-+91-9937148622 |

prerana_bgr@rediffmail.com |

  Friday 30th October 2026 |

| | | |

R.N.I. Regd No. ODIODI/2010/46693

Breaking News

ସୁନ୍ଦରଗଡରେ ପିଏମ୍‌ କିଷାନ ଉତ୍ସବ ପାଳନ ପାଳିତ ଏବଂ ୨୪ତମ କିସ୍ତି ପ୍ରଦାନ   (30-Oct-2026)       ||      ଖାଲି ରାସ୍ତାରେ ଗାଡି ଦେଖି କଣ୍ଟାବାଞ୍ଜି ଏସଡିପିଓଙ୍କ ଫୋର୍ସ ପ୍ରଦର୍ଶନ !   (30-Oct-2026)       ||      ୧୦କୋଟି ଟଙ୍କାର ନିର୍ମାଣହେବ ୨କିମିର ରାସ୍ତା   (30-Oct-2026)       ||      ଭୋଟ ବଞ୍ଚାଅ ଦେଶ ବଞ୍ଚାଅ କୁ ନେଇ ର ସାମ୍ବାଦିକ ସମ୍ବିଳନୀ    (30-Oct-2026)       ||      ଦୁର୍ଘଟଣା ପିଛା ଛାଡୁ ନାହିଁ,ପୁଣି ସେହି ପାଉଁଶ ବୋଝେଇ ଗାଡି ପାଉଁଶ ବୋଝେଇ ଗାଡି ଦୁର୍ଘଟଣା ଗ୍ରସ୍ତ, ଭାଙ୍ଗିଲା ବ୍ୟାଙ୍କର ଗେଟ୍   (30-Oct-2026)       ||      ଏସଆରସି କଂଟ୍ରୋଲ ରୁମରେ ସ୍ଥିତି  ଗଂଜାମ ଓ ଗଜପତି ଜିଲ୍ଲାର ସ୍ଥିତି ସମୀକ୍ଷା♦️  ବାତ୍ୟା ପରବର୍ତ୍ତୀ ସ୍ଥିତିର ନିରନ୍ତର ଅନୁଧ୍ୟାନ ଓ ଜନସାଧାରଣଙ୍କ ସୁରକ୍ଷାକୁ ଗୁରୁତ୍ୱ    (29-Oct-2026)       ||      କଲେଜଛକ କଲ୍ୟାଣମଣ୍ଡପରେ ଚିତ୍ରକଳା ଓ ମଣ୍ଡାପିଠା ତିଆରି ପ୍ରତିଯୋଗିତା ଅନୁଷ୍ଠିତ   (29-Oct-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀ ଓ ଯାଜପୁର ସାଂସଦଙ୍କ ସରକାର - ବିରୋଧୀ ଆଭିମୁଖ୍ୟକୁ ୮୦ ଲକ୍ଷ ପ୍ରକୃତ ଅନୁସୂଚିତ ଜାତି ଆନ୍ଦୋଳନ ଧମକ ସରକାରୀ ସୁପାରିଶ ବନାମ ରାଜନୈତିକ ହସ୍ତକ୍ଷେପ - କେକେଡି ବିରୋଧୀ ଲଢେଇ ଅଲ୍ ଓଡିଶା କେଉଁତ, କୌବର୍ତ୍ତ ଓ ଧୀବର ହଟାଓ ଆକ୍ସନ କମିଟି, ବଲାଙ୍ଗିର   (29-Oct-2026)       ||      ବୀରମୁଣ୍ଡାରେ ପାୱାର୍ ଗ୍ରୀଡ଼୍ କର୍ପୋରେସନ୍ ଅଫ୍ ଇଣ୍ଡିଆ ଲିମିଟେଡ଼୍ ବଲାଙ୍ଗିର ସବ୍‌ସେଷ୍ଟସନ ପକ୍ଷରୁ ଗ୍ରାମସଭା ଆୟୋଜିତ   (29-Oct-2026)       ||      ଅମଳ ବେଳେ ବାତ୍ୟା ମାଡ଼, ଉଜାଡ଼ିଲା ଚାଷୀଙ୍କ ସ୍ୱପ୍ନ : ପନିପରିବା ସହ ଧାନ ଫସଲ ନଷ୍ଟ ଆଶଙ୍କା, କ୍ଷୟକ୍ଷତି ଆକଳନ କରି ସହାୟତା ଦେବାକୁ ଦାବି   (29-Oct-2026)       ||      କଳା ଜଗତର ସର୍ବଶ୍ରେଷ୍ଠ କଳା ହେଉଛି ପାଲା : ଗୁରୁ ପାର୍ବତୀ ଭୋଇ   (29-Oct-2026)       ||      ମହଦାରେ ଦୁଇ ଟ୍ରକ୍ ମଧ୍ୟରେ ଭୟଙ୍କର ଧକ୍କା, ଗ୍ରାମବାସୀ ଓ ଉଦ୍ଧାରକାରିଙ୍କ ତତ୍ପରତାରେ ବଞ୍ଚିଗଲା ଜୀବନ   (29-Oct-2026)       ||      ବରଗଡ଼ ନଦୀପଡ଼ା ରେ ଗଜଲକ୍ଷ୍ମୀ ପୂଜା   (29-Oct-2026)       ||      ବଲାଙ୍ଗୀର ସହରର ରୁଗୁଡି ପଡା ଓ ନାଲଖଣ୍ଡି ପଡା ଠାରେ ମାଁ ଗଜଲକ୍ଷ୍ମୀଙ୍କ ପୂଜା ଧୁମଧାମ ରେ ପାଳିତ   (29-Oct-2026)       ||      ଟିଟିଲାଗଡ ଓମ୍ ଭ୍ୟାଲି ସ୍କୁଲ୍‌ରେ ଆସନ୍ତା କାଲି ଅନୁଷ୍ଠିତ ହେବ କ୍ୟାରିୟର ମେଳା - ଯୋଗଦେବେ ଦେଶର ୧୦ଟି ପ୍ରମୁଖ ବିଶ୍ୱବିଦ୍ୟାଳୟର ଛାତ୍ରଛାତ୍ରୀ    (29-Oct-2026)       ||      ବରୀ ବ୍ଲକରେ ଶିଶୁ ଶ୍ରମିକ ଚିହ୍ନଟ ଓ ଉଦ୍ଧାର ନିମନ୍ତେ ମିଳିତ ଚଢ଼ାଉ ଅଭିଯାନ   (29-Oct-2026)       ||      ପୁରୁଣା ସରକାରୀ ଡାକ୍ତରଖାନା ଷ୍ଟାଫ କ୍ୱାର୍ଟର ମରାମତିରେ ଚରମ ଅବହେଳା - ଅସମ୍ପୂର୍ଣ୍ଣ କାମ ଯୋଗୁଁ ଡାକ୍ତରଙ୍କ ପରିବାର ହେଉଛନ୍ତି ଅସୁବିଧାର ସମ୍ମୁଖୀନ    (29-Oct-2026)       ||      ପିପି ଏକାଡେମୀ ରେ ସଙ୍ଗୀତ ଓ କଲେଜଛକ କଲ୍ୟାଣ ମଣ୍ଡପ ରେ ରଙ୍ଗୋଲି ଲି ପ୍ରତିଯୋଗିତା   (28-Oct-2026)       ||      ବାତ୍ୟା ‘ଅର୍ଣ୍ଣବ’ ମୁକାବିଲା କ୍ଷେତ୍ରରେ ଶୂନ୍ୟ ଜୀବନହାନି ଓ ଫସଲ କ୍ଷୟକ୍ଷତି ରୋକିବା ଉପରେ ରାଜ୍ୟପାଳଙ୍କ ଗୁରୁତ୍ୱାରୋପ   (28-Oct-2026)       ||      ସାହୁ ପରିବାର"ର ପ୍ରଥମ ସାଧାରଣ ଅଧିବେଶନ : ରମେଶ ଚନ୍ଦ୍ର ସାହୁ ସଭାପତି ଏବଂ ବିଶ୍ୱନାଥ ସାହୁ ସମ୍ପାଦକ   (28-Oct-2026)       ||     

HOME   ବିଶେଷ

ବଲାଙ୍ଗୀର ଜିଲ୍ଲା ଓକିଲ ସଂଘର ନୂତନ କର୍ମକର୍ତ୍ତା ନିର୍ବାଚିତ

12-Dec-2020



ବଲାଙ୍ଗୀର,(ପ୍ରେରଣା ଖବର)- ଆଜି  ବଲାଙ୍ଗୀର ଜିଲ୍ଲା ଓକିଲ ସଂଘର ନୂତନ କର୍ମକର୍ତ୍ତା ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି । ମୋଟ୍ 289 ଜଣ ସଭ୍ୟ ଭୋଟ ଦେଇଥିଲେ । ଏଥିରେ ସଭାପତି ଭାବରେ ଏଡ୍‌ଭୋକଟେ ପ୍ରବୀଣ କୁମାର ମିଶ୍ର ନିଦ୍ୱର୍ନ୍ଦରେ ନିର୍ବାଚିତ ହୋଇଥିବା ବେଳେ କେବଳ ସମ୍ପାଦକ ପଦବୀ ପାଇଁ ନିର୍ବାଚନ ଅନୁଷ୍ଠିତ ହୋଇଥିଲା l ସଂପାଦକ ପଦ ପାଇଁ ବାସୁଦେବ ରଥ  ଓ ଜୟପାଲ ସାହୁଙ୍କ ମଧ୍ୟରେ  ପ୍ରତିଦ୍ୱନ୍ଦିତା ହୋଇଥଲା ।  ବସୁଦେବ ରଥ ମୋଟ 187 ଖଣ୍ଡ ଭୋଟ ପାଇ 88 ଟି ଭୋଟ ବ୍ୟବଧାନରେ ବିଜୟଲାଭ କରିଥିଲେ । ଉପସଭାପତି ଭାବରେ ସୁଭାଷ ଚନ୍ଦ୍ର ବେହେରା, ସହସଂପାଦକ ଭାବରେ ରଶ୍ମିରଞ୍ଜନ ପଣ୍ଡା, କୋଷାଧ୍ୟକ୍ଷ ଭାବରେ ବୈଷ୍ଣବ ଚରଣ ସାହୁ ଏବଂ ଅଡିଟର ଭାବେ ଶଙ୍କର ପ୍ରସାଦ ମିଶ୍ର ମନୋନୀତ ହୋଇଥିଲେ ।  ଠିକ ସହିପରି କାର୍ଯ୍ୟକାରୀ କମିଟିରେ ନିତ୍ୟାନନ୍ଦ ବରେଇ ପ୍ରଦୀପ କୁମାର ବିଶ୍ଵାଳ, ରବି ନାରାୟଣ ବହିଦାର, ରାଧାକାନ୍ତ ମହାକୁଡ, ଉମାକାନ୍ତ ସାହୁ, ପ୍ରମୋଦ କୁମାର ଭୋଇ, ଅଶିତ ଷଡଙ୍ଗୀ, ଓମକାର ନାୟକ, ରାଜେନ୍ଦ୍ର ମିଶ୍ର, ମୁକୁନ୍ଦ ଦେବ ପଟେଲ, ଦୀନେଶ ନାଗ ଓ ଆର୍ତ୍ତତ୍ରାଣ ପୁରୋହିତ ପ୍ରମୁଖ ମନୋନୀତ ହୋଇଛନ୍ତି । ଆଜିର ଏହି ନିର୍ବାଚନରେ ନିର୍ବାଚନ ଅଫିସର ଭାବେ ଆଡ଼ଭୋକେଟ ଶଶିଭୂଷଣ ପୁରୋହିତ ପରିଚାଳନା କରିଥିବା ବେଳେ   ଜିଲ୍ଲା ଓକିଲ ସଂଘର  ସଭ୍ୟ ସୁରେନ୍ଦ୍ର ମିଶ୍ର, ଦେବାଶିଷ ବିଶ୍ଵାଳ, ସୁଧାଂଶୁ ଦେଓ, ଜିତେନ୍ଦ୍ର ପୁରୋହିତ  ପ୍ରମୁଖ ସହଯୋଗ କରିଥିଲେ ।

   ସୂଚନାଯୋଗ୍ୟ ଯେ, ଏହି ନୂତନ କର୍ମକର୍ତ୍ତାଙ୍କ କାର୍ଯ୍ୟକାଳ ଆସନ୍ତା ୩ ମାସ ପର୍ଯ୍ୟନ୍ତ ରହିବ । ଷ୍ଟେଟ୍ ବାର ଏସୋସିଏସନର ନିଷ୍ପତ୍ତି କ୍ରମେ ପ୍ରତିବର୍ଷ  ମାର୍ଚ୍ଚ  ମାସରେ ସାରା ରାଜ୍ୟରେ ଓକିଲ ସଂଘର ନିର୍ବାଚନ ଗୋଟିଏ ଦିନ ଅନୁଷ୍ଠିତ ହେବାକୁ ସ୍ଥିରୀକୃତ ହୋଇଥିଲା । 


News Comment




Photo in News

Advertisment
Lastest News
  ଜିଲ୍ଲା  
ସୁନ୍ଦରଗଡରେ ପିଏମ୍‌ କିଷାନ ଉତ୍ସବ ପାଳନ ପାଳିତ ଏବଂ ୨୪ତମ କିସ୍ତି ପ୍ରଦାନ   30-Oct-2026
  ଜିଲ୍ଲା  
ଖାଲି ରାସ୍ତାରେ ଗାଡି ଦେଖି କଣ୍ଟାବାଞ୍ଜି ଏସଡିପିଓଙ୍କ ଫୋର୍ସ ପ୍ରଦର୍ଶନ !   30-Oct-2026
  ଜିଲ୍ଲା  
୧୦କୋଟି ଟଙ୍କାର ନିର୍ମାଣହେବ ୨କିମିର ରାସ୍ତା   30-Oct-2026
  ଜିଲ୍ଲା  
ଭୋଟ ବଞ୍ଚାଅ ଦେଶ ବଞ୍ଚାଅ କୁ ନେଇ ର ସାମ୍ବାଦିକ ସମ୍ବିଳନୀ   30-Oct-2026
  ଜିଲ୍ଲା  
ଦୁର୍ଘଟଣା ପିଛା ଛାଡୁ ନାହିଁ,ପୁଣି ସେହି ପାଉଁଶ ବୋଝେଇ ଗାଡି ପାଉଁଶ ବୋଝେଇ ଗାଡି ଦୁର୍ଘଟଣା ଗ୍ରସ୍ତ, ଭାଙ୍ଗିଲା ବ୍ୟାଙ୍କର ଗେଟ୍   30-Oct-2026
  ମହାନଗର  
ଏସଆରସି କଂଟ୍ରୋଲ ରୁମରେ ସ୍ଥିତି  ଗଂଜାମ ଓ ଗଜପତି ଜିଲ୍ଲାର ସ୍ଥିତି ସମୀକ୍ଷା♦️  ବାତ୍ୟା ପରବର୍ତ୍ତୀ ସ୍ଥିତିର ନିରନ୍ତର ଅନୁଧ୍ୟାନ ଓ ଜନସାଧାରଣଙ୍କ ସୁରକ୍ଷାକୁ ଗୁରୁତ୍ୱ    29-Oct-2026
  ରାଜ୍ୟ  
କଲେଜଛକ କଲ୍ୟାଣମଣ୍ଡପରେ ଚିତ୍ରକଳା ଓ ମଣ୍ଡାପିଠା ତିଆରି ପ୍ରତିଯୋଗିତା ଅନୁଷ୍ଠିତ   29-Oct-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ମନ୍ତ୍ରୀ ଓ ଯାଜପୁର ସାଂସଦଙ୍କ ସରକାର - ବିରୋଧୀ ଆଭିମୁଖ୍ୟକୁ ୮୦ ଲକ୍ଷ ପ୍ରକୃତ ଅନୁସୂଚିତ ଜାତି ଆନ୍ଦୋଳନ ଧମକ ସରକାରୀ ସୁପାରିଶ ବନାମ ରାଜନୈତିକ ହସ୍ତକ୍ଷେପ - କେକେଡି ବିରୋଧୀ ଲଢେଇ ଅଲ୍ ଓଡିଶା କେଉଁତ, କୌବର୍ତ୍ତ ଓ ଧୀବର ହଟାଓ ଆକ୍ସନ କମିଟି, ବଲାଙ୍ଗିର   29-Oct-2026
  ଜିଲ୍ଲା  
ବୀରମୁଣ୍ଡାରେ ପାୱାର୍ ଗ୍ରୀଡ଼୍ କର୍ପୋରେସନ୍ ଅଫ୍ ଇଣ୍ଡିଆ ଲିମିଟେଡ଼୍ ବଲାଙ୍ଗିର ସବ୍‌ସେଷ୍ଟସନ ପକ୍ଷରୁ ଗ୍ରାମସଭା ଆୟୋଜିତ   29-Oct-2026
  ଜିଲ୍ଲା  
ଅମଳ ବେଳେ ବାତ୍ୟା ମାଡ଼, ଉଜାଡ଼ିଲା ଚାଷୀଙ୍କ ସ୍ୱପ୍ନ : ପନିପରିବା ସହ ଧାନ ଫସଲ ନଷ୍ଟ ଆଶଙ୍କା, କ୍ଷୟକ୍ଷତି ଆକଳନ କରି ସହାୟତା ଦେବାକୁ ଦାବି   29-Oct-2026
  ଜିଲ୍ଲା  
କଳା ଜଗତର ସର୍ବଶ୍ରେଷ୍ଠ କଳା ହେଉଛି ପାଲା : ଗୁରୁ ପାର୍ବତୀ ଭୋଇ   29-Oct-2026
  ଜିଲ୍ଲା  
ମହଦାରେ ଦୁଇ ଟ୍ରକ୍ ମଧ୍ୟରେ ଭୟଙ୍କର ଧକ୍କା, ଗ୍ରାମବାସୀ ଓ ଉଦ୍ଧାରକାରିଙ୍କ ତତ୍ପରତାରେ ବଞ୍ଚିଗଲା ଜୀବନ   29-Oct-2026

You Might Also Like