-+91-9937148622 |

prerana_bgr@rediffmail.com |

  Saturday 24th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ    (23-Oct-2026)       ||      ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   (23-Oct-2026)       ||      ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା    (23-Oct-2026)       ||      ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   (23-Oct-2026)       ||      ବିର୍ଷାମୁଣ୍ଡା ଆଦିବାସୀ କଲ୍ୟାଣ ମଣ୍ଡପ ଉଦଘାଟିତ    (23-Oct-2026)       ||      ହାତୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଦିଆଯାଉ: କ୍ଷତିଗ୍ରସ୍ତ ପରିବାରକୁ ପକ୍କା ଘର ପ୍ରଦାନ ପାଇଁ ନିରଞ୍ଜନ ବିଶିଙ୍କ ଦାବି   (23-Oct-2026)       ||      ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ    (23-Oct-2026)       ||      ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   (23-Oct-2026)       ||      ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   (23-Oct-2026)       ||      *ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   (22-Oct-2026)       ||      ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    (22-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   (22-Oct-2026)       ||      ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   (21-Oct-2026)       ||      ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   (21-Oct-2026)       ||      ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   (21-Oct-2026)       ||      କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (21-Oct-2026)       ||      *ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   (21-Oct-2026)       ||      *ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   (21-Oct-2026)       ||      *ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   (21-Oct-2026)       ||      ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   (21-Oct-2026)       ||     

HOME   ଜିଲ୍ଲା

5T ସଚିବ ଙ୍କ ନିର୍ଦ୍ଧେଶ ରେ ତୁରନ୍ତ ସହାୟତା, ଖୁସି ହେଲେ ପଦ୍ମଲୋଚନ

08-Jul-2023



ସୁବର୍ଣ୍ଣପୁର(ମନୋରଞ୍ଜନ ତ୍ରିପାଠୀ ): ଗତ ୪ ତରିଖ ରେ 5T ସଚିବ ଭି କେ ପାଣ୍ଡିଆନ ସୁବର୍ଣ୍ଣପୁର ଜିଲ୍ଲା ଗସ୍ତ ରେ ଆସିଜିଲ୍ଲାର ବିଭିନ୍ନ ଅଞ୍ଚଳ ସହ ଜିଲ୍ଲାର ଖଲିଆପାଲିକୁ ଗସ୍ତ କରି ଜନ ସାଧାରଣ ଙ୍କ ବିଭିନ୍ନ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ l ଉକ୍ତ ଦିନ ଖଲିଆପାଲି ନିବାସୀ ଶ୍ରୀ ପଦ୍ମ ଲୋଚନ ନାଗ, ପି. ହରି ନାଗ ନିଜର ସ୍ୱାସ୍ଥ୍ୟ ର ଉଚ୍ଚଚିକିତ୍ସା ନିମନ୍ତେ 5T ସଚିବ ଙ୍କୁ ସାକ୍ଷାତ ସହ ଦରଖାସ୍ତ ପ୍ରଦାନ କରିଥିଲେ l ଉକ୍ତ ଦରଖାସ୍ତ ର ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ ପୂର୍ବକ ଶ୍ରୀ ନାଗ ଙ୍କୁ ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡ ରୁ ଟ 30.000 (ତିରିଶ ହଜାର ) ଆର୍ଥିକ ସହାୟତା ପ୍ରଦାନ କରିବାକୁ 5T ସଚିବ ଶ୍ରୀଯୁକ୍ତ ପାଣ୍ଡିଆନ ଜିଲ୍ଲାପାଳ ସୁବର୍ଣ୍ଣପୁର ଙ୍କୁ ନିର୍ଦେଶ ଦେଇଥିଲେ l ଏହି ପରିପ୍ରେକ୍ଷୀରେ ଜିଲ୍ଲାପ୍ରଶାସନ ତରଫରୁ ଶ୍ରୀ ନାଗ ଙ୍କୁ ତୁରନ୍ତ ଉପରୋକ୍ତ ଆର୍ଥିକ ସହାୟତା ଅନଲାଇନ ଯୋଗେ ତାଙ୍କ ପାସ ବୁକ ରେ ପ୍ରଦାନ କରାଯାଇଛି l ତୁରନ୍ତ ଆର୍ଥିକ ସହାୟତା ପାଇ ଶ୍ରୀ ନାଗ ଓ ତାଙ୍କ ପରିବାର ମୁଖ୍ୟମନ୍ତ୍ରୀ,5T ସଚିବ ତଥା ଜିଲ୍ଲାପ୍ରଶାସନ କୁ ଧନ୍ୟବାଦ ଦେବା ସହ ଖୁସି ବ୍ୟକ୍ତ କରିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ   23-Oct-2026
  ଜିଲ୍ଲା  
ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   23-Oct-2026
  ଜିଲ୍ଲା  
ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା   23-Oct-2026
  ଜିଲ୍ଲା  
ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   23-Oct-2026
  ଜିଲ୍ଲା  
ବିର୍ଷାମୁଣ୍ଡା ଆଦିବାସୀ କଲ୍ୟାଣ ମଣ୍ଡପ ଉଦଘାଟିତ   23-Oct-2026
  ରାଜ୍ୟ  
ହାତୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଦିଆଯାଉ: କ୍ଷତିଗ୍ରସ୍ତ ପରିବାରକୁ ପକ୍କା ଘର ପ୍ରଦାନ ପାଇଁ ନିରଞ୍ଜନ ବିଶିଙ୍କ ଦାବି   23-Oct-2026
  ଜିଲ୍ଲା  
ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ   23-Oct-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   23-Oct-2026
  ଜିଲ୍ଲା  
ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   23-Oct-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   22-Oct-2026
  ଜିଲ୍ଲା  
ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    22-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   22-Oct-2026

You Might Also Like