-+91-9937148622 |

prerana_bgr@rediffmail.com |

  Saturday 24th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ    (23-Oct-2026)       ||      ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   (23-Oct-2026)       ||      ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା    (23-Oct-2026)       ||      ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   (23-Oct-2026)       ||      ବିର୍ଷାମୁଣ୍ଡା ଆଦିବାସୀ କଲ୍ୟାଣ ମଣ୍ଡପ ଉଦଘାଟିତ    (23-Oct-2026)       ||      ହାତୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଦିଆଯାଉ: କ୍ଷତିଗ୍ରସ୍ତ ପରିବାରକୁ ପକ୍କା ଘର ପ୍ରଦାନ ପାଇଁ ନିରଞ୍ଜନ ବିଶିଙ୍କ ଦାବି   (23-Oct-2026)       ||      ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ    (23-Oct-2026)       ||      ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   (23-Oct-2026)       ||      ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   (23-Oct-2026)       ||      *ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   (22-Oct-2026)       ||      ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    (22-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   (22-Oct-2026)       ||      ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   (21-Oct-2026)       ||      ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   (21-Oct-2026)       ||      ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   (21-Oct-2026)       ||      କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (21-Oct-2026)       ||      *ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   (21-Oct-2026)       ||      *ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   (21-Oct-2026)       ||      *ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   (21-Oct-2026)       ||      ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   (21-Oct-2026)       ||     

HOME   ଜିଲ୍ଲା

କଣ୍ଟାବାଞ୍ଜି ରେ ନିରନ୍ତର କୃଷି ସମ୍ପର୍କିତ ଅନୁଭୂତି ସଙ୍କଳନ କର୍ମଶାଳା

08-Jul-2023



କଣ୍ଟାବାଞ୍ଜି (ପ୍ରେରଣା ଖବର )
ବଲାଙ୍ଗିର ଜିଲ୍ଲା ତୁରେକେଲା ବ୍ଲକ୍ କଣ୍ଟାବାଞ୍ଜି କୃଷି ସୂଚନା ଓ ସୂଚନା କେନ୍ଦ୍ର ତାଲିମ ଗୃହ ଠାରେ ନିରନ୍ତର କୃଷି ସମ୍ପର୍କିତ ଅନୁଭୂତି ସଙ୍କଳନ କର୍ମଶାଳା ଏଫ୍ ଇ ଏସ ଭୁବନେଶ୍ୱର, କୃଷି ବିଭାଗ ଓ ଓ ଏଲ୍ ଏମ୍ ତରଫରୁ ଅନୁଷ୍ଠିତ ହୋଇଯାଇଛି। କର୍ମଶାଳା ରେ ଏଫ୍ ଇ ଏସ ଜିଲ୍ଲା ସଂଯୋଜକ ସୁଜିତ କୁମାର ଶତପଥୀ ଅଧ୍ୟକ୍ଷତା କରିଥିବା ବେଳେ ମୁଖ୍ୟ ଅତିଥି ରୂପେ ବ୍ଲକ୍ କୃଷି ଅଧିକାରୀ ଆନନ୍ଦ କୁମାର ମଲ୍ଲିକ, ସମ୍ମାନିତ ଅତିଥି ରୂପେ ଓ ଏଲ ଏମ୍ ବିପିଏମ୍ ନୀଳମାଧବ ସାହୁ , ଏ ଫି ଏସ ଆଞ୍ଚଳିକ କାର୍ଯ୍ୟାଳୟ କାର୍ଯ୍ୟକ୍ରମ ଅଧିକାରୀ ହୃଷୀକେଶ ମହାପାତ୍ର, ତପନ କୁମାର ପାଢ଼ୀ ପ୍ରମୁଖ ଯୋଗଦେଇଥିଲେ। ଏହି ଅବସରରେ ପ୍ରଥମେ ପ୍ରଦୀପ ପ୍ରଜ୍ବଳନ କରି ଅତିଥି ମାନେ କାର୍ଯ୍ୟକ୍ରମ ଉଦଘାଟନ କରିଥିଲେ। କର୍ମଶାଳା ରେ ନିରନ୍ତର କୃଷି ପଦ୍ଧତି ର ବ୍ୟବହାର, ଏହାଦ୍ବାରା କୃଷି, ରୋଜଗାର, ବିକ୍ରିବଟା, ସ୍ବାସ୍ଥ୍ୟ ଉପରେ ଆଲୋଚନା ହୋଇଥିଲା। ଜୈବିକ ପଦ୍ଧତିରେ ଚାଷ କରିବା ଦ୍ୱାରା ପରିବେଶ ଓ ପରିସନ୍ଥାନ ର ସୁରକ୍ଷା ହେଉଥିବା ବେଳେ ଚାଷୀ ନିଜ ବିହନ ର ସଂରକ୍ଷଣ, ଜମିରେ ଜୈବିକ ଖତ, କୀଟନାଶକ ବ୍ୟବହାର କରି ଖର୍ଚ୍ଚ କମାଉଥିବା ପ୍ରକାଶ କରିଥିଲେ। କର୍ମଶାଳା ରେ ବିଟିଟି ସଦସ୍ୟ, କୃଷକ ସାଥି, ଏମ୍ ବି କେ, ଜି ଆର୍ ଏସ ଓ ଆଗୁଆ ନିରନ୍ତର କୃଷି ପଦ୍ଧତି ଆପଣେଇଥିବା ଚାଷୀ ଉପସ୍ଥିତ ଥିଲେ। ଅନ୍ୟ ମାନଙ୍କ ମଧ୍ୟରେ ଅଭୟ ତ୍ରିପାଠୀ, ସିଦ୍ଧେଶ୍ୱର ମାଝୀ, ଲୌକିକ ଧରୁଆ ପ୍ରମୁଖ ସହଯୋଗ କରିଥିଲେ। ଶେଷରେ ମାଷ୍ଟର ଟ୍ରେନର ଥବିର ଧରୁଆ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ   23-Oct-2026
  ଜିଲ୍ଲା  
ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   23-Oct-2026
  ଜିଲ୍ଲା  
ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା   23-Oct-2026
  ଜିଲ୍ଲା  
ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   23-Oct-2026
  ଜିଲ୍ଲା  
ବିର୍ଷାମୁଣ୍ଡା ଆଦିବାସୀ କଲ୍ୟାଣ ମଣ୍ଡପ ଉଦଘାଟିତ   23-Oct-2026
  ରାଜ୍ୟ  
ହାତୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଦିଆଯାଉ: କ୍ଷତିଗ୍ରସ୍ତ ପରିବାରକୁ ପକ୍କା ଘର ପ୍ରଦାନ ପାଇଁ ନିରଞ୍ଜନ ବିଶିଙ୍କ ଦାବି   23-Oct-2026
  ଜିଲ୍ଲା  
ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ   23-Oct-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   23-Oct-2026
  ଜିଲ୍ଲା  
ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   23-Oct-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   22-Oct-2026
  ଜିଲ୍ଲା  
ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    22-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   22-Oct-2026

You Might Also Like