-+91-9937148622 |

prerana_bgr@rediffmail.com |

  Sunday 25th October 2026 |

| | | |

R.N.I. Regd No. ODIODI/2010/46693

Breaking News

ସାମ୍ବାଦିକ ଙ୍କ ପିତୃ ବିୟୋଗ   (25-Oct-2026)       ||      ପଶ୍ଚିମବଙ୍ଗକୁ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ : ପୋଲିସ ଜାଲରେ ଆନ୍ତଃରାଜ୍ୟ ମହିଳା ଚାଲାଣକାରୀ ସହ ଗଞ୍ଜେଇ ଜବତ   (25-Oct-2026)       ||      ଭରତ ଜାତିସଂଘ ପାଣ୍ଠି ଗ୍ଲୋବାଲ୍ ସାଉଥ୍ ସହିତ ଭାରତର ବ୍ୟାପକ ଭାଗିଦାରୀ ର ଏକ ଅଂଶ: ସଂଗୀତା ସିଂଦେଓ    (25-Oct-2026)       ||      ଲୋଇସିଂହା ଓ ଆଗଲପୁର ଗୋଣ୍ଡୱାନା ଗୋଣ୍ଡ ସମାଜ ର ବ୍ଲକ ସ୍ତରୀୟ ନୂଆଁଖାଇ ଭେଟଘାଟ୍   (24-Oct-2026)       ||      ଟାସ୍କଫୋର୍ସ ଅଧ୍ୟକ୍ଷ ଉପମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାରେ ଅନ୍ୟରାଜ୍ୟର ଦାଦନମାଫିଆ ସେଠ୍ ମାନଙ୍କର ଅବାଧ ବିଚରଣ♦️କୋଟିପତି ସର୍ଦ୍ଦାରଙ୍କ ଅନ୍ୟାୟୋପାର୍ଜିତ ସମ୍ପତ୍ତିର ଇଡି ତଦନ୍ତ ହେଉ  !     (24-Oct-2026)       ||      ଚିନାଜୁରୀ ଠାରେ ନୂତନ ପେକ୍ସ ଗଠନ ପାଇଁ ପ୍ରସ୍ତୁତି ବୈଠକ   (24-Oct-2026)       ||      ବିଶ୍ୱ ପୋଲିଓ ଦିବସ ଅବସରରେ ରୋଟାରୀ ଜିଲ୍ଲା ୩୨୬୨ ପକ୍ଷରୁ ବିଶାଳ ମାରାଥନ୍ ଆୟୋଜିତ   (24-Oct-2026)       ||      ସ୍ୱାସ୍ଥ୍ୟସେବା ଓ ଆୟୁଷ୍ମାନ ବାୟୋ ବନ୍ଦନା କାର୍ଡ ରେଜିଷ୍ଟ୍ରେସନ ଶିବିର    (24-Oct-2026)       ||      ବରଗଡ଼ରେ ୨୪ଟି ଦିବ୍ୟ ରୂପରେ ମହାପ୍ରଭୁଙ୍କ ଦର୍ଶନ, ଉଦଯାପିତ ହେଲା ୨୪ ଦିବ୍ୟ ବେଶ ସମ୍ଭାର   (24-Oct-2026)       ||      ଶୁଭ୍ରାଂଶୁ, ରୋଶନୀ, ସୀମାଙ୍କ କ୍ରମାଗତ ବିଜୟ ଜାତୀୟ ଲନ୍‌ବଲ୍‌ ଦ୍ବିତୀୟ ଦିନ   (24-Oct-2026)       ||      ବରିଷ୍ଠ ଆଇନଜୀବୀ ଅଶ୍ୱିନୀ ମିଶ୍ର ଙ୍କ ପରଲୋକ    (24-Oct-2026)       ||      ନିଖୋଜ ପ୍ରେମୀ ଯୁଗଳ ଙ୍କ ଝୁଲନ୍ତା ମୃତ ଦେହ ବେହେରା ସ୍ଥିତ ଭଣ୍ଡାର ଡ଼ଙ୍ଗରି ରୁ ଉଦ୍ଧାର   (24-Oct-2026)       ||      ବଲାଙ୍ଗୀରରେ ତ୍ରିଦିବସୀୟ ସଂସ୍କୃତ ଭାଷାବୋଧନ ବର୍ଗର ଉଦ୍‌ଯାପନୀ ସମାରୋହ   (24-Oct-2026)       ||      ବଲାଙ୍ଗୀର ଦିନ ପୂର୍ବରୁ ସେବା କାର୍ଯ୍ୟକ୍ରମର ଶୁଭାରମ୍ଭ: ନାରୀ ଶକ୍ତି ଫାଉଣ୍ଡେସନ ପକ୍ଷରୁ ମେଗା ମାଗଣା ସ୍ୱାସ୍ଥ୍ୟ ଓ ଚକ୍ଷୁ ଶିବିର ଅନୁଷ୍ଠିତ   (24-Oct-2026)       ||      ଆଦିବାସୀଙ୍କ ଜଳ, ଜଙ୍ଗଲ ଓ ଜମିର ସୁରକ୍ଷା ଦାବିରେ ଫଳସାମାଲରେ ବିଶାଳ ମେଳି♦️ ଗ୍ରାମସଭାର ସମ୍ମତି ଓ ଜନଶୁଣାଣି ବିନା ଖଣି ଲିଜ୍‌କୁ ବିରୋଧ   (24-Oct-2026)       ||      ଟିଟିଲାଗଡ଼ରେ ଭୂତଳ ପୋଲ ନିକଟସ୍ଥ ରାସ୍ତା ବନ୍ଦ ପ୍ରସ୍ତାବକୁ ବିରୋଧ - ବକ୍ସ-ଟାଇପ୍ ଅଣ୍ଡରପାସ୍ ନିର୍ମାଣ ଦାବି   (24-Oct-2026)       ||      ନ୍ୟାସନାଲ୍‌ ଅର୍ବାନ୍‌ କନ୍‌କ୍ଲେଭ୍‌-୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ♦️ପିଏମ ଇ-ବସ୍‌ ସେବା ଯୋଜନାରେ ୨୬ଟି ଇ-ବସ୍ ସେବାର ଶୁଭାରମ୍ଭ    (24-Oct-2026)       ||      ଅର୍ଥ ବିଭାଗ ପ୍ରମୁଖ ଶାସନ ସଚିବଙ୍କ ଖୋରଧା ଜିଲ୍ଲାର ବିଭିନ୍ନ ପ୍ରକଳ୍ପ ସମୀକ୍ଷା    (24-Oct-2026)       ||      ଅବସରପ୍ରାପ୍ତ ଶିକ୍ଷୟିତ୍ରୀ ସୁଶ୍ରୀ ପଦ୍ମିନୀପ୍ରଭା ସାଗରଙ୍କ ପରଲୋକ   (24-Oct-2026)       ||      କଣ୍ଟାବାଞ୍ଜି ୱାର୍ଡ ନଂ-୧୫ରେ ଦୋକାନରୁ ଚୋରି, ସିଟ୍ କଭର ସିଲେଇ ମେସିନ୍ ଲୁଟ୍   (24-Oct-2026)       ||     

HOME   ଅପରାଧ

ବନ ମହୋତ୍ସବ ଅବସର ରେ ଉପ କାରାଗାର ରେ ବୃକ୍ଷ ରୋପଣ ଓ ସଚେତନ କାର୍ଯ୍ୟକ୍ରମ

09-Jul-2023



 ସୁବର୍ଣ୍ଣପୁର(ମନୋରଞ୍ଜନ ତ୍ରିପାଠୀ )-- ଆଜି ସୁବର୍ଣ୍ଣପୁର ଉପ -କାରାଗାର ପରିସର ରେ   ସ୍ୱଚ୍ଛ ଭାରତ ସଂଗଠନ ପକ୍ଷ ରୁ  ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି l ଏହି କାର୍ଯ୍ୟକ୍ରମ ରେ  ସୁବର୍ଣ୍ଣପୁର ଏସ ଡି ପି ଓ ପୁଷ୍ପାଞ୍ଜଳି ନିଙ୍ଗୀ, ଉପ କାରାଗାର ଅଧିକ୍ଷକ ଡିଲେଶ୍ୱର ଜେନା, ଫରେଷ୍ଟର ଭକ୍ତ ବନ୍ଧୁ 

ମିଶ୍ର ଯୋଗ ଦେଇ  ପରିବେଶ ସୁରକ୍ଷl ଉପରେ ସଚେତନ କରିଥିଲେ l  ମାନବ ସମ୍ବଳ ର ସୁରକ୍ଷl ପାଇଁ ପର୍ଯ୍ୟlବରଣ ର ସୁରକ୍ଷା ଅତ୍ୟନ୍ତ ଜରୁରୀ ବୋଲି ଅତିଥି ମାନେ ମତ ରଖିଥିଲେ l ଏବଂ  ପ୍ରଶାସନ ସହିତ ଆମେ ସମସ୍ତେ ଯଦି ସାମିଲ ହୋଇ ଏ ଧରା ପୃଷ୍ଠ କୁ ସବୁଜ ସୁନ୍ଦର ନ କରିବା ତାହେଲେ ଆଗାମୀ ଦିନ ରେ  ସମଗ୍ର ପରିବେଶ ବିପର୍ଯ୍ୟସ୍ଥ ହୋଇ ପଡିବ ବୋଲି ମତ ରଖିଥିଲେ l ଏଣୁ ପ୍ରତ୍ୟୋକ ବ୍ୟକ୍ତି ଗୋଟେ ଗଛ ଲଗାଇ  ତାକୁ ଯତ୍ନ ନେବା ସଙ୍ଗେ ପ୍ରକୃତି ପ୍ରତି ନିଜର ଅଙ୍ଗିକାର ବଦ୍ଧତା କୁ ସ୍ୱୀକାର କରିବା ସମୟ ଆସିଛି l  ନିମ୍ବ, ଆମ୍ବ, ଜାମୁ, ଅଁଳା ପ୍ରମୁଖ ଔଷଧୀୟ ଅନେକ ଗଛ ସବୁ ଏଠି ଲଗାଯାଇଛି l ଏହି କାର୍ଯ୍ୟକ୍ରମ ରେ  ଜେଲ ୱାର୍ଡର ଖିରୋଦ  ବିହାରୀ ଦାଶ, ସ୍ୱଚ୍ଛ ଭାରତ  ସଂଗଠନ ଉଦ୍ୟୋକ୍ତl ସୟଦ ଅଲିମୁଲ ଇସଲାମ,

ଗରିବ ଲୋଇ, ଇନ୍ଦୁମତୀ ପୁରୋହିତ ଙ୍କ ସମେତ ସହର ର ବହୁ ବୁଦ୍ଧିଜୀବୀ ଓ ସ୍ୱଚ୍ଛ ଭାରତ କର୍ମକର୍ତ୍ତା ଯୋଗ ଦେଇଥିଲେ l ପ୍ରକାଶ ଥାଉ କି ଯେ 2015 /16 ରେ ଅବହେଳିତ ହୋଇ ପଡି ରହିଥିବା ସୋନପୁର ଫରେଷ୍ଟ ପାର୍କ ର 500 ରୁ ଉର୍ଧ୍ଵ ଗଛ ସବୁ କୁ ପ୍ରଚଣ୍ଡ ରୌଦ୍ର ତାପ ବେଳେ ନଳ କୂପ  ପାଣି ଦେଇ  ଏଇ ସଂଗଠନ ମର୍ନିଙ୍ଗ ୱlକର  ଙ୍କୁ ସାମିଲ କରି ଗଛ ସବୁ କୁ ପୁନର୍ଜନମ ଦେଇଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସାମ୍ବାଦିକ ଙ୍କ ପିତୃ ବିୟୋଗ   25-Oct-2026
  ଜିଲ୍ଲା  
ପଶ୍ଚିମବଙ୍ଗକୁ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ : ପୋଲିସ ଜାଲରେ ଆନ୍ତଃରାଜ୍ୟ ମହିଳା ଚାଲାଣକାରୀ ସହ ଗଞ୍ଜେଇ ଜବତ   25-Oct-2026
  ଦେଶ ବିଦେଶ  
ଭରତ ଜାତିସଂଘ ପାଣ୍ଠି ଗ୍ଲୋବାଲ୍ ସାଉଥ୍ ସହିତ ଭାରତର ବ୍ୟାପକ ଭାଗିଦାରୀ ର ଏକ ଅଂଶ: ସଂଗୀତା ସିଂଦେଓ   25-Oct-2026
  ଜିଲ୍ଲା  
ଲୋଇସିଂହା ଓ ଆଗଲପୁର ଗୋଣ୍ଡୱାନା ଗୋଣ୍ଡ ସମାଜ ର ବ୍ଲକ ସ୍ତରୀୟ ନୂଆଁଖାଇ ଭେଟଘାଟ୍   24-Oct-2026
  ଜିଲ୍ଲା  
ଟାସ୍କଫୋର୍ସ ଅଧ୍ୟକ୍ଷ ଉପମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାରେ ଅନ୍ୟରାଜ୍ୟର ଦାଦନମାଫିଆ ସେଠ୍ ମାନଙ୍କର ଅବାଧ ବିଚରଣ♦️କୋଟିପତି ସର୍ଦ୍ଦାରଙ୍କ ଅନ୍ୟାୟୋପାର୍ଜିତ ସମ୍ପତ୍ତିର ଇଡି ତଦନ୍ତ ହେଉ  !    24-Oct-2026
  ଜିଲ୍ଲା  
ଚିନାଜୁରୀ ଠାରେ ନୂତନ ପେକ୍ସ ଗଠନ ପାଇଁ ପ୍ରସ୍ତୁତି ବୈଠକ   24-Oct-2026
  ରାଜ୍ୟ  
ବିଶ୍ୱ ପୋଲିଓ ଦିବସ ଅବସରରେ ରୋଟାରୀ ଜିଲ୍ଲା ୩୨୬୨ ପକ୍ଷରୁ ବିଶାଳ ମାରାଥନ୍ ଆୟୋଜିତ   24-Oct-2026
  ଜିଲ୍ଲା  
ସ୍ୱାସ୍ଥ୍ୟସେବା ଓ ଆୟୁଷ୍ମାନ ବାୟୋ ବନ୍ଦନା କାର୍ଡ ରେଜିଷ୍ଟ୍ରେସନ ଶିବିର   24-Oct-2026
  ଜିଲ୍ଲା  
ବରଗଡ଼ରେ ୨୪ଟି ଦିବ୍ୟ ରୂପରେ ମହାପ୍ରଭୁଙ୍କ ଦର୍ଶନ, ଉଦଯାପିତ ହେଲା ୨୪ ଦିବ୍ୟ ବେଶ ସମ୍ଭାର   24-Oct-2026
  ଜିଲ୍ଲା  
ଶୁଭ୍ରାଂଶୁ, ରୋଶନୀ, ସୀମାଙ୍କ କ୍ରମାଗତ ବିଜୟ ଜାତୀୟ ଲନ୍‌ବଲ୍‌ ଦ୍ବିତୀୟ ଦିନ   24-Oct-2026
  ଜିଲ୍ଲା  
ବରିଷ୍ଠ ଆଇନଜୀବୀ ଅଶ୍ୱିନୀ ମିଶ୍ର ଙ୍କ ପରଲୋକ   24-Oct-2026
  ଜିଲ୍ଲା  
ନିଖୋଜ ପ୍ରେମୀ ଯୁଗଳ ଙ୍କ ଝୁଲନ୍ତା ମୃତ ଦେହ ବେହେରା ସ୍ଥିତ ଭଣ୍ଡାର ଡ଼ଙ୍ଗରି ରୁ ଉଦ୍ଧାର   24-Oct-2026

You Might Also Like