-+91-9937148622 |

prerana_bgr@rediffmail.com |

  Wednesday 28th October 2026 |

| | | |

R.N.I. Regd No. ODIODI/2010/46693

Breaking News

ସମଲେଇ ମନ୍ଦିରରେ ହୁଳହୁଲି ଓ ଶଙ୍ଖଫୁଙ୍କା ପ୍ରତିଯୋଗିତା♦️ ପିପି ଏକାଡେମୀରେ କବିତା ଆସର    (27-Oct-2026)       ||      ଅଲ୍ ଇଣ୍ଡିଆ ପୋଷ୍ଟାଲ ଏମ୍ପ୍ଲଇଜ୍ ୟୁନିଅନ୍ ଗ୍ରୁପ୍-ସି, ବଲାଙ୍ଗୀର ଡାକ ମଣ୍ଡଲ ର ୧୩ତମ ଦ୍ୱିବାର୍ଷିକ ମଣ୍ଡଳ ଅଧିବେଶନ    (27-Oct-2026)       ||      ଦଶହରା ଫୁଟବଲ ଧମାକା ଝାରମୁଣ୍ଡା -2026   (27-Oct-2026)       ||      ଅଇଁଲାମୁଣ୍ଡା ଠାରେ ଡ଼ୁମାଳ ସମାଜର ମାହେଶ୍ୱରୀ ଖୁଣ୍ଟ ପୂଜା ଅନୁଷ୍ଠିତ   (27-Oct-2026)       ||      ଲକ୍ଷେ ଘର ଗଣ୍ଡା ସମାଜ ପକ୍ଷରୁ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (27-Oct-2026)       ||      ଜୋନକନ୍-୨୦୨୬ରେ ଜେସିଆଇ ଟିଟିଲାଗଡ଼ ସିଟିର ଐତିହାସିକ ସଫଳତା: ଶୈଳେଶ ପ୍ରସାଦ ଗୋଏଲ ଶ୍ରେଷ୍ଠ ସଭାପତି   (27-Oct-2026)       ||      ଚିନାଯୁରୀରେ ପଂଚାୟତସ୍ତରୀୟ ଜନ ଅଭିଯୋଗ ଶୁଣାଣୀ   (27-Oct-2026)       ||      ବରିଷ୍ଠ ନୋଟାରୀ ଅଶ୍ୱିନୀ ମିଶ୍ର ଙ୍କ ବିୟୋଗରେ ଜିଲ୍ଲା ଓକିଲ ସଂଘ ପକ୍ଷରୁ ଶୋକସଭା    (27-Oct-2026)       ||      ସଂକଳ୍ପ ଖୋଲୁଛି ସୁଯୋଗର ଦ୍ୱାର, ସାହସ ଦେଉଛି ପରିବର୍ତ୍ତନକୁ ଗତି: ଓଡ଼ିଶାର ମହିଳାଙ୍କ ହାତରେ ନୂଆ ଭବିଷ୍ୟତର ଷ୍ଟିଅରିଂ   (27-Oct-2026)       ||      ଲୋଇସିଂହା ଠାରେ ବିଜେପି ପକ୍ଷରୁ ଯଶସ୍ବୀ ପ୍ରଧାନମନ୍ତ୍ରୀ ଙ୍କ ବାପା ଓ ମା ପ୍ରତି ଅଶାଳୀନ ମନ୍ତବ୍ୟ କୁ ନେଇ କଂଗ୍ରେସ ଅଧ୍ୟକ୍ଷ ଙ୍କ ବିରୁଦ୍ଧରେ ପ୍ରତିବାଦ କାର୍ଯ୍ୟକ୍ରମ   (26-Oct-2026)       ||      ବଲାଙ୍ଗୀରିଏନ ବୀରାଙ୍ଗନା”ଅନୁଷ୍ଠାନ ପକ୍ଷରୁ ନ୍ୟୁତ୍ୟ ପ୍ରତିଯୋଗୀତା   (26-Oct-2026)       ||      ଜାତୀୟ ଲନ୍‌ବଲ୍‌ ଉଦ୍‌ଯାପିତ: ଓଡ଼ିଶାକୁ ୩ ସ୍ବର୍ଣ୍ଣ ସହ ୫ ପଦକ ରାଜେଶ୍ବରୀ ବ୍ୟକ୍ତିଗତ ବର୍ଗ, ଓଡ଼ିଶା ୧୮ବର୍ଷରୁ କମ୍‌ ବର୍ଗରେ ଓଭରଅଲ୍‌ ବିଜେତା   (26-Oct-2026)       ||      *ଡାବୁଗାଁରେ ମାଁ ଗଜଲକ୍ଷ୍ମୀ ପୂଜା ଆରମ୍ଭ*   (26-Oct-2026)       ||      ବରଗଡ଼ ଧନୁଯାତ୍ରାରୁ କଂସ ଅଭିନେତା ସୁଶିଲ ମେହେରଙ୍କ ଅବ୍ୟାହତି   (26-Oct-2026)       ||      At the Lotus Feet of Maa Mahalakshmi: A Lifelong Vow of Devotion,Duty and Surrender    (26-Oct-2026)       ||      ରାସ୍ତା କଡ଼ ରେ କଇଁଛ ଉଦ୍ଧାର କରି ବନ ବିଭାଗକୁ ହସ୍ତାନ୍ତର କଲେ ପ୍ରକୃତି ପ୍ରେମୀ ବ୍ୟାସଦେବ   (26-Oct-2026)       ||      ହେମଗିରି ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (26-Oct-2026)       ||      ଜିଲ୍ଲା ପ୍ରଶାସନ ପକ୍ଷରୁ ସାଧୁତା ଓ ଦୁର୍ନୀତି ନିବାରଣ ଶପଥ ପାଠ କାର୍ଯ୍ୟକ୍ରମ   (26-Oct-2026)       ||      ଫୁଲାପାଲିରେ ପ୍ରଥମ ଦଶହରା କପ୍ ଫୁଟବଲ ଉଦଯାପିତ, ଟ୍ରାଇବ୍ରେକରରେ ଜୟଦେବ ଏକାଦଶ ଚାମ୍ପିଅନ    (26-Oct-2026)       ||      ଟିଟିଲାଗଡ ଲାୟନ କ୍ଲବ ତରଫରୁ ପିସ ପୋଷ୍ଟର ପ୍ରତିଯୋଗିତା ଅନୁଷ୍ଠିତ    (26-Oct-2026)       ||     

HOME   ଜିଲ୍ଲା

ବେଆଇନ ପରିବହନ ବେଳେ ମାଲକାନଗିରି‌ରୁ ବିପୁଳ ପରିମାଣର ଗୁଟ୍‌ଖା ଜବତ; ୮ ଗିରଫ

13-Dec-2020



(ପ୍ରେରଣା ଖବର) ମାଲକାନଗିରି: ଗତ ସନ୍ଧ୍ୟାରେ ପୁଲିସ ମାଲକାନଗିରି ବସ୍‌ଷ୍ଟାଣ୍ଡ୍‌ରୁ କାଲିମେଳାକୁ ବେଆଇନ ଭାବେ ଯାଉଥିବା ବିପୁଳ ପରିମାଣର ଗୁଟ୍‌ଖା ଜବତ କରିବା ସହ ଏଥିରେ ସମ୍ପୃକ୍ତ କେତେ ଜଣଙ୍କୁ ଗିରଫ କରିଛି। ବସ୍‌ଷ୍ଟାଣ୍ଡ୍‌ରୁ ଜବତ ଗୁଟ୍‌ଖା ଘଟଣାରେ ଗିରଫ ବ୍ୟକ୍ତିଦ୍ୱୟ ହେଉଛନ୍ତି ଗୁଟ୍‌ଖା ବସ୍ତାର ମାଲିକ ଟି. ସତ୍ୟନାରାୟଣ ସୁବୁଦ୍ଧି ଏବଂ ଅଟୋ ଚାଳକ ବିଷ୍ଣୁ ବେହେରା। ବେଆଇନ ଭାବେ ବିପୁଳ ପରିମାଣର ଗୁଟ୍‌ଖା ମାଲକାନଗିରି ବସ୍‌ଷ୍ଟାଣ୍ଡ୍‌ରୁ କାଲିମେଳାକୁ ପରିବହନ କରାଯାଉଛି ବୋଲି ପାଟ୍ରୋଲିଙ୍ଗ୍‌ ଡିୟୁଟିରେ ଥିବା ସବ୍‌-ଇନ୍‌ସ୍‌ପେକ୍ଟର୍‌ ଓ ଅନ୍ୟ ପୁଲିସ କର୍ମଚାରୀଙ୍କୁ ସୂଚନା ମିଳିଥିଲା। ଉକ୍ତ ସୂଚନାକୁ ଆଧାର କରି ପୁଲିସ ବସ୍‌ଷ୍ଟାଣ୍ଡ୍‌ରେ ଚଢ଼ାଉ କରିଥିଲା। ଧରା ଯାଇଥିବା ବ୍ୟକ୍ତିଦ୍ୱୟ ଗୁଟ୍‌କାର ମାଲିକାନା ଓ ପରିବହନ ସଂକ୍ରାନ୍ତ କୌଣସି ବିଲ୍‌, ଲାଇସେନ୍‌ସ୍‌ କିଂବା ଅନ୍ୟ କିଛି କାଗଜପତ୍ର ଦେଖାଇ ପାରି ନ ଥିଲେ। ତେଣୁ ପୁଲିସ୍‌ ଗୁଟ୍‌କା ଏବଂ ଅଟୋରିକ୍ସାକୁ ଜବତ କରିବା ସହ ବ୍ୟକ୍ତିଦ୍ୱୟଙ୍କୁ ଗିରଫ କରିଥିଲା। ଏହି ଭଳି ସୂଚନା ଆଧାରରେ ଅନ୍ୟ ୫ଟି ସ୍ଥାନରେ ମଧ୍ୟ ପୁଲିସ ପକ୍ଷରୁ ଚଢ଼ାଉ କରାଯାଇ ବ୍ୟାପକ ପରିମାଣର ବେଆଇନ ଗୁଟ୍‌ଖା ଜବତ କରାଯାଇଛି। ଏହି ଗୁଟ୍‌ଖା ବସ୍ତା ସବୁ ବ୍ରହ୍ମପୁର ଓ ଜୟପୁର ଅଞ୍ଚଳରୁ ଯୋଗାଣ ହେଉଥିଲା। ଜବତ ହୋଇଥିବା ସମୁଦାୟ ଗୁଟ୍‌ଖା ବସ୍ତାର ମୂଲ୍ୟ ୧୫ ଲକ୍ଷ ଟଙ୍କା ହୋଇପାରେ। ଏହି ଘଟଣାରେ ମାମଲା ରୁଜୁ କରି ପୁଲିସ ସମୁଦାୟ ୮ଜଣଙ୍କୁ ଗିରଫ କରିଛି। ସେମାନଙ୍କୁ ଅଦାଲତରେ ହାଜର କରାଇବା ପ୍ରକ୍ରିୟା କରିବା ସହ ପୁଲିସ ଘଟଣାର ତଦନ୍ତ ଜାରି ରଖିଛି। ଗିରଫ ବ୍ୟକ୍ତିମାନେ ହେଉଛନ୍ତି, ମାଲକାନଗିରିର ବିଷ୍ଣୁ ବେହେରା, କାଲିମେଳାର ଟି. ସତ୍ୟନାରାୟଣ ସୁବୁଦ୍ଧି, ଦୁର୍ଗାଗୁଡ଼ି ଷ୍ଟ୍ରିଟ୍‌ର ପି. ବାଲା ଓ ସୁଶାନ୍ତ ପ୍ରଧାନ, ତାଳଚେର କଲୋନିର ଦେବେନ୍ଦ୍ର କୁମାର ତ୍ରିପାଠୀ, ମାଲକାନଗିରି ମୁଖ୍ୟ ରାସ୍ତା ଅଞ୍ଚଳର ପ୍ରେମାନନ୍ଦ ପ୍ରଧାନ ଓ କେ. ତ୍ରିମାଲ ପୃଷ୍ଟି ଓ ବୁଟିଗୁଡ଼ାର ସନାତନ ମହାକୁଡ଼।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମଲେଇ ମନ୍ଦିରରେ ହୁଳହୁଲି ଓ ଶଙ୍ଖଫୁଙ୍କା ପ୍ରତିଯୋଗିତା♦️ ପିପି ଏକାଡେମୀରେ କବିତା ଆସର   27-Oct-2026
  ଜିଲ୍ଲା  
ଅଲ୍ ଇଣ୍ଡିଆ ପୋଷ୍ଟାଲ ଏମ୍ପ୍ଲଇଜ୍ ୟୁନିଅନ୍ ଗ୍ରୁପ୍-ସି, ବଲାଙ୍ଗୀର ଡାକ ମଣ୍ଡଲ ର ୧୩ତମ ଦ୍ୱିବାର୍ଷିକ ମଣ୍ଡଳ ଅଧିବେଶନ   27-Oct-2026
  ଜିଲ୍ଲା  
ଦଶହରା ଫୁଟବଲ ଧମାକା ଝାରମୁଣ୍ଡା -2026   27-Oct-2026
  ଜିଲ୍ଲା  
ଅଇଁଲାମୁଣ୍ଡା ଠାରେ ଡ଼ୁମାଳ ସମାଜର ମାହେଶ୍ୱରୀ ଖୁଣ୍ଟ ପୂଜା ଅନୁଷ୍ଠିତ   27-Oct-2026
  ଜିଲ୍ଲା  
ଲକ୍ଷେ ଘର ଗଣ୍ଡା ସମାଜ ପକ୍ଷରୁ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   27-Oct-2026
  ଜିଲ୍ଲା  
ଜୋନକନ୍-୨୦୨୬ରେ ଜେସିଆଇ ଟିଟିଲାଗଡ଼ ସିଟିର ଐତିହାସିକ ସଫଳତା: ଶୈଳେଶ ପ୍ରସାଦ ଗୋଏଲ ଶ୍ରେଷ୍ଠ ସଭାପତି   27-Oct-2026
  ଜିଲ୍ଲା  
ଚିନାଯୁରୀରେ ପଂଚାୟତସ୍ତରୀୟ ଜନ ଅଭିଯୋଗ ଶୁଣାଣୀ   27-Oct-2026
  ରାଜ୍ୟ  
ବରିଷ୍ଠ ନୋଟାରୀ ଅଶ୍ୱିନୀ ମିଶ୍ର ଙ୍କ ବିୟୋଗରେ ଜିଲ୍ଲା ଓକିଲ ସଂଘ ପକ୍ଷରୁ ଶୋକସଭା   27-Oct-2026
  ଜିଲ୍ଲା  
ସଂକଳ୍ପ ଖୋଲୁଛି ସୁଯୋଗର ଦ୍ୱାର, ସାହସ ଦେଉଛି ପରିବର୍ତ୍ତନକୁ ଗତି: ଓଡ଼ିଶାର ମହିଳାଙ୍କ ହାତରେ ନୂଆ ଭବିଷ୍ୟତର ଷ୍ଟିଅରିଂ   27-Oct-2026
  ଜିଲ୍ଲା  
ଲୋଇସିଂହା ଠାରେ ବିଜେପି ପକ୍ଷରୁ ଯଶସ୍ବୀ ପ୍ରଧାନମନ୍ତ୍ରୀ ଙ୍କ ବାପା ଓ ମା ପ୍ରତି ଅଶାଳୀନ ମନ୍ତବ୍ୟ କୁ ନେଇ କଂଗ୍ରେସ ଅଧ୍ୟକ୍ଷ ଙ୍କ ବିରୁଦ୍ଧରେ ପ୍ରତିବାଦ କାର୍ଯ୍ୟକ୍ରମ   26-Oct-2026
  ଜିଲ୍ଲା  
ବଲାଙ୍ଗୀରିଏନ ବୀରାଙ୍ଗନା”ଅନୁଷ୍ଠାନ ପକ୍ଷରୁ ନ୍ୟୁତ୍ୟ ପ୍ରତିଯୋଗୀତା   26-Oct-2026
  ଜିଲ୍ଲା  
ଜାତୀୟ ଲନ୍‌ବଲ୍‌ ଉଦ୍‌ଯାପିତ: ଓଡ଼ିଶାକୁ ୩ ସ୍ବର୍ଣ୍ଣ ସହ ୫ ପଦକ ରାଜେଶ୍ବରୀ ବ୍ୟକ୍ତିଗତ ବର୍ଗ, ଓଡ଼ିଶା ୧୮ବର୍ଷରୁ କମ୍‌ ବର୍ଗରେ ଓଭରଅଲ୍‌ ବିଜେତା   26-Oct-2026

You Might Also Like