-+91-9937148622 |

prerana_bgr@rediffmail.com |

  Thursday 10th July 2025 |

| | | |

R.N.I. Regd No. ODIODI/2010/46693

Breaking News

ଜନ ଶୁଣାଣି ରେ ମାସ ବାୟୋଫୁଏଲ  କମ୍ପାନୀ ବନ୍ଦ ନାରା ରେ କମ୍ପିଲା ଶିବିର6   (09-Jul-2025)       ||      ବାହୁଡା଼ ରଥଯାତ୍ରା ର ଅନ୍ତିମ ଦିବସରେ ଜୁଆଡ଼ି କୁ କାବୁ କଲେ ଅନନ୍ତ ବାବୁ   (09-Jul-2025)       ||      ବାହୁଡା଼ ରଥଯାତ୍ରାର ଅନ୍ତିମ ଦିବସରେ ଜୁଆଡ଼ିକୁ କାବୁ କଲେ ଅନନ୍ତ ବାବୁ    (09-Jul-2025)       ||      ଅବ୍ୟବସ୍ଥା ଘେରରେ ଧରଣୀମାଳ ଉଚ୍ଚ ବିଦ୍ୟାଳୟ, ପ୍ରଶାସନର ଦୃଷ୍ଟି କେବେ ?   (09-Jul-2025)       ||      ରଥଚକ ତଳେ ଚାପି ହୋଇ ତରଭା ଏନ୍ଏସି ଉପାଧ୍ୟକ୍ଷ ଗୁରୁତର*   (09-Jul-2025)       ||      ମ୍ୟାଲେରିଆ ଓ ଡ଼ାଇରିଆ ନିରାକରଣ ପାଇଁ ସରପଞ୍ଚ ଙ୍କ ଦ୍ୱାରା ସଚେତନତା ବୈଠକ   (09-Jul-2025)       ||      *ଡାବୁଗାଁ ରେ ଶ୍ରମିକ ସଙ୍ଗଠନର ଭାରତ ବନ୍ଦ ଡାକରା,ବିରୋଧୀ ଦଳଙ୍କ ସମର୍ଥନ*   (09-Jul-2025)       ||      ମନରେଗା ଦୁର୍ନୀତି କୁ ଚାପି ଦେବା ପାଇଁ ପ୍ରୟାସ ଜାରି   (09-Jul-2025)       ||      ଅଭିଯୁକ୍ତକୁ ଧରିବାକୁ ଯାଇ ପୋଲିସକୁ ଆକ୍ରମଣ, କଣ୍ଟାବାଞ୍ଜି ଥାନାରେ ଅଭିଯୁକ୍ତ ଅଟକ   (09-Jul-2025)       ||      ପଣ୍ଡ୍ରିଜୋର କେନ୍ଦୁପତ୍ର ଫଡ଼ି ରୁ ଲକ୍ଷାଧିକ ଟଙ୍କାର ପତ୍ର ଚୋରୀ; କଣ୍ଟାବାଞ୍ଜି ରେ ହେଲା ଠାବ   (09-Jul-2025)       ||      "ଝରିଆଲ ପଞ୍ଚାୟତ ମାହା ଦୁର୍ନୀତି": ମନରେଗା ଯୋଜନାରେ ଲକ୍ଷାଧିକ ଟଙ୍କା ହଡ଼ପ ଅଭିଯୋଗ; ବଙ୍ଗୋମୁଣ୍ଡା ବ୍ଳକ ପ୍ରଶାସନ ଦ୍ବାରସ୍ଥ ପଞ୍ଚାୟତବାସୀ,କାର୍ଯ୍ଯ ନିରପେକ୍ଷ ତଦନ୍ତ କରି କାର୍ଯ୍ୟନୁଷ୍ଠାନ ଦାବୀ    (09-Jul-2025)       ||      ବରୀରେ ବନ୍ୟା ଜଳ, ରତାଳଙ୍ଗରେ ଘାଇ ଆଶଙ୍କା   (09-Jul-2025)       ||      ବେଙ୍ଗାଳୁରୁ ସହକାର ନଗର ମନ୍ଦିରରେ ନୀଳାଦ୍ରୀ ବିଜେ ଉତ୍ସବ ଆୟୋଜନ                                        (09-Jul-2025)       ||      ଘଣ୍ଟାପଡ଼ା ଥାନାରେ ନୂଆ ସଂଶୋଧିତ ନିୟମ ଉପରେ ସଚେତନତା କାର୍ଯ୍ୟକ୍ରମ   (09-Jul-2025)       ||      ମାଓକ୍ୟାମ୍ପ ଠାବ ଓ ବିସ୍ଫୋରକ ସମଗ୍ରୀ ଜବତ   (08-Jul-2025)       ||      ମାଓକ୍ୟାମ୍ପ ଠାବ ଓ ବିସ୍ଫୋରକ ସମଗ୍ରୀ ଜବତ   (08-Jul-2025)       ||      ଅରବିନ୍ଦ ଦାସ ପ୍ରଦେଶ କଂଗ୍ରେସ ମିଡିଆ ବିଭାଗର ନୂତନ ଅଧ୍ୟକ୍ଷ   (08-Jul-2025)       ||      ମନରେଗା ହୋଇଛି ଦିଗହରା: ଶ୍ରମିକ ବଦଳରେ ମେସିନ୍ କରୁଛି କାମ    (08-Jul-2025)       ||      ଜିଲ୍ଲା ଶିକ୍ଷା କାର୍ଯ୍ୟାଳୟ ତରଫରୁ ବନ ମହୋତ୍ସବ କାର୍ଯ୍ୟକ୍ରମ    (08-Jul-2025)       ||      *ସୋନପୁର ରେ ନୀଳାଦ୍ରି ବିଜେ କଲେ ଚତୁର୍ଦ୍ଧାମୂର୍ତ୍ତି*   (08-Jul-2025)       ||     

HOME   ଜିଲ୍ଲା

ସ୍ୱେଚ୍ଛାସେବୀ ଅନୁଷ୍ଠାନ ଅମୃତ କୁଟୁମ୍ବ ର ତୃତୀୟ ସ୍ଵନକ୍ଷତ୍ର ଦିବସ ପାଳନ

03-Sep-2023



ବରଗଡ:-ବରଗଡ ଜିଲ୍ଲା ଭେଡେନ ବ୍ଲକ, ଭେଡେନ ହାଟପଦା ବିଜୟମଂଡପ ଠାରେ ସ୍ଵେଚ୍ଛାସେବୀ ଅନୁଷ୍ଠାନ " ଅମୃତ କୁଟୁମ୍" ର ତୃତୀୟ ସ୍ଵନକ୍ଷତ୍ର ଦିବସ ପାଳିତ ହୋଇଯାଇଛି ।ପ୍ରାରମ୍ଭିକ ସଂଯୋଜନା କରିଥିଲେ ଲଲିତ କୁମାର ସାହୁ ଓ ମଂଚ ପରିଚାଳନା କରିଥିଲେ,   ସାହିତ୍ୟିକ, ମନୋହର ସାଂସ୍କୃତିକ ସଂସଦ ର ସଭାପତି ତଥା ଅମୃତ କୁଟୁମ୍ ର ଉପଦେଷ୍ଟା ଉତ୍ପନ୍ନ କୁମାର ଭୋଇ। ଏଥିରେ ସଭାପତିତ୍ବ କରିଥିଲେ "ଅମୃତ କୁଟୁମ୍" ର ସଭାପତି ଆନନ୍ଦ ଚନ୍ଦ୍ର ସୁନା ।ପ୍ରଥମେ ଅତିଥି ମାନେ ମାଁ ସମଲେଶ୍ଵରୀ କଂ ପ୍ରତିଛବି ନିକଟରେ ପୁଷ୍ପମାଲ୍ୟ ଅର୍ପଣ, ପ୍ରଦୀପ ପ୍ରଜ୍ବଳନ କରି ଧୂପ, ଦୀପ ରେ ପୂଜାର୍ଚ୍ଚନା କରିଥିଲେ ।ଏହି ଅବସରରେ ଏକ ସ୍ଵେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଥିଲା। ରକ୍ତ ସଂଗ୍ରହ କରି ଥିଲେ ବରଗଡ ରକ୍ତଭଣ୍ଡାର ଓ ବୀର ସୁରେନ୍ଦ୍ର ସାଏ ମେଡିକାଲ କଲେଜ ର ଅଧିକାରୀ ଓ ଟେକନିସିଆନ ମାନେ, ମୋଟ ୯୨ ୟୁନିଟ୍ ରକ୍ତ ସଂଗ୍ରହ ହୋଇଥିଲା। ଏହି ମୁଖ୍ୟ ଅତିଥି ଭାବରେ ବୀରସୁରେନ୍ଦ୍ର ସାଏ ମେଡିକାଲ କଲେଜ ବୁର୍ଲା ର  ଆସିଷ୍ଟାଣ୍ଟ ପ୍ରଫେସର ଡାଃ ଶଙ୍କର ରାମ ଚନ୍ଦାନୀ। ମୁଖ୍ୟ ବକ୍ତାଭାବେ

ବରଗଡ ର ଡାଃ ସତ୍ଯସାଇ ନାୟକ, ଓ ସମ୍ମାନୀତ ଅତିଥି ଭାବେ ସମାଜସେବୀ ବରଗଡର ପ୍ରକାଶ ପଟ୍ଟନାୟକ, ଅବସରପ୍ରାପ୍ତ ପ୍ରଫେସର ସନ୍ତୋଷ ପଣ୍ଡା ପ୍ରମୁଖ ଯୋଗ ଦେଇ ରକ୍ତଦାତା ମାନଙ୍କୁ ଉତ୍ସାହିତ କରିଥିଲେ। ଏହି ସମୟରେ ସମାଜ ସେବା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ବିଭିନ୍ନ ସଂଗଠନର କର୍ମକର୍ତ୍ତା ଓ ସମାଜ ସେବା ପାଇଁ ବିଭିନ୍ନ ବ୍ୟକ୍ତି ବିଶେଷଙ୍କୁ ଫୁଲ ତୋଡ଼ା, ଉପଢୌକନ ଓ ପ୍ରମାଣ ପତ୍ର ପ୍ରଦାନ କରାଯାଇଥିଲା। ଏହି ଅବସରରେ "ଅମୃତ କୁଟୁମ୍"  ସମସ୍ତ ସଦସ୍ୟ /ସଦସ୍ୟା ମାନେ ଉପସ୍ଥିତ ରହି ସକ୍ରିୟ ଭାବରେ ଅଂଶଗ୍ରହଣ କରି ସହଯୋଗ କରିଥିଲେ। ପରିଶେଷରେ ଅନୁଷ୍ଠାନ ସକ୍ରିୟ ସଦସ୍ୟ ଲଲିତ କୁମାର ସାହୁ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜନ ଶୁଣାଣି ରେ ମାସ ବାୟୋଫୁଏଲ  କମ୍ପାନୀ ବନ୍ଦ ନାରା ରେ କମ୍ପିଲା ଶିବିର6   09-Jul-2025
  ଜିଲ୍ଲା  
ବାହୁଡା଼ ରଥଯାତ୍ରା ର ଅନ୍ତିମ ଦିବସରେ ଜୁଆଡ଼ି କୁ କାବୁ କଲେ ଅନନ୍ତ ବାବୁ   09-Jul-2025
  ଜିଲ୍ଲା  
ବାହୁଡା଼ ରଥଯାତ୍ରାର ଅନ୍ତିମ ଦିବସରେ ଜୁଆଡ଼ିକୁ କାବୁ କଲେ ଅନନ୍ତ ବାବୁ   09-Jul-2025
  ଜିଲ୍ଲା  
ଅବ୍ୟବସ୍ଥା ଘେରରେ ଧରଣୀମାଳ ଉଚ୍ଚ ବିଦ୍ୟାଳୟ, ପ୍ରଶାସନର ଦୃଷ୍ଟି କେବେ ?   09-Jul-2025
  ଜିଲ୍ଲା  
ରଥଚକ ତଳେ ଚାପି ହୋଇ ତରଭା ଏନ୍ଏସି ଉପାଧ୍ୟକ୍ଷ ଗୁରୁତର*   09-Jul-2025
  ଜିଲ୍ଲା  
ମ୍ୟାଲେରିଆ ଓ ଡ଼ାଇରିଆ ନିରାକରଣ ପାଇଁ ସରପଞ୍ଚ ଙ୍କ ଦ୍ୱାରା ସଚେତନତା ବୈଠକ   09-Jul-2025
  ଜିଲ୍ଲା  
*ଡାବୁଗାଁ ରେ ଶ୍ରମିକ ସଙ୍ଗଠନର ଭାରତ ବନ୍ଦ ଡାକରା,ବିରୋଧୀ ଦଳଙ୍କ ସମର୍ଥନ*   09-Jul-2025
  ଜିଲ୍ଲା  
ମନରେଗା ଦୁର୍ନୀତି କୁ ଚାପି ଦେବା ପାଇଁ ପ୍ରୟାସ ଜାରି   09-Jul-2025
  ଜିଲ୍ଲା  
ଅଭିଯୁକ୍ତକୁ ଧରିବାକୁ ଯାଇ ପୋଲିସକୁ ଆକ୍ରମଣ, କଣ୍ଟାବାଞ୍ଜି ଥାନାରେ ଅଭିଯୁକ୍ତ ଅଟକ   09-Jul-2025
  ଜିଲ୍ଲା  
ପଣ୍ଡ୍ରିଜୋର କେନ୍ଦୁପତ୍ର ଫଡ଼ି ରୁ ଲକ୍ଷାଧିକ ଟଙ୍କାର ପତ୍ର ଚୋରୀ; କଣ୍ଟାବାଞ୍ଜି ରେ ହେଲା ଠାବ   09-Jul-2025
  ଜିଲ୍ଲା  
"ଝରିଆଲ ପଞ୍ଚାୟତ ମାହା ଦୁର୍ନୀତି": ମନରେଗା ଯୋଜନାରେ ଲକ୍ଷାଧିକ ଟଙ୍କା ହଡ଼ପ ଅଭିଯୋଗ; ବଙ୍ଗୋମୁଣ୍ଡା ବ୍ଳକ ପ୍ରଶାସନ ଦ୍ବାରସ୍ଥ ପଞ୍ଚାୟତବାସୀ,କାର୍ଯ୍ଯ ନିରପେକ୍ଷ ତଦନ୍ତ କରି କାର୍ଯ୍ୟନୁଷ୍ଠାନ ଦାବୀ    09-Jul-2025
  ଜିଲ୍ଲା  
ବରୀରେ ବନ୍ୟା ଜଳ, ରତାଳଙ୍ଗରେ ଘାଇ ଆଶଙ୍କା   09-Jul-2025

You Might Also Like