକୀପାଳିତ   31-Oct-2026
  ଜିଲ୍ଲା  
ମର୍ମନ୍ତୁଦ ସଡ଼କ ଦୁର୍ଘଟଣା।   31-Oct-2026
  ଜିଲ୍ଲା  
ବଲାଙ୍ଗୀର ଦିନ ପାଳନ ଉପଲକ୍ଷେ ଆଲୋଚନାଚକ୍ର "ସ୍ବପ୍ନ ଦେଖିବା ଜରୁରୀ,ମାତ୍ର ସ୍ୱପ୍ନକୁ ସାକାର କରିବାକୁ ଦୃଷ୍ଟିକୋଣ ରେ ପରିବର୍ତ୍ତନ ଆଣିବା ନିହାତି ଆବଶ୍ୟକ"   31-Oct-2026
  ଜିଲ୍ଲା  
ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ   31-Oct-2026
  ଜିଲ୍ଲା  
*ନବରଙ୍ଗପୁର ଶିକ୍ଷା ବ୍ୟବସ୍ଥାରେ ଚିନ୍ତା!* *ଛୁଟି ପରେ ସ୍କୁଲ ଖୋଲିଲା, ଶିକ୍ଷକ ଉପସ୍ଥାନକୁ ନେଇ ପ୍ରଶ୍ନ — ତଦାରଖ ବ୍ୟବସ୍ଥା ଉପରେ ଉଠିଲା ଆଙ୍ଗୁଠି*   31-Oct-2026
  ଜିଲ୍ଲା  
ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଏକ ମାରାଥନ ଦୌଡ଼ କାର୍ଯ୍ୟକ୍ରମ   31-Oct-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା -୨୦୨୬ ଅନୁଷ୍ଠିତ   31-Oct-2026
  ଜିଲ୍ଲା  
ପଦୋନ୍ନତି ପାଇଲେ ସୁବର୍ଣ୍ଣପୁର ଅତିରିକ୍ତ ଜିଲ୍ଲାପାଳ ଅଞ୍ଜଳୀନା ପ୍ରଧାନ; - ଶ୍ରମ ବିଭାଗ ର ଯୁଗ୍ମ ସଚିବ ଭାବେ ଯୋଗ ଦେବେ -   31-Oct-2026
  ଜିଲ୍ଲା  
ବଡପୋଡ଼ାଗୁଡା ଗ୍ରାମପଞ୍ଚାୟତ ର ସମସ୍ତ ମଦକୋଠି ବନ୍ଦ ଦାବିନେଇଁ ତେଜିଲେ ମହିଳା   31-Oct-2026

You Might Also Like