-+91-9937148622 |

prerana_bgr@rediffmail.com |

  Wednesday 28th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଡୁଙ୍ଗୁରିପାଲିରେ ବିଜେଡିର ଜନ ସଂପର୍କ ପଦଯାତ୍ରା: ଦମ ଦେଖାଇଲା ବିଜେଡି, ହଜାର ହଜାର ସଂଖ୍ୟାରେ କର୍ମୀଙ୍କ ସମାବେଶ    (28-Oct-2026)       ||      ସମଲେଇ ମନ୍ଦିରରେ ହୁଳହୁଲି ଓ ଶଙ୍ଖଫୁଙ୍କା ପ୍ରତିଯୋଗିତା♦️ ପିପି ଏକାଡେମୀରେ କବିତା ଆସର    (27-Oct-2026)       ||      ଅଲ୍ ଇଣ୍ଡିଆ ପୋଷ୍ଟାଲ ଏମ୍ପ୍ଲଇଜ୍ ୟୁନିଅନ୍ ଗ୍ରୁପ୍-ସି, ବଲାଙ୍ଗୀର ଡାକ ମଣ୍ଡଲ ର ୧୩ତମ ଦ୍ୱିବାର୍ଷିକ ମଣ୍ଡଳ ଅଧିବେଶନ    (27-Oct-2026)       ||      ଦଶହରା ଫୁଟବଲ ଧମାକା ଝାରମୁଣ୍ଡା -2026   (27-Oct-2026)       ||      ଅଇଁଲାମୁଣ୍ଡା ଠାରେ ଡ଼ୁମାଳ ସମାଜର ମାହେଶ୍ୱରୀ ଖୁଣ୍ଟ ପୂଜା ଅନୁଷ୍ଠିତ   (27-Oct-2026)       ||      ଲକ୍ଷେ ଘର ଗଣ୍ଡା ସମାଜ ପକ୍ଷରୁ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (27-Oct-2026)       ||      ଜୋନକନ୍-୨୦୨୬ରେ ଜେସିଆଇ ଟିଟିଲାଗଡ଼ ସିଟିର ଐତିହାସିକ ସଫଳତା: ଶୈଳେଶ ପ୍ରସାଦ ଗୋଏଲ ଶ୍ରେଷ୍ଠ ସଭାପତି   (27-Oct-2026)       ||      ଚିନାଯୁରୀରେ ପଂଚାୟତସ୍ତରୀୟ ଜନ ଅଭିଯୋଗ ଶୁଣାଣୀ   (27-Oct-2026)       ||      ବରିଷ୍ଠ ନୋଟାରୀ ଅଶ୍ୱିନୀ ମିଶ୍ର ଙ୍କ ବିୟୋଗରେ ଜିଲ୍ଲା ଓକିଲ ସଂଘ ପକ୍ଷରୁ ଶୋକସଭା    (27-Oct-2026)       ||      ସଂକଳ୍ପ ଖୋଲୁଛି ସୁଯୋଗର ଦ୍ୱାର, ସାହସ ଦେଉଛି ପରିବର୍ତ୍ତନକୁ ଗତି: ଓଡ଼ିଶାର ମହିଳାଙ୍କ ହାତରେ ନୂଆ ଭବିଷ୍ୟତର ଷ୍ଟିଅରିଂ   (27-Oct-2026)       ||      ଲୋଇସିଂହା ଠାରେ ବିଜେପି ପକ୍ଷରୁ ଯଶସ୍ବୀ ପ୍ରଧାନମନ୍ତ୍ରୀ ଙ୍କ ବାପା ଓ ମା ପ୍ରତି ଅଶାଳୀନ ମନ୍ତବ୍ୟ କୁ ନେଇ କଂଗ୍ରେସ ଅଧ୍ୟକ୍ଷ ଙ୍କ ବିରୁଦ୍ଧରେ ପ୍ରତିବାଦ କାର୍ଯ୍ୟକ୍ରମ   (26-Oct-2026)       ||      ବଲାଙ୍ଗୀରିଏନ ବୀରାଙ୍ଗନା”ଅନୁଷ୍ଠାନ ପକ୍ଷରୁ ନ୍ୟୁତ୍ୟ ପ୍ରତିଯୋଗୀତା   (26-Oct-2026)       ||      ଜାତୀୟ ଲନ୍‌ବଲ୍‌ ଉଦ୍‌ଯାପିତ: ଓଡ଼ିଶାକୁ ୩ ସ୍ବର୍ଣ୍ଣ ସହ ୫ ପଦକ ରାଜେଶ୍ବରୀ ବ୍ୟକ୍ତିଗତ ବର୍ଗ, ଓଡ଼ିଶା ୧୮ବର୍ଷରୁ କମ୍‌ ବର୍ଗରେ ଓଭରଅଲ୍‌ ବିଜେତା   (26-Oct-2026)       ||      *ଡାବୁଗାଁରେ ମାଁ ଗଜଲକ୍ଷ୍ମୀ ପୂଜା ଆରମ୍ଭ*   (26-Oct-2026)       ||      ବରଗଡ଼ ଧନୁଯାତ୍ରାରୁ କଂସ ଅଭିନେତା ସୁଶିଲ ମେହେରଙ୍କ ଅବ୍ୟାହତି   (26-Oct-2026)       ||      At the Lotus Feet of Maa Mahalakshmi: A Lifelong Vow of Devotion,Duty and Surrender    (26-Oct-2026)       ||      ରାସ୍ତା କଡ଼ ରେ କଇଁଛ ଉଦ୍ଧାର କରି ବନ ବିଭାଗକୁ ହସ୍ତାନ୍ତର କଲେ ପ୍ରକୃତି ପ୍ରେମୀ ବ୍ୟାସଦେବ   (26-Oct-2026)       ||      ହେମଗିରି ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (26-Oct-2026)       ||      ଜିଲ୍ଲା ପ୍ରଶାସନ ପକ୍ଷରୁ ସାଧୁତା ଓ ଦୁର୍ନୀତି ନିବାରଣ ଶପଥ ପାଠ କାର୍ଯ୍ୟକ୍ରମ   (26-Oct-2026)       ||      ଫୁଲାପାଲିରେ ପ୍ରଥମ ଦଶହରା କପ୍ ଫୁଟବଲ ଉଦଯାପିତ, ଟ୍ରାଇବ୍ରେକରରେ ଜୟଦେବ ଏକାଦଶ ଚାମ୍ପିଅନ    (26-Oct-2026)       ||     

HOME   ରାଜ୍ୟ

ବିଜେଡି ଗଠନର ୨୩ ବର୍ଷ ପୂର୍ତ୍ତି ପାଳନ ପାଇଁ ପ୍ରସ୍ତୁତି: ଆସନ୍ତା ୨୦ରେ କାର୍ଯ୍ୟକାରିଣୀ ଓ ୨୧ରେ ରାଜ୍ୟ ପରିଷଦ ବୈଠକ

13-Dec-2020



(ପ୍ରେରଣା ଖବର) ଭୁବନେଶ୍ବର: ଏଇ ମାସ୨୬ ତାରିଖରେ ବିଜେଡି ୨୩ ବର୍ଷରେ ପଦାର୍ପଣ କରୁଛି। ଦଳ ଗଠନର ୨୩ ବର୍ଷ ପୂର୍ତ୍ତି ପାଳନ ପାଇଁ ପ୍ରସ୍ତୁତି ଆରମ୍ଭ କରିଛି ବିଜେଡି। ଏଥିପାଇଁ ଆସନ୍ତା ୨୦ରେ ବିଜେଡି କାର୍ଯ୍ୟକାରିଣୀ ଏବଂ ୨୧ତାରିଖରେ ରାଜ୍ୟ ପରିଷଦ ବୈଠକ ଅନୁଷ୍ଠିତ ହେବ ବୋଲି ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦିଆଯାଇଛି। ଏଥିରେ ଦଳର ସମସ୍ତ ବିଧାୟକ, ସାଂସଦ, ଜିଲ୍ଲା ପରିଷଦ ସଦସ୍ୟ ଯୋଗ ଦେବେ। ପରିଷଦ ବୈଠକରେ ରାଜନୈତିକ ଚିଠା ପ୍ରସ୍ତାବ ଆଗତ କରାଯାଇ ଦଳର ପରବର୍ତ୍ତୀ ରାଜନୈତିକ ରଣନୀତି ସ୍ଥିର କରାଯିବ। ୨୬ ତାରିଖରେ ରାଜ୍ୟର ସମସ୍ତ ନିର୍ବାଚନମଣ୍ଡଳୀ ଓ ବ୍ଲକରେ ସ୍ତରରେ ବିଜେଡି ପ୍ରତିଷ୍ଠା ଦିବସ ପାଳନ କରିବ। କୋଭିଡ କଟକଣା ମଧ୍ୟରେ ଏହି ପ୍ରତିଷ୍ଠା ଦିବସ ପାଳନ କରାଯିବ । ଏହି ସାମ୍ବାଦିକ ସମ୍ମିଳନୀରେ ଦଳର ବରିଷ୍ଠ ସଦସ୍ୟ ତଥା ବିଧାୟକ ଦେବୀ ପ୍ରସାଦ ମିଶ୍ର, ସଞ୍ଜୟ ଦାସବର୍ମା ଓ ଅତନୁ ସବ୍ୟସାଚୀ ପ୍ରମୁଖ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
ଡୁଙ୍ଗୁରିପାଲିରେ ବିଜେଡିର ଜନ ସଂପର୍କ ପଦଯାତ୍ରା: ଦମ ଦେଖାଇଲା ବିଜେଡି, ହଜାର ହଜାର ସଂଖ୍ୟାରେ କର୍ମୀଙ୍କ ସମାବେଶ   28-Oct-2026
  ଜିଲ୍ଲା  
ସମଲେଇ ମନ୍ଦିରରେ ହୁଳହୁଲି ଓ ଶଙ୍ଖଫୁଙ୍କା ପ୍ରତିଯୋଗିତା♦️ ପିପି ଏକାଡେମୀରେ କବିତା ଆସର   27-Oct-2026
  ଜିଲ୍ଲା  
ଅଲ୍ ଇଣ୍ଡିଆ ପୋଷ୍ଟାଲ ଏମ୍ପ୍ଲଇଜ୍ ୟୁନିଅନ୍ ଗ୍ରୁପ୍-ସି, ବଲାଙ୍ଗୀର ଡାକ ମଣ୍ଡଲ ର ୧୩ତମ ଦ୍ୱିବାର୍ଷିକ ମଣ୍ଡଳ ଅଧିବେଶନ   27-Oct-2026
  ଜିଲ୍ଲା  
ଦଶହରା ଫୁଟବଲ ଧମାକା ଝାରମୁଣ୍ଡା -2026   27-Oct-2026
  ଜିଲ୍ଲା  
ଅଇଁଲାମୁଣ୍ଡା ଠାରେ ଡ଼ୁମାଳ ସମାଜର ମାହେଶ୍ୱରୀ ଖୁଣ୍ଟ ପୂଜା ଅନୁଷ୍ଠିତ   27-Oct-2026
  ଜିଲ୍ଲା  
ଲକ୍ଷେ ଘର ଗଣ୍ଡା ସମାଜ ପକ୍ଷରୁ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   27-Oct-2026
  ଜିଲ୍ଲା  
ଜୋନକନ୍-୨୦୨୬ରେ ଜେସିଆଇ ଟିଟିଲାଗଡ଼ ସିଟିର ଐତିହାସିକ ସଫଳତା: ଶୈଳେଶ ପ୍ରସାଦ ଗୋଏଲ ଶ୍ରେଷ୍ଠ ସଭାପତି   27-Oct-2026
  ଜିଲ୍ଲା  
ଚିନାଯୁରୀରେ ପଂଚାୟତସ୍ତରୀୟ ଜନ ଅଭିଯୋଗ ଶୁଣାଣୀ   27-Oct-2026
  ରାଜ୍ୟ  
ବରିଷ୍ଠ ନୋଟାରୀ ଅଶ୍ୱିନୀ ମିଶ୍ର ଙ୍କ ବିୟୋଗରେ ଜିଲ୍ଲା ଓକିଲ ସଂଘ ପକ୍ଷରୁ ଶୋକସଭା   27-Oct-2026
  ଜିଲ୍ଲା  
ସଂକଳ୍ପ ଖୋଲୁଛି ସୁଯୋଗର ଦ୍ୱାର, ସାହସ ଦେଉଛି ପରିବର୍ତ୍ତନକୁ ଗତି: ଓଡ଼ିଶାର ମହିଳାଙ୍କ ହାତରେ ନୂଆ ଭବିଷ୍ୟତର ଷ୍ଟିଅରିଂ   27-Oct-2026
  ଜିଲ୍ଲା  
ଲୋଇସିଂହା ଠାରେ ବିଜେପି ପକ୍ଷରୁ ଯଶସ୍ବୀ ପ୍ରଧାନମନ୍ତ୍ରୀ ଙ୍କ ବାପା ଓ ମା ପ୍ରତି ଅଶାଳୀନ ମନ୍ତବ୍ୟ କୁ ନେଇ କଂଗ୍ରେସ ଅଧ୍ୟକ୍ଷ ଙ୍କ ବିରୁଦ୍ଧରେ ପ୍ରତିବାଦ କାର୍ଯ୍ୟକ୍ରମ   26-Oct-2026
  ଜିଲ୍ଲା  
ବଲାଙ୍ଗୀରିଏନ ବୀରାଙ୍ଗନା”ଅନୁଷ୍ଠାନ ପକ୍ଷରୁ ନ୍ୟୁତ୍ୟ ପ୍ରତିଯୋଗୀତା   26-Oct-2026

You Might Also Like