-+91-9937148622 |

prerana_bgr@rediffmail.com |

  Wednesday 25th November 2026 |

| | | |

R.N.I. Regd No. ODIODI/2010/46693

Breaking News

ସିନାପାଲି ହାଇସ୍କୁଲପଡ଼ା ରେ ମା’ ମହାଲକ୍ଷ୍ମୀଙ୍କ ଭବ୍ୟ ପୂଜା ମହୋତ୍ସବ    (25-Nov-2026)       ||      ଦରଦାମ୍ ବୃଦ୍ଧି ପ୍ରତିବାଦରେ ଓଡ଼ିଶା ଜନତା କଂଗ୍ରେସର ବିଧାନସଭା ଘେରାଉ ଇଂ ମହମ୍ମଦ ମୋକିମଙ୍କ ନେତୃତ୍ୱରେ ଭୁବନେଶ୍ୱରରେ ବିକ୍ଷୋଭ; ଦରଦାମ୍ ନିୟନ୍ତ୍ରଣ ଦାବିରେ ସରକାରଙ୍କ ବିରୋଧରେ ଗର୍ଜିଲା ଓଜେସି   (25-Nov-2026)       ||      ଧାନ ସଂଗ୍ରହରୁ ଚାଉଳ ଯୋଗାଣ ପର୍ଯ୍ୟନ୍ତ ସମସ୍ୟାରେ ଘାଣ୍ଟି ହେଉଛନ୍ତି ମିଲର୍ସ♦️ ମିଲର୍ସଙ୍କ ୧୨ ଦଫା ଦାବି ପୂରଣ ପାଇଁ ଦାବି    (25-Nov-2026)       ||      ବଡଦେଓ ଦେବ ଲୋକ ନାଟକ ମ‌ହୋସବ- ୨୦୨୬ କାର୍ଯ୍ୟକ୍ରମ   (24-Nov-2026)       ||      ୨୨ତମ ସଚିବାଳୟ କପ୍‌ କ୍ରିକେଟ୍‌ ଟୁର୍ଣ୍ଣାମେଣ୍ଟ-୨୦୨୬   (24-Nov-2026)       ||      ଓଡ଼ିଶାକୁ ଋଣରେ ବୁଡ଼ାଇ ଦେଉଛନ୍ତି ମୋହନ ମାଝୀ ସରକାର: କଂଗ୍ରେସ   (24-Nov-2026)       ||      ପୃଥ୍ୱୀରାଜ ହାଇସ୍କୁଲ ୧୯୭୭ ବ୍ୟାଚ ସାମାଜିକ ସାଂସ୍କୃତିକ ସଂଘ ପକ୍ଷରୁ ହାଇସ୍କୁଲ ସ୍ତରୀୟ ଫୁଟବଲ ପ୍ରତିଯୋଗିତା ଉଦ୍‌ଯାପିତ   (24-Nov-2026)       ||      ପର୍ଲିମାଲ ବିରାଟ ବାଲିଯାତ୍ରା ପାଇଁ କଳସ ଯାତ୍ରା   (24-Nov-2026)       ||      କୋକସରା ବଡ଼ ପଡା ଠାରେ କାର୍ତ୍ତିକ ପୂର୍ଣ୍ଣିମା ଓ ବୋଇତ ବନ୍ଦାଣ ପାଳିତ   (24-Nov-2026)       ||      *କାର୍ତ୍ତିକ ପୂର୍ଣ୍ଣିମା ଅବସରରେ କେଲିଆ ଝାଡେଶ୍ବର ଶୈବପୀଠ ରେ ଭକ୍ତଙ୍କ ଭିଡ଼*   (24-Nov-2026)       ||      ବାଞ୍ଜିପାଲିରେ ନିମ୍ବାର୍କ ଜୟନ୍ତୀ ପାଳିତ    (24-Nov-2026)       ||      ଜିଲ୍ଲା ଆଇନ ସେବା ପ୍ରାଧିକରଣଙ୍କ ହସ୍ତକ୍ଷେପ: ଭାଲୁ ଆକ୍ରମଣ ଦ୍ଵାରା ଆହତ ଦୁଇ ପୀଡ଼ିତଙ୍କୁ ମିଳିଲା କ୍ଷତିପୂରଣ   (24-Nov-2026)       ||      ହରଡ଼ାଟାଳରେ ତ୍ରିଦିବସୀୟ ପୁରୋହିତ ପ୍ରଶିକ୍ଷଣ ଶିବିର ଉଦ୍‌ଯାପିତ♦️ବୈଦିକ ଜ୍ଞାନର ପ୍ରସାର ଓ ନୂତନ ପୁରୋହିତ ସୃଷ୍ଟି ଉପରେ ଗୁରୁତ୍ୱ   (24-Nov-2026)       ||      ନୂଆପଡ଼ାରେ ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ–ଯୁବୋତ୍ସବ ୨୦୨୭ ଅନ୍ତର୍ଗତ PPT Challenge ପ୍ରତିଯୋଗିତା ଆୟୋଜିତ   (24-Nov-2026)       ||      ଭକ୍ତି ଆଗରେ ହାରିଲା ଜ୍ଞାନ, ଉଦ୍ଧବ-ମାଧବ ସମ୍ବାଦ ଶୁଣି ନାଚ ଗୀତରେ କମ୍ପି ଉଠିଲା ପାରାୟଣ ସ୍ଥଳ(ଫୁଲମୁଠି ସପ୍ତାହ ପାରାୟଣ ଉଦଯାପିତ)   (24-Nov-2026)       ||      ଭାତହାଣ୍ଡିରୁ ଗୋଟିଏ♦️ ବ୍ଲକ୍ ର ଷ୍ଟ୍ରିଟ୍ ଲାଇଟ୍ ଦୁର୍ନୀତି, ଦେଓଗାଁ ରେ ଲକ୍ଷାଧିକ ଟଙ୍କାର ନିମ୍ନମାନର ସରଞ୍ଜାମ    (24-Nov-2026)       ||      ଝଲପ ପଞ୍ଚାୟତରେ ନୂତନ ହିତାଧିକାରୀଙ୍କୁ ଭତ୍ତା ପ୍ରଦାନ   (24-Nov-2026)       ||      ସାଗରପଡା ସୋସିଓ କଲ୍ଚରାଲ ଆସୋସିଏସନ୍ ତରଫରୁ ଶ୍ରଦ୍ଧାଳୁମାନଙ୍କ ପାଇଁ କାନିକା ପ୍ରସାଦ ବଣ୍ଟନ   (24-Nov-2026)       ||      ଯୁବୋଦୟ ଲିଡ୍ ସ୍କୁଲରେ ବାର୍ଷିକ ବିଜ୍ଞାନ ମହୋତ୍ସବ    (23-Nov-2026)       ||        ବଲାଙ୍ଗୀର ପାଇଁ  ରହିଛି ୨୫୦୦ କୋଟିର ୧୫ ଶିଳ୍ପ    (23-Nov-2026)       ||     

HOME   ଜିଲ୍ଲା

ସୁନା ବ୍ୟବସାୟୀଙ୍କୁ ଖଣ୍ଡାରେ ଆକ୍ରମଣ କରି ଲୁଟ୍‌ ଘଟଣା: ପାଞ୍ଚ ଜଣିଆ ଟିମ ଗଠନ କରି ଅପରେସନ ଜୋରଦାର

30-Aug-2023



ବାଲିଗୁଡା(ସୁଶିଲ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ସହରରେ ମଙ୍ଗଳବାର ପୂର୍ବାହ୍ନରେ ଡକାୟତି ହୋଇଥିବା ଘଟଣା ପରେ ଏବେ ଫେରାର ଥିବା ଡକାୟତି ଦଳକୁ ଧରିବା ପାଇଁ ପୋଲିସ ପକ୍ଷରୁ ଜୋରଦାର ଅପରେଶନ ଚାଲିଛି। କନ୍ଧମାଳ ଏସ୍‌ପି ଶୁଭେନ୍ଦୁ ପାତ୍ରଙ୍କ ତତ୍ତ୍ୱାବଧାନରେ ପାଞ୍ଚଟି ଥାନା ତଥା ବାଲିଗୁଡା, କ. ନୂଆଗାଁ, ଦାରିଙ୍ଗବାଡି, ରାଇକିଆ, ସାରଙ୍ଗଗଡ଼ ଥାନା ଆଇଆଇସି ମାନଙ୍କ ନେତୃତ୍ୱରେ ସ୍ବତନ୍ତ୍ର ଟିମ୍‌ ଜଙ୍ଗଲର ଶିକାନବାଡ଼ି ସମେତ ଗୁଞ୍ଜିବାଡ଼ି, ମଣ୍ଡବାଡ଼ି, ଜିଡୁବାଡ଼ି ଜଙ୍ଗଲକୁ ଚାରିପଟୁ ଘେରି ରହିଛନ୍ତି। ମିଳିଥିବା ତଥ୍ୟ ଅନୁସାରେ, ତିନିଜଣିଆ ଡକାୟତ ଟିମ୍‌ ବାଲିଗୁଡ଼ାର ଜଣେ ସୁନା ବ୍ୟବସାୟୀଙ୍କୁ ଗୁଳି କରି ଲୁଟ୍‌ କରିବା ପରେ ସେମାନେ ଦାରିଙ୍ଗବାଡ଼ି ଥାନା ବାଡ଼ାବାଙ୍ଗା ପଞ୍ଚାୟତ ଡାଡାକେତା ଦେଇ ଦ୍ରୁତ ଗତିରେ ଯାଇଥିଲେ ସେମାନଙ୍କୁ ଦାରିଙ୍ଗବାଡ଼ି ପୋଲିସ ପିଛା କରିବାରୁ ସେମାନେ ବାଇକ୍‌ ଛାଡ଼ି ଜଙ୍ଗଲକୁ ଦୌଡ଼ି ପଳାଇଥିଲେ। ପୋଲିସ ଡକାୟତି ଦଳର ବାଇକ୍‌ ଜବତ କରିଥିବା ଚର୍ଚ୍ଚା ହେଉଛି। ତେବେ ଡକାୟତ ଟିମ୍‌ ହାତରେ ଖଣ୍ଡା ଓ ବନ୍ଧୁକ ରହିଥିବାରୁ ପୋଲିସ ହୋମଗାର୍ଡ ମାନେ ଭୟଭୀତ ହୋଇପଡ଼ିଥିଲେ ଓ କାବୁ କରି ପାରି ନ ଥିଲେ। ଏବେ ପୋଲିସ ଉକ୍ତ ଜଙ୍ଗଲରେ ରହୁଥିବା ଲୋକଙ୍କଠାରୁ ଖବର ସଂଗ୍ରହ କରି ଡକାୟତ ଟିମ୍‌କୁ ଧରିବାକୁ ପ୍ରୟାସ କରିଛି। ଜଙ୍ଗଲର ଚାରିପଟୁ ସଶସ୍ତ୍ର ପୋଲିସ ଜଗିରହିଥିବା ସହ ଡିଭିଏଏଫ୍‌ ପୋଲିସ ଜଙ୍ଗଲରେ ପାଟ୍ରୋଲିଂ କରୁଛି। ବିଭିନ୍ନ ଗାଁ ମୁଣ୍ଡରେ ପୋଲିସ ବ୍ଲକିଂ କରି ଗାଡ଼ିମୋଟର ଯାଞ୍ଚ କରୁଛି। ସେପଟେ ଡକାୟତମାନେ ଜନଜାତି ସମ୍ପ୍ରଦାୟର ଲୋକ ବସବାସ କରୁଥିବା ଗାଁରୁ ଲୋକଙ୍କୁ ଭୟଭୀତ କରି ଫେରାର ହେବାକୁ ବିଭିନ୍ନ ଉପାୟ ଅବଲମ୍ବନ କରିପାରନ୍ତି ବୋଲି ପୋଲିସ ଲୋକଙ୍କୁ ଭୟଭୀତ ନ ହେବାକୁ କହିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ସିନାପାଲି ହାଇସ୍କୁଲପଡ଼ା ରେ ମା’ ମହାଲକ୍ଷ୍ମୀଙ୍କ ଭବ୍ୟ ପୂଜା ମହୋତ୍ସବ   25-Nov-2026
  ରାଜ୍ୟ  
ଦରଦାମ୍ ବୃଦ୍ଧି ପ୍ରତିବାଦରେ ଓଡ଼ିଶା ଜନତା କଂଗ୍ରେସର ବିଧାନସଭା ଘେରାଉ ଇଂ ମହମ୍ମଦ ମୋକିମଙ୍କ ନେତୃତ୍ୱରେ ଭୁବନେଶ୍ୱରରେ ବିକ୍ଷୋଭ; ଦରଦାମ୍ ନିୟନ୍ତ୍ରଣ ଦାବିରେ ସରକାରଙ୍କ ବିରୋଧରେ ଗର୍ଜିଲା ଓଜେସି   25-Nov-2026
  ଜିଲ୍ଲା  
ଧାନ ସଂଗ୍ରହରୁ ଚାଉଳ ଯୋଗାଣ ପର୍ଯ୍ୟନ୍ତ ସମସ୍ୟାରେ ଘାଣ୍ଟି ହେଉଛନ୍ତି ମିଲର୍ସ♦️ ମିଲର୍ସଙ୍କ ୧୨ ଦଫା ଦାବି ପୂରଣ ପାଇଁ ଦାବି   25-Nov-2026
  ଜିଲ୍ଲା  
ବଡଦେଓ ଦେବ ଲୋକ ନାଟକ ମ‌ହୋସବ- ୨୦୨୬ କାର୍ଯ୍ୟକ୍ରମ   24-Nov-2026
  ଜିଲ୍ଲା  
୨୨ତମ ସଚିବାଳୟ କପ୍‌ କ୍ରିକେଟ୍‌ ଟୁର୍ଣ୍ଣାମେଣ୍ଟ-୨୦୨୬   24-Nov-2026
  ଜିଲ୍ଲା  
ଓଡ଼ିଶାକୁ ଋଣରେ ବୁଡ଼ାଇ ଦେଉଛନ୍ତି ମୋହନ ମାଝୀ ସରକାର: କଂଗ୍ରେସ   24-Nov-2026
  ଜିଲ୍ଲା  
ପୃଥ୍ୱୀରାଜ ହାଇସ୍କୁଲ ୧୯୭୭ ବ୍ୟାଚ ସାମାଜିକ ସାଂସ୍କୃତିକ ସଂଘ ପକ୍ଷରୁ ହାଇସ୍କୁଲ ସ୍ତରୀୟ ଫୁଟବଲ ପ୍ରତିଯୋଗିତା ଉଦ୍‌ଯାପିତ   24-Nov-2026
  ଜିଲ୍ଲା  
ପର୍ଲିମାଲ ବିରାଟ ବାଲିଯାତ୍ରା ପାଇଁ କଳସ ଯାତ୍ରା   24-Nov-2026
  ଜିଲ୍ଲା  
କୋକସରା ବଡ଼ ପଡା ଠାରେ କାର୍ତ୍ତିକ ପୂର୍ଣ୍ଣିମା ଓ ବୋଇତ ବନ୍ଦାଣ ପାଳିତ   24-Nov-2026
  ଜିଲ୍ଲା  
*କାର୍ତ୍ତିକ ପୂର୍ଣ୍ଣିମା ଅବସରରେ କେଲିଆ ଝାଡେଶ୍ବର ଶୈବପୀଠ ରେ ଭକ୍ତଙ୍କ ଭିଡ଼*   24-Nov-2026
  ଜିଲ୍ଲା  
ବାଞ୍ଜିପାଲିରେ ନିମ୍ବାର୍କ ଜୟନ୍ତୀ ପାଳିତ   24-Nov-2026
  ଜିଲ୍ଲା  
ଜିଲ୍ଲା ଆଇନ ସେବା ପ୍ରାଧିକରଣଙ୍କ ହସ୍ତକ୍ଷେପ: ଭାଲୁ ଆକ୍ରମଣ ଦ୍ଵାରା ଆହତ ଦୁଇ ପୀଡ଼ିତଙ୍କୁ ମିଳିଲା କ୍ଷତିପୂରଣ   24-Nov-2026

You Might Also Like