-+91-9937148622 |

prerana_bgr@rediffmail.com |

  Wednesday 25th November 2026 |

| | | |

R.N.I. Regd No. ODIODI/2010/46693

Breaking News

ସିନାପାଲି ହାଇସ୍କୁଲପଡ଼ା ରେ ମା’ ମହାଲକ୍ଷ୍ମୀଙ୍କ ଭବ୍ୟ ପୂଜା ମହୋତ୍ସବ    (25-Nov-2026)       ||      ଦରଦାମ୍ ବୃଦ୍ଧି ପ୍ରତିବାଦରେ ଓଡ଼ିଶା ଜନତା କଂଗ୍ରେସର ବିଧାନସଭା ଘେରାଉ ଇଂ ମହମ୍ମଦ ମୋକିମଙ୍କ ନେତୃତ୍ୱରେ ଭୁବନେଶ୍ୱରରେ ବିକ୍ଷୋଭ; ଦରଦାମ୍ ନିୟନ୍ତ୍ରଣ ଦାବିରେ ସରକାରଙ୍କ ବିରୋଧରେ ଗର୍ଜିଲା ଓଜେସି   (25-Nov-2026)       ||      ଧାନ ସଂଗ୍ରହରୁ ଚାଉଳ ଯୋଗାଣ ପର୍ଯ୍ୟନ୍ତ ସମସ୍ୟାରେ ଘାଣ୍ଟି ହେଉଛନ୍ତି ମିଲର୍ସ♦️ ମିଲର୍ସଙ୍କ ୧୨ ଦଫା ଦାବି ପୂରଣ ପାଇଁ ଦାବି    (25-Nov-2026)       ||      ବଡଦେଓ ଦେବ ଲୋକ ନାଟକ ମ‌ହୋସବ- ୨୦୨୬ କାର୍ଯ୍ୟକ୍ରମ   (24-Nov-2026)       ||      ୨୨ତମ ସଚିବାଳୟ କପ୍‌ କ୍ରିକେଟ୍‌ ଟୁର୍ଣ୍ଣାମେଣ୍ଟ-୨୦୨୬   (24-Nov-2026)       ||      ଓଡ଼ିଶାକୁ ଋଣରେ ବୁଡ଼ାଇ ଦେଉଛନ୍ତି ମୋହନ ମାଝୀ ସରକାର: କଂଗ୍ରେସ   (24-Nov-2026)       ||      ପୃଥ୍ୱୀରାଜ ହାଇସ୍କୁଲ ୧୯୭୭ ବ୍ୟାଚ ସାମାଜିକ ସାଂସ୍କୃତିକ ସଂଘ ପକ୍ଷରୁ ହାଇସ୍କୁଲ ସ୍ତରୀୟ ଫୁଟବଲ ପ୍ରତିଯୋଗିତା ଉଦ୍‌ଯାପିତ   (24-Nov-2026)       ||      ପର୍ଲିମାଲ ବିରାଟ ବାଲିଯାତ୍ରା ପାଇଁ କଳସ ଯାତ୍ରା   (24-Nov-2026)       ||      କୋକସରା ବଡ଼ ପଡା ଠାରେ କାର୍ତ୍ତିକ ପୂର୍ଣ୍ଣିମା ଓ ବୋଇତ ବନ୍ଦାଣ ପାଳିତ   (24-Nov-2026)       ||      *କାର୍ତ୍ତିକ ପୂର୍ଣ୍ଣିମା ଅବସରରେ କେଲିଆ ଝାଡେଶ୍ବର ଶୈବପୀଠ ରେ ଭକ୍ତଙ୍କ ଭିଡ଼*   (24-Nov-2026)       ||      ବାଞ୍ଜିପାଲିରେ ନିମ୍ବାର୍କ ଜୟନ୍ତୀ ପାଳିତ    (24-Nov-2026)       ||      ଜିଲ୍ଲା ଆଇନ ସେବା ପ୍ରାଧିକରଣଙ୍କ ହସ୍ତକ୍ଷେପ: ଭାଲୁ ଆକ୍ରମଣ ଦ୍ଵାରା ଆହତ ଦୁଇ ପୀଡ଼ିତଙ୍କୁ ମିଳିଲା କ୍ଷତିପୂରଣ   (24-Nov-2026)       ||      ହରଡ଼ାଟାଳରେ ତ୍ରିଦିବସୀୟ ପୁରୋହିତ ପ୍ରଶିକ୍ଷଣ ଶିବିର ଉଦ୍‌ଯାପିତ♦️ବୈଦିକ ଜ୍ଞାନର ପ୍ରସାର ଓ ନୂତନ ପୁରୋହିତ ସୃଷ୍ଟି ଉପରେ ଗୁରୁତ୍ୱ   (24-Nov-2026)       ||      ନୂଆପଡ଼ାରେ ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ–ଯୁବୋତ୍ସବ ୨୦୨୭ ଅନ୍ତର୍ଗତ PPT Challenge ପ୍ରତିଯୋଗିତା ଆୟୋଜିତ   (24-Nov-2026)       ||      ଭକ୍ତି ଆଗରେ ହାରିଲା ଜ୍ଞାନ, ଉଦ୍ଧବ-ମାଧବ ସମ୍ବାଦ ଶୁଣି ନାଚ ଗୀତରେ କମ୍ପି ଉଠିଲା ପାରାୟଣ ସ୍ଥଳ(ଫୁଲମୁଠି ସପ୍ତାହ ପାରାୟଣ ଉଦଯାପିତ)   (24-Nov-2026)       ||      ଭାତହାଣ୍ଡିରୁ ଗୋଟିଏ♦️ ବ୍ଲକ୍ ର ଷ୍ଟ୍ରିଟ୍ ଲାଇଟ୍ ଦୁର୍ନୀତି, ଦେଓଗାଁ ରେ ଲକ୍ଷାଧିକ ଟଙ୍କାର ନିମ୍ନମାନର ସରଞ୍ଜାମ    (24-Nov-2026)       ||      ଝଲପ ପଞ୍ଚାୟତରେ ନୂତନ ହିତାଧିକାରୀଙ୍କୁ ଭତ୍ତା ପ୍ରଦାନ   (24-Nov-2026)       ||      ସାଗରପଡା ସୋସିଓ କଲ୍ଚରାଲ ଆସୋସିଏସନ୍ ତରଫରୁ ଶ୍ରଦ୍ଧାଳୁମାନଙ୍କ ପାଇଁ କାନିକା ପ୍ରସାଦ ବଣ୍ଟନ   (24-Nov-2026)       ||      ଯୁବୋଦୟ ଲିଡ୍ ସ୍କୁଲରେ ବାର୍ଷିକ ବିଜ୍ଞାନ ମହୋତ୍ସବ    (23-Nov-2026)       ||        ବଲାଙ୍ଗୀର ପାଇଁ  ରହିଛି ୨୫୦୦ କୋଟିର ୧୫ ଶିଳ୍ପ    (23-Nov-2026)       ||     

HOME   ଜିଲ୍ଲା

ଅଲ୍ ଓଡ଼ିଶା ସିଡୁଲ୍ଡ କାଷ୍ଟ ଫେଡେରେସନ୍ ର ୩ୟ ତମ ପ୍ରତିଷ୍ଠା ଦିବସ ପାଳିତ !

31-Aug-2023



ଭବାନୀ ପାଟଣା (ତ୍ରିନାଥ ବେଶ୍ରl)
ଆଜି କଳାହାଣ୍ଡି ଜିଲ୍ଲା ଭବାନୀ ପାଟଣା ଟାଉନ ହଲ ଠାରେ ଅଲ୍ ଓଡିଶା ସୁଡ଼ୁଲ କାଷ୍ଟ ଫେଡେ ରେସନ 
ର ୩ୟ ତମ ପ୍ରତିଷ୍ଠା ଦିବସ ଅନୁଷ୍ଠିତ ହୋଇଥିଲା l କଲେଜ ଛକ ଠାରୁ ବାହାରି ବିରାଟ ସମାରୋହ ଆୟୋଜିତ କରି ମୋଟର ସାଇକେଲ ରେ ଜୟ ଭୀମ ନାରା ରେ ଭବାନୀ ପାଟଣା ସହର  ପରିକ୍ରମା କରି  ଟାଉନ ହଲ ଠାରେ ବାବା ସାହେବ ଆମ୍ବେଦକର ଙ୍କ ଫଟୋ ରେ ପୁଷ୍ପ୍ ମାଲ୍ୟ ଅର୍ପଣ କରି ସଭା କାର୍ଯ୍ୟ ଅନୁଷ୍ଠିତ ହୋଇଥିଲା l 
ଏଠାରେ ମୁଖ୍ୟ ଅଥିତି ଭାବରେ ଅଲ୍ ଓଡିଶା ସିଡୁଲ୍ଡ କାଷ୍ଟ ଫେଡେ ରେଶନ ସଭାପତି ଶ୍ରୀଯୁକ୍ତ ଧନଞ୍ଜୟ ଦୀପ,ଯତୀନ୍ଦ୍ର କର ମହାସଚିବ,ଛବିଲାଲ୍ ନୀଆଳ ଆଇନ ବିଭାଗ ମୁଖ୍ୟ,ଉପଦେଷ୍ଟା ବିଜୟରାଜ୍ ଶିଖା,ଉପଦେଷ୍ଟା ବଳରାମ ଦୁର୍ଗା,ଉପଦେଷ୍ଟା ଶତ୍ରୁଘ୍ନ ନାଏକ,ଉପସଭାପତି ବିନ୍ଦୁ ମହାନନ୍ଦ,ରବି ଦାସ  ସମାଜ ରୁ ଉପସଭାପତି ଶଙ୍କର ମେହେର,ସମ୍ମାନନୀୟ ଅଥିତି ବିଏମପି ରାଜ୍ୟ ସଭାପତି ଗଙ୍ଗାଧର ଜାଲ, ଶିକ୍ଷାବିତ ଗିରିଜା ବେହେରା,କେସିଙ୍ଗା ସଭାପତି ତେଜରାଜ ବେହେରା,ଦିଗାମ୍ବର ଲୁହା,ଜୟପ୍ରକାଶ ଜାଲ,ଧବ୍ଲେଶ୍ୱର୍ ନାଗ,କୋକସରା ସଭାପତି କୌଶିକ ଦୁରିଆ ଓ ରମେଶ ଚନ୍ଦ୍ର ଦୁର୍ଗା ନର୍ଲା ବ୍ଲକ ସଭାପତି ରଘୁନାଥ ଦୀପ,ବାଲ୍ମୀକି ସମାଜ ରୁ ଟିକେରାମ ତାଣ୍ଡି ,କେଉଟ ସମାଜ ରୁ ଦାମୋଦର ବେହେରା, ବିଏସପି ପ୍ରଭାରୀ ଦାମୋଦର ଛତ୍ରିଆ, ବିଏସପି ଜିଲ୍ଲା ସଭାପତି ଜଳନ୍ଧର ବେହେରା,ଜୁନାଗଡ ସଭାପତି ମହାଦେବ ନାଏକ,ରାମପୁର ସଭାପତି  ବୃନ୍ଦାବନ ନାଗ,ଜୁନାଗଡ NAC ସଭାପତି ,ସଦର ସଭାପତି ସୂର୍ୟ ବାଗ,କଲମ ପୁର ସଂପାଦକ ଶ୍ରୀକାନ୍ତ ଛତ୍ରିଆ,ଗୋଲାମୁଣ୍ଡା ବ୍ଲକ ସଭାପତି,ଜୟ ପାଟଣା ବ୍ଲକ୍ ସଂପାଦକ ଓ  ଜୟ ଭୀମ ପ୍ରେମୀ ଲୋକ ମାନେ ବହୁ ସଂକ୍ଷା ରେ ଯୋଗଦାନ କରିଥିଲେ ଓ ସାହାଯ୍ୟ ସହଯୋଗ କରିଥିଲେ l ଏବଂ ଏଠାରେ ପୋଲିସ କର୍ମ ଚାରି ମାନେ ମଧ୍ୟ ଯୋଗ ଦାନ କରି ସାହାଯ୍ୟ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସିନାପାଲି ହାଇସ୍କୁଲପଡ଼ା ରେ ମା’ ମହାଲକ୍ଷ୍ମୀଙ୍କ ଭବ୍ୟ ପୂଜା ମହୋତ୍ସବ   25-Nov-2026
  ରାଜ୍ୟ  
ଦରଦାମ୍ ବୃଦ୍ଧି ପ୍ରତିବାଦରେ ଓଡ଼ିଶା ଜନତା କଂଗ୍ରେସର ବିଧାନସଭା ଘେରାଉ ଇଂ ମହମ୍ମଦ ମୋକିମଙ୍କ ନେତୃତ୍ୱରେ ଭୁବନେଶ୍ୱରରେ ବିକ୍ଷୋଭ; ଦରଦାମ୍ ନିୟନ୍ତ୍ରଣ ଦାବିରେ ସରକାରଙ୍କ ବିରୋଧରେ ଗର୍ଜିଲା ଓଜେସି   25-Nov-2026
  ଜିଲ୍ଲା  
ଧାନ ସଂଗ୍ରହରୁ ଚାଉଳ ଯୋଗାଣ ପର୍ଯ୍ୟନ୍ତ ସମସ୍ୟାରେ ଘାଣ୍ଟି ହେଉଛନ୍ତି ମିଲର୍ସ♦️ ମିଲର୍ସଙ୍କ ୧୨ ଦଫା ଦାବି ପୂରଣ ପାଇଁ ଦାବି   25-Nov-2026
  ଜିଲ୍ଲା  
ବଡଦେଓ ଦେବ ଲୋକ ନାଟକ ମ‌ହୋସବ- ୨୦୨୬ କାର୍ଯ୍ୟକ୍ରମ   24-Nov-2026
  ଜିଲ୍ଲା  
୨୨ତମ ସଚିବାଳୟ କପ୍‌ କ୍ରିକେଟ୍‌ ଟୁର୍ଣ୍ଣାମେଣ୍ଟ-୨୦୨୬   24-Nov-2026
  ଜିଲ୍ଲା  
ଓଡ଼ିଶାକୁ ଋଣରେ ବୁଡ଼ାଇ ଦେଉଛନ୍ତି ମୋହନ ମାଝୀ ସରକାର: କଂଗ୍ରେସ   24-Nov-2026
  ଜିଲ୍ଲା  
ପୃଥ୍ୱୀରାଜ ହାଇସ୍କୁଲ ୧୯୭୭ ବ୍ୟାଚ ସାମାଜିକ ସାଂସ୍କୃତିକ ସଂଘ ପକ୍ଷରୁ ହାଇସ୍କୁଲ ସ୍ତରୀୟ ଫୁଟବଲ ପ୍ରତିଯୋଗିତା ଉଦ୍‌ଯାପିତ   24-Nov-2026
  ଜିଲ୍ଲା  
ପର୍ଲିମାଲ ବିରାଟ ବାଲିଯାତ୍ରା ପାଇଁ କଳସ ଯାତ୍ରା   24-Nov-2026
  ଜିଲ୍ଲା  
କୋକସରା ବଡ଼ ପଡା ଠାରେ କାର୍ତ୍ତିକ ପୂର୍ଣ୍ଣିମା ଓ ବୋଇତ ବନ୍ଦାଣ ପାଳିତ   24-Nov-2026
  ଜିଲ୍ଲା  
*କାର୍ତ୍ତିକ ପୂର୍ଣ୍ଣିମା ଅବସରରେ କେଲିଆ ଝାଡେଶ୍ବର ଶୈବପୀଠ ରେ ଭକ୍ତଙ୍କ ଭିଡ଼*   24-Nov-2026
  ଜିଲ୍ଲା  
ବାଞ୍ଜିପାଲିରେ ନିମ୍ବାର୍କ ଜୟନ୍ତୀ ପାଳିତ   24-Nov-2026
  ଜିଲ୍ଲା  
ଜିଲ୍ଲା ଆଇନ ସେବା ପ୍ରାଧିକରଣଙ୍କ ହସ୍ତକ୍ଷେପ: ଭାଲୁ ଆକ୍ରମଣ ଦ୍ଵାରା ଆହତ ଦୁଇ ପୀଡ଼ିତଙ୍କୁ ମିଳିଲା କ୍ଷତିପୂରଣ   24-Nov-2026

You Might Also Like