-+91-9937148622 |

prerana_bgr@rediffmail.com |

  Saturday 31st October 2026 |

| | | |

R.N.I. Regd No. ODIODI/2010/46693

Breaking News

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା।   (31-Oct-2026)       ||      ବଲାଙ୍ଗୀର ଦିନ ପାଳନ ଉପଲକ୍ଷେ ଆଲୋଚନାଚକ୍ର "ସ୍ବପ୍ନ ଦେଖିବା ଜରୁରୀ,ମାତ୍ର ସ୍ୱପ୍ନକୁ ସାକାର କରିବାକୁ ଦୃଷ୍ଟିକୋଣ ରେ ପରିବର୍ତ୍ତନ ଆଣିବା ନିହାତି ଆବଶ୍ୟକ"   (31-Oct-2026)       ||      ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ    (31-Oct-2026)       ||      *ନବରଙ୍ଗପୁର ଶିକ୍ଷା ବ୍ୟବସ୍ଥାରେ ଚିନ୍ତା!* *ଛୁଟି ପରେ ସ୍କୁଲ ଖୋଲିଲା, ଶିକ୍ଷକ ଉପସ୍ଥାନକୁ ନେଇ ପ୍ରଶ୍ନ — ତଦାରଖ ବ୍ୟବସ୍ଥା ଉପରେ ଉଠିଲା ଆଙ୍ଗୁଠି*   (31-Oct-2026)       ||      ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଏକ ମାରାଥନ ଦୌଡ଼ କାର୍ଯ୍ୟକ୍ରମ   (31-Oct-2026)       ||      ବ୍ଲକ ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା -୨୦୨୬ ଅନୁଷ୍ଠିତ   (31-Oct-2026)       ||      ପଦୋନ୍ନତି ପାଇଲେ ସୁବର୍ଣ୍ଣପୁର ଅତିରିକ୍ତ ଜିଲ୍ଲାପାଳ ଅଞ୍ଜଳୀନା ପ୍ରଧାନ; - ଶ୍ରମ ବିଭାଗ ର ଯୁଗ୍ମ ସଚିବ ଭାବେ ଯୋଗ ଦେବେ -   (31-Oct-2026)       ||      ବଡପୋଡ଼ାଗୁଡା ଗ୍ରାମପଞ୍ଚାୟତ ର ସମସ୍ତ ମଦକୋଠି ବନ୍ଦ ଦାବିନେଇଁ ତେଜିଲେ ମହିଳା   (31-Oct-2026)       ||      ବେହେରାଗୁଡ଼ା ଛତିଶଗଡ କୁ ସଂଯୋଗ ରାସ୍ତା ପାଲଟିଛି ମରଣଯନ୍ତା, ପ୍ରଶାସନର ଦୃଷ୍ଟି କେବେ ?   (31-Oct-2026)       ||      ମାନ୍ୟବର କେନ୍ଦ୍ରମନ୍ତ୍ରୀ ଡା. ବୀରେନ୍ଦ୍ର କୁମାରଙ୍କ ସିଆରସି ପରିଦର୍ଶନ   (30-Oct-2026)       ||      ଦିବ୍ୟାଙ୍ଗ ବ୍ୟକ୍ତିମାନଙ୍କ ସଶକ୍ତିକରଣ, ପୁନର୍ବାସ ଓ ସେମାନଙ୍କୁ ସ୍ୱାବଲମ୍ବୀ କରିବା ଉଦ୍ଦେଶ୍ୟରେ ବିଭିନ୍ନ କାର୍ଯ୍ୟକ୍ରମ    (30-Oct-2026)       ||      ସୁନ୍ଦରଗଡରେ ପିଏମ୍‌ କିଷାନ ଉତ୍ସବ ପାଳନ ପାଳିତ ଏବଂ ୨୪ତମ କିସ୍ତି ପ୍ରଦାନ   (30-Oct-2026)       ||      ଖାଲି ରାସ୍ତାରେ ଗାଡି ଦେଖି କଣ୍ଟାବାଞ୍ଜି ଏସଡିପିଓଙ୍କ ଫୋର୍ସ ପ୍ରଦର୍ଶନ !   (30-Oct-2026)       ||      ୧୦କୋଟି ଟଙ୍କାର ନିର୍ମାଣହେବ ୨କିମିର ରାସ୍ତା   (30-Oct-2026)       ||      ଭୋଟ ବଞ୍ଚାଅ ଦେଶ ବଞ୍ଚାଅ କୁ ନେଇ ର ସାମ୍ବାଦିକ ସମ୍ବିଳନୀ    (30-Oct-2026)       ||      ଦୁର୍ଘଟଣା ପିଛା ଛାଡୁ ନାହିଁ,ପୁଣି ସେହି ପାଉଁଶ ବୋଝେଇ ଗାଡି ପାଉଁଶ ବୋଝେଇ ଗାଡି ଦୁର୍ଘଟଣା ଗ୍ରସ୍ତ, ଭାଙ୍ଗିଲା ବ୍ୟାଙ୍କର ଗେଟ୍   (30-Oct-2026)       ||      ଏସଆରସି କଂଟ୍ରୋଲ ରୁମରେ ସ୍ଥିତି  ଗଂଜାମ ଓ ଗଜପତି ଜିଲ୍ଲାର ସ୍ଥିତି ସମୀକ୍ଷା♦️  ବାତ୍ୟା ପରବର୍ତ୍ତୀ ସ୍ଥିତିର ନିରନ୍ତର ଅନୁଧ୍ୟାନ ଓ ଜନସାଧାରଣଙ୍କ ସୁରକ୍ଷାକୁ ଗୁରୁତ୍ୱ    (29-Oct-2026)       ||      କଲେଜଛକ କଲ୍ୟାଣମଣ୍ଡପରେ ଚିତ୍ରକଳା ଓ ମଣ୍ଡାପିଠା ତିଆରି ପ୍ରତିଯୋଗିତା ଅନୁଷ୍ଠିତ   (29-Oct-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀ ଓ ଯାଜପୁର ସାଂସଦଙ୍କ ସରକାର - ବିରୋଧୀ ଆଭିମୁଖ୍ୟକୁ ୮୦ ଲକ୍ଷ ପ୍ରକୃତ ଅନୁସୂଚିତ ଜାତି ଆନ୍ଦୋଳନ ଧମକ ସରକାରୀ ସୁପାରିଶ ବନାମ ରାଜନୈତିକ ହସ୍ତକ୍ଷେପ - କେକେଡି ବିରୋଧୀ ଲଢେଇ ଅଲ୍ ଓଡିଶା କେଉଁତ, କୌବର୍ତ୍ତ ଓ ଧୀବର ହଟାଓ ଆକ୍ସନ କମିଟି, ବଲାଙ୍ଗିର   (29-Oct-2026)       ||      ବୀରମୁଣ୍ଡାରେ ପାୱାର୍ ଗ୍ରୀଡ଼୍ କର୍ପୋରେସନ୍ ଅଫ୍ ଇଣ୍ଡିଆ ଲିମିଟେଡ଼୍ ବଲାଙ୍ଗିର ସବ୍‌ସେଷ୍ଟସନ ପକ୍ଷରୁ ଗ୍ରାମସଭା ଆୟୋଜିତ   (29-Oct-2026)       ||     

HOME   ଅପରାଧ

ବକବାହାଲ ବିଦ୍ୟାଳୟରେ ପୋଷାକ ବିତରଣ ଓ ବୃକ୍ଷ ରୋପଣ କାର୍ଯ୍ୟକ୍ରମ

14-Jul-2023



କଣ୍ଟାବାଞ୍ଜି(ଆନନ୍ଦ ମୋଟେ )ତୁରେକେଲା ବ୍ଳକ ଅନ୍ତର୍ଗତ ତୁରେକେଲା କ୍ଳଷ୍ଟରର ବକବାହାଲ ପ୍ରାଥମିକ ବିଦ୍ୟାଳୟରେ ପୋଷାକ ବିତରଣ କରିବା ସହିତ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ତରଫରୁ ବିଦ୍ୟାଳୟରେ ଅଧ୍ୟୟନରତ ଛାତ୍ରଛାତ୍ରୀ ମାନଙ୍କୁ ମାଗଣା ଗଣପୋଷାକ ଦେବାକୁ ନିର୍ଦ୍ଦେଶ ମିଳିବାକ୍ଷଣି ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ଶ୍ରୀମତୀ କୁନି ସାହୁ ତୁରେକେଲା କ୍ଳଷ୍ଟରରେ ସର୍ବ ପ୍ରଥମେ ପୋଷାକ ବିତରଣ

କରିଥିଲେ।ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ଶ୍ରୀ ସମୁଦ୍ର ରଣାଙ୍କ  ସଭାପତିତ୍ୱରେ ଆୟୋଜିତ ସଭାରେ ଅତିରିକ୍ତ ଶିକ୍ଷା ଅଧିକାରୀ ଶ୍ରୀ ଚନ୍ଦ୍ରଭାନୁ ବେହେରା ଓ ତୁରେକେଲା କ୍ଳଷ୍ଟର ସଂଯୋଜକ  ବିରଞ୍ଚି ନାରାୟଣ ଦାଶ ଅତିଥି ଭାବରେ ଯୋଗ ଦେଇଥିଲେ।ପ୍ରକୃତିବନ୍ଧୁ ବିରଞ୍ଚି ନାରାୟଣ ଦାଶ ସର୍ବ ପ୍ରଥମେ ପରିବେଶ ସୁରକ୍ଷା ଓ ବୃକ୍ଷ ରୋପଣ ଉପରେ ସମସ୍ତଙ୍କୁ ବକ୍ତବ୍ୟ ମାଧ୍ୟମରେ ବୁଝେଇଥିଲେ।ତାପରେ ସମସ୍ତେ ମିଶି ବିଦ୍ୟାଳୟ ପରିସରରେ ବୃକ୍ଷ ରୋପଣ କରିଥିଲେ।ବୃକ୍ଷ ରୋପଣ ପରେ ଛାତ୍ରଛାତ୍ରୀ ମାନଙ୍କୁ ପୋଷାକ ବଣ୍ଟନ କରାଯାଇଥିଲା।ଏହି କାର୍ଯ୍ୟକ୍ରମ ରେ ଶିକ୍ଷକ ଅଜିତ ବାରିକ,ଅଙ୍ଗନବାଡ଼ି କର୍ମୀ ଦିବାନି ରଣା, କମିଟିର ସଭ୍ୟ ସଭ୍ୟା ଉପସ୍ଥିତ ରହିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମର୍ମନ୍ତୁଦ ସଡ଼କ ଦୁର୍ଘଟଣା।   31-Oct-2026
  ଜିଲ୍ଲା  
ବଲାଙ୍ଗୀର ଦିନ ପାଳନ ଉପଲକ୍ଷେ ଆଲୋଚନାଚକ୍ର "ସ୍ବପ୍ନ ଦେଖିବା ଜରୁରୀ,ମାତ୍ର ସ୍ୱପ୍ନକୁ ସାକାର କରିବାକୁ ଦୃଷ୍ଟିକୋଣ ରେ ପରିବର୍ତ୍ତନ ଆଣିବା ନିହାତି ଆବଶ୍ୟକ"   31-Oct-2026
  ଜିଲ୍ଲା  
ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ   31-Oct-2026
  ଜିଲ୍ଲା  
*ନବରଙ୍ଗପୁର ଶିକ୍ଷା ବ୍ୟବସ୍ଥାରେ ଚିନ୍ତା!* *ଛୁଟି ପରେ ସ୍କୁଲ ଖୋଲିଲା, ଶିକ୍ଷକ ଉପସ୍ଥାନକୁ ନେଇ ପ୍ରଶ୍ନ — ତଦାରଖ ବ୍ୟବସ୍ଥା ଉପରେ ଉଠିଲା ଆଙ୍ଗୁଠି*   31-Oct-2026
  ଜିଲ୍ଲା  
ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଏକ ମାରାଥନ ଦୌଡ଼ କାର୍ଯ୍ୟକ୍ରମ   31-Oct-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା -୨୦୨୬ ଅନୁଷ୍ଠିତ   31-Oct-2026
  ଜିଲ୍ଲା  
ପଦୋନ୍ନତି ପାଇଲେ ସୁବର୍ଣ୍ଣପୁର ଅତିରିକ୍ତ ଜିଲ୍ଲାପାଳ ଅଞ୍ଜଳୀନା ପ୍ରଧାନ; - ଶ୍ରମ ବିଭାଗ ର ଯୁଗ୍ମ ସଚିବ ଭାବେ ଯୋଗ ଦେବେ -   31-Oct-2026
  ଜିଲ୍ଲା  
ବଡପୋଡ଼ାଗୁଡା ଗ୍ରାମପଞ୍ଚାୟତ ର ସମସ୍ତ ମଦକୋଠି ବନ୍ଦ ଦାବିନେଇଁ ତେଜିଲେ ମହିଳା   31-Oct-2026
  ଜିଲ୍ଲା  
ବେହେରାଗୁଡ଼ା ଛତିଶଗଡ କୁ ସଂଯୋଗ ରାସ୍ତା ପାଲଟିଛି ମରଣଯନ୍ତା, ପ୍ରଶାସନର ଦୃଷ୍ଟି କେବେ ?   31-Oct-2026
  ଜିଲ୍ଲା  
ମାନ୍ୟବର କେନ୍ଦ୍ରମନ୍ତ୍ରୀ ଡା. ବୀରେନ୍ଦ୍ର କୁମାରଙ୍କ ସିଆରସି ପରିଦର୍ଶନ   30-Oct-2026
  ରାଜ୍ୟ  
ଦିବ୍ୟାଙ୍ଗ ବ୍ୟକ୍ତିମାନଙ୍କ ସଶକ୍ତିକରଣ, ପୁନର୍ବାସ ଓ ସେମାନଙ୍କୁ ସ୍ୱାବଲମ୍ବୀ କରିବା ଉଦ୍ଦେଶ୍ୟରେ ବିଭିନ୍ନ କାର୍ଯ୍ୟକ୍ରମ   30-Oct-2026
  ଜିଲ୍ଲା  
ସୁନ୍ଦରଗଡରେ ପିଏମ୍‌ କିଷାନ ଉତ୍ସବ ପାଳନ ପାଳିତ ଏବଂ ୨୪ତମ କିସ୍ତି ପ୍ରଦାନ   30-Oct-2026

You Might Also Like