-+91-9937148622 |

prerana_bgr@rediffmail.com |

  Monday 22nd July 2024 |

| | | |

R.N.I. Regd No. ODIODI/2010/46693

Breaking News

ପୂର୍ବତନ ସରପଞ୍ଚଙ୍କ ମାତୃ ବିୟୋଗ    (22-Jul-2024)       ||      ଗୁରୁ ପୁର୍ଣିମା ଉତ୍ସବ ପାଳିତ   (22-Jul-2024)       ||      ଜିଲା ସାମ୍ବାଦିକ ସଂଘର ସାଧାରଣ ପରିଷଦ ବୈଠକ    (21-Jul-2024)       ||      ବଲାଙ୍ଗିର ନୃସିଂହ ମନ୍ଦିର ଠାରେ ଗୁରୁ ପୁଜନୋତ୍ସବ   (21-Jul-2024)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦର ବୈଠକ   (21-Jul-2024)       ||      ଗୁରୁ ଶିଷ୍ୟ ପରମ୍ପପରା ଅତୁଟ ବନ୍ଧନ “ତସ୍ମୈଶ୍ରୀ”   (21-Jul-2024)       ||      ତହସିଲଦାର ଓ କୃଷି ଅଧିକାରୀଙ୍କ ମିଳିତ ମିଳିତ ଯାଞ୍ଚ   (21-Jul-2024)       ||      ଶ୍ରୀ ଗୋପାଳଜୀ ମନ୍ଦିର ସୋନପୁର ଠାରେ ଗୁରୁପୂର୍ଣ୍ଣିମା ଉତ୍ସବ ପାଳିତ   (21-Jul-2024)       ||      ବନ ମହୋତ୍ସବ ଉପଲକ୍ଷେ ମାଁ ପାଇଁ ଗଛ ଟିଏ କାର୍ଯ୍ୟକ୍ରମ   (21-Jul-2024)       ||      ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଜିଲ୍ଲାରେ କ୍ବାକ୍ ଓ ଗୁଣିଗାରେଡି ଚିକିତ୍ସାର ବିକଳ ଚିତ୍ର: ସରକାରୀ ସ୍ବାସ୍ଥ୍ୟସେବା ପ୍ରତି ଆସ୍ଥାନାହିଁ , ଅସଚେତନତା ଓ ଅନ୍ଧବିଶ୍ବାସକୁ ଆଶ୍ରା    (21-Jul-2024)       ||      ବିବାହିତ ମହିଳା ସ୍କଟିରେ ବସି ପ୍ରେମିକ ସହ ଫେରାର "ସିସିଟିଭି ରେ କୋଏଦ ହେଲା ଦୃଶ୍ୟ   (21-Jul-2024)       ||      ଶିକ୍ଷକ ରବିନ୍ଦ୍ରନାଥ ଦୀପଙ୍କୁ ସମ୍ବର୍ଦ୍ଧନା   (21-Jul-2024)       ||      ଉଦନ୍ତୀ ନଦୀ ପାଣିରୁ ମହିଳା ଉଦ୍ଧାର।   (21-Jul-2024)       ||      ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ବ୍ୟକ୍ତିଗତ ସଚିବଙ୍କ ବ୍ଲକ୍ ରେ ଉନ୍ନୟନ କାମରେ ଦୁର୍ନୀତି : ଜନପ୍ରତିନିଧି କରୁଛନ୍ତି ଠିକା  !   (21-Jul-2024)       ||      ପତଞ୍ଜଳୀ ଯୋଗ ସମିତି ପକ୍ଷରୁ ଗରୁ ପୁର୍ଣିମା ଉତ୍ସବ ପାଳନ   (21-Jul-2024)       ||      ଲଖପାଲିରେ ଡାଇରିଆ ଆତଙ୍କ, ୨ମୃତ, ୧୭ ଆକ୍ରାନ୍ତ, ଗାଁରୁ ୫୦୦ମିଟର ଦୂରରେ ରହିଛି ଡମ୍ପିଂୟାର୍ଡ,ସଂକ୍ରମଣ ଭୟରେ ଗ୍ରାମବାସୀ   (21-Jul-2024)       ||      ମଝି ରାସ୍ତା ରେ ଜଳିଗଲା କାର   (20-Jul-2024)       ||      ପ୍ରାକୃତିକ ବିପତ୍ତି ଓ ବିପର୍ଯ୍ୟୟ ତଥା ଅଗ୍ନିକାଣ୍ଡ ଦାଉରୁ ରକ୍ଷା ସମ୍ବନ୍ଧୀୟ ପ୍ରଶିକ୍ଷଣ କାର୍ଯ୍ୟକ୍ରମ    (20-Jul-2024)       ||      ସଟ ସାର୍କିଟ ଯୋଗୁଁ ଜଳିଲା କାର   (20-Jul-2024)       ||      ରାଜ୍ୟ ର ଏକ ନମ୍ବର ମୋଡେଲ ହସ୍ପିଟାଲ୍ ର ଦୂରାବସ୍ଥା କୁ ନେଇ ବିକ୍ଷୋପ କଲେ କୃଷକ ସଂଗଠନ*- - *କୋଠା ନିର୍ମାଣ ଓ କିଣା ଯାଇଥିବା ଚିକିତ୍ସା ଉପକରଣ ର ତଦନ୍ତ ଦାବୀ କଲେ ନାରୀ ନେତ୍ରୀ ସୋନାଲି   (20-Jul-2024)       ||     

HOME   ଅପରାଧ

ସ୍ୱଚ୍ଛ ଭାରତ ସଂଗଠନ ପକ୍ଷରୁ ସଫେଇ ଅଭିଯାନ

03-Sep-2023



ସୋନପୁର ଆଜି ସ୍ୱଚ୍ଛ ଭାରତ ସଂଗଠନ ସୋନପୁର ମନମୁଣ୍ଡା ପକ୍ଷ ରୁ ମନମୁଣ୍ଡା ଦୁର୍ଗା ମନ୍ଦିର ଓ ଜଗନ୍ନାଥ ମନ୍ଦିର ଠାରେ ସ୍ୱଚ୍ଛତା ଓ ପଲିଥିନ ମୁକ୍ତ ଅଭିଯାନ ଅନୁଷ୍ଠିତ ହୋଇଥିଲା l  ଉଦ୍ୟୋକ୍ତା ସାୟଦ ଅଲିମୁଲ ଇସଲାମ ଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନ ରେ ଓ ରାମ ଚନ୍ଦ୍ର ଆଗ୍ରୱାଲା, ଡା  ସରୋଜ ପଟେଲ, ସିମାଞ୍ଚଳ ହୋତା ଙ୍କ ସଂଯୋଜନା ରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମ ରେ ସଂଗଠନ ର ସମସ୍ତ ସଦସ୍ୟ ଯୋଗ ଦେଇଥିଲେ l ଶେଷରେ ସୋନପୁର ଅଞ୍ଚଳ ର ଖ୍ୟାତନାମା ପଣ୍ଡିତ  ସ୍ବର୍ଗତ ମେଘନାଦ ପାଣିଗ୍ରାହୀ ଙ୍କ ଉଦ୍ଦେଶ୍ୟ ରେ  ସଂଗଠନ ପକ୍ଷ ରୁ  ଦୁର୍ଗା ମନ୍ଦିର ସମ୍ବୁଖ ରେ ଏକ ଶୋକ ସଭl ର ଆୟୋଜନ କରାଯାଇ ଶ୍ରୀ ପାଣିଗ୍ରାହୀ ଙ୍କ ଅଗାଧ ଜ୍ଞାନ ଓ ପାଣ୍ଡିତ୍ୟ  ଉପରେ ସ୍ମୃତି ଚାରଣ କରାଯାଇଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
ପୂର୍ବତନ ସରପଞ୍ଚଙ୍କ ମାତୃ ବିୟୋଗ   22-Jul-2024
  ଜିଲ୍ଲା  
ଗୁରୁ ପୁର୍ଣିମା ଉତ୍ସବ ପାଳିତ   22-Jul-2024
  ଜିଲ୍ଲା  
ଜିଲା ସାମ୍ବାଦିକ ସଂଘର ସାଧାରଣ ପରିଷଦ ବୈଠକ   21-Jul-2024
  ଜିଲ୍ଲା  
ବଲାଙ୍ଗିର ନୃସିଂହ ମନ୍ଦିର ଠାରେ ଗୁରୁ ପୁଜନୋତ୍ସବ   21-Jul-2024
  ଜିଲ୍ଲା  
ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦର ବୈଠକ   21-Jul-2024
  ଜିଲ୍ଲା  
ଗୁରୁ ଶିଷ୍ୟ ପରମ୍ପପରା ଅତୁଟ ବନ୍ଧନ “ତସ୍ମୈଶ୍ରୀ”   21-Jul-2024
  ଜିଲ୍ଲା  
ତହସିଲଦାର ଓ କୃଷି ଅଧିକାରୀଙ୍କ ମିଳିତ ମିଳିତ ଯାଞ୍ଚ   21-Jul-2024
  ଜିଲ୍ଲା  
ଶ୍ରୀ ଗୋପାଳଜୀ ମନ୍ଦିର ସୋନପୁର ଠାରେ ଗୁରୁପୂର୍ଣ୍ଣିମା ଉତ୍ସବ ପାଳିତ   21-Jul-2024
  ଜିଲ୍ଲା  
ବନ ମହୋତ୍ସବ ଉପଲକ୍ଷେ ମାଁ ପାଇଁ ଗଛ ଟିଏ କାର୍ଯ୍ୟକ୍ରମ   21-Jul-2024
  ରାଜ୍ୟ  
ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଜିଲ୍ଲାରେ କ୍ବାକ୍ ଓ ଗୁଣିଗାରେଡି ଚିକିତ୍ସାର ବିକଳ ଚିତ୍ର: ସରକାରୀ ସ୍ବାସ୍ଥ୍ୟସେବା ପ୍ରତି ଆସ୍ଥାନାହିଁ , ଅସଚେତନତା ଓ ଅନ୍ଧବିଶ୍ବାସକୁ ଆଶ୍ରା   21-Jul-2024
  ଜିଲ୍ଲା  
ବିବାହିତ ମହିଳା ସ୍କଟିରେ ବସି ପ୍ରେମିକ ସହ ଫେରାର "ସିସିଟିଭି ରେ କୋଏଦ ହେଲା ଦୃଶ୍ୟ   21-Jul-2024
  ଜିଲ୍ଲା  
ଶିକ୍ଷକ ରବିନ୍ଦ୍ରନାଥ ଦୀପଙ୍କୁ ସମ୍ବର୍ଦ୍ଧନା   21-Jul-2024

You Might Also Like