-+91-9937148622 |

prerana_bgr@rediffmail.com |

  Saturday 24th May 2025 |

| | | |

R.N.I. Regd No. ODIODI/2010/46693

Breaking News

ଜନ ସେବକ ସୋମନାଥ ମିଶ୍ରଙ୍କ ଜନ୍ମ ଶତବାର୍ଷିକୀ ପାଳନ   (23-May-2025)       ||      *ଇଞ୍ଜିନିୟର ଅକ୍ଷୟ ସାମଲଙ୍କୁ ଅମୃତ କଳାକାର ପୁରସ୍କାର ପ୍ରଦାନ*   (23-May-2025)       ||      ରୋଜିତା ବାଗ ଙ୍କୁ ଯୁବ କଳାକାର ମେଧାବୃତ୍ତି   (23-May-2025)       ||      ଶ୍ରୀଅରବିନ୍ଦ ପାଠଚକ୍ର କର୍ମୀ ସମ୍ମିଳନୀ    (23-May-2025)       ||      ନୂଆପଡ଼ା ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ କୃଷି ସମ୍ବନ୍ଧୀୟ ସମୀକ୍ଷା ବୈଠକ ଅନୁଷ୍ଠିତ   (23-May-2025)       ||      ରୋଜିତା ବାଗଙ୍କୁ ଯୁବ କଳାକାର ମେଧାବୃତ୍ତି   (23-May-2025)       ||      ଧବଳେଶ୍ଵର ମେହେର ପାଇଲେ ସମ୍ମାନ ଜନକ ଡକ୍ଟରେଟ୍ ଉପାଧି   (23-May-2025)       ||      ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଙ୍କ ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟ ପରିଦର୍ଶନ   (23-May-2025)       ||      ବିନିକାରେ ୩୦ଶଯ୍ୟା ବିଶିଷ୍ଟ ନୂତନ ଡାକ୍ତରଖାନାର ଶିଳାନ୍ୟାସ   (23-May-2025)       ||      ସୁବର୍ଣ୍ଣପୁର ସର୍କିଟ ହାଉସ ଠାରେ ମନ୍ତ୍ରୀ ରବି ନାରାୟଣ ନାୟକ ଙ୍କ ସାମ୍ୱାଦିକ ସମ୍ମିଳନୀ   (23-May-2025)       ||      *ମାନ୍ୟବର ମନ୍ତ୍ରୀ ଶ୍ରୀ ରବି ନାରାୟଣ ନାଏକଙ୍କ ଦିନିକିଆ ସୁବର୍ଣ୍ଣପୁର ଜିଲ୍ଲା ଗସ୍ତ*- *୨୭ କୋଟି ଟଙ୍କା ବ୍ୟୟରେ ନିର୍ମିତ ହେବାକୁ ଥିବା ବିଭିନ୍ନ ପ୍ରକଳ୍ପ ର ଉଦଘାଟନ*- :   (23-May-2025)       ||      ସାଉନ୍ତେଶ୍ୱରୀ ଦେବୀ ମନ୍ଦିର ପର୍ଯ୍ଯଟନସ୍ଥଳୀ ମାନ୍ୟତା ଓ ପୁନରୁଦ୍ଧାର ଦାବି   (23-May-2025)       ||      ଏସ୍ ବି ଆଇ, ବଲାଙ୍ଗୀର ଶାଖା ପକ୍ଷରୁ କୋଏନ ଏକ୍ସଚେଞ୍ଜ ମେଳା ଅନୁଷ୍ଠିତ    (23-May-2025)       ||      ଆୟ-ବ୍ୟୟ ଆଲୋଚନା ସହ ଧନୁଯାତ୍ରା ଫିଲ୍ମ ଓ କଫି ଟେବୁଲ ବୁକ୍ ହେଲା ଉନ୍ମୋଚନ   (23-May-2025)       ||      ଜିଲ୍ଲା ସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ ଅନୁଷ୍ଠିତ   (23-May-2025)       ||      ସୋନପୁର ହରଡଖୋଲ ଛକ ଠାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା*- *ଦୁଇ ମୃତ ୮ ଗୁରୁତର*-   (23-May-2025)       ||      କଟଣୀ ଛଟଣୀରେ ଜର୍ଜରିତ ବରଗଡ଼ ଜିଲ୍ଲା ଚାଷୀ   (23-May-2025)       ||      ଆଜି ଠାରୁ ଜିଲ୍ଲାରେ ରବି ଧାନ କିଣା ଆରମ୍ଭ –ଭାଲେର ପେକ୍ସ ରେ ଧାନ କିଣା ର ଶୁଭାରମ୍ଭ କଲେ ଅତିରିକ୍ତ ଜିଲ୍ଲାପାଳ    (23-May-2025)       ||      ଆମ୍ବରୁ ବିଭିନ୍ନ ମୂଲ୍ୟ ଯୁକ୍ତ ପଦାର୍ଥର ପ୍ରସ୍ତୁତି ସମ୍ବନ୍ଦୀୟ ତାଲିମ କାର୍ଯ୍ୟକ୍ରମ   (23-May-2025)       ||      ଶତାୟୁ ୰ଧୋବେଇ ଚରଣ ଦାଶଙ୍କ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ   (23-May-2025)       ||     

HOME   ଅପରାଧ

ସ୍ୱଚ୍ଛ ଭାରତ ସଂଗଠନ ପକ୍ଷରୁ ସଫେଇ ଅଭିଯାନ

03-Sep-2023



ସୋନପୁର ଆଜି ସ୍ୱଚ୍ଛ ଭାରତ ସଂଗଠନ ସୋନପୁର ମନମୁଣ୍ଡା ପକ୍ଷ ରୁ ମନମୁଣ୍ଡା ଦୁର୍ଗା ମନ୍ଦିର ଓ ଜଗନ୍ନାଥ ମନ୍ଦିର ଠାରେ ସ୍ୱଚ୍ଛତା ଓ ପଲିଥିନ ମୁକ୍ତ ଅଭିଯାନ ଅନୁଷ୍ଠିତ ହୋଇଥିଲା l  ଉଦ୍ୟୋକ୍ତା ସାୟଦ ଅଲିମୁଲ ଇସଲାମ ଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନ ରେ ଓ ରାମ ଚନ୍ଦ୍ର ଆଗ୍ରୱାଲା, ଡା  ସରୋଜ ପଟେଲ, ସିମାଞ୍ଚଳ ହୋତା ଙ୍କ ସଂଯୋଜନା ରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମ ରେ ସଂଗଠନ ର ସମସ୍ତ ସଦସ୍ୟ ଯୋଗ ଦେଇଥିଲେ l ଶେଷରେ ସୋନପୁର ଅଞ୍ଚଳ ର ଖ୍ୟାତନାମା ପଣ୍ଡିତ  ସ୍ବର୍ଗତ ମେଘନାଦ ପାଣିଗ୍ରାହୀ ଙ୍କ ଉଦ୍ଦେଶ୍ୟ ରେ  ସଂଗଠନ ପକ୍ଷ ରୁ  ଦୁର୍ଗା ମନ୍ଦିର ସମ୍ବୁଖ ରେ ଏକ ଶୋକ ସଭl ର ଆୟୋଜନ କରାଯାଇ ଶ୍ରୀ ପାଣିଗ୍ରାହୀ ଙ୍କ ଅଗାଧ ଜ୍ଞାନ ଓ ପାଣ୍ଡିତ୍ୟ  ଉପରେ ସ୍ମୃତି ଚାରଣ କରାଯାଇଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
ଜନ ସେବକ ସୋମନାଥ ମିଶ୍ରଙ୍କ ଜନ୍ମ ଶତବାର୍ଷିକୀ ପାଳନ   23-May-2025
  ଜିଲ୍ଲା  
*ଇଞ୍ଜିନିୟର ଅକ୍ଷୟ ସାମଲଙ୍କୁ ଅମୃତ କଳାକାର ପୁରସ୍କାର ପ୍ରଦାନ*   23-May-2025
  ଜିଲ୍ଲା  
ରୋଜିତା ବାଗ ଙ୍କୁ ଯୁବ କଳାକାର ମେଧାବୃତ୍ତି   23-May-2025
  ଜିଲ୍ଲା  
ଶ୍ରୀଅରବିନ୍ଦ ପାଠଚକ୍ର କର୍ମୀ ସମ୍ମିଳନୀ   23-May-2025
  ଜିଲ୍ଲା  
ନୂଆପଡ଼ା ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ କୃଷି ସମ୍ବନ୍ଧୀୟ ସମୀକ୍ଷା ବୈଠକ ଅନୁଷ୍ଠିତ   23-May-2025
  ଜିଲ୍ଲା  
ରୋଜିତା ବାଗଙ୍କୁ ଯୁବ କଳାକାର ମେଧାବୃତ୍ତି   23-May-2025
  ଜିଲ୍ଲା  
ଧବଳେଶ୍ଵର ମେହେର ପାଇଲେ ସମ୍ମାନ ଜନକ ଡକ୍ଟରେଟ୍ ଉପାଧି   23-May-2025
  ଜିଲ୍ଲା  
ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଙ୍କ ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟ ପରିଦର୍ଶନ   23-May-2025
  ଜିଲ୍ଲା  
ବିନିକାରେ ୩୦ଶଯ୍ୟା ବିଶିଷ୍ଟ ନୂତନ ଡାକ୍ତରଖାନାର ଶିଳାନ୍ୟାସ   23-May-2025
  ଜିଲ୍ଲା  
ସୁବର୍ଣ୍ଣପୁର ସର୍କିଟ ହାଉସ ଠାରେ ମନ୍ତ୍ରୀ ରବି ନାରାୟଣ ନାୟକ ଙ୍କ ସାମ୍ୱାଦିକ ସମ୍ମିଳନୀ   23-May-2025
  ଜିଲ୍ଲା  
*ମାନ୍ୟବର ମନ୍ତ୍ରୀ ଶ୍ରୀ ରବି ନାରାୟଣ ନାଏକଙ୍କ ଦିନିକିଆ ସୁବର୍ଣ୍ଣପୁର ଜିଲ୍ଲା ଗସ୍ତ*- *୨୭ କୋଟି ଟଙ୍କା ବ୍ୟୟରେ ନିର୍ମିତ ହେବାକୁ ଥିବା ବିଭିନ୍ନ ପ୍ରକଳ୍ପ ର ଉଦଘାଟନ*- :   23-May-2025
  ଜିଲ୍ଲା  
ସାଉନ୍ତେଶ୍ୱରୀ ଦେବୀ ମନ୍ଦିର ପର୍ଯ୍ଯଟନସ୍ଥଳୀ ମାନ୍ୟତା ଓ ପୁନରୁଦ୍ଧାର ଦାବି   23-May-2025

You Might Also Like