-+91-9937148622 |

prerana_bgr@rediffmail.com |

  Saturday 24th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଅବସରପ୍ରାପ୍ତ ଶିକ୍ଷୟିତ୍ରୀ ସୁଶ୍ରୀ ପଦ୍ମିନୀପ୍ରଭା ସାଗରଙ୍କ ପରଲୋକ   (24-Oct-2026)       ||      କଣ୍ଟାବାଞ୍ଜି ୱାର୍ଡ ନଂ-୧୫ରେ ଦୋକାନରୁ ଚୋରି, ସିଟ୍ କଭର ସିଲେଇ ମେସିନ୍ ଲୁଟ୍   (24-Oct-2026)       ||      ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ    (23-Oct-2026)       ||      ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   (23-Oct-2026)       ||      ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା    (23-Oct-2026)       ||      ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   (23-Oct-2026)       ||      ବିର୍ଷାମୁଣ୍ଡା ଆଦିବାସୀ କଲ୍ୟାଣ ମଣ୍ଡପ ଉଦଘାଟିତ    (23-Oct-2026)       ||      ହାତୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଦିଆଯାଉ: କ୍ଷତିଗ୍ରସ୍ତ ପରିବାରକୁ ପକ୍କା ଘର ପ୍ରଦାନ ପାଇଁ ନିରଞ୍ଜନ ବିଶିଙ୍କ ଦାବି   (23-Oct-2026)       ||      ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ    (23-Oct-2026)       ||      ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   (23-Oct-2026)       ||      ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   (23-Oct-2026)       ||      *ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   (22-Oct-2026)       ||      ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    (22-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   (22-Oct-2026)       ||      ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   (21-Oct-2026)       ||      ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   (21-Oct-2026)       ||      ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   (21-Oct-2026)       ||      କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (21-Oct-2026)       ||      *ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   (21-Oct-2026)       ||      *ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   (21-Oct-2026)       ||     

HOME   ଜିଲ୍ଲା

ଡଙ୍ଗର ପଡା ଆଞ୍ଚଳିକ ସାଧନ କେନ୍ଦ୍ର ସ୍ତରୀୟ ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା ଅନୁଷ୍ଠିତ

08-Jul-2023



ଦେଓଗାଁ (ପ୍ରେରଣା ଖବର ): ଦେଓଗାଁ ବ୍ଲକ ଅନ୍ତର୍ଗତ ବିଳାସପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସର ମଧ୍ୟରେ ଡଙ୍ଗର ପଡା ଆଞ୍ଚଳିକ ସାଧନ କେନ୍ଦ୍ର ସ୍ତରୀୟ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା ଅନୁଷ୍ଠିତ ହୋଇଯାଇଛି । ବିଦାୟ ସମ୍ବର୍ଦ୍ଧନା ଉତ୍ସବ ରେ ବିଳାସପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶ୍ରୀ ଆର୍ତ୍ତବନ୍ଧୁ ମିଶ୍ର ଓ ସତ୍ୟବାଦୀ ଉଚ୍ଚ ବିଦ୍ୟାଳୟ ର ଦୁଇ ଜଣ ଚତୁର୍ଥ କର୍ମଚାରୀ ଶ୍ରୀ ଜଗନ୍ନାଥ ପଧାନ ଓ ଶ୍ରୀ ନାରାୟଣ ଶାଣ୍ଢ ଙ୍କୁ ବିଦାୟ ସମ୍ବର୍ଦ୍ଧନା ଦିଆଯାଇଥିଲା । ଉକ୍ତ ସମ୍ବର୍ଦ୍ଧନା ରେ ସଭାପତି ଭାବରେ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ଶ୍ରୀ ଅଜିତ ମିଶ୍ର ମୁଖ୍ୟ ଅତିଥି ଭାବରେ ଦେଓଗାଁ ପଞ୍ଚାୟତ ସମିତି ଅଧ୍ୟକ୍ଷ ଶ୍ରୀ ଦୟାନିଧି ଖମାରୀ ମୁଖ୍ୟବକ୍ତା ଭାବରେ ଅବସର ପ୍ରାପ୍ତ BRCC ଶ୍ରୀ ଶ୍ୟାମ ସୁନ୍ଦର ଦାସ ଓ ସମ୍ମାନିତ ଅତିଥି ଭାବରେ ଅବସର ପ୍ରାପ୍ତ ଶିକ୍ଷକ ଶ୍ରୀ ନାରାୟଣ କର୍ମୀ ଏବଂ ସତ୍ୟବାଦୀ ଉଚ୍ଚ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ଶ୍ରୀ ପ୍ରଶାନ୍ତ ଯୋଶୀ ଯୋଗ ଦେଇଥିଲେ । ଉତ୍ସବରେ ପୂର୍ବତନ CRCC ସୁଶାନ୍ତ ସାହୁ ନିତେଇ ବେମାଲ, ସତ୍ୟ ନାରାୟଣ ସେନାପତି, ପଞ୍ଚାନନ ଭୋଇ, ଜଗଦା ଭୋଇ ଏବଂ କ୍ଲଷ୍ଟର ର ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ ଓ ବିଳାସପୁର ର ବିଦ୍ୟାଳୟ ପରିଚାଳନା କମିଟି , ବିଦ୍ୟାଳୟ ର ସମସ୍ତ ପୂର୍ବତନ ସଭାପତି ମାନେ, ପୂର୍ବତନ ଛାତ୍ରଛାତ୍ରୀ ମଧ୍ୟ ଉପସ୍ଥିତ ଥିଲେ । ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ଶ୍ରୀ ଅଜିତ ମିଶ୍ର ସଭା ପରିଚାଳନା କରିଥିଲେ ଏବଂ ପରିଶେଷରେ ଶିକ୍ଷକ ଯଶୋବନ୍ତ ଦୀପ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅବସରପ୍ରାପ୍ତ ଶିକ୍ଷୟିତ୍ରୀ ସୁଶ୍ରୀ ପଦ୍ମିନୀପ୍ରଭା ସାଗରଙ୍କ ପରଲୋକ   24-Oct-2026
  ଜିଲ୍ଲା  
କଣ୍ଟାବାଞ୍ଜି ୱାର୍ଡ ନଂ-୧୫ରେ ଦୋକାନରୁ ଚୋରି, ସିଟ୍ କଭର ସିଲେଇ ମେସିନ୍ ଲୁଟ୍   24-Oct-2026
  ଜିଲ୍ଲା  
ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ   23-Oct-2026
  ଜିଲ୍ଲା  
ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   23-Oct-2026
  ଜିଲ୍ଲା  
ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା   23-Oct-2026
  ଜିଲ୍ଲା  
ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   23-Oct-2026
  ଜିଲ୍ଲା  
ବିର୍ଷାମୁଣ୍ଡା ଆଦିବାସୀ କଲ୍ୟାଣ ମଣ୍ଡପ ଉଦଘାଟିତ   23-Oct-2026
  ରାଜ୍ୟ  
ହାତୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଦିଆଯାଉ: କ୍ଷତିଗ୍ରସ୍ତ ପରିବାରକୁ ପକ୍କା ଘର ପ୍ରଦାନ ପାଇଁ ନିରଞ୍ଜନ ବିଶିଙ୍କ ଦାବି   23-Oct-2026
  ଜିଲ୍ଲା  
ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ   23-Oct-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   23-Oct-2026
  ଜିଲ୍ଲା  
ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   23-Oct-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   22-Oct-2026

You Might Also Like