-+91-9937148622 |

prerana_bgr@rediffmail.com |

  Wednesday 25th November 2026 |

| | | |

R.N.I. Regd No. ODIODI/2010/46693

Breaking News

ଦରଦାମ୍ ବୃଦ୍ଧି ପ୍ରତିବାଦରେ ଓଡ଼ିଶା ଜନତା କଂଗ୍ରେସର ବିଧାନସଭା ଘେରାଉ ଇଂ ମହମ୍ମଦ ମୋକିମଙ୍କ ନେତୃତ୍ୱରେ ଭୁବନେଶ୍ୱରରେ ବିକ୍ଷୋଭ; ଦରଦାମ୍ ନିୟନ୍ତ୍ରଣ ଦାବିରେ ସରକାରଙ୍କ ବିରୋଧରେ ଗର୍ଜିଲା ଓଜେସି   (25-Nov-2026)       ||      ଧାନ ସଂଗ୍ରହରୁ ଚାଉଳ ଯୋଗାଣ ପର୍ଯ୍ୟନ୍ତ ସମସ୍ୟାରେ ଘାଣ୍ଟି ହେଉଛନ୍ତି ମିଲର୍ସ♦️ ମିଲର୍ସଙ୍କ ୧୨ ଦଫା ଦାବି ପୂରଣ ପାଇଁ ଦାବି    (25-Nov-2026)       ||      ବଡଦେଓ ଦେବ ଲୋକ ନାଟକ ମ‌ହୋସବ- ୨୦୨୬ କାର୍ଯ୍ୟକ୍ରମ   (24-Nov-2026)       ||      ୨୨ତମ ସଚିବାଳୟ କପ୍‌ କ୍ରିକେଟ୍‌ ଟୁର୍ଣ୍ଣାମେଣ୍ଟ-୨୦୨୬   (24-Nov-2026)       ||      ଓଡ଼ିଶାକୁ ଋଣରେ ବୁଡ଼ାଇ ଦେଉଛନ୍ତି ମୋହନ ମାଝୀ ସରକାର: କଂଗ୍ରେସ   (24-Nov-2026)       ||      ପୃଥ୍ୱୀରାଜ ହାଇସ୍କୁଲ ୧୯୭୭ ବ୍ୟାଚ ସାମାଜିକ ସାଂସ୍କୃତିକ ସଂଘ ପକ୍ଷରୁ ହାଇସ୍କୁଲ ସ୍ତରୀୟ ଫୁଟବଲ ପ୍ରତିଯୋଗିତା ଉଦ୍‌ଯାପିତ   (24-Nov-2026)       ||      ପର୍ଲିମାଲ ବିରାଟ ବାଲିଯାତ୍ରା ପାଇଁ କଳସ ଯାତ୍ରା   (24-Nov-2026)       ||      କୋକସରା ବଡ଼ ପଡା ଠାରେ କାର୍ତ୍ତିକ ପୂର୍ଣ୍ଣିମା ଓ ବୋଇତ ବନ୍ଦାଣ ପାଳିତ   (24-Nov-2026)       ||      *କାର୍ତ୍ତିକ ପୂର୍ଣ୍ଣିମା ଅବସରରେ କେଲିଆ ଝାଡେଶ୍ବର ଶୈବପୀଠ ରେ ଭକ୍ତଙ୍କ ଭିଡ଼*   (24-Nov-2026)       ||      ବାଞ୍ଜିପାଲିରେ ନିମ୍ବାର୍କ ଜୟନ୍ତୀ ପାଳିତ    (24-Nov-2026)       ||      ଜିଲ୍ଲା ଆଇନ ସେବା ପ୍ରାଧିକରଣଙ୍କ ହସ୍ତକ୍ଷେପ: ଭାଲୁ ଆକ୍ରମଣ ଦ୍ଵାରା ଆହତ ଦୁଇ ପୀଡ଼ିତଙ୍କୁ ମିଳିଲା କ୍ଷତିପୂରଣ   (24-Nov-2026)       ||      ହରଡ଼ାଟାଳରେ ତ୍ରିଦିବସୀୟ ପୁରୋହିତ ପ୍ରଶିକ୍ଷଣ ଶିବିର ଉଦ୍‌ଯାପିତ♦️ବୈଦିକ ଜ୍ଞାନର ପ୍ରସାର ଓ ନୂତନ ପୁରୋହିତ ସୃଷ୍ଟି ଉପରେ ଗୁରୁତ୍ୱ   (24-Nov-2026)       ||      ନୂଆପଡ଼ାରେ ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ–ଯୁବୋତ୍ସବ ୨୦୨୭ ଅନ୍ତର୍ଗତ PPT Challenge ପ୍ରତିଯୋଗିତା ଆୟୋଜିତ   (24-Nov-2026)       ||      ଭକ୍ତି ଆଗରେ ହାରିଲା ଜ୍ଞାନ, ଉଦ୍ଧବ-ମାଧବ ସମ୍ବାଦ ଶୁଣି ନାଚ ଗୀତରେ କମ୍ପି ଉଠିଲା ପାରାୟଣ ସ୍ଥଳ(ଫୁଲମୁଠି ସପ୍ତାହ ପାରାୟଣ ଉଦଯାପିତ)   (24-Nov-2026)       ||      ଭାତହାଣ୍ଡିରୁ ଗୋଟିଏ♦️ ବ୍ଲକ୍ ର ଷ୍ଟ୍ରିଟ୍ ଲାଇଟ୍ ଦୁର୍ନୀତି, ଦେଓଗାଁ ରେ ଲକ୍ଷାଧିକ ଟଙ୍କାର ନିମ୍ନମାନର ସରଞ୍ଜାମ    (24-Nov-2026)       ||      ଝଲପ ପଞ୍ଚାୟତରେ ନୂତନ ହିତାଧିକାରୀଙ୍କୁ ଭତ୍ତା ପ୍ରଦାନ   (24-Nov-2026)       ||      ସାଗରପଡା ସୋସିଓ କଲ୍ଚରାଲ ଆସୋସିଏସନ୍ ତରଫରୁ ଶ୍ରଦ୍ଧାଳୁମାନଙ୍କ ପାଇଁ କାନିକା ପ୍ରସାଦ ବଣ୍ଟନ   (24-Nov-2026)       ||      ଯୁବୋଦୟ ଲିଡ୍ ସ୍କୁଲରେ ବାର୍ଷିକ ବିଜ୍ଞାନ ମହୋତ୍ସବ    (23-Nov-2026)       ||        ବଲାଙ୍ଗୀର ପାଇଁ  ରହିଛି ୨୫୦୦ କୋଟିର ୧୫ ଶିଳ୍ପ    (23-Nov-2026)       ||      ଶିକ୍ଷାଦାନ ଏକ ଉତ୍ପାଦନ ପ୍ରକ୍ରିୟା; ଏହାପ୍ରତି ଅବହେଳା ଆତ୍ମଘାତୀ: ଭକ୍ତ♦️ଆମ ରାଜ୍ୟରେ ଶିକ୍ଷା ସବୁଠୁ ଅବହେଳିତ କ୍ଷେତ୍ର   (23-Nov-2026)       ||     

HOME   ଜିଲ୍ଲା

ବଲାଙ୍ଗିର ପୌରପରିଷଦ ପକ୍ଷରୁ ନିଖିଳ ଭାରତୀୟ ସ୍ୱାୟତ ଶାସନ ଦିବସ ପାଳିତ

31-Aug-2023



ବଲାଙ୍ଗିର(ପ୍ରେରଣା ଖବର ): ଆଜି ବଲାଙ୍ଗିର ପୌରପରିଷଦ ପକ୍ଷରୁ  ଜିଲ୍ଲାରେ ପାଳନ କରାଯାଇଛି ନିଖିଳ ଭାରତୀୟ ସ୍ୱାୟତ ଶାସନ ଦିବସ । ନିଜକୁ ଶାସନ କରିବା ହି ସ୍ୱାୟତ ଶାସନ । ଏହି ଶାସନରେ ଭାଗୀଦାରିତା ପାଇଁ ଜନସାଧାରଙ୍କ ସପୃକ୍ତି ନିଶ୍ଚୟ । ତ୍ରସ୍ତରୀୟ  ଶାସନରେ ସ୍ୱାୟତ ଶାସନ ଅତ୍ୟନ୍ତ ଜରୁରୀ ।  ଆଉ ପ୍ରତ୍ଯେକ ବଲାଙ୍ଗିର ବାସୀ ତାଙ୍କର ନିଜ ସପୃକ୍ତି ଯୋଗୁଁ ଜିଲ୍ଲା ଉନ୍ନତିରେ ଭାଗୀଦାର । ଏଥିପାଇଁ ସମସ୍ତେ ଗର୍ବ କରିବା କଥା ବୋଲି କହିଛନ୍ତି ଆରଖି ଅଧିକ୍ଷକ ଶ୍ରୀ ଋଷିକେଶ ଖିଲାରି ଦ୍ୟାନଦେଓ । 

ଜିଲ୍ଲାପାଳ ତଥା ଜିଲ୍ଲା ମାଜିଷ୍ଟ୍ରେଟ ଶ୍ରୀ ଚଞ୍ଚଲ ରାଣା ମଧ୍ୟ ଲୋକଙ୍କ ସମସ୍ଯା ର ସ୍ତର ବଦଳିବା କୁ ନେଇ ବକ୍ତ୍ୟବ ରଖିଥିଲେ । ପୂର୍ବରୁ ଲୋକ ପାଣି, ରାସ୍ତା ପରି ସମସ୍ଯା କଥା କହୁଥିବା ବେଳେ ଆଜି ପାର୍କ , ଜିମ ଆବଶ୍ୟକ ବୋଲି କହୁଛନ୍ତି ଯାହା ସୂଚାଉଛି କି ଆମେ ବିକାଶ କରୁଛୁ । ନ୍ଯୁନତମ ଆବଶ୍ୟକତା  ମିଳିବା ପରେ ଆମେ ଆମ ଆବଶ୍ୟକତା କୁ ବଦଳଉଛୁ । ତେବେ ଜିଲ୍ଲାରେ ୬ଟି କଲ୍ଯାଣ ମଣ୍ଡପ ବାବଦରେ ୧୫କୋଟିରୁ ଉର୍ଦ୍ଧ, ଅନେକ ପାର୍କ , ଖୋଲା ବ୍ଯୟାମଶାଳ, ଟାଉନ ହଲ ମରାମତି ବାବଦରେ ଦେଢକୋଟି ଭଳି ପ୍ରକଳ୍ପ ପୌରପରିଷଦ ବିକାଶଶୀଳ ଏବଂ ଲୋକାଭିମୁଖୀ ବୋଲି କହିଥିଲେ । ସ୍ୱାୟତଶାସନ ପାଇଁ ସେ ସମସ୍ତ ଙ୍କୁ ସାଧୁବାଦ ଜଣେଇବା ସହ ଆଗାମୀ ଦିନରେ କିପରି ଅଧିକ ସମସ୍ଯା ସମାଧାନ କରିବାକୁ ଗୁରୁତ୍ଵ ଦେବ ସେଥିପାଇଁ ପୌରପରିଷଦ କୁ ଅଧିକ କ୍ରିୟାଶୀଳ ହେବାକୁ କହିଥିଲେ । 
ଏଥିରେ ପୂର୍ବତନ ପୌରପରିଷଦ ଅଧ୍ୟକ୍ଷା, ଉପାଧ୍ୟକ୍ଷ୍ୟାଙ୍କୁ ସମ୍ମାନିତ କରଯାଇଥିଲା ।
ପୌରପରିଷଦ ଅଧ୍ୟକ୍ଷା ଶ୍ରୀମତୀ ଲିକା ସାହୁ ସରକାରଙ୍କ

ଉନ୍ନତିମୂଳକ ପଦକ୍ଷେପ ଯୋଗୁଁ ଆଜି ମହିଳା ତଥା ରାଜ୍ୟ ର ବିକାଶ ହେଇଛି ବୋଲି କହିଥିଲେ । ସେ ସାଥି କର୍ପୋରେଟର ଙ୍କୁ ମଧ୍ୟ ପୌରପରିଷଦର ଉନ୍ନତି ପାଇଁ ସହଭାଗୀତା କୁ ପ୍ରଶଂସା କରିଥିଲେ । ନିର୍ବାହୀ ଅଧିକାରୀ ଶ୍ରୀ ବିଶ୍ଵମ୍ବର ମିଶ୍ର ସଭା ପରିଚାଳନା କରିଥିଲେ । ସଫେଇ କର୍ମଚାରୀ , ବିଭିନ୍ନ ସ୍ବଛାସେବୀ ଅନୁଷ୍ଠାନ କୁ ପୁରସ୍କୃତ କରଯାଇଥିଲା । ଶେଷରେ ସଂସ୍କୃତିକ କାର୍ଯ୍ୟକାମ ପରିବେଷଣ ହେଇଥିଲା ।


News Comment




Photo in News

Advertisment
Lastest News
  ରାଜ୍ୟ  
ଦରଦାମ୍ ବୃଦ୍ଧି ପ୍ରତିବାଦରେ ଓଡ଼ିଶା ଜନତା କଂଗ୍ରେସର ବିଧାନସଭା ଘେରାଉ ଇଂ ମହମ୍ମଦ ମୋକିମଙ୍କ ନେତୃତ୍ୱରେ ଭୁବନେଶ୍ୱରରେ ବିକ୍ଷୋଭ; ଦରଦାମ୍ ନିୟନ୍ତ୍ରଣ ଦାବିରେ ସରକାରଙ୍କ ବିରୋଧରେ ଗର୍ଜିଲା ଓଜେସି   25-Nov-2026
  ଜିଲ୍ଲା  
ଧାନ ସଂଗ୍ରହରୁ ଚାଉଳ ଯୋଗାଣ ପର୍ଯ୍ୟନ୍ତ ସମସ୍ୟାରେ ଘାଣ୍ଟି ହେଉଛନ୍ତି ମିଲର୍ସ♦️ ମିଲର୍ସଙ୍କ ୧୨ ଦଫା ଦାବି ପୂରଣ ପାଇଁ ଦାବି   25-Nov-2026
  ଜିଲ୍ଲା  
ବଡଦେଓ ଦେବ ଲୋକ ନାଟକ ମ‌ହୋସବ- ୨୦୨୬ କାର୍ଯ୍ୟକ୍ରମ   24-Nov-2026
  ଜିଲ୍ଲା  
୨୨ତମ ସଚିବାଳୟ କପ୍‌ କ୍ରିକେଟ୍‌ ଟୁର୍ଣ୍ଣାମେଣ୍ଟ-୨୦୨୬   24-Nov-2026
  ଜିଲ୍ଲା  
ଓଡ଼ିଶାକୁ ଋଣରେ ବୁଡ଼ାଇ ଦେଉଛନ୍ତି ମୋହନ ମାଝୀ ସରକାର: କଂଗ୍ରେସ   24-Nov-2026
  ଜିଲ୍ଲା  
ପୃଥ୍ୱୀରାଜ ହାଇସ୍କୁଲ ୧୯୭୭ ବ୍ୟାଚ ସାମାଜିକ ସାଂସ୍କୃତିକ ସଂଘ ପକ୍ଷରୁ ହାଇସ୍କୁଲ ସ୍ତରୀୟ ଫୁଟବଲ ପ୍ରତିଯୋଗିତା ଉଦ୍‌ଯାପିତ   24-Nov-2026
  ଜିଲ୍ଲା  
ପର୍ଲିମାଲ ବିରାଟ ବାଲିଯାତ୍ରା ପାଇଁ କଳସ ଯାତ୍ରା   24-Nov-2026
  ଜିଲ୍ଲା  
କୋକସରା ବଡ଼ ପଡା ଠାରେ କାର୍ତ୍ତିକ ପୂର୍ଣ୍ଣିମା ଓ ବୋଇତ ବନ୍ଦାଣ ପାଳିତ   24-Nov-2026
  ଜିଲ୍ଲା  
*କାର୍ତ୍ତିକ ପୂର୍ଣ୍ଣିମା ଅବସରରେ କେଲିଆ ଝାଡେଶ୍ବର ଶୈବପୀଠ ରେ ଭକ୍ତଙ୍କ ଭିଡ଼*   24-Nov-2026
  ଜିଲ୍ଲା  
ବାଞ୍ଜିପାଲିରେ ନିମ୍ବାର୍କ ଜୟନ୍ତୀ ପାଳିତ   24-Nov-2026
  ଜିଲ୍ଲା  
ଜିଲ୍ଲା ଆଇନ ସେବା ପ୍ରାଧିକରଣଙ୍କ ହସ୍ତକ୍ଷେପ: ଭାଲୁ ଆକ୍ରମଣ ଦ୍ଵାରା ଆହତ ଦୁଇ ପୀଡ଼ିତଙ୍କୁ ମିଳିଲା କ୍ଷତିପୂରଣ   24-Nov-2026
  ଜିଲ୍ଲା  
ହରଡ଼ାଟାଳରେ ତ୍ରିଦିବସୀୟ ପୁରୋହିତ ପ୍ରଶିକ୍ଷଣ ଶିବିର ଉଦ୍‌ଯାପିତ♦️ବୈଦିକ ଜ୍ଞାନର ପ୍ରସାର ଓ ନୂତନ ପୁରୋହିତ ସୃଷ୍ଟି ଉପରେ ଗୁରୁତ୍ୱ   24-Nov-2026

You Might Also Like