-+91-9937148622 |

prerana_bgr@rediffmail.com |

  Saturday 31st October 2026 |

| | | |

R.N.I. Regd No. ODIODI/2010/46693

Breaking News

ମାନ୍ୟବର କେନ୍ଦ୍ରମନ୍ତ୍ରୀ ଡା. ବୀରେନ୍ଦ୍ର କୁମାରଙ୍କ ସିଆରସି ପରିଦର୍ଶନ   (30-Oct-2026)       ||      ଦିବ୍ୟାଙ୍ଗ ବ୍ୟକ୍ତିମାନଙ୍କ ସଶକ୍ତିକରଣ, ପୁନର୍ବାସ ଓ ସେମାନଙ୍କୁ ସ୍ୱାବଲମ୍ବୀ କରିବା ଉଦ୍ଦେଶ୍ୟରେ ବିଭିନ୍ନ କାର୍ଯ୍ୟକ୍ରମ    (30-Oct-2026)       ||      ସୁନ୍ଦରଗଡରେ ପିଏମ୍‌ କିଷାନ ଉତ୍ସବ ପାଳନ ପାଳିତ ଏବଂ ୨୪ତମ କିସ୍ତି ପ୍ରଦାନ   (30-Oct-2026)       ||      ଖାଲି ରାସ୍ତାରେ ଗାଡି ଦେଖି କଣ୍ଟାବାଞ୍ଜି ଏସଡିପିଓଙ୍କ ଫୋର୍ସ ପ୍ରଦର୍ଶନ !   (30-Oct-2026)       ||      ୧୦କୋଟି ଟଙ୍କାର ନିର୍ମାଣହେବ ୨କିମିର ରାସ୍ତା   (30-Oct-2026)       ||      ଭୋଟ ବଞ୍ଚାଅ ଦେଶ ବଞ୍ଚାଅ କୁ ନେଇ ର ସାମ୍ବାଦିକ ସମ୍ବିଳନୀ    (30-Oct-2026)       ||      ଦୁର୍ଘଟଣା ପିଛା ଛାଡୁ ନାହିଁ,ପୁଣି ସେହି ପାଉଁଶ ବୋଝେଇ ଗାଡି ପାଉଁଶ ବୋଝେଇ ଗାଡି ଦୁର୍ଘଟଣା ଗ୍ରସ୍ତ, ଭାଙ୍ଗିଲା ବ୍ୟାଙ୍କର ଗେଟ୍   (30-Oct-2026)       ||      ଏସଆରସି କଂଟ୍ରୋଲ ରୁମରେ ସ୍ଥିତି  ଗଂଜାମ ଓ ଗଜପତି ଜିଲ୍ଲାର ସ୍ଥିତି ସମୀକ୍ଷା♦️  ବାତ୍ୟା ପରବର୍ତ୍ତୀ ସ୍ଥିତିର ନିରନ୍ତର ଅନୁଧ୍ୟାନ ଓ ଜନସାଧାରଣଙ୍କ ସୁରକ୍ଷାକୁ ଗୁରୁତ୍ୱ    (29-Oct-2026)       ||      କଲେଜଛକ କଲ୍ୟାଣମଣ୍ଡପରେ ଚିତ୍ରକଳା ଓ ମଣ୍ଡାପିଠା ତିଆରି ପ୍ରତିଯୋଗିତା ଅନୁଷ୍ଠିତ   (29-Oct-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀ ଓ ଯାଜପୁର ସାଂସଦଙ୍କ ସରକାର - ବିରୋଧୀ ଆଭିମୁଖ୍ୟକୁ ୮୦ ଲକ୍ଷ ପ୍ରକୃତ ଅନୁସୂଚିତ ଜାତି ଆନ୍ଦୋଳନ ଧମକ ସରକାରୀ ସୁପାରିଶ ବନାମ ରାଜନୈତିକ ହସ୍ତକ୍ଷେପ - କେକେଡି ବିରୋଧୀ ଲଢେଇ ଅଲ୍ ଓଡିଶା କେଉଁତ, କୌବର୍ତ୍ତ ଓ ଧୀବର ହଟାଓ ଆକ୍ସନ କମିଟି, ବଲାଙ୍ଗିର   (29-Oct-2026)       ||      ବୀରମୁଣ୍ଡାରେ ପାୱାର୍ ଗ୍ରୀଡ଼୍ କର୍ପୋରେସନ୍ ଅଫ୍ ଇଣ୍ଡିଆ ଲିମିଟେଡ଼୍ ବଲାଙ୍ଗିର ସବ୍‌ସେଷ୍ଟସନ ପକ୍ଷରୁ ଗ୍ରାମସଭା ଆୟୋଜିତ   (29-Oct-2026)       ||      ଅମଳ ବେଳେ ବାତ୍ୟା ମାଡ଼, ଉଜାଡ଼ିଲା ଚାଷୀଙ୍କ ସ୍ୱପ୍ନ : ପନିପରିବା ସହ ଧାନ ଫସଲ ନଷ୍ଟ ଆଶଙ୍କା, କ୍ଷୟକ୍ଷତି ଆକଳନ କରି ସହାୟତା ଦେବାକୁ ଦାବି   (29-Oct-2026)       ||      କଳା ଜଗତର ସର୍ବଶ୍ରେଷ୍ଠ କଳା ହେଉଛି ପାଲା : ଗୁରୁ ପାର୍ବତୀ ଭୋଇ   (29-Oct-2026)       ||      ମହଦାରେ ଦୁଇ ଟ୍ରକ୍ ମଧ୍ୟରେ ଭୟଙ୍କର ଧକ୍କା, ଗ୍ରାମବାସୀ ଓ ଉଦ୍ଧାରକାରିଙ୍କ ତତ୍ପରତାରେ ବଞ୍ଚିଗଲା ଜୀବନ   (29-Oct-2026)       ||      ବରଗଡ଼ ନଦୀପଡ଼ା ରେ ଗଜଲକ୍ଷ୍ମୀ ପୂଜା   (29-Oct-2026)       ||      ବଲାଙ୍ଗୀର ସହରର ରୁଗୁଡି ପଡା ଓ ନାଲଖଣ୍ଡି ପଡା ଠାରେ ମାଁ ଗଜଲକ୍ଷ୍ମୀଙ୍କ ପୂଜା ଧୁମଧାମ ରେ ପାଳିତ   (29-Oct-2026)       ||      ଟିଟିଲାଗଡ ଓମ୍ ଭ୍ୟାଲି ସ୍କୁଲ୍‌ରେ ଆସନ୍ତା କାଲି ଅନୁଷ୍ଠିତ ହେବ କ୍ୟାରିୟର ମେଳା - ଯୋଗଦେବେ ଦେଶର ୧୦ଟି ପ୍ରମୁଖ ବିଶ୍ୱବିଦ୍ୟାଳୟର ଛାତ୍ରଛାତ୍ରୀ    (29-Oct-2026)       ||      ବରୀ ବ୍ଲକରେ ଶିଶୁ ଶ୍ରମିକ ଚିହ୍ନଟ ଓ ଉଦ୍ଧାର ନିମନ୍ତେ ମିଳିତ ଚଢ଼ାଉ ଅଭିଯାନ   (29-Oct-2026)       ||      ପୁରୁଣା ସରକାରୀ ଡାକ୍ତରଖାନା ଷ୍ଟାଫ କ୍ୱାର୍ଟର ମରାମତିରେ ଚରମ ଅବହେଳା - ଅସମ୍ପୂର୍ଣ୍ଣ କାମ ଯୋଗୁଁ ଡାକ୍ତରଙ୍କ ପରିବାର ହେଉଛନ୍ତି ଅସୁବିଧାର ସମ୍ମୁଖୀନ    (29-Oct-2026)       ||      ପିପି ଏକାଡେମୀ ରେ ସଙ୍ଗୀତ ଓ କଲେଜଛକ କଲ୍ୟାଣ ମଣ୍ଡପ ରେ ରଙ୍ଗୋଲି ଲି ପ୍ରତିଯୋଗିତା   (28-Oct-2026)       ||     

HOME   ରାଜ୍ୟ

ଆନ୍ଦ୍ର-ଓଡ଼ିଶା ସୀମା ବିବାଦ‌: ପଦାରେ ପଡିଲା ଆନ୍ଧ୍ରର ଚଞ୍ଚକତା

12-Dec-2020



ଭୁବନେଶ୍ୱର/ପଟ୍ଟାଙ୍ଗି,(ଶୁଭାଶିଷ ନାୟକ): କୋରାପୁଟ ଜିଲା ପଟାଙ୍ଗି ବ୍ଲକରେ ସୀମାକୁ ନେଇ ଆନ୍ଧ୍ର ଓ ଓଡ଼ିଶା ମଧ୍ୟରେ ବିବାଦ ଲାଗି ରହିଥିବାବେଳେ ଏହି ଆନ୍ଦ୍ର ପ୍ରଦେଶର ଏଭଳି କାରସାଦିକୁ ନେଇ ଏବେ ଓଡ଼ିଶାରେ  ଚର୍ଚ୍ଚା ଲାଗିରହିଛି  । ଶୁକ୍ରବାର କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ତଥା ଆନ୍ଧ୍ର ରାଜ୍ୟ ସୀମାନ୍ତ ସମ୍ବାଇ ପଞ୍ଚାୟତର ସୁନାବେଡ଼ା ସୀମାନ୍ତ ତଥା ବିବାଦସ୍ଥଳରେ ଦୁଇ ରାଜ୍ୟର ଜିଲା ପ୍ରଶାସନିକ ଅଧିକାରୀ ପହଞ୍ଚି ସେଟେଲମେଟ୍ ମ୍ୟାପକୁ ଆଧାର କରି ମାପଚୁପ (ଡିମାର୍କସେନ) ଆରମ୍ଭ କରିଛନ୍ତି  ।

     ପ୍ରକାଶଥାଉ କି, ତ ୩ ତାରିଖ ଦିନ କୋରାପୁଟ ଜିଲ୍ଲା ପ୍ରଶାସନିକ ଅଧିକାରୀ ଓ ଆନ୍ଧ୍ର ପ୍ରଦେଶ ପ୍ରଶାସନିକ ଅଧିକାରୀଙ୍କ ମଧ୍ୟରେ ସୀମାକୁ ନେଇ ଆଲୋଚନା ହୋଇଥିଲା । ସୀମା ଚିହ୍ନଟ ନେଇ ଉଭୟ ପ୍ରଶାସନିକ ଅଧିକାରୀ ସହମତ ହେବା ପୂର୍ବର ରେକର୍ଡ ଅନୁଯାୟୀ ଚିହ୍ନଟ କରାଯିବ ବୋଲି ଚୁକ୍ତିନାମା କରାଯାଇଥିଲା । ଗତ ୬ ଦିନ ଧରି କୋରାପୁଟ ଜିଲ୍ଲା ପ୍ରଶାସନର ଅଧିକାରୀ ସୀମା ଚିହ୍ନଟ ପ୍ରକ୍ରିୟାରେ ଯୋଗଦେଇ ସୀମା ଚିହ୍ନଟ କରିଥିବା ବେଳେ ଆନ୍ଧ୍ରପ୍ରଦେଶ ସରକାରଙ୍କ କୌଣସି ଅଧିକାରୀଙ୍କ ଦେଖାଦର୍ଶନ ମିଳି ନ ଥିଲା ।

ପୂର୍ବରୁ ମଧ୍ଯ ଆନ୍ଧ୍ରପ୍ରଦେଶ କେବଳ ଗୁଗୁଲ୍ ମ୍ୟାପ୍ ଧରି ଓଡ଼ିଶା ଭିତରକୁ ଅନୁପ୍ରବେଶ କରି ଏହା ନିଜର ଅଞ୍ଚଳ ବୋଲି ଦାବି କରିଆସୁଥିବା ବେଳେ ଏହା ସଂପୂର୍ଣ୍ଣ ମିଥ୍ୟା ବୋଲି ସ୍ପଷ୍ଟ ହୋଇଯାଇଛି । ଆନ୍ଧ୍ରପ୍ରଦେଶ ଓଡ଼ିଶା ସୀମାର ପ୍ରାୟ ୧୫୦ ମିଟର ଅଞ୍ଚଳର ପ୍ରାୟ ୧୦୦ ଏକର ସରକାରୀ ଜମିକୁ ନିଜ ଅକ୍ତିଆରକୁ ନେବାକୁ ଯେଉଁ ମସୁଧା କରିଥିଲେ ତାହା ପଣ୍ଡ ହୋଇଛି । ସୀମା ଚିହ୍ନଟ ପ୍ରକ୍ରିୟାରେ ଡେ଼ପୁଟି କଲେକ୍ଟର ଅର୍ଚ୍ଚନା ଦାସ, ପଟ୍ଟାଙ୍ଗି ତହସିଲଦାର ହରିପଦ ମଣ୍ଡଳ, ଅତିରିକ୍ତ ତହସିଲଦାର ମହାଦେବ ଭତ୍ରା, ସମ୍ବାଇ ଆରଆଇ ସଭା ହରିଜନ , ଆଇଆଇସି ବିଜୟରାଜ ମାଝି ଙ୍କ ସମେତ ବ୍ରହ୍ମପୁର ସେଟେଲମେଣ୍ଟ କାର୍ଯ୍ୟାଳୟରୁ ଆସିଥିବା ୩ ଜଣ ଅଧିକାରୀ ଉପସ୍ଥିତ ରହିଥିଲେ। ଏହି ରିପୋର୍ଟ ପ୍ରଶାସନ ନିକଟରେ ଦାଖଲ କରାଯିବା ସହ ସରକାରଙ୍କୁ ଅବଗତ କରାଯିବ ବୋଲି ତହସିଲ କାର୍ଯ୍ୟାଳୟ ପକ୍ଷରୁ ସୂଚନା ମିଳିଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମାନ୍ୟବର କେନ୍ଦ୍ରମନ୍ତ୍ରୀ ଡା. ବୀରେନ୍ଦ୍ର କୁମାରଙ୍କ ସିଆରସି ପରିଦର୍ଶନ   30-Oct-2026
  ରାଜ୍ୟ  
ଦିବ୍ୟାଙ୍ଗ ବ୍ୟକ୍ତିମାନଙ୍କ ସଶକ୍ତିକରଣ, ପୁନର୍ବାସ ଓ ସେମାନଙ୍କୁ ସ୍ୱାବଲମ୍ବୀ କରିବା ଉଦ୍ଦେଶ୍ୟରେ ବିଭିନ୍ନ କାର୍ଯ୍ୟକ୍ରମ   30-Oct-2026
  ଜିଲ୍ଲା  
ସୁନ୍ଦରଗଡରେ ପିଏମ୍‌ କିଷାନ ଉତ୍ସବ ପାଳନ ପାଳିତ ଏବଂ ୨୪ତମ କିସ୍ତି ପ୍ରଦାନ   30-Oct-2026
  ଜିଲ୍ଲା  
ଖାଲି ରାସ୍ତାରେ ଗାଡି ଦେଖି କଣ୍ଟାବାଞ୍ଜି ଏସଡିପିଓଙ୍କ ଫୋର୍ସ ପ୍ରଦର୍ଶନ !   30-Oct-2026
  ଜିଲ୍ଲା  
୧୦କୋଟି ଟଙ୍କାର ନିର୍ମାଣହେବ ୨କିମିର ରାସ୍ତା   30-Oct-2026
  ଜିଲ୍ଲା  
ଭୋଟ ବଞ୍ଚାଅ ଦେଶ ବଞ୍ଚାଅ କୁ ନେଇ ର ସାମ୍ବାଦିକ ସମ୍ବିଳନୀ   30-Oct-2026
  ଜିଲ୍ଲା  
ଦୁର୍ଘଟଣା ପିଛା ଛାଡୁ ନାହିଁ,ପୁଣି ସେହି ପାଉଁଶ ବୋଝେଇ ଗାଡି ପାଉଁଶ ବୋଝେଇ ଗାଡି ଦୁର୍ଘଟଣା ଗ୍ରସ୍ତ, ଭାଙ୍ଗିଲା ବ୍ୟାଙ୍କର ଗେଟ୍   30-Oct-2026
  ମହାନଗର  
ଏସଆରସି କଂଟ୍ରୋଲ ରୁମରେ ସ୍ଥିତି  ଗଂଜାମ ଓ ଗଜପତି ଜିଲ୍ଲାର ସ୍ଥିତି ସମୀକ୍ଷା♦️  ବାତ୍ୟା ପରବର୍ତ୍ତୀ ସ୍ଥିତିର ନିରନ୍ତର ଅନୁଧ୍ୟାନ ଓ ଜନସାଧାରଣଙ୍କ ସୁରକ୍ଷାକୁ ଗୁରୁତ୍ୱ    29-Oct-2026
  ରାଜ୍ୟ  
କଲେଜଛକ କଲ୍ୟାଣମଣ୍ଡପରେ ଚିତ୍ରକଳା ଓ ମଣ୍ଡାପିଠା ତିଆରି ପ୍ରତିଯୋଗିତା ଅନୁଷ୍ଠିତ   29-Oct-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ମନ୍ତ୍ରୀ ଓ ଯାଜପୁର ସାଂସଦଙ୍କ ସରକାର - ବିରୋଧୀ ଆଭିମୁଖ୍ୟକୁ ୮୦ ଲକ୍ଷ ପ୍ରକୃତ ଅନୁସୂଚିତ ଜାତି ଆନ୍ଦୋଳନ ଧମକ ସରକାରୀ ସୁପାରିଶ ବନାମ ରାଜନୈତିକ ହସ୍ତକ୍ଷେପ - କେକେଡି ବିରୋଧୀ ଲଢେଇ ଅଲ୍ ଓଡିଶା କେଉଁତ, କୌବର୍ତ୍ତ ଓ ଧୀବର ହଟାଓ ଆକ୍ସନ କମିଟି, ବଲାଙ୍ଗିର   29-Oct-2026
  ଜିଲ୍ଲା  
ବୀରମୁଣ୍ଡାରେ ପାୱାର୍ ଗ୍ରୀଡ଼୍ କର୍ପୋରେସନ୍ ଅଫ୍ ଇଣ୍ଡିଆ ଲିମିଟେଡ଼୍ ବଲାଙ୍ଗିର ସବ୍‌ସେଷ୍ଟସନ ପକ୍ଷରୁ ଗ୍ରାମସଭା ଆୟୋଜିତ   29-Oct-2026
  ଜିଲ୍ଲା  
ଅମଳ ବେଳେ ବାତ୍ୟା ମାଡ଼, ଉଜାଡ଼ିଲା ଚାଷୀଙ୍କ ସ୍ୱପ୍ନ : ପନିପରିବା ସହ ଧାନ ଫସଲ ନଷ୍ଟ ଆଶଙ୍କା, କ୍ଷୟକ୍ଷତି ଆକଳନ କରି ସହାୟତା ଦେବାକୁ ଦାବି   29-Oct-2026

You Might Also Like