-+91-9937148622 |

prerana_bgr@rediffmail.com |

  Monday 16th February 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ଦୁଇଦିନିଆ ଜାତୀୟ ଆଲୋଚନାଚକ୍ର    (16-Feb-2026)       ||      *୧୭ ତମ ଅଲ୍ ଇଣ୍ଡିଆ ରମଧୁନ କପ୍ ଫୁଟବଲ୍*- *ଉଦଘାଟନୀ ମ୍ୟାଚ୍ ରେ ୩-୨ ଗୋଲ୍ ରେ କଲିକତା ଦଳ ବିଜୟୀ*   (16-Feb-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ୩୭ ଟି ଅଭିଯୋଗର ଶୁଣାଣି   (16-Feb-2026)       ||      ‘ଆତ୍ମସୁରକ୍ଷା ତାଲିମ ଶିବିର ଉଦ୍‌ଯାପିତ’   (16-Feb-2026)       ||      ଓମ୍ଫେଡ୍ ର ସର୍ବକାଳୀନ ରେକର୍ଡ♦️ଗୋଟିଏ ଦିନରେ ୧ଲକ୍ଷ ଲିଟର ଦହି ଓ ୧୨ହଜାର ଲିଟର ଘିଅ ଅଧିକ ବିକ୍ରି   (16-Feb-2026)       ||      *ଶ୍ରୀ ରାମେଶ୍ୱର ଶୈବ ପୀଠ ରେ ୩୭ ତମ ସାମୁହିକ ବ୍ରତୋପନୟନ ଉତ୍ସବ ପାଳିତ*-   (16-Feb-2026)       ||      ଅଲ ଇଣ୍ଡିଆ ଭଲିବଲ୍‌ ଟୁର୍ନାମେଣ୍ଟ ରେ ଫାଇନାଲକୁ ଜବଲପୁର   (16-Feb-2026)       ||      ବେଆଇନ ଗୋରୁ ଚଲାଣ ବେଳେ ମାଡି ବସିଲେ ବଜରଙ୍ଗ ଦଳ   (16-Feb-2026)       ||      ଏମ୍.ଭି-୭୯ ଗ୍ରାମ ପାଖରେ ରହିଥିବା ନୂଆଗୁଡା ସାହିରେ ଟ୍ରାନ୍ସଫର୍ମର ପୋଡି ଯିବାର ୩ ଦିନ ବିତିଯିବା ପରେ ବି ବିଦ୍ୟୁତ ସଂଯୋଗ ହୋଇପାରୁନି    (16-Feb-2026)       ||      ଶିବରାତ୍ରୀ ଅବସରରେ କେଲିଆ ଶୈବ ପୀଠ ରେ ହଜାର ହଜାର ଭକ୍ତଙ୍କ ଭିଡ଼   (16-Feb-2026)       ||      ପଞ୍ଚ ଦିବସୀୟ ପ୍ରବୋଧନ ତାଲିମ ଉଦଯାପିତ   (15-Feb-2026)       ||      ସୀତାରାମ କଳା ଅନୁଷ୍ଠାନ ପକ୍ଷରୁ ମହାଶିବ ରାତ୍ରୀ ଉପଲକ୍ଷେ ଭଜନ ସନ୍ଧ୍ୟା ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Feb-2026)       ||      ତରାପୁର ମନ୍ଦିରରେ ଚତୁର୍ଦ୍ଦଶୀ ଓ ଶିବରାତ୍ରୀ ପାଳନ   (15-Feb-2026)       ||      ରାଜ୍ୟସ୍ତରୀୟ ତୀରନ୍ଦାଜୀ ଚମ୍ପିୟାନସିପରେ ବୌଦ୍ଧର ସୁରଜ ମେହେର ପାଇଲେ ରୋପ୍ୟ ପଦକ   (15-Feb-2026)       ||      ୟୁଜିସି ନିର୍ଦ୍ଦେଶାନାମା ୨୦୨୬ ସମର୍ଥନରେ କର୍ମଶାଳା   (15-Feb-2026)       ||      ଆଗଲପୁର ପୋଲିସ କୁ ବଡ଼ ସଫଳତା   (15-Feb-2026)       ||      କୃତ୍ରିମ ବୁଦ୍ଧିମତ୍ତାକୁ ନେଇ ଅନ୍ତର୍ଜାତୀୟ କର୍ମଶାଳାରେ ଭାଗନେଲେ ଯୁବୋଦୟ ର ୧୨ ଛାତ୍ର   (15-Feb-2026)       ||      ଵିଜୁ ପଟ୍ଟନାୟକ ମହିଳା ମହାବିଦ୍ୟାଳୟ ୩୩ତମ ବାର୍ଷିକ ଉତ୍ସଵ "ପରମ୍ପରା "   (15-Feb-2026)       ||      ବଲବସପୁର ଅଗ୍ନିଭୈରବ ନାଟ୍ୟକଳା ସଂଘ ର ଶପଥ ଗ୍ରହଣ ସମାରୋହ।   (15-Feb-2026)       ||      ଦିନଦ୍ୱିପହରରେ କୋର୍ଟକର୍ମଚାରୀଙ୍କ ସ୍କୁଟିଲୁଟ,୪୮ ଘଣ୍ଟାପରେ ବି ପୋଲିସ ହାତ ଖାଲି   (15-Feb-2026)       ||     

HOME   ଜିଲ୍ଲା

ସତ୍ୟ ନାରାୟଣ ସ୍ମୃତି ଜନ୍ମ ବାର୍ଷିକ ଉତ୍ସବ ପାଳନ ଅବସରରେ ସାଂପ୍ରତିକ ସମାଜରେ ସାମ୍ବାଦିକତା ଶୀର୍ଷକ ବିଷୟ ବସ୍ତୁ ଉପରେ ଆଲୋଚନା ଚକ୍ର ଅନୁଷ୍ଠିତ

06-Sep-2023



ବଲାଙ୍ଗୀର(ପ୍ରେରଣା ଖବର ): :- ସ୍ଥାନୀୟ ସାମ୍ବାଦିକ ଭବନ ଠାରେ ସତ୍ୟନାରାୟଣ ସ୍ମୃତି ଜନ୍ମ ବାର୍ଷିକ ଉତ୍ସବ ପାଳନ ଅବସରରେ ଏକ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଯାଇଛି।ସାଂପ୍ରତିକ ସମାଜରେ ସାମ୍ବାଦିକତା ଶୀର୍ଷକ ବିଷୟ ବସ୍ତୁ ଉପରେ ବକ୍ତା ମାନେ ନିଜର ବକ୍ତବ୍ୟ ରଖିଥିଲେ।ବଲାଙ୍ଗୀର ଜିଲ୍ଲାପାଳ ଚଞ୍ଚଳ ରାଣା ମୁଖ୍ୟ ଅତିଥି ଭାବେ ଯୋଗଦେଇ ସାମ୍ବାଦିକତା ର ଗୁଣବତ୍ତା ଉପରେ ଆଲୋକପାତ କରିଥିଲେ।ଅନ୍ୟତମ ଅତିଥି ଭାବେ ବଲାଙ୍ଗୀର ପୌର ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ଲିକା ସାହୁ ଏହି ଉତ୍ସବ ରେ ଯୋଗଦାନ କରି ସାମ୍ବାଦିକତା ର ବିକାଶ ଦିଗରେ ଦିଗଦର୍ଶନ ଦେଇଥିଲେ।ଟିଟିଲାଗଡ ଡିଏଭି କଲେଜ୍ ର ପୂର୍ବତନ ଅଧ୍ୟକ୍ଷ ଶ୍ରୀଯୁକ୍ତ ଛାୟାକାନ୍ତ ଷଡ଼ଙ୍ଗୀ ମୁଖ୍ୟବକ୍ତା ଭାବେ ତାଙ୍କ ବକ୍ତବ୍ୟରେ ସାମ୍ବାଦିକ ଏବଂ ସାମ୍ବାଦିକତା ରେ ଥିବା ତୃଟି ଉପରେ ଆଲୋକପାତ କରି କ୍ଷୋଭ ପ୍ରକାଶ କରିଥିଲେ।ସାମ୍ବାଦିକ ର ତ୍ରୁଟିପୂର୍ଣ୍ଣ ଲେଖା ଉପରେ ସବିଶେଷ ଆଲୋଚନା କରି ସମ୍ବାଦ ପରିବେଷଣ ବେଳେ ସଠିକ୍ ତଥ୍ୟ ଉପରେ ନିର୍ଭୁଲ ଭାବେ ସମ୍ବାଦ ପରିବେଷଣ କରିବା ପାଇଁ ତାଙ୍କ ଭାଷା ମାଧ୍ୟମରେ ସୂଚାଇ ଦେଇଥିଲେ।ଦୈନିକ ସମ୍ବାଦପତ୍ର ପ୍ରମେୟ ର କେବିକେ ମୂଖ୍ୟ ଶ୍ରୀଯୁକ୍ତ ଅଖିଳ ଚନ୍ଦ୍ର ହୋତା ସମ୍ମାନିତ ଅତିଥି ଭାବରେ ଯୋଗଦେଇ ଥିବା ବେଳେ ଗାଳ୍ପିକା ଡା.ମଞ୍ଜୁବାଲା ପଣ୍ଡା ମଧ୍ୟ ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ସକାରାତ୍ମକ

ସାମ୍ବାଦିକତା ଉପରେ ଦିଗଦର୍ଶନ ଦେଇଥିଲେ।ବରିଷ୍ଠ ସାମ୍ବାଦିକ ଶ୍ରୀଯୁକ୍ତ ମନୋରଞ୍ଜନ ଯୋଷୀ ସାମ୍ବାଦିକତା ର ଆଭିମୁଖ୍ୟ ଉପରେ ସମ୍ୟକ୍ ଆଲୋକପାତ କରିଥିଲେ।ଆଜିର ଏହି ଜନ୍ମ ବାର୍ଷିକ ଉତ୍ସବ ର ସଭା କୁ ବରିଷ୍ଠ ସାମ୍ବାଦିକ ସତ୍ୟ ସୁନ୍ଦର ଭଞ୍ଜ ପରିଚାଳନା କରିଥିବା ବେଳେ ସ୍ମୃତି କମିଟି ର ସଭାପତି ଇଂ ପ୍ରଦୀପ୍ତ ମିଶ୍ର ପ୍ରାରମ୍ଭିକ ସୂଚନା ପ୍ରଦାନ କରିଥିଲେ।ସତ୍ୟ ନାରାୟଣ ସ୍ମୃତି କମିଟି ର ସମ୍ପାଦକ ଶରତ ମହାକୁର କାର୍ଯକ୍ରମ କୁ ସଫଳ କରିବାରେ ସହଯୋଗ କରିଥିଲେ।ଏହି ଅବସରରେ ବରିଷ୍ଠ ତଥା ଜିଲ୍ଲା ସାମ୍ବାଦିକ ସଂଘ ର ପ୍ରତିଷ୍ଠାତା ସଦସ୍ୟ ଶ୍ରୀଯୁକ୍ତ ନବୀନ ପଶାୟତ ଙ୍କ ନିରପେକ୍ଷ ସାମ୍ବାଦିକତା ପାଇଁ ସତ୍ୟ ନାରାୟଣ ସ୍ମୃତି ସମ୍ମାନ ରେ ସମ୍ମାନିତ କରାଯାଇଥିଲା।ଏହି କାର୍ଯ୍ୟକ୍ରମରେ ବହୁ ଗଣମାଧ୍ୟମ ପ୍ରତିନିଧି ମାନେ ଯୋଗଦାନ ଦେଇଥିବା ବେଳେ କଲେଜ୍ ଛାତ୍ର ମାନେ ଯୋଗଦେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଦୁଇଦିନିଆ ଜାତୀୟ ଆଲୋଚନାଚକ୍ର   16-Feb-2026
  ଜିଲ୍ଲା  
*୧୭ ତମ ଅଲ୍ ଇଣ୍ଡିଆ ରମଧୁନ କପ୍ ଫୁଟବଲ୍*- *ଉଦଘାଟନୀ ମ୍ୟାଚ୍ ରେ ୩-୨ ଗୋଲ୍ ରେ କଲିକତା ଦଳ ବିଜୟୀ*   16-Feb-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ୩୭ ଟି ଅଭିଯୋଗର ଶୁଣାଣି   16-Feb-2026
  ଜିଲ୍ଲା  
‘ଆତ୍ମସୁରକ୍ଷା ତାଲିମ ଶିବିର ଉଦ୍‌ଯାପିତ’   16-Feb-2026
  ରାଜ୍ୟ  
ଓମ୍ଫେଡ୍ ର ସର୍ବକାଳୀନ ରେକର୍ଡ♦️ଗୋଟିଏ ଦିନରେ ୧ଲକ୍ଷ ଲିଟର ଦହି ଓ ୧୨ହଜାର ଲିଟର ଘିଅ ଅଧିକ ବିକ୍ରି   16-Feb-2026
  ଜିଲ୍ଲା  
*ଶ୍ରୀ ରାମେଶ୍ୱର ଶୈବ ପୀଠ ରେ ୩୭ ତମ ସାମୁହିକ ବ୍ରତୋପନୟନ ଉତ୍ସବ ପାଳିତ*-   16-Feb-2026
  ଜିଲ୍ଲା  
ଅଲ ଇଣ୍ଡିଆ ଭଲିବଲ୍‌ ଟୁର୍ନାମେଣ୍ଟ ରେ ଫାଇନାଲକୁ ଜବଲପୁର   16-Feb-2026
  ଜିଲ୍ଲା  
ବେଆଇନ ଗୋରୁ ଚଲାଣ ବେଳେ ମାଡି ବସିଲେ ବଜରଙ୍ଗ ଦଳ   16-Feb-2026
  ଜିଲ୍ଲା  
ଏମ୍.ଭି-୭୯ ଗ୍ରାମ ପାଖରେ ରହିଥିବା ନୂଆଗୁଡା ସାହିରେ ଟ୍ରାନ୍ସଫର୍ମର ପୋଡି ଯିବାର ୩ ଦିନ ବିତିଯିବା ପରେ ବି ବିଦ୍ୟୁତ ସଂଯୋଗ ହୋଇପାରୁନି   16-Feb-2026
  ଜିଲ୍ଲା  
ଶିବରାତ୍ରୀ ଅବସରରେ କେଲିଆ ଶୈବ ପୀଠ ରେ ହଜାର ହଜାର ଭକ୍ତଙ୍କ ଭିଡ଼   16-Feb-2026
  ଜିଲ୍ଲା  
ପଞ୍ଚ ଦିବସୀୟ ପ୍ରବୋଧନ ତାଲିମ ଉଦଯାପିତ   15-Feb-2026
  ଜିଲ୍ଲା  
ସୀତାରାମ କଳା ଅନୁଷ୍ଠାନ ପକ୍ଷରୁ ମହାଶିବ ରାତ୍ରୀ ଉପଲକ୍ଷେ ଭଜନ ସନ୍ଧ୍ୟା ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ   15-Feb-2026

You Might Also Like