-+91-9937148622 |

prerana_bgr@rediffmail.com |

  Monday 26th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ    (25-Oct-2026)       ||      ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   (25-Oct-2026)       ||      ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   (25-Oct-2026)       ||      ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ମେରାହୁନର “ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ” ଓ ସଂପୂର୍ଣ୍ଣା ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ଘରୋଇ ବସରୁ ୩. ୭୭୫ କେଜି ଗଞ୍ଜେଇ ଜବତ,ଦୁଇ ଅଭିଯୁକ୍ତ ଗିରଫ   (25-Oct-2026)       ||      ଗୋପାଳଜୀ ଉଚ୍ଚ ବିଦ୍ୟାଳୟରେ ବନ୍ଧୁ ମିଳନ ଓ ଗୁରୁପୂଜନ ଉତ୍ସବ ପାଳନ   (25-Oct-2026)       ||      ସାମ୍ବାଦିକ ଙ୍କ ପିତୃ ବିୟୋଗ   (25-Oct-2026)       ||      ପଶ୍ଚିମବଙ୍ଗକୁ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ : ପୋଲିସ ଜାଲରେ ଆନ୍ତଃରାଜ୍ୟ ମହିଳା ଚାଲାଣକାରୀ ସହ ଗଞ୍ଜେଇ ଜବତ   (25-Oct-2026)       ||      ଭରତ ଜାତିସଂଘ ପାଣ୍ଠି ଗ୍ଲୋବାଲ୍ ସାଉଥ୍ ସହିତ ଭାରତର ବ୍ୟାପକ ଭାଗିଦାରୀ ର ଏକ ଅଂଶ: ସଂଗୀତା ସିଂଦେଓ    (25-Oct-2026)       ||      ଲୋଇସିଂହା ଓ ଆଗଲପୁର ଗୋଣ୍ଡୱାନା ଗୋଣ୍ଡ ସମାଜ ର ବ୍ଲକ ସ୍ତରୀୟ ନୂଆଁଖାଇ ଭେଟଘାଟ୍   (24-Oct-2026)       ||      ଟାସ୍କଫୋର୍ସ ଅଧ୍ୟକ୍ଷ ଉପମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାରେ ଅନ୍ୟରାଜ୍ୟର ଦାଦନମାଫିଆ ସେଠ୍ ମାନଙ୍କର ଅବାଧ ବିଚରଣ♦️କୋଟିପତି ସର୍ଦ୍ଦାରଙ୍କ ଅନ୍ୟାୟୋପାର୍ଜିତ ସମ୍ପତ୍ତିର ଇଡି ତଦନ୍ତ ହେଉ  !     (24-Oct-2026)       ||      ଚିନାଜୁରୀ ଠାରେ ନୂତନ ପେକ୍ସ ଗଠନ ପାଇଁ ପ୍ରସ୍ତୁତି ବୈଠକ   (24-Oct-2026)       ||      ବିଶ୍ୱ ପୋଲିଓ ଦିବସ ଅବସରରେ ରୋଟାରୀ ଜିଲ୍ଲା ୩୨୬୨ ପକ୍ଷରୁ ବିଶାଳ ମାରାଥନ୍ ଆୟୋଜିତ   (24-Oct-2026)       ||      ସ୍ୱାସ୍ଥ୍ୟସେବା ଓ ଆୟୁଷ୍ମାନ ବାୟୋ ବନ୍ଦନା କାର୍ଡ ରେଜିଷ୍ଟ୍ରେସନ ଶିବିର    (24-Oct-2026)       ||      ବରଗଡ଼ରେ ୨୪ଟି ଦିବ୍ୟ ରୂପରେ ମହାପ୍ରଭୁଙ୍କ ଦର୍ଶନ, ଉଦଯାପିତ ହେଲା ୨୪ ଦିବ୍ୟ ବେଶ ସମ୍ଭାର   (24-Oct-2026)       ||      ଶୁଭ୍ରାଂଶୁ, ରୋଶନୀ, ସୀମାଙ୍କ କ୍ରମାଗତ ବିଜୟ ଜାତୀୟ ଲନ୍‌ବଲ୍‌ ଦ୍ବିତୀୟ ଦିନ   (24-Oct-2026)       ||      ବରିଷ୍ଠ ଆଇନଜୀବୀ ଅଶ୍ୱିନୀ ମିଶ୍ର ଙ୍କ ପରଲୋକ    (24-Oct-2026)       ||     

HOME   ଜିଲ୍ଲା

ହତ୍ୟା ଅଭିଯୋଗରେ ୪ ଯୁବକ ପ୍ରମାଣ ଅଭାବରୁ ନିର୍ଦ୍ଦୋଷରେ ଖଲାସ

05-Sep-2023



ବଲାଙ୍ଗୀର, ଗତ ୨୦୧୨  ଫେବ୍ରୁଆରି  ୧ ତାରିଖରେ ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ଥପାପାଲି ଗାଁ ରେ ପଂଚାୟତ ନିର୍ବାଚନ ରେ ୱାର୍ଡ ମେମ୍ବର ନିର୍ବାଚନକୁ କେନ୍ଦ୍ର କରି ୱାର୍ଡ ମେମ୍ବର ରେ ପ୍ରତିଦ୍ୱନ୍ଦିତ  କରିଥିବା ଏକାଦସିଆ ମାଝୀଙ୍କୁ ସେହି ଗାଁ ଦେବେନ୍ଦ୍ର ଥପା, ଗୋପାଳ ଥପା, ଭାଗିରଥୀ ଥପା, ମହେନ୍ଦ୍ର ଥପା ଓ ମାଡ୍ରାସି ଥପା ନାମକ ୫ ଜଣ ଯୁବକ ଅପହରଣ କରି ନେଇ ହତ୍ୟା କରିଥିଲେ ।  ଏ ନେଇ  ବଲାଙ୍ଗୀର ସଦର ଥାନାରେ  ମୃତକଙ୍କ ପିତା ସଂଖେଶ୍ୱର  ମାଝୀ ଙ୍କ ତରଫରୁ ଲିଖିତ ଅଭିଯୋଗ ହୋଇଥିଲା । ଏହି ଅଭିଯୋଗ ଆଧାରରେ ହତ୍ୟା ସଦେହରେ ଏହି  ୫ ଜଣଙ୍କୁ ବଲାଙ୍ଗୀର ସଦର ଥାନା ପୋଲିସ ଗିରଫ କରି  କୋର୍ଟ ଚାଲାଣ କରିଥିଲା । ତଳ କୋର୍ଟରେ ଏମାନଙ୍କର ଜାମିନ ନାମଞ୍ଜୁର ହେବାରୁ ଏମାନେ ଜେଲ୍‌ରେ ଥିଲେ । ସେସନ୍ସ କେଶ ନମ୍ବର ୮୬/୨୦୧୨ ଦଫା ୧୨ଠ, ବି/୩୬୪/୩୦୨/୨୦୧/୩୪ ଆଇପିସି ରେ ଏହି ମୁକଦ୍ଦମା ର ଶୁଣାଣି ବଲାଙ୍ଗୀର ମାନ୍ୟବର ଦୌରା ଜଜ୍ ଙ୍କ କୋର୍ଟରେ ଚାଲଥିଲା । ଏମାନେ ହାଇକୋର୍ଟ ବେଲ୍ ରେ ଥିଲେ l ଗିରଫ ହୋଇଥିବା ୫ଜଣଙ୍କ ମଧ୍ୟରୁ ମାଡ୍ରାସି  ଥପା ଙ୍କ ବିଚାରଧୀନ ଅବସ୍ଥାରେ ଜେଲ୍ ରେ ମୃତ୍ୟୁ ହୋଇ ସାରିଥିବା ବେଳେ  ଆଜି ମାନ୍ୟବର ଦୌରା ଜଜ୍ ଲଲାଟେନ୍ଦୁ ଜେନା ସମସ୍ତ ସାକ୍ଷୀ ଓ ପାରିପାର୍ଶ୍ବିକ ସ୍ଥିତ ଆଧାରରେ ପ୍ରାମଣ ଅଭାବରୁ ୪ ଅଭିଯୁକ୍ତଙ୍କୁ ନିର୍ଦ୍ଦୋଷରେ ଖଲାସ କରିଛନ୍ତି । ମୁଦାଲାଙ୍କ ତରଫରୁ ମହିଳା  ଆଇନଜୀବୀ ଅଙ୍କିତା ତ୍ରିପାଠୀ ମୁକଦ୍ଦମା ପରିଚାଳନା କରୁଥିଲେ ।   
 


News Comment




Photo in News

Advertisment
Lastest News
  ଜିଲ୍ଲା  
ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ   25-Oct-2026
  ଜିଲ୍ଲା  
ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   25-Oct-2026
  ଜିଲ୍ଲା  
ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   25-Oct-2026
  ଖେଳ  
ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   25-Oct-2026
  ଜିଲ୍ଲା  
ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   25-Oct-2026
  ଜିଲ୍ଲା  
ମେରାହୁନର “ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ” ଓ ସଂପୂର୍ଣ୍ଣା ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା   25-Oct-2026
  ଜିଲ୍ଲା  
ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   25-Oct-2026
  ଜିଲ୍ଲା  
ଘରୋଇ ବସରୁ ୩. ୭୭୫ କେଜି ଗଞ୍ଜେଇ ଜବତ,ଦୁଇ ଅଭିଯୁକ୍ତ ଗିରଫ   25-Oct-2026
  ଜିଲ୍ଲା  
ଗୋପାଳଜୀ ଉଚ୍ଚ ବିଦ୍ୟାଳୟରେ ବନ୍ଧୁ ମିଳନ ଓ ଗୁରୁପୂଜନ ଉତ୍ସବ ପାଳନ   25-Oct-2026
  ଜିଲ୍ଲା  
ସାମ୍ବାଦିକ ଙ୍କ ପିତୃ ବିୟୋଗ   25-Oct-2026
  ଜିଲ୍ଲା  
ପଶ୍ଚିମବଙ୍ଗକୁ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ : ପୋଲିସ ଜାଲରେ ଆନ୍ତଃରାଜ୍ୟ ମହିଳା ଚାଲାଣକାରୀ ସହ ଗଞ୍ଜେଇ ଜବତ   25-Oct-2026
  ଦେଶ ବିଦେଶ  
ଭରତ ଜାତିସଂଘ ପାଣ୍ଠି ଗ୍ଲୋବାଲ୍ ସାଉଥ୍ ସହିତ ଭାରତର ବ୍ୟାପକ ଭାଗିଦାରୀ ର ଏକ ଅଂଶ: ସଂଗୀତା ସିଂଦେଓ   25-Oct-2026

You Might Also Like