-+91-9937148622 |

prerana_bgr@rediffmail.com |

  Monday 23rd November 2026 |

| | | |

R.N.I. Regd No. ODIODI/2010/46693

Breaking News

ସୁଦାମା-କୃଷ୍ଣ ଭେଟ ଶୁଣି ଲୁହ ଝରାଇଲେ ଶ୍ରଦ୍ଧାଳୁ,ଭାବ ବିହ୍ଵଳ ହେଲା ପୁରା ପାରାୟଣ ସ୍ଥଳ(ଫୁଲମୁଠିରେ ସପ୍ତାହ ପାରାୟଣ)   (23-Nov-2026)       ||      ନବକୃଷ୍ଣ ଚୌଧୁରୀଙ୍କ ୧୨୫ ତମ ଜନ୍ମ ଜୟନ୍ତୀ ପାଳନ   (23-Nov-2026)       ||      ଚଳିତବର୍ଷର ଖରିଫ୍ ଧାନକିଣାରେ ଆଗୁଆ ଦୁର୍ନୀତି ମଣ୍ଡି ଖୋଲିନାହିଁ : ମିଲ୍ କୁ ପଶୁଛି ଟ୍ରକ୍ ଟ୍ରକ୍ ଧାନ !   (23-Nov-2026)       ||      ପ୍ରଜ୍ଞାନ ମିଶନ୍ ପକ୍ଷରୁ ଜିଲ୍ଲାସ୍ତରୀୟ ଶ୍ରୀମଦ୍‌ଭଗବଦ୍‌ଗୀତା ଶ୍ଳୋକ ଆବୃତ୍ତି ପ୍ରତିଯୋଗିତା   (23-Nov-2026)       ||      ବିନିକା ଗୋକୁଲାଷ୍ଟମି ଯାତ୍ରା ପାଇଁ ଶୁଭସ୍ତମ୍ଭ ସ୍ଥାପନ   (23-Nov-2026)       ||      କୋକସରାରେ ଯାଦବ ସମିତିର ମହାସମ୍ମିଳନୀ   (23-Nov-2026)       ||      ବଙ୍ଗୋମୁଣ୍ଡାରେ ହାତୀ ଆକ୍ରମଣରେ ମାହୁନ୍ତଙ୍କ ମୃତ୍ୟୁ   (23-Nov-2026)       ||      କୋସଲି ଛୁଆ ସାହିତ୍ୟ ସଂସଦ ବଲାଙ୍ଗିରର ପ୍ରଥମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (23-Nov-2026)       ||      ସମ୍ବଲପୁର ମହୋତ୍ସବ, ୨୦୨୬ ରେ ବଲାଙ୍ଗୀର ର ଝିଅଙ୍କ କୃତିତ୍ୱ    (23-Nov-2026)       ||      ସରକାରୀ ମହିଳା ମହାବିଦ୍ୟାଳୟ, ବଲାଙ୍ଗୀରରେ ଏନ୍‌ସିସି ରାଙ୍କ୍ ପ୍ରଦାନ ସମାରୋହ ଅନୁଷ୍ଠିତ   (23-Nov-2026)       ||      ଟିଟିଲାଗଡ ଶ୍ରୀ ସତ୍ୟସାଇ ସେବା ସମିତି ପକ୍ଷରୁ ରକ୍ତଦାନ ଶିବିର ଅନୁଷ୍ଠିତ     (22-Nov-2026)       ||      ପ୍ରଜ୍ଞାନ ମିଶନ୍ ପକ୍ଷରୁ ଜିଲ୍ଲାସ୍ତରୀୟ ଶ୍ରୀମଦ୍‌ଭଗବଦ୍‌ଗୀତା ଶ୍ଳୋକ ଆବୃତ୍ତି ପ୍ରତିଯୋଗିତା   (22-Nov-2026)       ||      ପୁଣି ଅସୁସ୍ଥ ବାଲିଗୁଡ଼ା ଏନ୍‌ଏସି ଅଧ୍ୟକ୍ଷ ଗୋବିନ୍ଦ ଚନ୍ଦ୍ର ପ୍ରଧାନ : ଉନ୍ନତ ଚିକିତ୍ସା ପାଇଁ ବ୍ରହ୍ମପୁର ସ୍ଥାନାନ୍ତରିତ    (22-Nov-2026)       ||      ତହଁକ୍ କୁଟୁମ୍ ର କୋଶଲି ଖାଏନା କୋଶଲି ଗାଏନା କାର୍ଯ୍ୟକ୍ରମ    (22-Nov-2026)       ||      ୯ ଦାଦନ ଶ୍ରମିକ ଉଦ୍ଧାର, ସର୍ଦ୍ଦାର ଗିରଫ    (22-Nov-2026)       ||      ଓ.ୟୁ.ଜେ ବଲାଙ୍ଗିର ଶାଖାର ସାଧାରଣ ପରିଷଦ ବୈଠକରେ ନୂତନ ମନୋନୀତ କର୍ମକର୍ତ୍ତା ମାନଙ୍କୁ ଅଭିନନ୍ଦନ    (22-Nov-2026)       ||      ବରପାଲି ରେ ପଞ୍ଚମ ଗଙ୍ଗାଧର ମେହେର ଫୁଟବଲ କପ୍‌, ଝାରସୁଗୁଡ଼ା ଚାମ୍ପିଅନ   (22-Nov-2026)       ||      ଲଡୁଗାଁ ରାଜୁ ବାଗ ହତ୍ୟା କାଣ୍ଡ ର ନ୍ୟାୟ ମିଳିବା ପାଇଁ କୋକସରା ଥାନା ଘେରାଉ   (22-Nov-2026)       ||      *ଡାବୁଗାଁରେ ଜନଜାତୀୟ ଗୌରବ ଦିବସ ପାଳିତ*   (22-Nov-2026)       ||      ବଂଜାରୀ ଗ୍ରାମରେ ଅଷ୍ଟପ୍ରହରୀ ନାମଯଜ୍ଞ ଓ କଳସ ଶୋଭାଯାତ୍ରା   (22-Nov-2026)       ||     

HOME   ଜିଲ୍ଲା

ବଲାଙ୍ଗିର ଜିଲ୍ଲା ଗାୟତ୍ରୀ ପରିବାର ଯୁବ ଚେତନା ଶିବିର

03-Sep-2023



ବଲାଙ୍ଗୀର(ପ୍ରେରଣା ଖବର ): ଆର୍ଯ୍ୟ ସମାଜ ମନ୍ଦିର ପ୍ରାଙ୍ଗଣରେ ଅଖିଳ ବିଶ୍ୱ ଗାୟତ୍ରୀ ବଲାଙ୍ଗିର ଜିଲ୍ଲା ଯୁବ ଚେତନା ଶିବିର ପୂର୍ବାହ୍ନ ଘ.୧୦ ରେ ଗାୟତ୍ରୀ ମନ୍ତ୍ର ସହିତ ପ୍ରାରମ୍ଭ କରାଯାଇଥିଲା । ଜିଲ୍ଲାର ୧୪ଟି ବ୍ଲକରୁ ଯୁବା ଏକତ୍ରିତ ହୋଇଥିଲେ । ରାୟଗଡା ଠାରେ ଆଗାମୀ ମାର୍ଚ୍ଚ ୨୯,୩୦,୩୧ ୨୦୨୪ ରେ ପ୍ରାନ୍ତିୟ ଯୁଗ ସୃଜେତା ଯୁବ ସମ୍ମେଳନ ପାଇଁ ଯୁବ ଚେତନା ଶିବିର ଅନୁଷ୍ଠିତ ହୋଇଥିଲା । ଏହି ଶିବିରରେ ରଜତ

କୁମାର ଷଡଙ୍ଗୀ ଓ ଅରୁଣ କୁମାର ନାୟକ ଯୁବାମାନଙ୍କୁ ସଂଗଠିତ କରିବା ଏବଂ ଦିଶା ଦର୍ଶନ ପାଇଁ ମାର୍ଗଦର୍ଶନ କରାଇଥିଲେ । ଏହାକୁ ପରିଚାଳନା କରିଥିଲେ ବିନୟ କୁମାର

ସାହୁ, ଜିଲ୍ଲା ସଂଯୋଜକ ସତ୍ୟନାରାୟଣ ଗୁପ୍ତା ସଭାପତିତ୍ୱ କରିଥିଲେ । କାର୍ଯ୍ୟକ୍ରମର ସଫଳତା ଏବଂ ଶିବିର ସଫଳତା ତଥା ଧନ୍ୟବାଦ ଅର୍ପଣ କାଳୀପ୍ରସାଦ ମିଶ୍ର କରିଥିଲେ ।  ମୋକ୍ଷଦା ଶର୍ମା, ନିମାଇଁ ଚନ୍ଦ୍ର ତାଣ୍ଡି, ପ୍ରତିଭାମୟୀ ତାଣ୍ଡି, ସରୋଜ କୁମାର ଦୋରା, ଭାଗ୍ୟବାନ ସାହୁ, ରାଜ କୁମାର କେବଟ, ନଳିନୀ ତ୍ରିପାଠୀ, ବିଣାପାଣି ଆଚାର୍ଯ୍ୟ ପ୍ରମୁଖ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସୁଦାମା-କୃଷ୍ଣ ଭେଟ ଶୁଣି ଲୁହ ଝରାଇଲେ ଶ୍ରଦ୍ଧାଳୁ,ଭାବ ବିହ୍ଵଳ ହେଲା ପୁରା ପାରାୟଣ ସ୍ଥଳ(ଫୁଲମୁଠିରେ ସପ୍ତାହ ପାରାୟଣ)   23-Nov-2026
  ଜିଲ୍ଲା  
ନବକୃଷ୍ଣ ଚୌଧୁରୀଙ୍କ ୧୨୫ ତମ ଜନ୍ମ ଜୟନ୍ତୀ ପାଳନ   23-Nov-2026
  ଜିଲ୍ଲା  
ଚଳିତବର୍ଷର ଖରିଫ୍ ଧାନକିଣାରେ ଆଗୁଆ ଦୁର୍ନୀତି ମଣ୍ଡି ଖୋଲିନାହିଁ : ମିଲ୍ କୁ ପଶୁଛି ଟ୍ରକ୍ ଟ୍ରକ୍ ଧାନ !   23-Nov-2026
  ଜିଲ୍ଲା  
ପ୍ରଜ୍ଞାନ ମିଶନ୍ ପକ୍ଷରୁ ଜିଲ୍ଲାସ୍ତରୀୟ ଶ୍ରୀମଦ୍‌ଭଗବଦ୍‌ଗୀତା ଶ୍ଳୋକ ଆବୃତ୍ତି ପ୍ରତିଯୋଗିତା   23-Nov-2026
  ଜିଲ୍ଲା  
ବିନିକା ଗୋକୁଲାଷ୍ଟମି ଯାତ୍ରା ପାଇଁ ଶୁଭସ୍ତମ୍ଭ ସ୍ଥାପନ   23-Nov-2026
  ଜିଲ୍ଲା  
କୋକସରାରେ ଯାଦବ ସମିତିର ମହାସମ୍ମିଳନୀ   23-Nov-2026
  ଜିଲ୍ଲା  
ବଙ୍ଗୋମୁଣ୍ଡାରେ ହାତୀ ଆକ୍ରମଣରେ ମାହୁନ୍ତଙ୍କ ମୃତ୍ୟୁ   23-Nov-2026
  ଜିଲ୍ଲା  
କୋସଲି ଛୁଆ ସାହିତ୍ୟ ସଂସଦ ବଲାଙ୍ଗିରର ପ୍ରଥମ ବାର୍ଷିକ ଉତ୍ସବ ଅନୁଷ୍ଠିତ   23-Nov-2026
  ଜିଲ୍ଲା  
ସମ୍ବଲପୁର ମହୋତ୍ସବ, ୨୦୨୬ ରେ ବଲାଙ୍ଗୀର ର ଝିଅଙ୍କ କୃତିତ୍ୱ   23-Nov-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟ, ବଲାଙ୍ଗୀରରେ ଏନ୍‌ସିସି ରାଙ୍କ୍ ପ୍ରଦାନ ସମାରୋହ ଅନୁଷ୍ଠିତ   23-Nov-2026
  ଜିଲ୍ଲା  
ଟିଟିଲାଗଡ ଶ୍ରୀ ସତ୍ୟସାଇ ସେବା ସମିତି ପକ୍ଷରୁ ରକ୍ତଦାନ ଶିବିର ଅନୁଷ୍ଠିତ     22-Nov-2026
  ଜିଲ୍ଲା  
ପ୍ରଜ୍ଞାନ ମିଶନ୍ ପକ୍ଷରୁ ଜିଲ୍ଲାସ୍ତରୀୟ ଶ୍ରୀମଦ୍‌ଭଗବଦ୍‌ଗୀତା ଶ୍ଳୋକ ଆବୃତ୍ତି ପ୍ରତିଯୋଗିତା   22-Nov-2026

You Might Also Like