-+91-9937148622 |

prerana_bgr@rediffmail.com |

  Friday 30th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଏସଆରସି କଂଟ୍ରୋଲ ରୁମରେ ସ୍ଥିତି  ଗଂଜାମ ଓ ଗଜପତି ଜିଲ୍ଲାର ସ୍ଥିତି ସମୀକ୍ଷା♦️  ବାତ୍ୟା ପରବର୍ତ୍ତୀ ସ୍ଥିତିର ନିରନ୍ତର ଅନୁଧ୍ୟାନ ଓ ଜନସାଧାରଣଙ୍କ ସୁରକ୍ଷାକୁ ଗୁରୁତ୍ୱ    (29-Oct-2026)       ||      କଲେଜଛକ କଲ୍ୟାଣମଣ୍ଡପରେ ଚିତ୍ରକଳା ଓ ମଣ୍ଡାପିଠା ତିଆରି ପ୍ରତିଯୋଗିତା ଅନୁଷ୍ଠିତ   (29-Oct-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀ ଓ ଯାଜପୁର ସାଂସଦଙ୍କ ସରକାର - ବିରୋଧୀ ଆଭିମୁଖ୍ୟକୁ ୮୦ ଲକ୍ଷ ପ୍ରକୃତ ଅନୁସୂଚିତ ଜାତି ଆନ୍ଦୋଳନ ଧମକ ସରକାରୀ ସୁପାରିଶ ବନାମ ରାଜନୈତିକ ହସ୍ତକ୍ଷେପ - କେକେଡି ବିରୋଧୀ ଲଢେଇ ଅଲ୍ ଓଡିଶା କେଉଁତ, କୌବର୍ତ୍ତ ଓ ଧୀବର ହଟାଓ ଆକ୍ସନ କମିଟି, ବଲାଙ୍ଗିର   (29-Oct-2026)       ||      ବୀରମୁଣ୍ଡାରେ ପାୱାର୍ ଗ୍ରୀଡ଼୍ କର୍ପୋରେସନ୍ ଅଫ୍ ଇଣ୍ଡିଆ ଲିମିଟେଡ଼୍ ବଲାଙ୍ଗିର ସବ୍‌ସେଷ୍ଟସନ ପକ୍ଷରୁ ଗ୍ରାମସଭା ଆୟୋଜିତ   (29-Oct-2026)       ||      ଅମଳ ବେଳେ ବାତ୍ୟା ମାଡ଼, ଉଜାଡ଼ିଲା ଚାଷୀଙ୍କ ସ୍ୱପ୍ନ : ପନିପରିବା ସହ ଧାନ ଫସଲ ନଷ୍ଟ ଆଶଙ୍କା, କ୍ଷୟକ୍ଷତି ଆକଳନ କରି ସହାୟତା ଦେବାକୁ ଦାବି   (29-Oct-2026)       ||      କଳା ଜଗତର ସର୍ବଶ୍ରେଷ୍ଠ କଳା ହେଉଛି ପାଲା : ଗୁରୁ ପାର୍ବତୀ ଭୋଇ   (29-Oct-2026)       ||      ମହଦାରେ ଦୁଇ ଟ୍ରକ୍ ମଧ୍ୟରେ ଭୟଙ୍କର ଧକ୍କା, ଗ୍ରାମବାସୀ ଓ ଉଦ୍ଧାରକାରିଙ୍କ ତତ୍ପରତାରେ ବଞ୍ଚିଗଲା ଜୀବନ   (29-Oct-2026)       ||      ବରଗଡ଼ ନଦୀପଡ଼ା ରେ ଗଜଲକ୍ଷ୍ମୀ ପୂଜା   (29-Oct-2026)       ||      ବଲାଙ୍ଗୀର ସହରର ରୁଗୁଡି ପଡା ଓ ନାଲଖଣ୍ଡି ପଡା ଠାରେ ମାଁ ଗଜଲକ୍ଷ୍ମୀଙ୍କ ପୂଜା ଧୁମଧାମ ରେ ପାଳିତ   (29-Oct-2026)       ||      ଟିଟିଲାଗଡ ଓମ୍ ଭ୍ୟାଲି ସ୍କୁଲ୍‌ରେ ଆସନ୍ତା କାଲି ଅନୁଷ୍ଠିତ ହେବ କ୍ୟାରିୟର ମେଳା - ଯୋଗଦେବେ ଦେଶର ୧୦ଟି ପ୍ରମୁଖ ବିଶ୍ୱବିଦ୍ୟାଳୟର ଛାତ୍ରଛାତ୍ରୀ    (29-Oct-2026)       ||      ବରୀ ବ୍ଲକରେ ଶିଶୁ ଶ୍ରମିକ ଚିହ୍ନଟ ଓ ଉଦ୍ଧାର ନିମନ୍ତେ ମିଳିତ ଚଢ଼ାଉ ଅଭିଯାନ   (29-Oct-2026)       ||      ପୁରୁଣା ସରକାରୀ ଡାକ୍ତରଖାନା ଷ୍ଟାଫ କ୍ୱାର୍ଟର ମରାମତିରେ ଚରମ ଅବହେଳା - ଅସମ୍ପୂର୍ଣ୍ଣ କାମ ଯୋଗୁଁ ଡାକ୍ତରଙ୍କ ପରିବାର ହେଉଛନ୍ତି ଅସୁବିଧାର ସମ୍ମୁଖୀନ    (29-Oct-2026)       ||      ପିପି ଏକାଡେମୀ ରେ ସଙ୍ଗୀତ ଓ କଲେଜଛକ କଲ୍ୟାଣ ମଣ୍ଡପ ରେ ରଙ୍ଗୋଲି ଲି ପ୍ରତିଯୋଗିତା   (28-Oct-2026)       ||      ବାତ୍ୟା ‘ଅର୍ଣ୍ଣବ’ ମୁକାବିଲା କ୍ଷେତ୍ରରେ ଶୂନ୍ୟ ଜୀବନହାନି ଓ ଫସଲ କ୍ଷୟକ୍ଷତି ରୋକିବା ଉପରେ ରାଜ୍ୟପାଳଙ୍କ ଗୁରୁତ୍ୱାରୋପ   (28-Oct-2026)       ||      ସାହୁ ପରିବାର"ର ପ୍ରଥମ ସାଧାରଣ ଅଧିବେଶନ : ରମେଶ ଚନ୍ଦ୍ର ସାହୁ ସଭାପତି ଏବଂ ବିଶ୍ୱନାଥ ସାହୁ ସମ୍ପାଦକ   (28-Oct-2026)       ||      ସୁରକ୍ଷିତ ବଚପନ ଅଭିଯାନ ସଫଳ ନେଇ ସଚେତନତା   (28-Oct-2026)       ||      ଶୂନ୍ୟ ମୃତ୍ୟୁହାର ଲକ୍ଷ୍ୟରେ କନ୍ଧମାଳ ପ୍ରଶାସନର ବ୍ୟାପକ ପ୍ରସ୍ତୁତି :  ବାତ୍ୟା ମୁକାବିଲା ପାଇଁ ମନ୍ତ୍ରୀଙ୍କ ସମୀକ୍ଷା, ୧୯୮ ଗର୍ଭବତୀ ମହିଳା ମା’ ଗୃହକୁ ସ୍ଥାନାନ୍ତର   (28-Oct-2026)       ||      *ନବରଙ୍ଗପୁର କୋର୍ଟ ପରିସରରେ ସ୍ଥିତ ଅଭିଯୋଜନ କାର୍ଯ୍ୟାଳୟରେ ଦୁର୍ନୀତିମୁକ୍ତ ସମାଜ ନିମନ୍ତେ ଶପଥ କାର୍ଯ୍ୟକ୍ରମ ଅନୁଷ୍ଠିତ*   (28-Oct-2026)       ||      ସୁରକ୍ଷିତ ଶୈଶବ ଅଭିଯାନ ସଚେତନତା କାର୍ଯ୍ୟକ୍ରମ   (28-Oct-2026)       ||      ଡୁଙ୍ଗୁରିପାଲିରେ ବିଜେଡିର ଜନ ସଂପର୍କ ପଦଯାତ୍ରା: ଦମ ଦେଖାଇଲା ବିଜେଡି, ହଜାର ହଜାର ସଂଖ୍ୟାରେ କର୍ମୀଙ୍କ ସମାବେଶ    (28-Oct-2026)       ||     

HOME   ଜିଲ୍ଲା

ବିଜୁ ଜନତା ଦଳରେ ଯୋଗଦାନ କଲେ ସରପଞ୍ଚ ସଂଘର ସଭାପତି

13-Jul-2023



ବେଲପଡ଼ା (ପୂର୍ଣ ଶଶୀ ଶେଖର ରାଓ ): ବଲାଙ୍ଗିର ଜିଲ୍ଲା ପାଟଣାଗଡ଼ ନିର୍ବାଚନ ମଣ୍ଡଳୀ ଭାରତୀୟ ଜନତା ପାର୍ଟିର କବ୍ଜାରେ ଦୀର୍ଘ ୨୫ ବର୍ଷ ଧରି ଥିଲା । କିନ୍ତୁ ୨୦୧୯ ନିର୍ବାଚନ ରେ ବିଜୁ ଜନତା ଦଳ ପକ୍ଷରୁ ଯୁବନେତା ବିଧାୟକ ସରୋଜ କୁମାର ମେହେର ଙ୍କୁ ବିଜେଡି ଟିକେଟ ଦେବା ଦ୍ବାରା ସେ ଅକ୍ଳାନ୍ତ ପରିଶ୍ରମ କରି ଯୁବପିଢି ସହ ହାତ ମିଳାଇ ବିଜୟ ହାସଲ କରିଥିଲେ।ବିଜୟ ହାସଲ କଲାପରେ ଧିରେ ଧିରେ ନିଜ ସଂଗଠନ କରିବାକୁ ଲାଗିଲେ ଯେ ସଫଳତା ର ଶୀର୍ଷକ ରେ ପହଞ୍ଚି ୨୦୨୨ ପଞ୍ଚାୟତ ନିର୍ବାଚନ ରେ

ପାଟଣାଗଡ଼ ବେଲପଡା ଖପ୍ରାଖୋଲ ତିନୋଟି ବ୍ଳକ କୁ ଅକ୍ତିଆର କରି ନିଜ ଲୋକଙ୍କ ପାଇଁ ଅଧ୍ୟକ୍ଷ ପଦ ହାସଲ କରିଛନ୍ତି। ତାଙ୍କ ସଂଗଠନ ଏତେ  ମଜଭୁତ ହେଲା ଯେ ସବୁ ସରପଞ୍ଚ କୁ ନିଜ ପକ୍ଷରେ କରିପାରିଛନ୍ତି। ସୂଚନା ଅନୁସାରେ ପାଟଣାଗଡ଼ ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବେଲପଡା ବ୍ଳକ ର ସରପଞ୍ଚ ସଂଘର ସଭାପତି ତଥା କୋଶଳ ରାଜ୍ୟ ସଂଗଠନ ର ବ୍ଳକ ସଭାପତି ହରିଶ ଚନ୍ଦ୍ର ବୁଡେକ ଓ କପାଣି ସରପଞ୍ଚ ଭୂମିସୂତା ଧରୁଆ ଆଜି  ବେଲପଡା ନବୀନ ଧର୍ମଶାଳା ଠାରେ ବିଧାୟକ ସରୋଜ କୁମାର ମେହେର ଙ୍କ ଉପସ୍ଥିତି ରେ  ବିଜେଡି ପାର୍ଟି କୁ  ଯୋଗଦେଇଛନ୍ତି। ଉକ୍ତ କାର୍ଯ୍ୟକ୍ରମରେ ବିଧାୟକ ଙ୍କ ପ୍ରତିନିଧି କୁମୁଦ ମହାଖୁଡ (ବାପି), ବେଲପଡା ବ୍ଳକ ଅଧ୍ୟକ୍ଷା କୁମାରୀ ଟିନା କୁମ୍ଭାର,ପୂର୍ବତନ ବ୍ଳକ ଅଧ୍ୟକ୍ଷ ରାଜକୁମାର ପାଣିଗ୍ରାହୀ ଏବଂ ଯୁବନେତା ବାଗଦୋର ସରପଞ୍ଚ ପ୍ରଦୀପ କୁମାର ବେହେରା ଙ୍କ ସମେତ ବେଲପଡା ବ୍ଳକ ର ୨୨ ଟି ସରପଞ୍ଚ ଉପସ୍ଥିତ ଥିବା ବେଳେ ଆହୁରି ଅନେକ ସଦସ୍ୟ ବିଜୁ ଜନତା ଦଳରେ ଯୋଗଦାନ କରିଥିବା ଜଣାପଡିଛି।

ବିଧାୟକ ଙ୍କ ଏଭଳି ଜନସଂଖ୍ୟା ବୃଦ୍ଧି ଦେଖି ବିରୋଧୀ ଦଳ ଙ୍କ ମନରେ ଛନକା ପଶିଯାଇଛି। ଆଗାମୀ ଦିନରେ ବହୁ ସଂଖ୍ୟା ରେ ବେଲପଡା ବ୍ଳକ ରୁ ବିଜୁ ଜନତା ଦଳ ଭୋଟପାଇବ ବୋଲି ଆଶା କରାଯାଉଛି। କିନ୍ତୁ ଗୋଟିଏ ଦୁଃଖର କଥା ହେଉଛି ବିଧାୟକ ନିଜ ସୁଶାସନ ପାଇଁ ପ୍ରଶଂସା ପାଉଥିବା ବେଳେ କିଛି ଜଣ ଖଳପ୍ରକୃତି ସରପଞ୍ଚ ଙ୍କ ଗୁଣ୍ଡାଗର୍ଦି ଓ ଦୁର୍ନୀତି କୁ  ବିଧାୟକ କାବୁ କରନ୍ତୁ ବୋଲି ଜନସାଧାରଣରେ ଦାବି ହେଉଛି। ନଚେତ୍ ଆଗାମୀ ଦିନରେ ସରପଞ୍ଚ ମାନଙ୍କ ପାଇଁ ନିଜେ ବଦନାମ ହେବା ସୁନିଶ୍ଚିତ ବୋଲି ବୁଦ୍ଧିଜୀବୀ ମହଲରେ ଚର୍ଚ୍ଚା ହେଉଛି।


News Comment




Photo in News

Advertisment
Lastest News
  ମହାନଗର  
ଏସଆରସି କଂଟ୍ରୋଲ ରୁମରେ ସ୍ଥିତି  ଗଂଜାମ ଓ ଗଜପତି ଜିଲ୍ଲାର ସ୍ଥିତି ସମୀକ୍ଷା♦️  ବାତ୍ୟା ପରବର୍ତ୍ତୀ ସ୍ଥିତିର ନିରନ୍ତର ଅନୁଧ୍ୟାନ ଓ ଜନସାଧାରଣଙ୍କ ସୁରକ୍ଷାକୁ ଗୁରୁତ୍ୱ    29-Oct-2026
  ରାଜ୍ୟ  
କଲେଜଛକ କଲ୍ୟାଣମଣ୍ଡପରେ ଚିତ୍ରକଳା ଓ ମଣ୍ଡାପିଠା ତିଆରି ପ୍ରତିଯୋଗିତା ଅନୁଷ୍ଠିତ   29-Oct-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ମନ୍ତ୍ରୀ ଓ ଯାଜପୁର ସାଂସଦଙ୍କ ସରକାର - ବିରୋଧୀ ଆଭିମୁଖ୍ୟକୁ ୮୦ ଲକ୍ଷ ପ୍ରକୃତ ଅନୁସୂଚିତ ଜାତି ଆନ୍ଦୋଳନ ଧମକ ସରକାରୀ ସୁପାରିଶ ବନାମ ରାଜନୈତିକ ହସ୍ତକ୍ଷେପ - କେକେଡି ବିରୋଧୀ ଲଢେଇ ଅଲ୍ ଓଡିଶା କେଉଁତ, କୌବର୍ତ୍ତ ଓ ଧୀବର ହଟାଓ ଆକ୍ସନ କମିଟି, ବଲାଙ୍ଗିର   29-Oct-2026
  ଜିଲ୍ଲା  
ବୀରମୁଣ୍ଡାରେ ପାୱାର୍ ଗ୍ରୀଡ଼୍ କର୍ପୋରେସନ୍ ଅଫ୍ ଇଣ୍ଡିଆ ଲିମିଟେଡ଼୍ ବଲାଙ୍ଗିର ସବ୍‌ସେଷ୍ଟସନ ପକ୍ଷରୁ ଗ୍ରାମସଭା ଆୟୋଜିତ   29-Oct-2026
  ଜିଲ୍ଲା  
ଅମଳ ବେଳେ ବାତ୍ୟା ମାଡ଼, ଉଜାଡ଼ିଲା ଚାଷୀଙ୍କ ସ୍ୱପ୍ନ : ପନିପରିବା ସହ ଧାନ ଫସଲ ନଷ୍ଟ ଆଶଙ୍କା, କ୍ଷୟକ୍ଷତି ଆକଳନ କରି ସହାୟତା ଦେବାକୁ ଦାବି   29-Oct-2026
  ଜିଲ୍ଲା  
କଳା ଜଗତର ସର୍ବଶ୍ରେଷ୍ଠ କଳା ହେଉଛି ପାଲା : ଗୁରୁ ପାର୍ବତୀ ଭୋଇ   29-Oct-2026
  ଜିଲ୍ଲା  
ମହଦାରେ ଦୁଇ ଟ୍ରକ୍ ମଧ୍ୟରେ ଭୟଙ୍କର ଧକ୍କା, ଗ୍ରାମବାସୀ ଓ ଉଦ୍ଧାରକାରିଙ୍କ ତତ୍ପରତାରେ ବଞ୍ଚିଗଲା ଜୀବନ   29-Oct-2026
  ଜିଲ୍ଲା  
ବରଗଡ଼ ନଦୀପଡ଼ା ରେ ଗଜଲକ୍ଷ୍ମୀ ପୂଜା   29-Oct-2026
  ଜିଲ୍ଲା  
ବଲାଙ୍ଗୀର ସହରର ରୁଗୁଡି ପଡା ଓ ନାଲଖଣ୍ଡି ପଡା ଠାରେ ମାଁ ଗଜଲକ୍ଷ୍ମୀଙ୍କ ପୂଜା ଧୁମଧାମ ରେ ପାଳିତ   29-Oct-2026
  ଜିଲ୍ଲା  
ଟିଟିଲାଗଡ ଓମ୍ ଭ୍ୟାଲି ସ୍କୁଲ୍‌ରେ ଆସନ୍ତା କାଲି ଅନୁଷ୍ଠିତ ହେବ କ୍ୟାରିୟର ମେଳା - ଯୋଗଦେବେ ଦେଶର ୧୦ଟି ପ୍ରମୁଖ ବିଶ୍ୱବିଦ୍ୟାଳୟର ଛାତ୍ରଛାତ୍ରୀ   29-Oct-2026
  ଜିଲ୍ଲା  
ବରୀ ବ୍ଲକରେ ଶିଶୁ ଶ୍ରମିକ ଚିହ୍ନଟ ଓ ଉଦ୍ଧାର ନିମନ୍ତେ ମିଳିତ ଚଢ଼ାଉ ଅଭିଯାନ   29-Oct-2026
  ଜିଲ୍ଲା  
ପୁରୁଣା ସରକାରୀ ଡାକ୍ତରଖାନା ଷ୍ଟାଫ କ୍ୱାର୍ଟର ମରାମତିରେ ଚରମ ଅବହେଳା - ଅସମ୍ପୂର୍ଣ୍ଣ କାମ ଯୋଗୁଁ ଡାକ୍ତରଙ୍କ ପରିବାର ହେଉଛନ୍ତି ଅସୁବିଧାର ସମ୍ମୁଖୀନ   29-Oct-2026

You Might Also Like