-+91-9937148622 |

prerana_bgr@rediffmail.com |

  Sunday 25th January 2026 |

| | | |

R.N.I. Regd No. ODIODI/2010/46693

Breaking News

ବଡ଼ଗାଁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ରେ ଜାତୀୟ ବାଳିକା ଦିବସ ପାଳିତ   (24-Jan-2026)       ||      *୩୭ ତମ ସର୍ବ ଭାରତୀୟ ଲାଲ୍ ମନି କ୍ରିକେଟ - ସୁନ୍ଦରଗଡ ଦଳ ସେମି ଫାଇନାଲ ରେ ପ୍ରବେଶ* -   (24-Jan-2026)       ||      ବୋଡ଼େନ୍ ରେ ପାତାଳଗଙ୍ଗା ମହୋତ୍ସବ: ନୂଆପଡ଼ା ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା   (24-Jan-2026)       ||      ଗାନ୍ଧୀଜୀ ଓ ନେତାଜୀଙ୍କ ବୈଚାରିକ ବିଭେଦକୁ ବ୍ୟକ୍ତିଗତ ବିବାଦର ରୂପ ଦିଆଯାଉଛି   (24-Jan-2026)       ||      ଲୋଇସିଂହା ଆଦିବାସୀ ଭବନ ଠାରେ ଏକ ସ୍ଵାଗତ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ   (24-Jan-2026)       ||      ଜାତୀୟ ଶିଶୁ କନ୍ୟା ଦିବସରେ ସରକାରୀ ଶୁଖା ଉଚ୍ଚ ବିଦ୍ୟାଳୟ ଛାତ୍ରଛାତ୍ରୀ ଦ୍ୱାରା ଏକ ଅଭିନବ ନୁକ୍ଲଡ ନାଟକ ପ୍ରଦର୍ଶନ   (24-Jan-2026)       ||      କୁକୁଡାଗାଲି ଉପରେ ଚଢାଉ , ୫ ଗିରଫ   (24-Jan-2026)       ||      *ଆସନ୍ତା କାଲି ଠାରୁ ଶ୍ରୀ ଶ୍ରୀ ବଡ଼ ଗୋପାଳ ଜୀ ମହାପ୍ରଭୂଙ୍କ ଭବ୍ୟ ଉତ୍ସବ ଆରମ୍ଭ* - *ସାମ୍ୱାଦିକ ସମ୍ମିଳନୀରେ ସୂଚନା ଦେଲେ ମହନ୍ତ ମହାରାଜ*-   (24-Jan-2026)       ||      ଜିଲ୍ଲା ଓକିଲ ସଂଘ ପକ୍ଷରୁ ସାଧାରଣ ପରିଷଦ ବୈଠକ, ବଲାଙ୍ଗୀରେ ପ୍ରସ୍ତାବିତ ନୂତନ ସିଭିଲ କୋର୍ଟ କୋଠା ନିର୍ମାଣ ନେଇ ଆଲୋଚନା   (24-Jan-2026)       ||      ବଲାଙ୍ଗୀର ପଲ୍ଲିଶ୍ରୀ ମେଳା ■ ୧କୋଟି ୩୦ଲକ୍ଷ ଟଙ୍କାର ବେପାର ■ ଯୋଗଦେଇଥିଲେ ୧୧ଟି ରାଜ୍ୟର ୩୦୩ ଗ୍ରୁପ   (24-Jan-2026)       ||      ଯୋଗୀସର୍ଡ଼l ପଂଚାୟତ ପରିସରରେ ଜଳ ଅର୍ପଣ ଦିବସ ପାଳିତ   (24-Jan-2026)       ||      ପାତାଳଗଙ୍ଗା ଲୋକ ମହୋତ୍ସବ ତୃତୀୟ ସନ୍ଧ୍ଯାରେ ମନ ମୋହିଛି ଦଳଗତ ନୃତ୍ଯ   (24-Jan-2026)       ||      ବୀର ସୁରେନ୍ଦ୍ର ସାଏ ପବ୍ଲିକ ସ୍କୁଲର ୧୫ତମ ବାର୍ଷିକୋତ୍ସବ   (24-Jan-2026)       ||      ସ୍ଥାନାନ୍ତରିତ ହେଲା ସୋନପୁର ବସଷ୍ଟାଣ୍ଡ; ସହରରେ ଖୁସିର ମାହୋଲ   (24-Jan-2026)       ||      ରୁଗୁଡ଼ିଖାଲ ମାନସ ବିହାର ଠାରେ ବିଶ୍ଵଶାନ୍ତି ପାଇଁ ୨୯ ତମ ଶ୍ରୀରାମ ଚରିତ ମାନସ ଯଜ୍ଞ ଅନୁଷ୍ଠିତ    (23-Jan-2026)       ||      ପର୍ଯ୍ୟଟନ ସ୍ଥଳୀରେ ପ୍ଲାଷ୍ଟିକ ମୁକ୍ତ ବଣଭୋଜି ପାଇଁ ସଚେତନତା   (23-Jan-2026)       ||      ଡାବୁଗାଁ ର ବିଭିନ୍ନ ବିଦ୍ୟାଳୟରେ ମାଁ ସରସ୍ଵତୀ ପୂଜା ପାଳନ   (23-Jan-2026)       ||      ଶିକେରପାଟ୍ ଚ୍ୟାମ୍ପିଆନ ଟ୍ରଫି ୨୦୨୬ ଉଦଘାଟିତ   (23-Jan-2026)       ||      ତୁଷୁରା ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରେ ମା ସରସ୍ବତୀ ଙ୍କ ପୂଜା ଓ ବିଦ୍ୟାରମ୍ଭ ସଂସ୍କାର   (23-Jan-2026)       ||      ଧରଣୀମାଲ ଗ୍ରାମ ବସ୍ତିପଡ଼ା ରେ ଧୂମଧାମ ରେ ପାଳିତ ହେଲା "ମା ସରସ୍ବତୀ" ପୂଜା   (23-Jan-2026)       ||     

HOME   ଜିଲ୍ଲା

ବଲାଙ୍ଗିର ଜିଲ୍ଲା ହାଇସ୍କୁଲ ଏନ୍‌ପିଏସ୍ ଶିକ୍ଷକଙ୍କ ବୈଠକ

03-Sep-2023



ବଲାଙ୍ଗୀର- ବଲାଙ୍ଗିର ଜିଲ୍ଲାର ସରକାରୀ ହାଇସ୍କୁଲ ଏନ୍‌ପିଏସ୍ ଶିକ୍ଷକ ସଂଘର ଏକ ଜରୁରୀ ବେଠକ ଅନୁଷ୍ଠିତ ହୋଇଥିଲା । ସଭାରେ ଶିକ୍ଷକମାନଙ୍କର ବିଭିନ୍ନ ସମସ୍ୟା ନେଇ ଆଲୋଚନା ହୋଇଥିଲା । ୨୦୨୨ ମସିହାରେ ନିଯୁକ୍ତ ହୋଇଥିବା ଶିକ୍ଷକ ଶିକ୍ଷୟତ୍ରୀଙ୍କ ର ସେବା ପୁସ୍ତିକା ଖୋଲାଯାଇ ସେମାନଙ୍କୁ ଏ ବର୍ଷରେ ଯଥା ସମୟରେ ବାର୍ଷିକ ବୃଦ୍ଧି ପ୍ରଦାନ କରାଯାଇଥିବାରୁ ବଲାଙ୍ଗିର ଶିକ୍ଷା ଅଧିକାରୀ ଧ୍ରୁବ ଚରଣ ବେହେରା ମହୋଦୟ ତଥା ଅଫିସର କର୍ମଚାରୀମାନଙ୍କୁ ଧନ୍ୟବାଦ ପ୍ରଦାନ କରାଗଲା । ୨୦୧୬ ରୁ ୨୦୨୧ ମଧ୍ୟରେ ନିଯୁକ୍ତ ଶିକ୍ଷକ ଶିକ୍ଷୟତ୍ରୀମାନଙ୍କର ସେବା ପୁସ୍ତିକା ଖୋଲିବା ତଥା ନିୟମିତକରଣ ବିଳମ୍ବ ଜନିତ ବକେୟା ଶିଘ୍ର ପ୍ରଦାନ ପାଇଁ ଶିକ୍ଷା ଅଧିକାରୀ ମହୋଦୟଙ୍କୁ ଅନୁରୋଧ କରିବା ପାଇଁ ସମ୍ମତି ପ୍ରକାଶ ପାଇଥିଲା । ମାନ୍ୟବର ମୁଖ୍ୟନ୍ତ୍ରୀଙ୍କ ଘୋଷଣା ଅନୁସାରେ ୨୦୧୦ ରୁ ୨୦୧୪ ମସିହା ମଧ୍ୟରେ ନିଯୁକ୍ତ ଶିକ୍ଷକ ଶିକ୍ଷୟତ୍ରୀମାନଙ୍କର ନୋସନାଲ ଇନ୍‌କ୍ରିମେଣ୍ଟ ପ୍ରଦାନ କାର୍ଯ୍ୟ ତ୍ୱରାନ୍ୱିତ କରିବା ପାଇଁ ମଧ୍ୟ ଅନୁରୋଧ ରଖିବାର ପ୍ରସ୍ତାବ ଆସିଲା । ମୁଖ୍ୟମନ୍ତ୍ରୀଙ୍କ ଜନ୍ମ ଦିନରେ ପ୍ରଦତ୍ତ ଉପହାର କିପରି ୨୦୦୪ ରୁ ୨୦୧୪ ପର୍ଯ୍ୟନ୍ତ ନିଯୁକ୍ତ ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ ପାଇବେ, ସେ ବିଷୟରେ ବିଷଦ ଆଲୋଚନା ହୋଇଥିଲା । ସରକାରଙ୍କ ଦୃଷ୍ଟି ଆକର୍ଷଣ ନିମନ୍ତେ ପୁରୁଣା ପେନସନ, ୬ ବର୍ଷ ଚୁକ୍ତି ଅବଧି ଗଣନା ଓ ସମସ୍ତଙ୍କୁ ୬ଟି ନୋସନାଲ ଇନକ୍ରିମେଣ୍ଟ ପ୍ରଦାନ ଦାବି ନେଇ ୨୦୦୪ ରୁ ୨୦୨୨ ମାସିହା ମଧ୍ୟରେ ନିଯୁକ୍ତ ସମସ୍ତ ଶିକ୍ଷକ ଏକଜୁଟ ହୋଇ ଆଗାମୀ ବିଧାନସଭା ଅଧିବେଶନରେ ଲୋୟର ପିଏମ୍‌ଜି ଭୁବନେଶ୍ୱରରେ ଧାରଣା ଦେବେ ବୋଲି ମତ ପ୍ରକାଶ ପାଇଥିଲା । ସଭାରେ ସଭାପତି ରାଜ କୁମାର ଭୋଇ, ସମ୍ପାଦକ ବିର କିଶୋର ସୁନା, ନରେଶ ଦ୍ୱାରୀ, ଶେଷଦେବ ସାହୁ, ସେବଦତ୍ତ ପଧାନ, ବିବେକାନନ୍ଦ ପାତ୍ର, ଦ୍ୱିତି ରଞ୍ଜନ ମହାଲିଙ୍ଗ, ଡୋଳାମଣି ସାହୁ ପ୍ରଭୃତି ଶିକ୍ଷକ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଡ଼ଗାଁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ରେ ଜାତୀୟ ବାଳିକା ଦିବସ ପାଳିତ   24-Jan-2026
  ଜିଲ୍ଲା  
*୩୭ ତମ ସର୍ବ ଭାରତୀୟ ଲାଲ୍ ମନି କ୍ରିକେଟ - ସୁନ୍ଦରଗଡ ଦଳ ସେମି ଫାଇନାଲ ରେ ପ୍ରବେଶ* -   24-Jan-2026
  ଜିଲ୍ଲା  
ବୋଡ଼େନ୍ ରେ ପାତାଳଗଙ୍ଗା ମହୋତ୍ସବ: ନୂଆପଡ଼ା ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା   24-Jan-2026
  ଜିଲ୍ଲା  
ଗାନ୍ଧୀଜୀ ଓ ନେତାଜୀଙ୍କ ବୈଚାରିକ ବିଭେଦକୁ ବ୍ୟକ୍ତିଗତ ବିବାଦର ରୂପ ଦିଆଯାଉଛି   24-Jan-2026
  ଜିଲ୍ଲା  
ଲୋଇସିଂହା ଆଦିବାସୀ ଭବନ ଠାରେ ଏକ ସ୍ଵାଗତ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ   24-Jan-2026
  ଜିଲ୍ଲା  
ଜାତୀୟ ଶିଶୁ କନ୍ୟା ଦିବସରେ ସରକାରୀ ଶୁଖା ଉଚ୍ଚ ବିଦ୍ୟାଳୟ ଛାତ୍ରଛାତ୍ରୀ ଦ୍ୱାରା ଏକ ଅଭିନବ ନୁକ୍ଲଡ ନାଟକ ପ୍ରଦର୍ଶନ   24-Jan-2026
  ଜିଲ୍ଲା  
କୁକୁଡାଗାଲି ଉପରେ ଚଢାଉ , ୫ ଗିରଫ   24-Jan-2026
  ଜିଲ୍ଲା  
*ଆସନ୍ତା କାଲି ଠାରୁ ଶ୍ରୀ ଶ୍ରୀ ବଡ଼ ଗୋପାଳ ଜୀ ମହାପ୍ରଭୂଙ୍କ ଭବ୍ୟ ଉତ୍ସବ ଆରମ୍ଭ* - *ସାମ୍ୱାଦିକ ସମ୍ମିଳନୀରେ ସୂଚନା ଦେଲେ ମହନ୍ତ ମହାରାଜ*-   24-Jan-2026
  ଜିଲ୍ଲା  
ଜିଲ୍ଲା ଓକିଲ ସଂଘ ପକ୍ଷରୁ ସାଧାରଣ ପରିଷଦ ବୈଠକ, ବଲାଙ୍ଗୀରେ ପ୍ରସ୍ତାବିତ ନୂତନ ସିଭିଲ କୋର୍ଟ କୋଠା ନିର୍ମାଣ ନେଇ ଆଲୋଚନା   24-Jan-2026
  ଜିଲ୍ଲା  
ବଲାଙ୍ଗୀର ପଲ୍ଲିଶ୍ରୀ ମେଳା ■ ୧କୋଟି ୩୦ଲକ୍ଷ ଟଙ୍କାର ବେପାର ■ ଯୋଗଦେଇଥିଲେ ୧୧ଟି ରାଜ୍ୟର ୩୦୩ ଗ୍ରୁପ   24-Jan-2026
  ଜିଲ୍ଲା  
ଯୋଗୀସର୍ଡ଼l ପଂଚାୟତ ପରିସରରେ ଜଳ ଅର୍ପଣ ଦିବସ ପାଳିତ   24-Jan-2026
  ଜିଲ୍ଲା  
ପାତାଳଗଙ୍ଗା ଲୋକ ମହୋତ୍ସବ ତୃତୀୟ ସନ୍ଧ୍ଯାରେ ମନ ମୋହିଛି ଦଳଗତ ନୃତ୍ଯ   24-Jan-2026

You Might Also Like