-+91-9937148622 |

prerana_bgr@rediffmail.com |

  Monday 26th October 2026 |

| | | |

R.N.I. Regd No. ODIODI/2010/46693

Breaking News

ହେମଗିରି ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (26-Oct-2026)       ||      ଜିଲ୍ଲା ପ୍ରଶାସନ ପକ୍ଷରୁ ସାଧୁତା ଓ ଦୁର୍ନୀତି ନିବାରଣ ଶପଥ ପାଠ କାର୍ଯ୍ୟକ୍ରମ   (26-Oct-2026)       ||      ଫୁଲାପାଲିରେ ପ୍ରଥମ ଦଶହରା କପ୍ ଫୁଟବଲ ଉଦଯାପିତ, ଟ୍ରାଇବ୍ରେକରରେ ଜୟଦେବ ଏକାଦଶ ଚାମ୍ପିଅନ    (26-Oct-2026)       ||      ଟିଟିଲାଗଡ ଲାୟନ କ୍ଲବ ତରଫରୁ ପିସ ପୋଷ୍ଟର ପ୍ରତିଯୋଗିତା ଅନୁଷ୍ଠିତ    (26-Oct-2026)       ||      ବରପାଲି ଅଞ୍ଚଳବାସୀଙ୍କ ବହୁ ବର୍ଷର ଦାବି ପୂରଣ ହେବ♦️ ବରପାଲି ରୁ କୁମ୍ଭାରି ରାସ୍ତା ବୁରୋଗାଡ ନଦୀରେ ନିର୍ମାଣ ହେବ ହାଇଲେଭେଲ ବ୍ରିଜ    (26-Oct-2026)       ||      ସମାଜ ପାଠକ ମଂଚ’ର ବୈଠକ ଅନୁଷ୍ଠିତ   (26-Oct-2026)       ||      ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ    (25-Oct-2026)       ||      ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   (25-Oct-2026)       ||      ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   (25-Oct-2026)       ||      ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ମେରାହୁନର “ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ” ଓ ସଂପୂର୍ଣ୍ଣା ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ଘରୋଇ ବସରୁ ୩. ୭୭୫ କେଜି ଗଞ୍ଜେଇ ଜବତ,ଦୁଇ ଅଭିଯୁକ୍ତ ଗିରଫ   (25-Oct-2026)       ||      ଗୋପାଳଜୀ ଉଚ୍ଚ ବିଦ୍ୟାଳୟରେ ବନ୍ଧୁ ମିଳନ ଓ ଗୁରୁପୂଜନ ଉତ୍ସବ ପାଳନ   (25-Oct-2026)       ||      ସାମ୍ବାଦିକ ଙ୍କ ପିତୃ ବିୟୋଗ   (25-Oct-2026)       ||      ପଶ୍ଚିମବଙ୍ଗକୁ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ : ପୋଲିସ ଜାଲରେ ଆନ୍ତଃରାଜ୍ୟ ମହିଳା ଚାଲାଣକାରୀ ସହ ଗଞ୍ଜେଇ ଜବତ   (25-Oct-2026)       ||      ଭରତ ଜାତିସଂଘ ପାଣ୍ଠି ଗ୍ଲୋବାଲ୍ ସାଉଥ୍ ସହିତ ଭାରତର ବ୍ୟାପକ ଭାଗିଦାରୀ ର ଏକ ଅଂଶ: ସଂଗୀତା ସିଂଦେଓ    (25-Oct-2026)       ||      ଲୋଇସିଂହା ଓ ଆଗଲପୁର ଗୋଣ୍ଡୱାନା ଗୋଣ୍ଡ ସମାଜ ର ବ୍ଲକ ସ୍ତରୀୟ ନୂଆଁଖାଇ ଭେଟଘାଟ୍   (24-Oct-2026)       ||      ଟାସ୍କଫୋର୍ସ ଅଧ୍ୟକ୍ଷ ଉପମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାରେ ଅନ୍ୟରାଜ୍ୟର ଦାଦନମାଫିଆ ସେଠ୍ ମାନଙ୍କର ଅବାଧ ବିଚରଣ♦️କୋଟିପତି ସର୍ଦ୍ଦାରଙ୍କ ଅନ୍ୟାୟୋପାର୍ଜିତ ସମ୍ପତ୍ତିର ଇଡି ତଦନ୍ତ ହେଉ  !     (24-Oct-2026)       ||     

HOME   ଜିଲ୍ଲା

ଗୁରୁ ଦିବସ ଉପଲକ୍ଷେ ଗୁରୁ ପୂଜନ ଉତ୍ସବ

05-Sep-2023



ଲୋଇସିଂହା, (ବିନୋଦ କୁମାର ଦୀପ) ଆଜି ପବିତ୍ର ଗୁରୁଦିବସ ଅବସରରେ ଓଡ଼ିଶା ମୋ ପରିବାର ଲୋଇସିଂହା ଶାଖା ତରଫରୁ ଗୁରୁ ପୂଜନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି l ଏହାର ମୁଖ୍ୟ ଆୟୋଜକ ବିଜେଡି ରାଜ୍ୟ ପରିଷଦ ନିହାର ରଞ୍ଜନ ବେହେରା ଙ୍କ ତତ୍ୱାବଧାନ ରେ ଲୋଇସିଂହା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଲୋଇସିଂହା, ଆଗଲପୁର, ଓ ପୁଇଁତଲା ବ୍ଲକ ରୁ ହାରାହାରି 100 ରୁ ଉର୍ଦ୍ଧ ଅବସର ପ୍ରାପ୍ତ ଶିକ୍ଷକ ମାନଙ୍କୁ ସ୍ୱାଗତ ଓ ସମ୍ବର୍ଦ୍ଧନା ଦିଆଯାଇଥିଲା l ଏହି ଉତ୍ସବ କୁ ଅବସର ପ୍ରାପ୍ତ ଶିକ୍ଷକ ରାଜେନ୍ଦ୍ର ବିଶ୍ୱାଲ ଙ୍କ ସଭାପତିତ୍ବ ରେ ମୁଖ୍ୟ ଅତିଥି ଭାବ ରେ ଡ଼. ଗୁରୁ ଘାସିରାମ ମିଶ୍ର, ମୁଖ୍ୟ ବକ୍ତା ଭାବରେ ବିଭୁତି ଭୂଷଣ ସାହାଣୀ ଓ ସମ୍ମାନିତ ଅତିଥି ଭାବରେ ଲୋଇସିଂହା ବ୍ଲକ ଅଧ୍ୟକ୍ଷ ଯତୀନ୍ଦ୍ର ପଟେଲ ଯୋଗ ଦେଇଥିଲେ l ସ୍ୱତନ୍ତ୍ର ଆଦିବାସୀ ଉନ୍ନୟନ ପରିଷଦ ଅଧ୍ୟକ୍ଷ ବ୍ରଜମୋହନ ବିଶୋଇ, ଜ଼ିଲ୍ଲା ପରିଷଦ ସଭ୍ୟା ଲିଲିମା ବେହେରା, ଶ୍ୟାମ ସୁନ୍ଦର ଭୋଇ ଓ ଅବସର ପ୍ରାପ୍ତ ଶିକ୍ଷକ ରାମ ଚନ୍ଦ୍ର ପଟେଲ ପ୍ରମୁଖ ମଞ୍ଚସିନ ଥିଲେ l ସଭା ଆରମ୍ଭ ହେବା ପୂର୍ବ ରୁ ଅତିଥି ମାନେ ମା ସରସ୍ବତୀ ଓ ପୂର୍ବତନ ରାଷ୍ଟ୍ରପତି ସର୍ବପଲ୍ଲୀ ରାଧାକ୍ରିଷ୍ଣାନ ଙ୍କ ଫୋଟୋ ଚିତ୍ର ଉପରେ ପୁଷ୍ପମାଲ୍ୟ ଅର୍ପଣ କରିବା ପରେ ନିହାର ରଂଜନ ବେହେରା ଓ ଅନ୍ୟାନ୍ୟ ତାଙ୍କ ସହଯୋଗୀ ମାନେ ଫୁଲ, ଚନ୍ଦନ,ଚାଉଳ  ଦେଇ ଗୁରୁପୂଜନ କରିବା ସହିତ ଉତ୍ତରୀୟ ଓ କଲମ ଦେଇ ସମ୍ବର୍ଦ୍ଧନା କରିଥିଲେ l ସମସ୍ତ ଅତିଥୀ ମାନେ ଗୁରୁ ମାନଙ୍କ ଭୂମିକା ଓ ରାଧାକ୍ରିଷ୍ଣାନ ଙ୍କ ଜୀବନି ଉପରେ ଆଲୋକପାତ କରିଥିଲେ ଓ ଗତ କିଛି ଦିନ ତଳେ ଅବସର ନେଇଥିବା ରାଜ୍ୟପାଲ ପୁରସ୍କାର ପ୍ରାପ୍ତ ପ୍ରକୃତି ବଂଧୁ ଶିକ୍ଷକ ଦିଗାମ୍ବର ନାଏକ କୁ ସ୍ୱତନ୍ତ୍ର ଭାବରେ ସମ୍ମାନିତ କରାଯାଇଥିଲା ଓ ପରିଶେଷରେ  ପିତାମ୍ବର ପୁଟେଲ ଧନ୍ୟବାଦ ଅର୍ପଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ହେମଗିରି ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   26-Oct-2026
  ଜିଲ୍ଲା  
ଜିଲ୍ଲା ପ୍ରଶାସନ ପକ୍ଷରୁ ସାଧୁତା ଓ ଦୁର୍ନୀତି ନିବାରଣ ଶପଥ ପାଠ କାର୍ଯ୍ୟକ୍ରମ   26-Oct-2026
  ଜିଲ୍ଲା  
ଫୁଲାପାଲିରେ ପ୍ରଥମ ଦଶହରା କପ୍ ଫୁଟବଲ ଉଦଯାପିତ, ଟ୍ରାଇବ୍ରେକରରେ ଜୟଦେବ ଏକାଦଶ ଚାମ୍ପିଅନ   26-Oct-2026
  ଜିଲ୍ଲା  
ଟିଟିଲାଗଡ ଲାୟନ କ୍ଲବ ତରଫରୁ ପିସ ପୋଷ୍ଟର ପ୍ରତିଯୋଗିତା ଅନୁଷ୍ଠିତ    26-Oct-2026
  ଜିଲ୍ଲା  
ବରପାଲି ଅଞ୍ଚଳବାସୀଙ୍କ ବହୁ ବର୍ଷର ଦାବି ପୂରଣ ହେବ♦️ ବରପାଲି ରୁ କୁମ୍ଭାରି ରାସ୍ତା ବୁରୋଗାଡ ନଦୀରେ ନିର୍ମାଣ ହେବ ହାଇଲେଭେଲ ବ୍ରିଜ   26-Oct-2026
  ଜିଲ୍ଲା  
ସମାଜ ପାଠକ ମଂଚ’ର ବୈଠକ ଅନୁଷ୍ଠିତ   26-Oct-2026
  ଜିଲ୍ଲା  
ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ   25-Oct-2026
  ଜିଲ୍ଲା  
ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   25-Oct-2026
  ଜିଲ୍ଲା  
ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   25-Oct-2026
  ଖେଳ  
ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   25-Oct-2026
  ଜିଲ୍ଲା  
ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   25-Oct-2026
  ଜିଲ୍ଲା  
ମେରାହୁନର “ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ” ଓ ସଂପୂର୍ଣ୍ଣା ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା   25-Oct-2026

You Might Also Like