-+91-9937148622 |

prerana_bgr@rediffmail.com |

  Saturday 24th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ    (23-Oct-2026)       ||      ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   (23-Oct-2026)       ||      ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା    (23-Oct-2026)       ||      ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   (23-Oct-2026)       ||      ବିର୍ଷାମୁଣ୍ଡା ଆଦିବାସୀ କଲ୍ୟାଣ ମଣ୍ଡପ ଉଦଘାଟିତ    (23-Oct-2026)       ||      ହାତୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଦିଆଯାଉ: କ୍ଷତିଗ୍ରସ୍ତ ପରିବାରକୁ ପକ୍କା ଘର ପ୍ରଦାନ ପାଇଁ ନିରଞ୍ଜନ ବିଶିଙ୍କ ଦାବି   (23-Oct-2026)       ||      ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ    (23-Oct-2026)       ||      ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   (23-Oct-2026)       ||      ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   (23-Oct-2026)       ||      *ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   (22-Oct-2026)       ||      ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    (22-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   (22-Oct-2026)       ||      ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   (21-Oct-2026)       ||      ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   (21-Oct-2026)       ||      ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   (21-Oct-2026)       ||      କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (21-Oct-2026)       ||      *ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   (21-Oct-2026)       ||      *ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   (21-Oct-2026)       ||      *ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   (21-Oct-2026)       ||      ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   (21-Oct-2026)       ||     

HOME   ଜିଲ୍ଲା

ତମାଖୁ ମୁକ୍ତ ଜାତୀୟ ଯୁବ ଅଭିଯାନ ଆୟୋଜିତ

08-Jul-2023



ଡୁଙ୍ଗୁରିପାଲି(ଅରବିନ୍ଦ ମିଶ୍ର ): - ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ପଞ୍ଚାୟତ ହାଇସ୍କୁଲ ମାୟାବର୍ହା ରେ ପ୍ରଧାନଶିକ୍ଷକ ରବିଚନ୍ଦ୍ର ପଶୟତଙ୍କ ଅଧ୍ୟକ୍ଷତାରେ ତମାଖୁ ମୁକ୍ତ ଜାତୀୟ ଅଭିଯାନ ଆୟୋଜିତ ହୋଇଯାଇଛି । ଜିଲ୍ଲା ସ୍ବାସ୍ଥ୍ୟ ମିଶନଙ୍କ ଆହ୍ବାନ କ୍ରମେ ସ୍କୁଲ ଛାତ୍ରଛାତ୍ରୀ ମାନେ ମାୟାବର୍ହା ଗ୍ରାମକୁ ଏକ ସଚେତନତା ରାଲି ରେ ଯାଇ ଜନସାଧାରଣ କିଭଳି ତମାଖୁ କୁ ବର୍ଜନ କରିବେ ସେ ସମ୍ପର୍କିତ ବିଭିନ୍ନ ସ୍ଲୋଗାନ ଦେଇଥିଲେ । ବରିଷ୍ଠ ଶିକ୍ଷକ ତଥା ସ୍ବାସ୍ଥ୍ୟ ସମ୍ପର୍କିତ ତାଲିମ ପ୍ରାପ୍ତ ଶିକ୍ଷକ ଦୀନବନ୍ଧୁ ପ୍ରଧାନ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ ଓ ତମାଖୁ ସେବନ ଜଣେ ବ୍ୟକ୍ତିର

ଦୁରାରୋଗ୍ୟ କ୍ୟାନ୍ସର ର କାରଣ ହୋଇପାରେ ଏବଂ ଆମେ ଏ ବିଷୟରେ ଯେତେ ଶୀଘ୍ର ସଚେତନ ଓ ସତର୍କ ରହିବା ଆମର ସ୍ୱାସ୍ଥ୍ୟବସ୍ଥା ସେତେ ଭଲ ରହିବ ବୋଲି ମତବ୍ୟକ୍ତ

କରିଥିଲେ । ପ୍ରାରମ୍ଭରେ ସମସ୍ତ ଛାତ୍ରଛାତ୍ରୀ ଏବଂ ଶିକ୍ଷକ ମାନେ ତମାଖୁ ବର୍ଜନ ଉଦ୍ଦେଶ୍ୟରେ ଶପଥ ପାଠ କରିଥିଲେ। ଅନ୍ୟ ମାନଙ୍କ ମଧ୍ୟରେ ଶିକ୍ଷକ ନନ୍ଦିଘୋଷ ବାରିକ, ପ୍ରହଲ୍ଲାଦ ଦାଶ, ସଞ୍ଜୀବ ପୂଜାରୀ, ମିନକେତନ ଦାସ, ବିଭୀଷଣ ଖମାରୀ, କିରଣ ପଟେଲ, ସ୍ନିଗଧା ପ୍ରଧାନ ପ୍ରମୁଖ କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ। ପ୍ରଧାନଶିକ୍ଷକ ଶ୍ରୀ ପଶାୟତ ଆଗାମୀ ଦିନରେ ଜିଲ୍ଲା ସ୍ବାସ୍ଥ୍ୟ ବିଭାଗ ର ମାର୍ଗଦର୍ଶିକା ଅନୁସରଣ କରି ତମାଖୁ ମୁକ୍ତ ସ୍କୁଲ ଅଭିଯାନ କୁ ତ୍ୱରାନ୍ୱିତ କରାଯିବ ସେ ବିଷୟରେ ମତବ୍ୟକ୍ତ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ   23-Oct-2026
  ଜିଲ୍ଲା  
ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   23-Oct-2026
  ଜିଲ୍ଲା  
ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା   23-Oct-2026
  ଜିଲ୍ଲା  
ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   23-Oct-2026
  ଜିଲ୍ଲା  
ବିର୍ଷାମୁଣ୍ଡା ଆଦିବାସୀ କଲ୍ୟାଣ ମଣ୍ଡପ ଉଦଘାଟିତ   23-Oct-2026
  ରାଜ୍ୟ  
ହାତୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଦିଆଯାଉ: କ୍ଷତିଗ୍ରସ୍ତ ପରିବାରକୁ ପକ୍କା ଘର ପ୍ରଦାନ ପାଇଁ ନିରଞ୍ଜନ ବିଶିଙ୍କ ଦାବି   23-Oct-2026
  ଜିଲ୍ଲା  
ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ   23-Oct-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   23-Oct-2026
  ଜିଲ୍ଲା  
ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   23-Oct-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   22-Oct-2026
  ଜିଲ୍ଲା  
ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    22-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   22-Oct-2026

You Might Also Like