-+91-9937148622 |

prerana_bgr@rediffmail.com |

  Sunday 25th October 2026 |

| | | |

R.N.I. Regd No. ODIODI/2010/46693

Breaking News

ମେରାହୁନର “ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ” ଓ ସଂପୂର୍ଣ୍ଣା ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ଘରୋଇ ବସରୁ ୩. ୭୭୫ କେଜି ଗଞ୍ଜେଇ ଜବତ,ଦୁଇ ଅଭିଯୁକ୍ତ ଗିରଫ   (25-Oct-2026)       ||      ଗୋପାଳଜୀ ଉଚ୍ଚ ବିଦ୍ୟାଳୟରେ ବନ୍ଧୁ ମିଳନ ଓ ଗୁରୁପୂଜନ ଉତ୍ସବ ପାଳନ   (25-Oct-2026)       ||      ସାମ୍ବାଦିକ ଙ୍କ ପିତୃ ବିୟୋଗ   (25-Oct-2026)       ||      ପଶ୍ଚିମବଙ୍ଗକୁ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ : ପୋଲିସ ଜାଲରେ ଆନ୍ତଃରାଜ୍ୟ ମହିଳା ଚାଲାଣକାରୀ ସହ ଗଞ୍ଜେଇ ଜବତ   (25-Oct-2026)       ||      ଭରତ ଜାତିସଂଘ ପାଣ୍ଠି ଗ୍ଲୋବାଲ୍ ସାଉଥ୍ ସହିତ ଭାରତର ବ୍ୟାପକ ଭାଗିଦାରୀ ର ଏକ ଅଂଶ: ସଂଗୀତା ସିଂଦେଓ    (25-Oct-2026)       ||      ଲୋଇସିଂହା ଓ ଆଗଲପୁର ଗୋଣ୍ଡୱାନା ଗୋଣ୍ଡ ସମାଜ ର ବ୍ଲକ ସ୍ତରୀୟ ନୂଆଁଖାଇ ଭେଟଘାଟ୍   (24-Oct-2026)       ||      ଟାସ୍କଫୋର୍ସ ଅଧ୍ୟକ୍ଷ ଉପମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାରେ ଅନ୍ୟରାଜ୍ୟର ଦାଦନମାଫିଆ ସେଠ୍ ମାନଙ୍କର ଅବାଧ ବିଚରଣ♦️କୋଟିପତି ସର୍ଦ୍ଦାରଙ୍କ ଅନ୍ୟାୟୋପାର୍ଜିତ ସମ୍ପତ୍ତିର ଇଡି ତଦନ୍ତ ହେଉ  !     (24-Oct-2026)       ||      ଚିନାଜୁରୀ ଠାରେ ନୂତନ ପେକ୍ସ ଗଠନ ପାଇଁ ପ୍ରସ୍ତୁତି ବୈଠକ   (24-Oct-2026)       ||      ବିଶ୍ୱ ପୋଲିଓ ଦିବସ ଅବସରରେ ରୋଟାରୀ ଜିଲ୍ଲା ୩୨୬୨ ପକ୍ଷରୁ ବିଶାଳ ମାରାଥନ୍ ଆୟୋଜିତ   (24-Oct-2026)       ||      ସ୍ୱାସ୍ଥ୍ୟସେବା ଓ ଆୟୁଷ୍ମାନ ବାୟୋ ବନ୍ଦନା କାର୍ଡ ରେଜିଷ୍ଟ୍ରେସନ ଶିବିର    (24-Oct-2026)       ||      ବରଗଡ଼ରେ ୨୪ଟି ଦିବ୍ୟ ରୂପରେ ମହାପ୍ରଭୁଙ୍କ ଦର୍ଶନ, ଉଦଯାପିତ ହେଲା ୨୪ ଦିବ୍ୟ ବେଶ ସମ୍ଭାର   (24-Oct-2026)       ||      ଶୁଭ୍ରାଂଶୁ, ରୋଶନୀ, ସୀମାଙ୍କ କ୍ରମାଗତ ବିଜୟ ଜାତୀୟ ଲନ୍‌ବଲ୍‌ ଦ୍ବିତୀୟ ଦିନ   (24-Oct-2026)       ||      ବରିଷ୍ଠ ଆଇନଜୀବୀ ଅଶ୍ୱିନୀ ମିଶ୍ର ଙ୍କ ପରଲୋକ    (24-Oct-2026)       ||      ନିଖୋଜ ପ୍ରେମୀ ଯୁଗଳ ଙ୍କ ଝୁଲନ୍ତା ମୃତ ଦେହ ବେହେରା ସ୍ଥିତ ଭଣ୍ଡାର ଡ଼ଙ୍ଗରି ରୁ ଉଦ୍ଧାର   (24-Oct-2026)       ||      ବଲାଙ୍ଗୀରରେ ତ୍ରିଦିବସୀୟ ସଂସ୍କୃତ ଭାଷାବୋଧନ ବର୍ଗର ଉଦ୍‌ଯାପନୀ ସମାରୋହ   (24-Oct-2026)       ||      ବଲାଙ୍ଗୀର ଦିନ ପୂର୍ବରୁ ସେବା କାର୍ଯ୍ୟକ୍ରମର ଶୁଭାରମ୍ଭ: ନାରୀ ଶକ୍ତି ଫାଉଣ୍ଡେସନ ପକ୍ଷରୁ ମେଗା ମାଗଣା ସ୍ୱାସ୍ଥ୍ୟ ଓ ଚକ୍ଷୁ ଶିବିର ଅନୁଷ୍ଠିତ   (24-Oct-2026)       ||      ଆଦିବାସୀଙ୍କ ଜଳ, ଜଙ୍ଗଲ ଓ ଜମିର ସୁରକ୍ଷା ଦାବିରେ ଫଳସାମାଲରେ ବିଶାଳ ମେଳି♦️ ଗ୍ରାମସଭାର ସମ୍ମତି ଓ ଜନଶୁଣାଣି ବିନା ଖଣି ଲିଜ୍‌କୁ ବିରୋଧ   (24-Oct-2026)       ||      ଟିଟିଲାଗଡ଼ରେ ଭୂତଳ ପୋଲ ନିକଟସ୍ଥ ରାସ୍ତା ବନ୍ଦ ପ୍ରସ୍ତାବକୁ ବିରୋଧ - ବକ୍ସ-ଟାଇପ୍ ଅଣ୍ଡରପାସ୍ ନିର୍ମାଣ ଦାବି   (24-Oct-2026)       ||     

HOME   ଜିଲ୍ଲା

ରବିବାର ଅନ୍ନପୂର୍ଣ୍ଣା କାର୍ଯ୍ୟକ୍ରମ ଆହୁରି ଦୀର୍ଘମିଆଦୀ  ଜନହିତ ହେଉ

09-Jul-2023



ବଲାଙ୍ଗିର(ଦେବାଶିଷ ବହିଦାର):ବଲାଙ୍ଗିର ଭୀମଭୋଇ ମେଡିକାଲ କଲେଜ ଓ ହସ୍ପିଟାଲ ପରିସରରେ ରୋଗୀ ଓ ସେମାନଙ୍କର ସହାୟକ ଭାବରେ ଆସିଥିବା ବ୍ୟକ୍ତି ବିଶେଷମାନଙ୍କୁ ସହଯୋଗ ଫାଉଣ୍ଡେସନ ତରଫରୁ ପ୍ରତି ରବିବାର ଦିବା ଘ.୧୨.୩୦ମି. ସମୟରେ ଅନ୍ନପୂର୍ଣ୍ଣା ମାଧ୍ୟମରେ ଦୀର୍ଘ ୯ ମାସ ହେଲା ଭାତ ଓ ଡାଲମା ,ଖଟା ସହିତ  ମିଷ୍ଟାନ୍ନ ବଣ୍ଟନ କରିଆସୁଛି । ପୂର୍ବରୁ ଓଡିଶା ସରକାର ରବିବାର ଦିନ

ଆହାର କେନ୍ଦ୍ର ବନ୍ଦ ଥିବା ବେଳେ ସହଯୋଗ ଫାଉଣ୍ଡେସନ ତରଫରୁ ନିଆଯାଇଥିବା ରବିବାର ଦିନ ଅନ୍ନପୂର୍ଣ୍ଣା ଯୋଜନା ମାଗଣାରେ ଖାଇବାକୁ ଯୋଗାଇ ଆସୁଅଛି । ଯଦିଓ ଚଳିତମାସ ଜୁଲାଇ ୨ ତାରିଖରୁ ଆହାର କେଦ୍ର ଚାଲିଲା । କିନ୍ତୁ ପ୍ରତି ରବିବାର ଦିନ  ସହଯୋଗ ଫାଉଣ୍ଡେସନର ନିରନ୍ତର ଓ ନିରବଚ୍ଛିନ୍ନ ଭାବରେ  ସଫଳତା ସହିତ  ଅନ୍ୟମାନଙ୍କୁ ଖାଦ୍ୟ ଯୋଗାଇ ଆସୁଛି । ସେବା ମୁଳକ କାର୍ଯ୍ୟକ୍ରମକୁ ପ୍ରଶଂସା କରିବା ସହିତ ରବିବାର ଅନ୍ନପୂର୍ଣ୍ଣା ଆହୁରି ଦୀର୍ଘମିଆଦୀ 

ଜନହିତ ହେଉ ବୋଲି ସମ୍ମାନିତ ଅତିଥି ଭାବରେ ଯୋଗଦେଇଥିବା ବଲାଙ୍ଗୀର ଜିଲ୍ଲା ସମ୍ବାଦର  ବ୍ୟୁରୋ ମୁଖ୍ୟ ପ୍ରଶାନ୍ତ ମିଶ୍ର ମତପ୍ରକାଶ କରିଥିଲେ ।   ଅନ୍ନପୂର୍ଣ୍ଣା କାର୍ଯ୍ୟକ୍ରମକୁ ଆଜି ପାଇଁ ସହଯୋଗର ହାତ ବଢାଇ ଥିଲେ ଅପ୍ସସରା ଜୋନର ମାଲିକ କହ୍ନେୟା ମାଲାଙ୍ଗ ଓ ପରିବାରଜନ । କାର୍ଯ୍ୟକ୍ରମରେ ପିଙ୍କି ମୋଦୀ, ପ୍ରଭାସ ଶ୍ରୀବାସ୍ତବ, ବିଜୟା ମୋଦୀ, ନାନକୀ ଅଗ୍ରୱାଲ୍, ଅନିଳ ମୋଦୀ,  ସୁଦୀପ୍ତ ତ୍ରିପାଠୀ, ତୋଫାନ ପାତ୍ର, କାଜଲ ମାଲାଙ୍ଗ ,ଅମର ମାଲାଙ୍ଗ, ସାସି ମାଲାଙ୍ଗ, ମୁସ୍କାନ ମାଲାଙ୍ଗ, ସାମ୍ବାଦିକ ପୱନ ଅଗ୍ରୱାଲ,  ଗଜାନନ  ଅଗ୍ରୱାଲ, କେଦାର ଅଗ୍ରୱାଲ, ଦୀପକ ଜୈନ,  ଦୁର୍ଗାପ୍ରାସାଦ ଆଚାର୍ଯ୍ୟ ,ଲିଲାମାୟା ସାହୁ ପ୍ରମୁଖ ସହଯୋଗ କରିଥିଲେ । ପ୍ରାରମ୍ଭରେ ଆର୍ତ୍ତତ୍ରାଣ ପାଢୀ ଅତିଥି ପରିଚୟ ସହ ସହଯୋଗ ଫାଉଣ୍ଡେସନର କରୁଥିବା ବିଭିନ୍ନ ଜନ ହିତକର  କାର୍ଯ୍ୟ ଗୁଡ଼ିକ ବିଷୟରେ ସୂଚନା ପ୍ରଦାନ କରିଥିଲେ । ରାମ ନାରାୟଣ ଦାଶ କାର୍ଯ୍ୟକ୍ରମକୁ  ପରିଚାଳନା କରିଥିଲେ ବେଳେ ଡ. ପଞ୍ଚାନନ ପ୍ରଧାନ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମେରାହୁନର “ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ” ଓ ସଂପୂର୍ଣ୍ଣା ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା   25-Oct-2026
  ଜିଲ୍ଲା  
ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   25-Oct-2026
  ଜିଲ୍ଲା  
ଘରୋଇ ବସରୁ ୩. ୭୭୫ କେଜି ଗଞ୍ଜେଇ ଜବତ,ଦୁଇ ଅଭିଯୁକ୍ତ ଗିରଫ   25-Oct-2026
  ଜିଲ୍ଲା  
ଗୋପାଳଜୀ ଉଚ୍ଚ ବିଦ୍ୟାଳୟରେ ବନ୍ଧୁ ମିଳନ ଓ ଗୁରୁପୂଜନ ଉତ୍ସବ ପାଳନ   25-Oct-2026
  ଜିଲ୍ଲା  
ସାମ୍ବାଦିକ ଙ୍କ ପିତୃ ବିୟୋଗ   25-Oct-2026
  ଜିଲ୍ଲା  
ପଶ୍ଚିମବଙ୍ଗକୁ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ : ପୋଲିସ ଜାଲରେ ଆନ୍ତଃରାଜ୍ୟ ମହିଳା ଚାଲାଣକାରୀ ସହ ଗଞ୍ଜେଇ ଜବତ   25-Oct-2026
  ଦେଶ ବିଦେଶ  
ଭରତ ଜାତିସଂଘ ପାଣ୍ଠି ଗ୍ଲୋବାଲ୍ ସାଉଥ୍ ସହିତ ଭାରତର ବ୍ୟାପକ ଭାଗିଦାରୀ ର ଏକ ଅଂଶ: ସଂଗୀତା ସିଂଦେଓ   25-Oct-2026
  ଜିଲ୍ଲା  
ଲୋଇସିଂହା ଓ ଆଗଲପୁର ଗୋଣ୍ଡୱାନା ଗୋଣ୍ଡ ସମାଜ ର ବ୍ଲକ ସ୍ତରୀୟ ନୂଆଁଖାଇ ଭେଟଘାଟ୍   24-Oct-2026
  ଜିଲ୍ଲା  
ଟାସ୍କଫୋର୍ସ ଅଧ୍ୟକ୍ଷ ଉପମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାରେ ଅନ୍ୟରାଜ୍ୟର ଦାଦନମାଫିଆ ସେଠ୍ ମାନଙ୍କର ଅବାଧ ବିଚରଣ♦️କୋଟିପତି ସର୍ଦ୍ଦାରଙ୍କ ଅନ୍ୟାୟୋପାର୍ଜିତ ସମ୍ପତ୍ତିର ଇଡି ତଦନ୍ତ ହେଉ  !    24-Oct-2026
  ଜିଲ୍ଲା  
ଚିନାଜୁରୀ ଠାରେ ନୂତନ ପେକ୍ସ ଗଠନ ପାଇଁ ପ୍ରସ୍ତୁତି ବୈଠକ   24-Oct-2026
  ରାଜ୍ୟ  
ବିଶ୍ୱ ପୋଲିଓ ଦିବସ ଅବସରରେ ରୋଟାରୀ ଜିଲ୍ଲା ୩୨୬୨ ପକ୍ଷରୁ ବିଶାଳ ମାରାଥନ୍ ଆୟୋଜିତ   24-Oct-2026
  ଜିଲ୍ଲା  
ସ୍ୱାସ୍ଥ୍ୟସେବା ଓ ଆୟୁଷ୍ମାନ ବାୟୋ ବନ୍ଦନା କାର୍ଡ ରେଜିଷ୍ଟ୍ରେସନ ଶିବିର   24-Oct-2026

You Might Also Like