-+91-9937148622 |

prerana_bgr@rediffmail.com |

  Sunday 1st November 2026 |

| | | |

R.N.I. Regd No. ODIODI/2010/46693

Breaking News

*ସାମ୍ୱାଦିକ ତଥା ସମାଜସେବୀ ଙ୍କ ମାତୃ ବିୟୋଗ*- *ସୋନପୁର ରେ ଶୋକ*-   (01-Nov-2026)       ||      ଡା ବୁ ଗାଁ ମା ଗଜଲଷ୍ମୀ ଭାଷା ଣୀ ଉତ୍ସବ    (01-Nov-2026)       ||      ଜାତୀୟ ବିଦ୍ୟାଳୟ ରଗ୍‌ବୀ ପ୍ରତିଯୋଗିତାରେ ଟିଟିଲାଗଡର ଝିଅ ଖିଲି ପାତ୍ର - ୧୭ ବର୍ଷରୁ କମ୍ ବର୍ଗରେ ଦିଲ୍ଲୀରେ ଦେଖାଇଲେ ଦମଦାର୍ ପ୍ରଦର୍ଶନ   (01-Nov-2026)       ||      ଟିଟିଲାଗଡ ପୌରପରିଷଦ ଅଞ୍ଚଳରେ ବିନା ରେରା ଅନୁମତିରେ ହେଉଛି ଜମି ବିକ୍ରି - ଜମି କିଣୁଥିବା ଲୋକ ପଛରେ ହେଉଛନ୍ତି ହଇରାଣ    (01-Nov-2026)       ||      ୧୪ ତମ ପୀତାମ୍ବର ପଧାନ ମେମୋରିଆଲ ଫୁଟବଲ,ଚରଦା ଦଳ ଚାମ୍ପିଅନ   (01-Nov-2026)       ||      ୭୭ ତମ କଳାହାଣ୍ଡି ଜିଲ୍ଲା ଗଠନ ଦିବସ ମହାସମାରୋହରେ ପାଳିତ   (01-Nov-2026)       ||      “୧ ନଭେମ୍ବର ବଲାଙ୍ଗୀର ଦିନ୍‌” ପାଇଁ ସାଂସ୍କୃତିକ ଶୋଭାଯାତ୍ରା♦️ ଧୂମ୍‌ନାଚିଲେ ଜେନ-ଜୀ   (01-Nov-2026)       ||      ନର୍ଲା ବ୍ଲକ ସ୍ତରୀୟ ୭୭ ତମ କଳାହାଣ୍ଡି ଗଠନ ଦିବସ ପାଳିତ   (01-Nov-2026)       ||      ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ    (01-Nov-2026)       ||      ୫୧ ତମ ବନ୍ଧୁମିଳନ ପାଇଁ ପ୍ରସ୍ତୁତି ବୈଠକ    (01-Nov-2026)       ||      ନିର୍ଝରିଣୀର ସଭାପତି ରାମଚନ୍ଦ୍ର ସାହୁ ସମ୍ବର୍ଦ୍ଧିତ   (01-Nov-2026)       ||      ବଲାଙ୍ଗୀର ଦିନ ଅବସରରେ ଲିବେରେସନ ଅନୁଷ୍ଠାନ ତରଫରୁ କୁଇଜ ପ୍ରତିଯୋଗିତା    (01-Nov-2026)       ||      କିସ କିଟ ପ୍ରତିଷ୍ଠାତା ଡ଼. ଅଚ୍ୟୁତ ସାମନ୍ତ ଙ୍କୁ "ବିଶ୍ୱ ଆଦିବାସୀ ଗୌରବ ସମ୍ମାନ    (01-Nov-2026)       ||      ଲର୍କୀ ଗ୍ରାମର ରାମୁଡ଼ ଛକ ପାଖରେ ହରିଜନ ପଡ଼ାରେ କଂକ୍ରିଟ୍ ରାସ୍ତା ନିର୍ମାଣ ଦାବି   (01-Nov-2026)       ||      ବରିଷ୍ଠ ନାଗରିକ ସାକ୍ଷାତକାର ଅଭିଯାନ    (01-Nov-2026)       ||      ପିଏମ୍‌ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଏକତା ଦିବସ ପାଳିତ    (01-Nov-2026)       ||      ଯୋଗାଣ ବିଭାଗ ଦ୍ୱାରା ଚଢ଼ାଉ♦️ ୨୨୯ ଘରୋଇ ଗ୍ୟାସ ସିଲିଣ୍ଡର ଜବତ   (01-Nov-2026)       ||      ରେଟାମୁଣ୍ଡା ରେ ଭୋଗମଣ୍ଡପ ନିର୍ମାଣ ପାଇଁ ଭୂମି ପୂଜନ ଓ ଫଳକ ସ୍ଥାପନ   (01-Nov-2026)       ||      ଚାକିରୀରୁ ଅବସର ନେଲେ ଅଧ୍ୟକ୍ଷା ରେଖା ମ୍ୟାଡ଼ାମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   (01-Nov-2026)       ||      ରାଷ୍ଟ୍ରୀୟ ଏକତା ଦିବସରେ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ୭୦ କିଲୋମିଟର ସାଇକେଲ ଯାତ୍ରା   (31-Oct-2026)       ||     

HOME   ଜିଲ୍ଲା

ବିଜେପି ପକ୍ଷରୁ ଜନସମ୍ପର୍କ ସମାବେଶ

14-Jul-2023



ବରଗଡ଼(ନିରଞ୍ଜନ ତ୍ରିପାଠୀ )
ବରଗଡ଼ ଜିଲ୍ଲା ବିଜେପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବରପାଲି ବ୍ଲକରେ ଯାଉଥିବା ଆଗଲପୁର ମଣ୍ଡଳର ଭାରତୀୟ ଜନତା ପାର୍ଟି ପକ୍ଷରୁ ଜନସମ୍ପର୍କ ସମାବେଶ ଆଗଲପୁର ଠାରେ ଅନୁଷ୍ଠିତ ହୋଇଯାଇଛି।ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଜମିଦାର ସନତ କୁମାର ଗଡତୀୟାଙ୍କ ନେତୃତ୍ୱରେ ଅନୁଷ୍ଠିତ ଏକ ଜନସମ୍ପର୍କ ସମାବେଶ ଅନୁଷ୍ଠିତ ହୋଇଥିଲା।ଭାରତ ସରକାରଙ୍କ ନୀତି, ବିକାଶ ମୂଳକ ଯୋଜନା,ଭିତ୍ତିଭୂମି ନିର୍ମାଣ,ଶିକ୍ଷା,ସ୍ୱାସ୍ଥ୍ୟ,ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା ସହିତ ଓଡ଼ିଆ ଲୋକଙ୍କୁ ଜାତୀୟ ସ୍ତରରେ ସ୍ୱିକୃତି ପ୍ରଦାନକୁ ପ୍ରାଧାନ୍ୟ ଦେଉଛନ୍ତି।ବିଗତ ୯ବର୍ଷ ଶାସନ କାଳରେ ପ୍ରଧାନମନ୍ତ୍ରୀଙ୍କ ନେତୃତ୍ୱ,କର୍ତ୍ତବ୍ୟ ପ୍ରତି ଅବିଚଳିତ,ପ୍ରତିବଦ୍ଧତା ଦେଶର ବିକାଶକୁ ନୂଆ ପରିଭାଷା ଦେଇଛି।ପୁଣି ଦେଶରେ ସେବା, ସୁଶାସନ,ଐତିହ୍ୟ ଏବଂ ବିକାଶ ତଥା ଗରିବ କଲ୍ୟାଣର ଏକ ଧାରା ପ୍ରବାହିତ ହୋଇଛି ବୋଲି ବରିଷ୍ଠ ନେତା ଶ୍ରୀ ଗଡତୀୟା ଏଇ ସମାବେଶରେ ଉଦବୋଧନ ଦେବା ସହ ଜନସମର୍ଥନ ଲୋଡିଥିଲେ।ମଣ୍ଡଳ ସଭାପତି ଶୁକଦେବ  ପଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସମାବେଶରେ ଅନ୍ୟମାନଙ୍କ ମଧ୍ୟରେ ଶରତ ବିଶି,ପ୍ରମୋଦ ଛତର,ଗୋପାଳ ବିଶି,ତ୍ରିଲୋଚନ ସାହୁ,ରବିନ୍ଦ୍ର ବାଗ,ଅକ୍ଷୟ ଖମାରୀ,ଗୋବିନ୍ଦ ଜୁଆଡି,ନିରଞ୍ଜନ ସାହୁ ପ୍ରମୁଖ ଉଦବୋଧନ ଦେଇଥିଲେ।ଏହି ସମାବେଶରେ ବିଜେପି ନେତା ଜମିଦାର ସନତ ଗଡତୀୟାଙ୍କ ନେତୃତ୍ୱରେ ଅନୁପ୍ରାଣିତ ହୋଇ ୨୦ ଜଣ ଭାରତୀୟ ଜନତା ପାର୍ଟିରେ ସାମିଲ ହୋଇଥିଲେ।ସାଂସଦ ପ୍ରତିନିଧି ମହେଶ ଦେବତା ସଭାରେ ସଂଯୋଜନା କରିଥିବାବେଳେ,ଶେଷରେ ଗୋବିନ୍ଦ ଜୂଆଡି ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସାମ୍ୱାଦିକ ତଥା ସମାଜସେବୀ ଙ୍କ ମାତୃ ବିୟୋଗ*- *ସୋନପୁର ରେ ଶୋକ*-   01-Nov-2026
  ଜିଲ୍ଲା  
ଡା ବୁ ଗାଁ ମା ଗଜଲଷ୍ମୀ ଭାଷା ଣୀ ଉତ୍ସବ   01-Nov-2026
  ଜିଲ୍ଲା  
ଜାତୀୟ ବିଦ୍ୟାଳୟ ରଗ୍‌ବୀ ପ୍ରତିଯୋଗିତାରେ ଟିଟିଲାଗଡର ଝିଅ ଖିଲି ପାତ୍ର - ୧୭ ବର୍ଷରୁ କମ୍ ବର୍ଗରେ ଦିଲ୍ଲୀରେ ଦେଖାଇଲେ ଦମଦାର୍ ପ୍ରଦର୍ଶନ   01-Nov-2026
  ଜିଲ୍ଲା  
ଟିଟିଲାଗଡ ପୌରପରିଷଦ ଅଞ୍ଚଳରେ ବିନା ରେରା ଅନୁମତିରେ ହେଉଛି ଜମି ବିକ୍ରି - ଜମି କିଣୁଥିବା ଲୋକ ପଛରେ ହେଉଛନ୍ତି ହଇରାଣ   01-Nov-2026
  ଜିଲ୍ଲା  
୧୪ ତମ ପୀତାମ୍ବର ପଧାନ ମେମୋରିଆଲ ଫୁଟବଲ,ଚରଦା ଦଳ ଚାମ୍ପିଅନ   01-Nov-2026
  ଜିଲ୍ଲା  
୭୭ ତମ କଳାହାଣ୍ଡି ଜିଲ୍ଲା ଗଠନ ଦିବସ ମହାସମାରୋହରେ ପାଳିତ   01-Nov-2026
  ଜିଲ୍ଲା  
“୧ ନଭେମ୍ବର ବଲାଙ୍ଗୀର ଦିନ୍‌” ପାଇଁ ସାଂସ୍କୃତିକ ଶୋଭାଯାତ୍ରା♦️ ଧୂମ୍‌ନାଚିଲେ ଜେନ-ଜୀ   01-Nov-2026
  ଜିଲ୍ଲା  
ନର୍ଲା ବ୍ଲକ ସ୍ତରୀୟ ୭୭ ତମ କଳାହାଣ୍ଡି ଗଠନ ଦିବସ ପାଳିତ   01-Nov-2026
  ଜିଲ୍ଲା  
ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ   01-Nov-2026
  ଜିଲ୍ଲା  
୫୧ ତମ ବନ୍ଧୁମିଳନ ପାଇଁ ପ୍ରସ୍ତୁତି ବୈଠକ   01-Nov-2026
  ଜିଲ୍ଲା  
ନିର୍ଝରିଣୀର ସଭାପତି ରାମଚନ୍ଦ୍ର ସାହୁ ସମ୍ବର୍ଦ୍ଧିତ   01-Nov-2026
  ରାଜ୍ୟ  
ବଲାଙ୍ଗୀର ଦିନ ଅବସରରେ ଲିବେରେସନ ଅନୁଷ୍ଠାନ ତରଫରୁ କୁଇଜ ପ୍ରତିଯୋଗିତା   01-Nov-2026

You Might Also Like