-+91-9937148622 |

prerana_bgr@rediffmail.com |

  Saturday 31st October 2026 |

| | | |

R.N.I. Regd No. ODIODI/2010/46693

Breaking News

ମାନ୍ୟବର କେନ୍ଦ୍ରମନ୍ତ୍ରୀ ଡା. ବୀରେନ୍ଦ୍ର କୁମାରଙ୍କ ସିଆରସି ପରିଦର୍ଶନ   (30-Oct-2026)       ||      ଦିବ୍ୟାଙ୍ଗ ବ୍ୟକ୍ତିମାନଙ୍କ ସଶକ୍ତିକରଣ, ପୁନର୍ବାସ ଓ ସେମାନଙ୍କୁ ସ୍ୱାବଲମ୍ବୀ କରିବା ଉଦ୍ଦେଶ୍ୟରେ ବିଭିନ୍ନ କାର୍ଯ୍ୟକ୍ରମ    (30-Oct-2026)       ||      ସୁନ୍ଦରଗଡରେ ପିଏମ୍‌ କିଷାନ ଉତ୍ସବ ପାଳନ ପାଳିତ ଏବଂ ୨୪ତମ କିସ୍ତି ପ୍ରଦାନ   (30-Oct-2026)       ||      ଖାଲି ରାସ୍ତାରେ ଗାଡି ଦେଖି କଣ୍ଟାବାଞ୍ଜି ଏସଡିପିଓଙ୍କ ଫୋର୍ସ ପ୍ରଦର୍ଶନ !   (30-Oct-2026)       ||      ୧୦କୋଟି ଟଙ୍କାର ନିର୍ମାଣହେବ ୨କିମିର ରାସ୍ତା   (30-Oct-2026)       ||      ଭୋଟ ବଞ୍ଚାଅ ଦେଶ ବଞ୍ଚାଅ କୁ ନେଇ ର ସାମ୍ବାଦିକ ସମ୍ବିଳନୀ    (30-Oct-2026)       ||      ଦୁର୍ଘଟଣା ପିଛା ଛାଡୁ ନାହିଁ,ପୁଣି ସେହି ପାଉଁଶ ବୋଝେଇ ଗାଡି ପାଉଁଶ ବୋଝେଇ ଗାଡି ଦୁର୍ଘଟଣା ଗ୍ରସ୍ତ, ଭାଙ୍ଗିଲା ବ୍ୟାଙ୍କର ଗେଟ୍   (30-Oct-2026)       ||      ଏସଆରସି କଂଟ୍ରୋଲ ରୁମରେ ସ୍ଥିତି  ଗଂଜାମ ଓ ଗଜପତି ଜିଲ୍ଲାର ସ୍ଥିତି ସମୀକ୍ଷା♦️  ବାତ୍ୟା ପରବର୍ତ୍ତୀ ସ୍ଥିତିର ନିରନ୍ତର ଅନୁଧ୍ୟାନ ଓ ଜନସାଧାରଣଙ୍କ ସୁରକ୍ଷାକୁ ଗୁରୁତ୍ୱ    (29-Oct-2026)       ||      କଲେଜଛକ କଲ୍ୟାଣମଣ୍ଡପରେ ଚିତ୍ରକଳା ଓ ମଣ୍ଡାପିଠା ତିଆରି ପ୍ରତିଯୋଗିତା ଅନୁଷ୍ଠିତ   (29-Oct-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀ ଓ ଯାଜପୁର ସାଂସଦଙ୍କ ସରକାର - ବିରୋଧୀ ଆଭିମୁଖ୍ୟକୁ ୮୦ ଲକ୍ଷ ପ୍ରକୃତ ଅନୁସୂଚିତ ଜାତି ଆନ୍ଦୋଳନ ଧମକ ସରକାରୀ ସୁପାରିଶ ବନାମ ରାଜନୈତିକ ହସ୍ତକ୍ଷେପ - କେକେଡି ବିରୋଧୀ ଲଢେଇ ଅଲ୍ ଓଡିଶା କେଉଁତ, କୌବର୍ତ୍ତ ଓ ଧୀବର ହଟାଓ ଆକ୍ସନ କମିଟି, ବଲାଙ୍ଗିର   (29-Oct-2026)       ||      ବୀରମୁଣ୍ଡାରେ ପାୱାର୍ ଗ୍ରୀଡ଼୍ କର୍ପୋରେସନ୍ ଅଫ୍ ଇଣ୍ଡିଆ ଲିମିଟେଡ଼୍ ବଲାଙ୍ଗିର ସବ୍‌ସେଷ୍ଟସନ ପକ୍ଷରୁ ଗ୍ରାମସଭା ଆୟୋଜିତ   (29-Oct-2026)       ||      ଅମଳ ବେଳେ ବାତ୍ୟା ମାଡ଼, ଉଜାଡ଼ିଲା ଚାଷୀଙ୍କ ସ୍ୱପ୍ନ : ପନିପରିବା ସହ ଧାନ ଫସଲ ନଷ୍ଟ ଆଶଙ୍କା, କ୍ଷୟକ୍ଷତି ଆକଳନ କରି ସହାୟତା ଦେବାକୁ ଦାବି   (29-Oct-2026)       ||      କଳା ଜଗତର ସର୍ବଶ୍ରେଷ୍ଠ କଳା ହେଉଛି ପାଲା : ଗୁରୁ ପାର୍ବତୀ ଭୋଇ   (29-Oct-2026)       ||      ମହଦାରେ ଦୁଇ ଟ୍ରକ୍ ମଧ୍ୟରେ ଭୟଙ୍କର ଧକ୍କା, ଗ୍ରାମବାସୀ ଓ ଉଦ୍ଧାରକାରିଙ୍କ ତତ୍ପରତାରେ ବଞ୍ଚିଗଲା ଜୀବନ   (29-Oct-2026)       ||      ବରଗଡ଼ ନଦୀପଡ଼ା ରେ ଗଜଲକ୍ଷ୍ମୀ ପୂଜା   (29-Oct-2026)       ||      ବଲାଙ୍ଗୀର ସହରର ରୁଗୁଡି ପଡା ଓ ନାଲଖଣ୍ଡି ପଡା ଠାରେ ମାଁ ଗଜଲକ୍ଷ୍ମୀଙ୍କ ପୂଜା ଧୁମଧାମ ରେ ପାଳିତ   (29-Oct-2026)       ||      ଟିଟିଲାଗଡ ଓମ୍ ଭ୍ୟାଲି ସ୍କୁଲ୍‌ରେ ଆସନ୍ତା କାଲି ଅନୁଷ୍ଠିତ ହେବ କ୍ୟାରିୟର ମେଳା - ଯୋଗଦେବେ ଦେଶର ୧୦ଟି ପ୍ରମୁଖ ବିଶ୍ୱବିଦ୍ୟାଳୟର ଛାତ୍ରଛାତ୍ରୀ    (29-Oct-2026)       ||      ବରୀ ବ୍ଲକରେ ଶିଶୁ ଶ୍ରମିକ ଚିହ୍ନଟ ଓ ଉଦ୍ଧାର ନିମନ୍ତେ ମିଳିତ ଚଢ଼ାଉ ଅଭିଯାନ   (29-Oct-2026)       ||      ପୁରୁଣା ସରକାରୀ ଡାକ୍ତରଖାନା ଷ୍ଟାଫ କ୍ୱାର୍ଟର ମରାମତିରେ ଚରମ ଅବହେଳା - ଅସମ୍ପୂର୍ଣ୍ଣ କାମ ଯୋଗୁଁ ଡାକ୍ତରଙ୍କ ପରିବାର ହେଉଛନ୍ତି ଅସୁବିଧାର ସମ୍ମୁଖୀନ    (29-Oct-2026)       ||      ପିପି ଏକାଡେମୀ ରେ ସଙ୍ଗୀତ ଓ କଲେଜଛକ କଲ୍ୟାଣ ମଣ୍ଡପ ରେ ରଙ୍ଗୋଲି ଲି ପ୍ରତିଯୋଗିତା   (28-Oct-2026)       ||     

HOME   ଜିଲ୍ଲା

କନ୍ଧମାଳରୁ ଶ୍ରମିକ ଚାଲାଣ ପାଇଁ ଦଲାଲ ସକ୍ରିୟ : ବସ୍‌ରେ ଶହ ଶହ ଯୁବକ ଯୁବତୀଙ୍କୁ ନିଆଯାଉଛି କେରଳ

12-Dec-2020



 

(ପ୍ରେରଣା ଖବର) ଘୁ.ଉଦୟଗିରି: କରୋନା ଯୋଗୁଁ ଘରମୁହାଁ ହୋଇଥିଲେ କେରଳରେ କାମ କରୁଥିବା କନ୍ଧମାଳର ହଜାର ହଜାର ଯୁବକ ଯୁବତୀ। ରାଜ୍ୟ ସରକାରଙ୍କ ସହଯୋଗ ହେଉ କି ନିଜ ନିଜ ଉଦ୍ୟମରେ, କରୋନା ସମୟରେ ବହୁ କଷ୍ଟ ସହ୍ୟ କରି କେରଳରୁ ଫେରିଥିଲେ ପ୍ରବାସୀ ଶ୍ରମିକ। କାମଧନ୍ଦା ଅଭାବରୁ ଏହି ଶ୍ରମିକ ନିଜ ଭିଟାମାଟି ଛାଡ଼ି ସୁଦୂର କେରଳକୁ ଯାଇ ସେଠାରେ କାମ କରି ନିଜ ପରିବାର ପ୍ରତିପୋଷଣ କରୁଛନ୍ତି। ଘୁ.ଉଦୟଗିରି ବ୍ଲକ, ଏନଏସି, ଟିକାବାଲି,ଚକାପାଦ, ରାଇକିଆ, ଦାରିଙ୍ଗବାଡ଼ି, ସାରଙ୍ଗଗଡ଼ ଓ ପାବୁରିଆ ପ୍ରଭୃତି ଅଞ୍ଚଳରୁ ବର୍ତ୍ତମାନ କିଛି ଦିନ ହେଲା ପୁଣି କେରଳ ମୁହାଁ ହୋଇଛନ୍ତି ଶ୍ରମିକ। ଏ ସବୁ ଅଞ୍ଚଳରେ ଦଲାଲ୍‌ ସକ୍ରିୟ ହୋଇ ଉଠିଛନ୍ତି। ଯୁବକ ଯୁବତୀଙ୍କୁ ଅଧିକ ମଜୁରୀ, ଅନ୍ୟାନ୍ୟ ସୁବିଧା ଲୋଭ ଦେଖାଇ ପ୍ରତ୍ୟେକ ଦିନ କେରଳରୁ ବସ୍‌ ଆଣି ସେମାନଙ୍କୁ ଏଠାରୁ ନେଉଥିବା ଦେଖିବାକୁ ମିଳୁଛି। ଆଜି ଘୁ.ଉଦୟଗିରି ଗାନ୍ଧୀ ଛକରେ ଆଖପାଖ ଅଞ୍ଚଳରୁ ଯୁବକ ଯୁବତୀଙ୍କୁ ଆଣି ଗୋଟିଏ ସ୍ଥାନରେ ଏକତ୍ରିତ କରି ବସ୍‌ରେ କେରଳ ନେଉଥିବା ଦେଖିବାକୁ ମିଳିଥିଲା। ବସ୍‌ ଚଢ଼ିବା ପୂର୍ବରୁ ଜଣେ ଦଲାଲ୍‌ ସମସ୍ତ ଯୁବକ ଯୁବତୀଙ୍କୁ ବସ୍‌ ସମ୍ମୁଖରେ ଠିଆ କରାଇ ଫଟୋ ଉଠାଇଥିଲେ। ପ୍ରାପ୍ତ ସୂଚନାନୁସାରେ, ସ୍ଥାନୀୟ ଅଞ୍ଚଳର ଯୁବକମାନେ ବହୁ ପରିଶ୍ରମୀ ଓ ଘଣ୍ଟା ଘଣ୍ଟା କଠିନ ପରିଶ୍ରମ କରିପାରନ୍ତି। କେରଳରେ ଯେ ହେତୁ ପ୍ଲାଏଉଡ଼୍‌ କାରଖାନା ଅଧିକ ରହିଛି, ଏହି ସବୁ ଫ୍ୟାକ୍ଟ୍ରିରେ କାଠଗଣ୍ଡି କଟା କାମ ବେଶି ହୋଇଥାଏ। କାଠଗଣ୍ଡି ଗଡ଼େଇ ନେବା, କାଟିବା ଓ ରଖିବା କାମରେ କନ୍ଧମାଳ ଶ୍ରମିକ ବେଶ୍‌ ପାରଙ୍ଗମ। ଏହା ବଦଳରେ ଭଲ ଦରମା ବି ମିଳିଥାଏ। ସ୍ଥାନୀୟ ଅଞ୍ଚଳର ହଜାର ହଜାର ଯୁବକ ଯୁବତୀ ବର୍ଷ ବର୍ଷ ଧରି ପରିବାର ସହ କେରଳରେ ରହି ଆସୁଛନ୍ତି। ଉକ୍କେତ ଅଞ୍ଚଳ କେରଳରେ ଏକ ମିନି କନ୍ଧମାଳ ଭ୍ରମ ସୃଷ୍ଟି କରିଥାଏ, ଯେଉଁଠି କେବଳ କନ୍ଧମାଳ ଜିଲ୍ଲାର ଲୋକଙ୍କୁ ଦେଖିବାକୁ ମିଳେ। ବର୍ତ୍ତମାନ ଧାନକଟା ସାରି କେରଳ ମୁହାଁ ହୋଇଛନ୍ତି ଯୁବକ ଯୁବତୀ। ସ୍ଥାନୀୟ ଅଞ୍ଚଳରେ କାମଧନ୍ଦା ଅଭାବରୁ ନିଜ ଭିଟାମାଟି ଛାଡ଼ିବାକୁ ସେମାନେ ବାଧ୍ୟ ହେଉଥିବା ବେଳେ ଶ୍ରମ ବିଭାଗ ପାଖରେ ଏ ନେଇ ତଥ୍ୟ ରହୁ ନଥିବା କୁହାଯାଉଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ମାନ୍ୟବର କେନ୍ଦ୍ରମନ୍ତ୍ରୀ ଡା. ବୀରେନ୍ଦ୍ର କୁମାରଙ୍କ ସିଆରସି ପରିଦର୍ଶନ   30-Oct-2026
  ରାଜ୍ୟ  
ଦିବ୍ୟାଙ୍ଗ ବ୍ୟକ୍ତିମାନଙ୍କ ସଶକ୍ତିକରଣ, ପୁନର୍ବାସ ଓ ସେମାନଙ୍କୁ ସ୍ୱାବଲମ୍ବୀ କରିବା ଉଦ୍ଦେଶ୍ୟରେ ବିଭିନ୍ନ କାର୍ଯ୍ୟକ୍ରମ   30-Oct-2026
  ଜିଲ୍ଲା  
ସୁନ୍ଦରଗଡରେ ପିଏମ୍‌ କିଷାନ ଉତ୍ସବ ପାଳନ ପାଳିତ ଏବଂ ୨୪ତମ କିସ୍ତି ପ୍ରଦାନ   30-Oct-2026
  ଜିଲ୍ଲା  
ଖାଲି ରାସ୍ତାରେ ଗାଡି ଦେଖି କଣ୍ଟାବାଞ୍ଜି ଏସଡିପିଓଙ୍କ ଫୋର୍ସ ପ୍ରଦର୍ଶନ !   30-Oct-2026
  ଜିଲ୍ଲା  
୧୦କୋଟି ଟଙ୍କାର ନିର୍ମାଣହେବ ୨କିମିର ରାସ୍ତା   30-Oct-2026
  ଜିଲ୍ଲା  
ଭୋଟ ବଞ୍ଚାଅ ଦେଶ ବଞ୍ଚାଅ କୁ ନେଇ ର ସାମ୍ବାଦିକ ସମ୍ବିଳନୀ   30-Oct-2026
  ଜିଲ୍ଲା  
ଦୁର୍ଘଟଣା ପିଛା ଛାଡୁ ନାହିଁ,ପୁଣି ସେହି ପାଉଁଶ ବୋଝେଇ ଗାଡି ପାଉଁଶ ବୋଝେଇ ଗାଡି ଦୁର୍ଘଟଣା ଗ୍ରସ୍ତ, ଭାଙ୍ଗିଲା ବ୍ୟାଙ୍କର ଗେଟ୍   30-Oct-2026
  ମହାନଗର  
ଏସଆରସି କଂଟ୍ରୋଲ ରୁମରେ ସ୍ଥିତି  ଗଂଜାମ ଓ ଗଜପତି ଜିଲ୍ଲାର ସ୍ଥିତି ସମୀକ୍ଷା♦️  ବାତ୍ୟା ପରବର୍ତ୍ତୀ ସ୍ଥିତିର ନିରନ୍ତର ଅନୁଧ୍ୟାନ ଓ ଜନସାଧାରଣଙ୍କ ସୁରକ୍ଷାକୁ ଗୁରୁତ୍ୱ    29-Oct-2026
  ରାଜ୍ୟ  
କଲେଜଛକ କଲ୍ୟାଣମଣ୍ଡପରେ ଚିତ୍ରକଳା ଓ ମଣ୍ଡାପିଠା ତିଆରି ପ୍ରତିଯୋଗିତା ଅନୁଷ୍ଠିତ   29-Oct-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ମନ୍ତ୍ରୀ ଓ ଯାଜପୁର ସାଂସଦଙ୍କ ସରକାର - ବିରୋଧୀ ଆଭିମୁଖ୍ୟକୁ ୮୦ ଲକ୍ଷ ପ୍ରକୃତ ଅନୁସୂଚିତ ଜାତି ଆନ୍ଦୋଳନ ଧମକ ସରକାରୀ ସୁପାରିଶ ବନାମ ରାଜନୈତିକ ହସ୍ତକ୍ଷେପ - କେକେଡି ବିରୋଧୀ ଲଢେଇ ଅଲ୍ ଓଡିଶା କେଉଁତ, କୌବର୍ତ୍ତ ଓ ଧୀବର ହଟାଓ ଆକ୍ସନ କମିଟି, ବଲାଙ୍ଗିର   29-Oct-2026
  ଜିଲ୍ଲା  
ବୀରମୁଣ୍ଡାରେ ପାୱାର୍ ଗ୍ରୀଡ଼୍ କର୍ପୋରେସନ୍ ଅଫ୍ ଇଣ୍ଡିଆ ଲିମିଟେଡ଼୍ ବଲାଙ୍ଗିର ସବ୍‌ସେଷ୍ଟସନ ପକ୍ଷରୁ ଗ୍ରାମସଭା ଆୟୋଜିତ   29-Oct-2026
  ଜିଲ୍ଲା  
ଅମଳ ବେଳେ ବାତ୍ୟା ମାଡ଼, ଉଜାଡ଼ିଲା ଚାଷୀଙ୍କ ସ୍ୱପ୍ନ : ପନିପରିବା ସହ ଧାନ ଫସଲ ନଷ୍ଟ ଆଶଙ୍କା, କ୍ଷୟକ୍ଷତି ଆକଳନ କରି ସହାୟତା ଦେବାକୁ ଦାବି   29-Oct-2026

You Might Also Like