-+91-9937148622 |

prerana_bgr@rediffmail.com |

  Monday 26th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲା ପ୍ରଶାସନ ପକ୍ଷରୁ ସାଧୁତା ଓ ଦୁର୍ନୀତି ନିବାରଣ ଶପଥ ପାଠ କାର୍ଯ୍ୟକ୍ରମ   (26-Oct-2026)       ||      ଫୁଲାପାଲିରେ ପ୍ରଥମ ଦଶହରା କପ୍ ଫୁଟବଲ ଉଦଯାପିତ, ଟ୍ରାଇବ୍ରେକରରେ ଜୟଦେବ ଏକାଦଶ ଚାମ୍ପିଅନ    (26-Oct-2026)       ||      ଟିଟିଲାଗଡ ଲାୟନ କ୍ଲବ ତରଫରୁ ପିସ ପୋଷ୍ଟର ପ୍ରତିଯୋଗିତା ଅନୁଷ୍ଠିତ    (26-Oct-2026)       ||      ବରପାଲି ଅଞ୍ଚଳବାସୀଙ୍କ ବହୁ ବର୍ଷର ଦାବି ପୂରଣ ହେବ♦️ ବରପାଲି ରୁ କୁମ୍ଭାରି ରାସ୍ତା ବୁରୋଗାଡ ନଦୀରେ ନିର୍ମାଣ ହେବ ହାଇଲେଭେଲ ବ୍ରିଜ    (26-Oct-2026)       ||      ସମାଜ ପାଠକ ମଂଚ’ର ବୈଠକ ଅନୁଷ୍ଠିତ   (26-Oct-2026)       ||      ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ    (25-Oct-2026)       ||      ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   (25-Oct-2026)       ||      ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   (25-Oct-2026)       ||      ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ମେରାହୁନର “ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ” ଓ ସଂପୂର୍ଣ୍ଣା ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ଘରୋଇ ବସରୁ ୩. ୭୭୫ କେଜି ଗଞ୍ଜେଇ ଜବତ,ଦୁଇ ଅଭିଯୁକ୍ତ ଗିରଫ   (25-Oct-2026)       ||      ଗୋପାଳଜୀ ଉଚ୍ଚ ବିଦ୍ୟାଳୟରେ ବନ୍ଧୁ ମିଳନ ଓ ଗୁରୁପୂଜନ ଉତ୍ସବ ପାଳନ   (25-Oct-2026)       ||      ସାମ୍ବାଦିକ ଙ୍କ ପିତୃ ବିୟୋଗ   (25-Oct-2026)       ||      ପଶ୍ଚିମବଙ୍ଗକୁ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ : ପୋଲିସ ଜାଲରେ ଆନ୍ତଃରାଜ୍ୟ ମହିଳା ଚାଲାଣକାରୀ ସହ ଗଞ୍ଜେଇ ଜବତ   (25-Oct-2026)       ||      ଭରତ ଜାତିସଂଘ ପାଣ୍ଠି ଗ୍ଲୋବାଲ୍ ସାଉଥ୍ ସହିତ ଭାରତର ବ୍ୟାପକ ଭାଗିଦାରୀ ର ଏକ ଅଂଶ: ସଂଗୀତା ସିଂଦେଓ    (25-Oct-2026)       ||      ଲୋଇସିଂହା ଓ ଆଗଲପୁର ଗୋଣ୍ଡୱାନା ଗୋଣ୍ଡ ସମାଜ ର ବ୍ଲକ ସ୍ତରୀୟ ନୂଆଁଖାଇ ଭେଟଘାଟ୍   (24-Oct-2026)       ||      ଟାସ୍କଫୋର୍ସ ଅଧ୍ୟକ୍ଷ ଉପମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାରେ ଅନ୍ୟରାଜ୍ୟର ଦାଦନମାଫିଆ ସେଠ୍ ମାନଙ୍କର ଅବାଧ ବିଚରଣ♦️କୋଟିପତି ସର୍ଦ୍ଦାରଙ୍କ ଅନ୍ୟାୟୋପାର୍ଜିତ ସମ୍ପତ୍ତିର ଇଡି ତଦନ୍ତ ହେଉ  !     (24-Oct-2026)       ||      ଚିନାଜୁରୀ ଠାରେ ନୂତନ ପେକ୍ସ ଗଠନ ପାଇଁ ପ୍ରସ୍ତୁତି ବୈଠକ   (24-Oct-2026)       ||     

HOME   ଜିଲ୍ଲା

ଗୁରୁ ସମଗ୍ର ସମାଜ ନିମନ୍ତେ ମାର୍ଗଦର୍ଶକ

05-Sep-2023



ବରଗଡ:-ବରଗଡ ଜିଲ୍ଲା ଗାଇସିଲେଟ ବ୍ଲକ ଅନ୍ତର୍ଗତ ବୁରୋମୁଣ୍ଡାସ୍ଥିତ ସରକାରୀ ରାଜକୁମାର ଉନ୍ନୀତ ଉଚ୍ଚ ବିଦ୍ୟାଳୟଠାରେ ପ୍ରଧାନ ଶିକ୍ଷକ ପ୍ରେମାନନ୍ଦ ବେହେରାଙ୍କ ସଭାପତିତ୍ୱରେ ଗୁରୁଦିବସ ପାଳିତ ହୋଇଯାଇଛି । ବିଦ୍ୟାଳୟ ପରିବାରର ସମସ୍ତ ସଦସ୍ୟ ସଦସ୍ୟା, ପରିଚାଳନା କମିଟିର ଅଧ୍ୟକ୍ଷ ଓ ସମସ୍ତ ସଦସ୍ୟ ସଦସ୍ୟା, ତଥା ଅବସରପ୍ରାପ୍ତ ଗୁରୁବୃନ୍ଦ ପ୍ରଦୀପ ପ୍ରଜ୍ଜ୍ଵଳନ କରି ଗୁରୁ ରାଧାକୃଷ୍ଣନଙ୍କ ଫଟୋଚିତ୍ରରେ ମାଲ୍ୟାର୍ପଣ କରିଥିଲେ । ପ୍ରଧାନ ଶିକ୍ଷକ ପ୍ରେମାନନ୍ଦ ବେହେରା, ଅବସରପ୍ରାପ୍ତ ଶିକ୍ଷକ ଜୀବର୍ଦ୍ଧନ ସାହୁ, ଗଣପତି ପଧାନ, ଭୁବନେଶ୍ୱର ଦାଶ, ଦିଲ୍ଲୀପ କୁମାର ଯୋଶୀ, ଶେଷଦେବ ଦୀପ, ଶିକ୍ଷକ ସୁବଳ ଠାକୁର, ରାମ କୁମାର ପଟେଲ ଓ ଶିକ୍ଷୟିତ୍ରୀ ନିବେଦିତା ପାଣିଗ୍ରାହୀ ସର୍ବପଲ୍ଲୀ ରାଧାକୃଷ୍ଣନଙ୍କ ଜୀବନର ସ୍ମୃତି ଚାରଣ କରିବା ସହ ଗୁରୁଙ୍କୁ ସମଗ୍ର ସମାଜର ମାର୍ଗଦର୍ଶକ ଭାବରେ ମତ ବ୍ୟକ୍ତ କରିଥିଲେ । ଶିକ୍ଷକ ପଞ୍ଚାନନ ମାଝୀ ସ୍ବାଗତ ଭାଷଣ ଓ ଉଦ୍ଦେଶ୍ୟ ଜ୍ଞାପନ କରିଥିବା ବେଳେ ମାଗିଧର ଦାଶ ଧନ୍ୟବାଦ ଅର୍ପଣ କରିଥିଲେ । ଶିକ୍ଷୟିତ୍ରୀ ନିହାରୀକା ଯୋଶୀ, ମୋନାଲିସା ଠାକୁର ତଥା ଶିକ୍ଷକ ବଳଦେବ ସାହୁ, ପ୍ରଫୁଲ୍ଲ କୁମାର ସାଗର, ରଜତ କୁମାର ଚୌହାନ, ବିଶ୍ଵଜିତ ସାହୁ କାର୍ଯ୍ୟକ୍ରମରେ ସହାୟତା କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲା ପ୍ରଶାସନ ପକ୍ଷରୁ ସାଧୁତା ଓ ଦୁର୍ନୀତି ନିବାରଣ ଶପଥ ପାଠ କାର୍ଯ୍ୟକ୍ରମ   26-Oct-2026
  ଜିଲ୍ଲା  
ଫୁଲାପାଲିରେ ପ୍ରଥମ ଦଶହରା କପ୍ ଫୁଟବଲ ଉଦଯାପିତ, ଟ୍ରାଇବ୍ରେକରରେ ଜୟଦେବ ଏକାଦଶ ଚାମ୍ପିଅନ   26-Oct-2026
  ଜିଲ୍ଲା  
ଟିଟିଲାଗଡ ଲାୟନ କ୍ଲବ ତରଫରୁ ପିସ ପୋଷ୍ଟର ପ୍ରତିଯୋଗିତା ଅନୁଷ୍ଠିତ    26-Oct-2026
  ଜିଲ୍ଲା  
ବରପାଲି ଅଞ୍ଚଳବାସୀଙ୍କ ବହୁ ବର୍ଷର ଦାବି ପୂରଣ ହେବ♦️ ବରପାଲି ରୁ କୁମ୍ଭାରି ରାସ୍ତା ବୁରୋଗାଡ ନଦୀରେ ନିର୍ମାଣ ହେବ ହାଇଲେଭେଲ ବ୍ରିଜ   26-Oct-2026
  ଜିଲ୍ଲା  
ସମାଜ ପାଠକ ମଂଚ’ର ବୈଠକ ଅନୁଷ୍ଠିତ   26-Oct-2026
  ଜିଲ୍ଲା  
ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ   25-Oct-2026
  ଜିଲ୍ଲା  
ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   25-Oct-2026
  ଜିଲ୍ଲା  
ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   25-Oct-2026
  ଖେଳ  
ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   25-Oct-2026
  ଜିଲ୍ଲା  
ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   25-Oct-2026
  ଜିଲ୍ଲା  
ମେରାହୁନର “ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ” ଓ ସଂପୂର୍ଣ୍ଣା ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା   25-Oct-2026
  ଜିଲ୍ଲା  
ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   25-Oct-2026

You Might Also Like