-+91-9937148622 |

prerana_bgr@rediffmail.com |

  Friday 23rd October 2026 |

| | | |

R.N.I. Regd No. ODIODI/2010/46693

Breaking News

ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା    (23-Oct-2026)       ||      ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   (23-Oct-2026)       ||      ବିର୍ଷାମୁଣ୍ଡା ଆଦିବାସୀ କଲ୍ୟାଣ ମଣ୍ଡପ ଉଦଘାଟିତ    (23-Oct-2026)       ||      ହାତୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଦିଆଯାଉ: କ୍ଷତିଗ୍ରସ୍ତ ପରିବାରକୁ ପକ୍କା ଘର ପ୍ରଦାନ ପାଇଁ ନିରଞ୍ଜନ ବିଶିଙ୍କ ଦାବି   (23-Oct-2026)       ||      ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ    (23-Oct-2026)       ||      ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   (23-Oct-2026)       ||      ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   (23-Oct-2026)       ||      *ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   (22-Oct-2026)       ||      ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    (22-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   (22-Oct-2026)       ||      ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   (21-Oct-2026)       ||      ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   (21-Oct-2026)       ||      ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   (21-Oct-2026)       ||      କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (21-Oct-2026)       ||      *ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   (21-Oct-2026)       ||      *ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   (21-Oct-2026)       ||      *ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   (21-Oct-2026)       ||      ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   (21-Oct-2026)       ||      ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   (21-Oct-2026)       ||      ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   (20-Oct-2026)       ||     

HOME   ଜିଲ୍ଲା

ପଞ୍ଚାୟତ ନିର୍ବାହୀ ଅଧିକାରୀ ଙ୍କ  ଅବସରକାଳୀନ ସମ୍ବର୍ଦ୍ଧନା   

07-Jul-2023



ବରଗଡ଼:-ବରଗଡ଼ ଜିଲ୍ଲା ପଦ୍ମପୁର ବ୍ଲକ ଅଧିନସ୍ଥ କଂସର ପଂଚାୟତର କାର୍ଯ୍ୟ ନିର୍ବାହୀ ବିବେକାନନ୍ଦ ବହିଦାର ଅବସରରେ ଗ୍ରହଣ କରିଛନ୍ତି।ଏହିଅବସରରେ ସରପଞ୍ଚ ଆନନ୍ଦ ବେହେରା ଙ୍କ ସମେତ ଓ୍ବାର୍ଡ ସଭ୍ୟମାନେ ମଧ୍ୟ ସମ୍ବର୍ଦ୍ଧନା ଜଣାଇଛନ୍ତି। ଶ୍ରୀଯୁକ୍ତ ବହିଦାର ୧୬/୦୮/୧୯୮୭ ରେ ସେ ପ୍ରଥମେ ବରଗଡ଼ ଜିଲ୍ଲା ସୋହେଲା ବ୍ଲକ ଅଫିସରେ ଚାକିରୀ ରେ ଯୋଗଦାନ କରିଥିଲେ ଏବଂ ୩୫ବର୍ଷ ୮ମାସ ୧୫ଦିନ କାର୍ଯ୍ୟ କରିଥିଲେ ସେଥିଭିତରେ ସୋହେଲା, ପାଇକମାଲ, ପଦ୍ମପୁର, ଏହି ତିନି ବ୍ଳକରେ କାର୍ଯ୍ୟକରି ଶେଷରେ ପଦ୍ମପୁର ରାଜବୋରାସମ୍ବର ବ୍ଳକ କଂସର ପଚାଂୟତ ରେ ୩୦/୦୬/୨୦୨୩ରେ ସେ ଚାକିରୀ ଜିବନରୁ ଅବସର ନେଇଥିଲେ।କଂସର ପଂଚାୟତରେ ନିଜେ ଯିବା ଆଗରୁ ପଂଚାୟତରେ ଯୋଗଦେଇଥିବା କାର୍ଯ୍ୟ ନିର୍ବାହୀ ଅଧିକାରୀଣୀ ଶ୍ରୀମତୀ ଯମୁନା ଝାଙ୍କର ଙ୍କୁ ଦାଇତ୍ଵ ଦେଇ କିପରି ପଂଚାୟତର ଜନସାଧାରଣ ଙ୍କ ହିତପାଇଁ କାର୍ଯ୍ୟକାରୀ କରି ପଂଚାୟତ କୁ ଉନ୍ନତି ଦିଗରେ ଆଗେଇ ନେବା ପାଇଁ ଜଣାଇଥିଲେ।କାର୍ଯ୍ୟ ନିର୍ବାହୀ ଅଧିକାରୀ ଯମୁନା ଝାଙ୍କର ମଧ୍ୟ ସମସ୍ତ ଙ୍କ ସହଯୋଗ କାମନାରେ ପଂଚାୟତ କୁ ଆଗେଇ ନେବାପାଇଁ କହିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା   23-Oct-2026
  ଜିଲ୍ଲା  
ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   23-Oct-2026
  ଜିଲ୍ଲା  
ବିର୍ଷାମୁଣ୍ଡା ଆଦିବାସୀ କଲ୍ୟାଣ ମଣ୍ଡପ ଉଦଘାଟିତ   23-Oct-2026
  ରାଜ୍ୟ  
ହାତୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଦିଆଯାଉ: କ୍ଷତିଗ୍ରସ୍ତ ପରିବାରକୁ ପକ୍କା ଘର ପ୍ରଦାନ ପାଇଁ ନିରଞ୍ଜନ ବିଶିଙ୍କ ଦାବି   23-Oct-2026
  ଜିଲ୍ଲା  
ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ   23-Oct-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   23-Oct-2026
  ଜିଲ୍ଲା  
ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   23-Oct-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   22-Oct-2026
  ଜିଲ୍ଲା  
ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    22-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   22-Oct-2026
  ଜିଲ୍ଲା  
ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   21-Oct-2026
  ଜିଲ୍ଲା  
ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   21-Oct-2026

You Might Also Like