-+91-9937148622 |

prerana_bgr@rediffmail.com |

  Saturday 9th December 2023 |

| | | |

R.N.I. Regd No. ODIODI/2010/46693

Breaking News

ଡାବୁଗାଁ ବ୍ଲକରେ ଶିକ୍ଷକ ମାନଙ୍କୁ ଟାବଲେଟ ବଣ୍ଟନ   (09-Dec-2023)       ||      ଡାବୁଗାଁ ରେ ଭୀମଭୋଇ ଭିନ୍ନ କ୍ଷମ ସାମର୍ଥ୍ୟ ଶିବିର ନେଇ ପ୍ରସ୍ତୁତି ବୈଠକ ଅନୁଷ୍ଠିତ   (09-Dec-2023)       ||      ଭାନପୁର ରେ ଏଚ୍.ଡି.ଏଫ୍. ସି ବ୍ୟାଙ୍କ୍ ର ୠଣ ମେଳା ଅନୁଷ୍ଠିତ   (09-Dec-2023)       ||      ଯୁବକଙ୍କ ସଂଗଠନ ବିରୋଧୀ ମନ୍ତବ୍ୟ: ମାହେଶ୍ୱରୀ ସଂଗଠନ ତରଫରୁ ଥାନାରେ ଅଭିଯୋଗ    (08-Dec-2023)       ||      ତୁରେକେଲା ରେ ଯୁବ ଓଡ଼ିଶା ନବୀନ ଓଡ଼ିଶା (ନୂଆଁ ଓ) ଆନୁକୁଲ୍ୟରେ ସଚେତନତା କାର୍ଯ୍ୟକ୍ରମ   (08-Dec-2023)       ||      ବୌଦ୍ଧ ଆଦର୍ଶ ଡ଼ିଗ୍ରୀ ମହାବିଦ୍ୟାଳୟରେ ନୁଆଁ -ଓ, ଯୁବ ଓଡିଶା, ନବୀନ ଓଡିଶା କାର୍ଯ୍ୟକ୍ରମ ତରଫରୁ ସାଂସ୍କୃତିକ ଉତ୍ସବ ଓ ପୁରସ୍କାର ବିତରଣ ଉତ୍ସବ   (08-Dec-2023)       ||      ୨୪ ପ୍ରହରୀ ନାମଯଜ୍ଞ ରେ ଯୋଗଦେଲେ ବିଧାୟକ   (08-Dec-2023)       ||      ଲୋଇସିଂହା ମହାବିଦ୍ୟାଳୟ ରେ ନୂଆ-ଓ କାର୍ଯ୍ୟକ୍ରମ ତରଫରୁ ସାମାଜିକ ସଚେତନତା ମୂଳକ କାର୍ଯ୍ୟକ୍ରମ ଆରମ୍ଭ   (08-Dec-2023)       ||       ଦେଇଥିଲେ ମନ୍ତ୍ରୀ,  ଖାଇଦେଲେ ଯନ୍ତ୍ରୀ:   ଲରିଆବାହାଲ ସେମେଲ ବନ୍ଧ ମାଟି କାମରେ ମହାଦୁର୍ନୀତି ଅଭିଯୋଗ   (08-Dec-2023)       ||      ସତ୍ୟବାଦୀ କଲେଜରେ ସାଂସ୍କୃତିକ ଓ ସାହିତ୍ୟିକ ଉତ୍ସବ   (08-Dec-2023)       ||      ନାକ୍ଟିଦେଉଳ ଉଚ୍ଚ ମାଧ୍ଯମିକ ବିଦ୍ୟାଳୟରେ ଆର୍ଥିକ ସାକ୍ଷରତା ସଚେତନତା କାର୍ଯ୍ୟକ୍ରମ   (08-Dec-2023)       ||      ବାଟଗାଁର ଯୁବକକୁ ଗାଡି ଚଢାଇ ହତ୍ୟା ଅଭିଯୋଗରେ ସାହେବୀ ସରପଞ୍ଚଙ୍କ ସମେତ ୩ ଗିରଫ , କୋର୍ଟ ଚାଲାଣ    (08-Dec-2023)       ||      ସୁବଳୟା ସରସ୍ବତୀ ମନ୍ଦିରରେ ବାର୍ଷିକ ଉତ୍ସବ   (08-Dec-2023)       ||      ଉଗ୍ର ଆଂଚଳିକ ବୈଷମ୍ୟର ଶୀକାର, ସରକାରଙ୍କ ୧୯ଟି ସିଙ୍ଗଲ ୱିଣ୍ଡୋ ପ୍ରକଳ୍ପ ମଂଜୁରୀରୁ ବାଦ୍ ପଡିଲା ବଲାଙ୍ଗୀର, ନାଗରିକ କମିଟିର ତୀବ୍ର ପ୍ରତିକ୍ରିୟା    (08-Dec-2023)       ||      ନର୍ଲା ପ୍ରେସ ଆସୋସିଏସନ ର ଏକ ସାଧାରଣ ବୈଠକ ଅନୁଷ୍ଠିତ l   (08-Dec-2023)       ||      ତୃତୀୟ ଦିନରେ ମଦଭାଟିରେ ଆୟକର ଚଢାଉ... ୧୫୬ ବସ୍ତା ନୋଟରୁ ଗଣାଯାଇଛି ୬ଟି, ୭ମେସିନରେ ଚାଲିଛି ଗଣତି   (08-Dec-2023)       ||      ବଲାଙ୍ଗିର : ୧୦ ରୁ ସର୍ବଭାରତୀୟ ଫୁଟ୍‌ବଲ ଟୁର୍ଣ୍ଣାମେଣ୍ଟ     (08-Dec-2023)       ||      ପାଟଣାଗଡରେ ବ୍ଲକ୍ ସ୍ତରୀୟ ଶିଶୁ ସୁରକ୍ଷା ସମ୍ପର୍କିତ ସଚେତନତା ଶିବିର। ବିଧାୟକ ଙ୍କ ଦ୍ଵାରା ବିଜୁ କନ୍ୟା ରତ୍ନ ଯୋଜନାର ଶୁଭାରମ୍ଭ।   (08-Dec-2023)       ||      ମଦବ୍ୟବସାୟୀଙ୍କ ଘରେ ଆୟକର ଚଢାଉ... ସୁଦପଡା ଭାଟିରୁ ପ୍ରାୟ ୨୦୦କୋଟି ଓ ଟିଟିଲାଗଡରୁ ୨୦କୋଟି ଟଙ୍କା ଜବତ   (08-Dec-2023)       ||      ବିଳାସପୁର-କିରକିଚିପାଲି ରାସ୍ତା ପାଲଟିଛି ମରଣଯନ୍ତା, ମାସେ ମଧ୍ୟରେ ରାସ୍ତା ନହେଲେ ଜିଲ୍ଲାପାଳଙ୍କ ଅଫିସ ଆଗରେ ଧାରଣା ଦେବେ ଗ୍ରାମବାସୀ    (08-Dec-2023)       ||     

HOME   ରାଜନୀତି

ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘ ର କାର୍ଯ୍ୟକାରିଣୀ ବୈଠକ

20-Aug-2023



ବଲାଙ୍ଗିର(ପ୍ରେରଣା ଖବର ):  ସ୍ଥାନୀୟ ସାମ୍ବାଦିକ ଭବନ ଠାରେ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ଜ଼ିଲ୍ଲା ସଭାପତି ଶ୍ୟାମ ସୁନ୍ଦର ଭୋଇ ଙ୍କ ସଭାପତିତ୍ୱ ରେ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି l ବୈଠକ ରେ ନକଲି ଆଦିବାସୀ କର୍ମଚାରୀ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାରେ ରାଜ୍ୟସ୍ତରୀୟ ଯାଞ୍ଚ କମିଟି ର ଅଧ୍ୟକ୍ଷ ତଥା ଉତ୍ତରାଞ୍ଚଳ ରାଜସ୍ବ କମିଶନର ସମ୍ବଲପୁର ଟାଲଟୁଲ ନୀତି ଅବଲମ୍ବନ ନ କରି ତ୍ୱରାନ୍ୱିତ କରିବାକୁ ଦାବୀ କରାଯାଇଛି l ଅଣ- ଆଦିବାସୀଙ୍କ ଜବରଦଖଲ ରେ ଥିବା ଆଦିବାସୀ ମାନଙ୍କ ଜମି ଫେରସ୍ତ, ଜମି ହସ୍ତାନ୍ତର ଅନୁମତି ବନ୍ଦ, ଆଦିବାସୀ ଏବଂ

ଅନ୍ୟାନ୍ୟ ବନବାସୀ ଙ୍କ ଜଙ୍ଗଲ ଜମି ଅଧିକାର ସ୍ୱୀକୃତି ଆଇନ ଅନୁସାରେ ଜଙ୍ଗଲ ଜମି ର ପଟ୍ଟା ପ୍ରଦାନ, ବେଛାପରି ଗାଁ ଗୁଡିକୁ ରାଜସ୍ବ ଗ୍ରାମର ମାନ୍ୟତା ପ୍ରଦାନ, ଆଦିବାସୀ ଛାତ୍ରଛାତ୍ରୀ ମାନଙ୍କୁ ମହାବିଦ୍ୟାଳୟ ଗୁଡିକ ରେ ସିଟ ର ଅଭାବ ହେଉଛି ତେଣୁ ସିଟ ବୃଦ୍ଧି, ଏଟ୍ରୋସିଟି କେଶ ରେ ଅଭିଯୁକ୍ତ ମାନଙ୍କୁ ଗିରଫ କରିବା, ଆଦିବାସୀ ଛାତ୍ରଛାତ୍ରୀ ମାନଙ୍କ ଷ୍ଟାଇପେଣ୍ଡ ବୃଦ୍ଧି କରିବା,କେନ୍ଦୁପତ୍ର ରୁ ଜିଏସଟି ପ୍ରତ୍ୟାହାର କରିବା, ଟିଟିଲାଗଡ଼ ବ୍ଲକ, ବଙ୍ଗୋମୁଣ୍ଡା, ବଲାଙ୍ଗିର ବ୍ଲକ, ଲୋଇସିଂହା ବ୍ଲକ, ଆଗଲପୁର ବ୍ଲକ, ପୁଇଁତଲା ବ୍ଲକ କୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦ ରେ ସାମିଲ କରିବା ପାଇଁ ଆଲୋଚନା କରାଯାଇଥିଲା l ଅନୁସୂଚିତ ଜାତି ଅନୁସୂଚିତ ଜନଜାତି ଉନ୍ନୟନ ବିଭାଗ ଦ୍ୱାରା ପରିଚାଳିତ ଆଶ୍ରମ,ସେବlଶ୍ରମ କନ୍ୟାଶ୍ରମ ଗୁଡିକ ରେ ସିଟ ସଂଖ୍ୟା ବୃଦ୍ଧି କରିବା,ହଷ୍ଟେଲ ବୃଦ୍ଧି କରିବା, ଶିକ୍ଷକ ପଦବୀ ପୂରଣ କରିବା, ଆଦିବାସୀ ମାନଙ୍କ ପାଇଁ ଖାଲି ପଡ଼ିଥିବା ପଦବୀ ଗୁଡିକୁ ସ୍ୱତନ୍ତ୍ର ନିଯୁକ୍ତି ପ୍ରକ୍ରିୟା ରେ ପୂରଣ କରିବା ପାଇଁ ସଭା ରେ ଦାବୀ କରିବା ପାଇଁ ଆନ୍ଦୋଳନ କରିବା ପାଇଁ ପ୍ରସ୍ତାବ ଗ୍ରହଣ କରାଯାଇଥିଲା l ବୈଠକ ରେ  ମୁଖ୍ୟଅତିଥି ଭାବରେ  ରାଜ୍ୟସଭା ସାଂସଦ ନିରଞ୍ଜନ ବିଶି, ସ୍ୱତନ୍ତ୍ର ଅତିଥି ଭାବରେ ସ୍ୱତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ବ୍ରଜ ମୋହନ ବିଶି ,ସାଧାରଣ ସମ୍ପାଦକ ହେମେନ୍ଦ୍ର ନାଥ ହାଁସଦା,ଜ଼ିଲ୍ଲାକାର୍ଯ୍ୟକାରୀ ସଭାପତି ବନଳତା ମାଝି,ବ୍ଲକ ସଭାପତି ଭୁବନେଶ୍ୱର କୁଅଁର ପାଟଣାଗଡ ,

ଦଶରଥ ଛତ୍ରିଆ ଲୋଇସିଂହା ,ବ୍ଲକ ସଭାପତି ନିମାଇଁ ଝାଙ୍କର ବଲାଙ୍ଗିର, ସନ୍ତୋଷ ପୁଟା ସଇଁତଲା,ରସିକ ଧରୁଆ ବେଲପଡା , ମନରଞ୍ଜନ ଭୋଇ ବଙ୍ଗୋମୁଣ୍ଡା , ରାଜୀବ କୁଅଁର ମୁରିବାହାଲ , ବରୁଣଚନ୍ଦ୍ର ଭୋଇ  ଆଗଲପୁର, ବ୍ଲକକାର୍ଯ୍ୟକାରୀ ସଭାପତି ଭୁବନେଶ୍ୱର ଧରୁଆ, ଦେଓଗାଁ ବ୍ଲକ କାର୍ଯ୍ୟକାରୀ ସଭାପତି ସୁରଥ ଧରୁଆ,ଟିଟିଲାଗଡ଼ କାର୍ଯ୍ୟକାରୀ ସଭାପତି ଦେବସିଂ ମାଝି, ଜ଼ିଲ୍ଲା କୋଷାଧକ୍ଷ ପ୍ରଫୁଲ୍ଲ ତୁମୁନିଆଁ, ପ୍ରମୁଖ ମଞ୍ଚାସିନ ଥିଲେ l ଗିରିଧାରୀ ଭୋଇ, ଥବିର ପୁଝାରୀ, ନିତ୍ୟାନନ୍ଦ ମାଝି, ଟଙ୍କଧର ଧରୁଆ, ମାହେଶ୍ୱରୀ ମାଝି, ପତ୍ରଙ୍ଗୀ ମାଝି, ସାରଥୀ ବାଗ, ଘନ ଭୋଇ, ମଧୁ ବିଶ୍ୱାଳ,ରାଜ ଭୋଇ,ବିକ୍ରମ ଭୋଇ, ଭୁବନ ମାଝି, ଜଗଜୀବନ ଭୋଇ,ସହିତ ଚଉଦ ଟି ବ୍ଲକ ର କର୍ମକର୍ତ୍ତା ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଡାବୁଗାଁ ବ୍ଲକରେ ଶିକ୍ଷକ ମାନଙ୍କୁ ଟାବଲେଟ ବଣ୍ଟନ   09-Dec-2023
  ଜିଲ୍ଲା  
ଡାବୁଗାଁ ରେ ଭୀମଭୋଇ ଭିନ୍ନ କ୍ଷମ ସାମର୍ଥ୍ୟ ଶିବିର ନେଇ ପ୍ରସ୍ତୁତି ବୈଠକ ଅନୁଷ୍ଠିତ   09-Dec-2023
  ଜିଲ୍ଲା  
ଭାନପୁର ରେ ଏଚ୍.ଡି.ଏଫ୍. ସି ବ୍ୟାଙ୍କ୍ ର ୠଣ ମେଳା ଅନୁଷ୍ଠିତ   09-Dec-2023
  ଜିଲ୍ଲା  
ଯୁବକଙ୍କ ସଂଗଠନ ବିରୋଧୀ ମନ୍ତବ୍ୟ: ମାହେଶ୍ୱରୀ ସଂଗଠନ ତରଫରୁ ଥାନାରେ ଅଭିଯୋଗ   08-Dec-2023
  ଜିଲ୍ଲା  
ତୁରେକେଲା ରେ ଯୁବ ଓଡ଼ିଶା ନବୀନ ଓଡ଼ିଶା (ନୂଆଁ ଓ) ଆନୁକୁଲ୍ୟରେ ସଚେତନତା କାର୍ଯ୍ୟକ୍ରମ   08-Dec-2023
  ଜିଲ୍ଲା  
ବୌଦ୍ଧ ଆଦର୍ଶ ଡ଼ିଗ୍ରୀ ମହାବିଦ୍ୟାଳୟରେ ନୁଆଁ -ଓ, ଯୁବ ଓଡିଶା, ନବୀନ ଓଡିଶା କାର୍ଯ୍ୟକ୍ରମ ତରଫରୁ ସାଂସ୍କୃତିକ ଉତ୍ସବ ଓ ପୁରସ୍କାର ବିତରଣ ଉତ୍ସବ   08-Dec-2023
  ଜିଲ୍ଲା  
୨୪ ପ୍ରହରୀ ନାମଯଜ୍ଞ ରେ ଯୋଗଦେଲେ ବିଧାୟକ   08-Dec-2023
  ଜିଲ୍ଲା  
ଲୋଇସିଂହା ମହାବିଦ୍ୟାଳୟ ରେ ନୂଆ-ଓ କାର୍ଯ୍ୟକ୍ରମ ତରଫରୁ ସାମାଜିକ ସଚେତନତା ମୂଳକ କାର୍ଯ୍ୟକ୍ରମ ଆରମ୍ଭ   08-Dec-2023
  ରାଜ୍ୟ  
 ଦେଇଥିଲେ ମନ୍ତ୍ରୀ,  ଖାଇଦେଲେ ଯନ୍ତ୍ରୀ:   ଲରିଆବାହାଲ ସେମେଲ ବନ୍ଧ ମାଟି କାମରେ ମହାଦୁର୍ନୀତି ଅଭିଯୋଗ   08-Dec-2023
  ଜିଲ୍ଲା  
ସତ୍ୟବାଦୀ କଲେଜରେ ସାଂସ୍କୃତିକ ଓ ସାହିତ୍ୟିକ ଉତ୍ସବ   08-Dec-2023
  ଜିଲ୍ଲା  
ନାକ୍ଟିଦେଉଳ ଉଚ୍ଚ ମାଧ୍ଯମିକ ବିଦ୍ୟାଳୟରେ ଆର୍ଥିକ ସାକ୍ଷରତା ସଚେତନତା କାର୍ଯ୍ୟକ୍ରମ   08-Dec-2023
  ଜିଲ୍ଲା  
ବାଟଗାଁର ଯୁବକକୁ ଗାଡି ଚଢାଇ ହତ୍ୟା ଅଭିଯୋଗରେ ସାହେବୀ ସରପଞ୍ଚଙ୍କ ସମେତ ୩ ଗିରଫ , କୋର୍ଟ ଚାଲାଣ   08-Dec-2023

You Might Also Like

  ରାଜନୀତି  

Vv